Isaiah 49:16 in Oriya

Oriya Oriya Bible Isaiah Isaiah 49 Isaiah 49:16

Isaiah 49:16
ଦେଖ, ଆମ୍ଭେ ତୁମ୍ଭର ନାମକୁ ଆମ୍ଭର ହସ୍ତ ଦ୍ବଯର ପାପୁଲି ରେ ଲେଖି ଅଛୁ। ତୁମ୍ଭର ଆକୃତି ସର୍ବଦା ଆମ୍ଭ ସମ୍ମୁଖ ରେ ଅଛି।

Isaiah 49:15Isaiah 49Isaiah 49:17

Isaiah 49:16 in Other Translations

King James Version (KJV)
Behold, I have graven thee upon the palms of my hands; thy walls are continually before me.

American Standard Version (ASV)
Behold, I have graven thee upon the palms of my hands; thy walls are continually before me.

Bible in Basic English (BBE)
See, your name is marked on my hands; your walls are ever before me.

Darby English Bible (DBY)
Lo, I have graven thee upon the palms of [my] hands; thy walls are continually before me.

World English Bible (WEB)
Behold, I have engraved you on the palms of my hands; your walls are continually before me.

Young's Literal Translation (YLT)
Lo, on the palms of the hand I have graven thee, Thy walls `are' before Me continually.

Behold,
הֵ֥ןhēnhane
I
have
graven
עַלʿalal
thee
upon
כַּפַּ֖יִםkappayimka-PA-yeem
hands;
my
of
palms
the
חַקֹּתִ֑יךְḥaqqōtîkha-koh-TEEK
thy
walls
חוֹמֹתַ֥יִךְḥômōtayikhoh-moh-TA-yeek
are
continually
נֶגְדִּ֖יnegdîneɡ-DEE
before
תָּמִֽיד׃tāmîdta-MEED

Cross Reference

Isaiah 60:18
ତୁମ୍ଭ ଦେଶ ରେ ଦୌରାତ୍ମ୍ଯର କଥା ଓ ତୁମ୍ଭର ସୀମା ମଧିଅରେ ଧ୍ବଂସ ଓ ବିନାଶର କଥା ଆଉ ଶୁଣାୟିବ ନାହିଁ। ତୁମ୍ଭେ ତୁମ୍ଭ ପ୍ରାଚୀର ସମୂହର ନାମ ପରିତ୍ରାଣ' ଓ ତୁମ୍ଭ ନଗରର ଦ୍ବାର ସମୂହର ନାମ ପ୍ରଶଂସା' ରଖିବ।

Psalm 48:12
ସିୟୋନ ପର୍ବତର ଚତୁର୍ଦ୍ଦିଗରେ ଭ୍ରମଣ କର। ସହେି ନଗରୀକୁ ଚାହଁ। ତାହାର ଗମ୍ବୁଜ ସବୁକୁ ଗଣ।

Exodus 13:9
ଏହି ପବିତ୍ର ଦିନଟିକୁ ତୁମ୍ଭମାନେେ ମନେ ରଖିବ। ଏହା ଯେପରି ତୁମ୍ଭମାନଙ୍କ ପାଇଁ, ସଦାପ୍ରଭୁଙ୍କ ବ୍ଯବସ୍ଥା ଯେପରି ତୁମ୍ଭ ମୁଖ ରେ ରହିବ, ଏଥିପାଇଁ ଏହା ଚିହ୍ନ ସ୍ବରୂପ ତୁମ୍ଭ ହସ୍ତ ରେ ଓ ସ୍ମରଣର ଉପାଯ ସ୍ବରୂପ ତୁମ୍ଭ ଚକ୍ଷୁ ଦ୍ବଯର ମଧ୍ଯସ୍ଥାନ ରେ ରହିବ। ଯେ ହତେୁ ସଦାପ୍ରଭୁ ପରାକ୍ରାନ୍ତ ହସ୍ତଦ୍ବାରା ମିଶରଠାରୁ ତୁମ୍ଭକୁ ବାହାର କରି ଆଣିଛନ୍ତି।

Revelation 21:10
ସେ ଦୂତ ମାେତେ ଆତ୍ମା ଦ୍ବାରା ଗୋଟିଏ ବହୁତ ବଡ଼ ଓ ଉଚ୍ଚ ପର୍ବତକୁ ନଇଗେଲେ। ସେ ମାେତେ ପବିତ୍ର ନଗରୀ ୟିରୁଶାଲମ ଦଖାଇେଲେ। ମୁଁ ସହେି ନଗରୀକୁ ପରମେଶ୍ବରଙ୍କ ପାଖରୁ ସ୍ବର୍ଗରୁ ଆସିବାର ଦେଖିଲି।

Haggai 2:23
ସର୍ବଶକ୍ତିମାନ୍ ସଦାପ୍ରଭୁ ଏହିସବୁ କହୁଛନ୍ତି। ଶଲ୍ଟୀଯଲଙ୍କ ପୁତ୍ର ୟିରୁଦ୍ଦାବିଲ, ତୁମ୍ଭେ ଆମ୍ଭର ଭୃତ୍ଯ। ଆମ୍ଭେ ତୁମ୍ଭକୁ ବାଛିଅଛୁ, ସହେି ସମୟରେ ଆମ୍ଭେ ତୁମ୍ଭକୁ ଏକ ମାହେର ଥିବା ମୁଦି କରିବା। ଆମ୍ଭେ ଏସବୁ କରିଛୁ ବୋଲି ତୁମ୍ଭେ ଏହାର ପ୍ରମାଣ ହବେ।

Isaiah 62:6
ହେ ୟିରୁଶାଲମ, ଆମ୍ଭେ ତୁମ୍ଭ ପ୍ରାଚୀର ଉପ ରେ ପ୍ରହରିଗଣ ନିୟୁକ୍ତ କରିଅଛୁ ; ସମାନେେ କି ଦିନ କି ରାତି ନୀରବ ରହିବେ ନାହିଁ। ସଦାପ୍ରଭୁଙ୍କୁ ପ୍ରାର୍ଥନା କରିବେ ଓ ତୁମ୍ଭମାନେେ ନିଶ୍ଚିତ ତାଙ୍କର ପ୍ରତିଜ୍ଞା ସ୍ମରଣ କରିବ।

Isaiah 54:12
ଆମ୍ଭେ ପଦ୍ମରାଗ ମଣି ରେ ତୁମ୍ଭ ସ୍ତମ୍ଭର ଚୂଡ଼ା, ସୂର୍ୟ୍ଯକାନ୍ତ ମଣି ରେ ତୁମ୍ଭ ନଗରର ଦ୍ବାର ସକଳ ଓ ମନୋରମ ପ୍ରସ୍ତର ରେ ତୁମ୍ଭ ସମଗ୍ର ସୀମା ପ୍ରାଚୀର ନିର୍ମାଣ କରିବା।

Isaiah 26:1
ସଦେିନ, ଯିହୁଦା ଦେଶ ରେ ଏହି ଗୀତ ଗାନ କରାୟିବ। ଆମ୍ଭମାନଙ୍କର ଏକ ସୁଦୃଢ଼ ନଗର ଅଛି। ସଦାପ୍ରଭୁ ଆମ୍ଭମାନଙ୍କର ମୁକ୍ତିଦାତା। ସଦାପ୍ରଭୁ ଆମ୍ଭମାନଙ୍କ ଏକ ବଡ଼, ଉଚ୍ଚ ପ୍ରାଚୀର ଓ ଗୋଟିଏ ଦୃଢ ନଗର ତିଆରି କରିବେ।

Song of Solomon 8:6
ତୁମ୍ଭେ ମାେତେ ମାହେର ତୁଲ୍ଯ ଆପଣା ହୃଦଯ ରେ, ବାହୁଟି ତୁଲ୍ଯ ଆପଣା ବାହୁ ରେ ଧାରଣ କର। କାରଣ ପ୍ ରମେ ମୃତ୍ଯୁ ପରି ଶକ୍ତିଶାଳୀ ଅଟେ। ହୃଦଯର ଦହନ କବର ପରି ଦୃଢ଼ ଅଟେ। ଏହାର ଶିଖା ଏକ ଜଳନ୍ତା ନିଆଁ ପରି ଏବଂ ଏହା ଏକ ବିରାଟ ନିଆଁ ରେ ପରିଣତ ହାଇପୋ ରେ।

Jeremiah 22:24
ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ଯିହୁଦାର ରାଜା ଯିହାୟୋକୀମର ପୁତ୍ର ଯିହାୟୋଦାରକୀନ୍ ଆମ୍ଭ ଦକ୍ଷିଣ ହସ୍ତର ମାହେର ତୁଲ୍ଯ ହେଲେ ହେଁ ଆମ୍ଭେ ତୁମ୍ଭକୁ ସଠାରୁେ କାଢ଼ି ପକାଇବା।