Isaiah 51:16 in Oriya

Oriya Oriya Bible Isaiah Isaiah 51 Isaiah 51:16

Isaiah 51:16
ହେ ମାରେ ସବେକ ଇଶ୍ରାୟେଲ, ଆମ୍ଭେ ତୁମ୍ଭ ମୁଖ ରେ ଆମ୍ଭର ବାକ୍ଯ ରଖିଅଛୁ ଓ ଆମ୍ଭର ହସ୍ତର ଛାଯା ରେ ତୁମ୍ଭକୁ ଆଚ୍ଛାଦନ କରିଅଛୁ। ତୁମ୍ଭେ ସିୟୋନକୁ ଏହା କହିବ ଯେ ଆମ୍ଭେ ସ୍ବର୍ଗମଣ୍ଡଳ ରୋପଣ କରିଅଛୁ ଓ ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛୁ, ତୁମ୍ଭମାନେେ ମାରେ ସନ୍ତାନ।'

Isaiah 51:15Isaiah 51Isaiah 51:17

Isaiah 51:16 in Other Translations

King James Version (KJV)
And I have put my words in thy mouth, and I have covered thee in the shadow of mine hand, that I may plant the heavens, and lay the foundations of the earth, and say unto Zion, Thou art my people.

American Standard Version (ASV)
And I have put my words in thy mouth, and have covered thee in the shadow of my hand, that I may plant the heavens, and lay the foundations of the earth, and say unto Zion, Thou art my people.

Bible in Basic English (BBE)
And I have put my words in your mouth, covering you with the shade of my hand, stretching out the heavens, and placing the earth on its base, and saying to Zion, You are my people.

Darby English Bible (DBY)
And I have put my words in thy mouth, and covered thee with the shadow of my hand, to plant the heavens, and to lay the foundations of the earth, and to say unto Zion, Thou art my people.

World English Bible (WEB)
I have put my words in your mouth, and have covered you in the shadow of my hand, that I may plant the heavens, and lay the foundations of the earth, and tell Zion, You are my people.

Young's Literal Translation (YLT)
And I put My words in thy mouth, And with the shadow of My hand have covered thee, To plant the heavens, and to found earth, And to say to Zion, `My people `art' thou.'

And
I
have
put
וָאָשִׂ֤םwāʾāśimva-ah-SEEM
words
my
דְּבָרַי֙dĕbāraydeh-va-RA
in
thy
mouth,
בְּפִ֔יךָbĕpîkābeh-FEE-ha
covered
have
I
and
וּבְצֵ֥לûbĕṣēloo-veh-TSALE
shadow
the
in
thee
יָדִ֖יyādîya-DEE
of
mine
hand,
כִּסִּיתִ֑יךָkissîtîkākee-see-TEE-ha
plant
may
I
that
לִנְטֹ֤עַlinṭōaʿleen-TOH-ah
the
heavens,
שָׁמַ֙יִם֙šāmayimsha-MA-YEEM
and
lay
the
foundations
וְלִיסֹ֣דwĕlîsōdveh-lee-SODE
earth,
the
of
אָ֔רֶץʾāreṣAH-rets
and
say
וְלֵאמֹ֥רwĕlēʾmōrveh-lay-MORE
unto
Zion,
לְצִיּ֖וֹןlĕṣiyyônleh-TSEE-yone
Thou
עַמִּיʿammîah-MEE
art
my
people.
אָֽתָּה׃ʾāttâAH-ta

Cross Reference

Isaiah 59:21
ନିଜ ବିଷଯ ରେ ସଦାପ୍ରଭୁ କୁହନ୍ତି, ସମାନଙ୍କେ ସହିତ ଆମ୍ଭର ଚୁକ୍ତି ହେଉଛି, ଆମ୍ଭର ଯେଉଁ ଆତ୍ମା ତୁମ୍ଭ ଉପ ରେ ଅଧିଷ୍ଠାନ କରନ୍ତି ଓ ଆମ୍ଭେ ଯେଉଁ ବାକ୍ଯସବୁ ତୁମ୍ଭ ମୁଖ ରେ ରଖିଛୁ, ତାହା ତୁମ୍ଭ ମୁଖରୁ ଓ ତୁମ୍ଭ ବଂଶ ମୁଖରୁ ଓ ତୁମ୍ଭର ବଂଶୋଦ୍ଭବ ବଂଶର ମୁଖରୁ ଅଦ୍ଯାବଧି ଅନନ୍ତକାଳ ପର୍ୟ୍ଯନ୍ତ ଦୂର କରାୟିବ ନାହିଁ।'

Isaiah 49:2
ସଦାପ୍ରଭୁ ତାଙ୍କର ବାକ୍ଯ ପ୍ରଚାର ପାଇଁ ମାେତେ ପଠାଇଛନ୍ତି। ତେଣୁ ସେ ମାରେ ମୁଖକୁ ତୀକ୍ଷ୍ଣ ଖଡ୍ଗ ସ୍ବରୂପ କରିଛନ୍ତି। ନିଜର ହସ୍ତ ଛାଯା ରେ ସେ ମାେତେ ଲୁଚାଇ ରଖିଛନ୍ତି ଓ ସେ ମାେତେ ଶାଣିତ ବାଣସ୍ବରୂପ କରି ନିଜର ତୁଣୀର ରେ ଲୁଚାଇ ରଖିଛନ୍ତି।

Deuteronomy 18:18
ଆମ୍ଭେ ସମାନଙ୍କେ ନିମନ୍ତେ ସମାନଙ୍କେ ଭାତୃଗଣ ମଧ୍ଯରକ୍ସ୍ଟ ତକ୍ସ୍ଟମ୍ଭ ସଦୃଶ ଜଣେ ଭବିଷ୍ଯଦ୍ ବକ୍ତା ଉତ୍ପନ୍ନ କରିବା ଓ ଆମ୍ଭେ ତାହାଙ୍କ ମକ୍ସ୍ଟଖ ରେ ଆପଣା ବାକ୍ଯ ଦବୋ ଓ ଆମ୍ଭେ ତାହାଙ୍କକ୍ସ୍ଟ ଯେଉଁ ଆଜ୍ଞା ଦବୋ, ତାହା ସେ ସମାନଙ୍କେୁ କହିବେ।

Psalm 75:3
ପୃଥିବୀ ଓ ତହିଁରେ ବାସ କରୁଥିବା ସମସ୍ତ ଜୀବନ ଟଳମଳ ହାଇେ ପତନ ହବୋକୁ ଯାଉଛନ୍ତି। କିନ୍ତୁ ମୁଁ ତାକୁ ସ୍ଥିର କରିବି।

Isaiah 45:18
ସଦାପ୍ରଭୁ ହିଁ ପରମେଶ୍ବର, ସେ ଆକାଶମଣ୍ଡଳର ସୃଷ୍ଟିକର୍ତ୍ତା, ସେ ପୃଥିବୀର ମଧ୍ଯ ନିର୍ମାଣକାରୀ, ସେ ଏହାକୁ ସ୍ଥାପନ କଲେ, ସେ ତାକୁ ଶୂନ୍ଯପରି ସୃଷ୍ଟି କଲେ ନାହିଁ। ସେ ତାକୁ ବସତି ପାଇଁ ସ୍ଥାପନ କଲେ। ତେଣୁ ତାଙ୍କ ବିନା ଅନ୍ୟ ପରମେଶ୍ବର କହେି ନାହାଁନ୍ତି।

Isaiah 48:13
ଆମ୍ଭର ହସ୍ତ ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛି ଓ ଆମ୍ଭର ଦକ୍ଷିଣ ହସ୍ତ ଆକାଶମଣ୍ଡଳ ବିସ୍ତାର କରିଅଛି। ତେଣୁ ଆମ୍ଭେ ସମାନଙ୍କେୁ ଡାକିଲେ ସମାନେେ ଏକତ୍ର ଆମ୍ଭ ସମ୍ମୁଖ ରେ ଛିଡ଼ା ହୁଅନ୍ତି।

Isaiah 50:4
ମାରେପ୍ରଭୁ ସଦାପ୍ରଭୁ ମାେତେ ଶିକ୍ଷା ଦଇେଛନ୍ତି ମୁଁ ଯେପରି କ୍ଲାନ୍ତ ଦୁର୍ବଳମାନଙ୍କୁ ସୁସ୍ଥିର କରିପାରିବି, ସେ ପ୍ରତି ପ୍ରଭାତ ରେ ମାେତେ ଜାଗ୍ରତ କରାନ୍ତି ଓ ବିଦ୍ଯାର୍ଥୀପରି ଶୁଣିବା ପାଇଁ ମାରେ କର୍ଣ୍ଣକୁ ଜାଗ୍ରତ କରାନ୍ତି।

Isaiah 66:22
କାରଣ ଆମ୍ଭେ ଯେଉଁ ନୂତନ ସ୍ବର୍ଗମଣ୍ଡଳ ଓ ନୂତନ ପୃଥିବୀ ନିର୍ମାଣ କରିବା, ତାହା ଯେପରି ଆମ୍ଭ ସମ୍ମୁଖ ରେ ସ୍ଥାଯୀ ହବେ, ସହେିପରି ତୁମ୍ଭମାନଙ୍କର ବଂଶ ଓ ତୁମ୍ଭମାନଙ୍କର ନାମ ସ୍ଥାଯୀ ହବେ, ଏହା ସଦାପ୍ରଭୁ କୁହନ୍ତି।

Revelation 1:1
ଏହା ଯୀଶୁଖ୍ରୀଷ୍ଟଙ୍କର ପ୍ରକାଶିତ ବାକ୍ଯ ଯାହା ଯାହା ଶୀଘ୍ର ଘଟିବ, ସେ ବିଷୟ ରେ ତାହାଙ୍କ ସବେକମାନଙ୍କୁ ଦଖାଇବୋ ପାଇଁ ପରମେଶ୍ବର ଯୀଶୁଙ୍କୁ ଏସବୁ ଦଇେଥିଲେ। ଖ୍ରୀଷ୍ଟ ତାହାଙ୍କର ଦୂତଙ୍କୁ ଏସବୁ ଦଖାଇବୋ ପାଇଁ ତାହାଙ୍କ ଦାସ ଯୋହନଙ୍କ ନିକଟକୁ ପାଇଲେ।

2 Peter 3:13
କିନ୍ତୁ ପରମେଶ୍ବର ଆମ୍ଭକୁ ଗୋଟିଏ ପ୍ରତିଶ୍ରୁତି ଦଇେଛନ୍ତି। ଆମ୍ଭମାନେେ ତାହାଙ୍କ ପ୍ରତିଜ୍ଞାନୁସା ରେ ଏକ ନୂତନ ଆକାଶମଣ୍ଡଳ ଓ ନୂତନ ଜଗତର ଅପେକ୍ଷା ରେ ଅଛୁ। ତାହା ଧାର୍ମିକତାର ବାସସ୍ଥଳୀ ହବେ।

Hebrews 8:10
ଏହି ନୂତନ ନିୟମଟି ମୁଁ ଇଶ୍ରାୟେଲର ଲୋକଙ୍କ ସହତ କରିବି, ଏହି ନିୟମଟି ମୁଁ ଭବିଷ୍ଯତ ରେ କରିବି ପ୍ରଭୁ କୁହନ୍ତି : ମୁଁ ସମାନଙ୍କେ ମନ ରେ ଆପଣା ବ୍ଯବସ୍ଥା ଦବେି ସମାନଙ୍କେ ହୃଦୟ ରେ ସହେିସବୁ ଲେଖିବି। ମୁଁ ସମାନଙ୍କେ ପରମେଶ୍ବର ହବେି, ଓ ସମାନେେ ମାରେ ଲୋକ ହବେେ।

John 17:8
ମାେତେ ତୁମ୍ଭେ ଯେଉଁ ଉପଦେଶ ଦଇେଥିଲ, ମୁଁ ସହେି ଉପଦେଶ ଏହି ଲୋକଙ୍କୁ ଦଇେଛି। ସମାନେେ ତାହା ଗ୍ରହଣ କରିଛନ୍ତି। ସମାନେେ ଜାଣି ପାରିଲେ ଯେ, ମୁଁ ପ୍ରକୃତ ରେ ତୁମ୍ଭଠାରୁ ଆସିଛି ଓ ତୁମ୍ଭେ ମାେତେ ପଠାଇଛ ବୋଲି ସମାନେେ ବିଶ୍ବାସ କରିଛନ୍ତି।

John 8:38
ମାେତେ ପରମପିତା ଯାହା ଦଖାଇେଛନ୍ତି, ତାହା ମୁଁ ତୁମ୍ଭକୁ କହୁଛି। କିନ୍ତୁ ତୁମ୍ଭମାନେେ ତୁମ୍ଭ ପିତା ଯାହା କହିଛନ୍ତି ତାହା କରୁଛ।

John 3:34
ପରମେଶ୍ବର ତାହାଙ୍କୁ ପଠାଇଛନ୍ତି। ପରମେଶ୍ବର ଯାହା କହିଥାନ୍ତି, ସେ ତାହା କହନ୍ତି। ପରମେଶ୍ବର ସମ୍ପୂର୍ଣ୍ଣଭାବେ ତାହାଙ୍କୁ ପବିତ୍ର ଆତ୍ମା ପ୍ରଦାନ କରିଛନ୍ତି।

Deuteronomy 33:27
ପରମେଶ୍ବର ଅନନ୍ତକାଳସ୍ଥାଯୀ, ସେ ହେଉଛନ୍ତି ତୁମ୍ଭର ନିରାପଦରସ୍ଥାନ। ପରମେଶ୍ବରଙ୍କର ଶକ୍ତି ଅନନ୍ତକାଳ। ସେ ତକ୍ସ୍ଟମ୍ଭପାଇଁ ସକ୍ସ୍ଟରକ୍ଷା ଦେଉଛନ୍ତି। ପରମେଶ୍ବର ତକ୍ସ୍ଟମ୍ଭ ଦେଶରକ୍ସ୍ଟ ତକ୍ସ୍ଟମ୍ଭ ଶତୃମାନଙ୍କୁ ବିତାଡିତ କରିବେ। ସେ କହିବେ, 'ଶତୃମାନଙ୍କୁ ବିନାଶ କର।'

Psalm 92:13
ସମାନେେ ପରମେଶ୍ବରଙ୍କ ମନ୍ଦିରର ଅଗଣାରେ ଅବସ୍ଥିତ ଅଙ୍କୁରିତ ଡ଼ାଳଗଛ ସ୍ବରୂପ।

Isaiah 49:8
ସଦାପ୍ରଭୁ କୁହନ୍ତି, ଆମ୍ଭେ ଯେଉଁ ସମୟରେ ଦୟା ଦଖାଇବୋ କଥା ସହେି ସମୟରେ ତୁମ୍ଭକୁ ଉତ୍ତର କରିଅଛୁ। ପରିତ୍ରାଣ ଦିନ ରେ ଆମ୍ଭେ ତୁମ୍ଭକୁ ସାହାୟ୍ଯ କରିଅଛୁ। ଆମ୍ଭେ ତୁମ୍ଭକୁ ରକ୍ଷା କରିବା ଓ ଦେଶର ଉନ୍ନତି ସାଧନ ନିମନ୍ତେ ଲୋକମାନଙ୍କୁ ସମାନଙ୍କେର ଧ୍ବଂସିତ ଉତ୍ତରାଧିକାରର ଭୋଗ କରାଇବା ନିମନ୍ତେ ଆମ୍ଭେ ତୁମ୍ଭକୁ ଲୋକମାନଙ୍କର ଚୁକ୍ତି ସ୍ବରୂପ ନିୟୁକ୍ତ କରିବା।

Isaiah 60:14
ଯେଉଁମାନେ ତୁମ୍ଭକୁ କଷ୍ଟ ଦଇେଥିଲେ ସମାନଙ୍କେର ସନ୍ତାନଗଣ ତୁମ୍ଭ ନିକଟକୁ ଆସି ନତ ହବେେ ଓ ଯେଉଁମାନେ ତୁମ୍ଭକୁ ତୁଚ୍ଛ କରିଥିଲେ, ସମାନେେ ସମସ୍ତେ ତୁମ୍ଭ ପଦତଳେ ପ୍ରଣାମ କରିବେ। ଆଉ ସମାନେେ ତୁମ୍ଭକୁ ସଦାପ୍ରଭୁଙ୍କର ନଗରୀ ଇଶ୍ରାୟେଲର ଧର୍ମସ୍ବରୂପଙ୍କର ସିୟୋନ ବୋଲି ସମ୍ ବୋଧନ କରିବେ।'

Isaiah 60:21
ଆଉ ମଧ୍ଯ ତୁମ୍ଭର ସମସ୍ତ ଲୋକେ ଧାର୍ମିକ ହବେେ। ସମାନେେ ଅନନ୍ତକାଳ ୟାଏ ଦେଶ ଶାସନ କରିବେ। ମାେ ଗୌରବକୁ ଦଖାଇବୋ ପାଇଁ ସମାନେେ ମାେ ଦ୍ବାରା ଲଗା ହାଇେଥିବା ଗଛର ଫଳ ସଦୃଶ।

Isaiah 61:3
ସିୟୋନର ଶାେକର୍ତ୍ତ ଲୋକମାନଙ୍କୁ ଯୋଗାଇ ଦବୋକୁ ଓ ଭସ୍ମ ପରିବର୍ତେ ଭୂଷଣ, ଦୁଃଖ ପରିବର୍ତେ ସୁଖ ରୂପ ତୈଳ, ଅବସନ୍ନ ଆତ୍ମା ପରିବର୍ତେ ପ୍ରଶଂସାରୂପ ବସ୍ତ୍ର ପ୍ରଦାନ କରିବାକୁ ସେ ମାେତେ ପ୍ ରରଣେ କରିଅଛନ୍ତି । ତହିଁରେ ସଦାପ୍ରଭୁ ଯେପରି ଗୌରବାନ୍ବିତ ହବେେ, ଏଥିପାଇଁ ସମାନେେ 'ଧର୍ମରୂପ ବୃକ୍ଷ' ଓ 'ତାଙ୍କର ଉଦ୍ୟାନ ବୋଲି ବିଖ୍ଯାତ ହବେେ।'

Isaiah 65:17
କାରଣ ଦେଖ, ଆମ୍ଭେ ନୂତନ ସ୍ବର୍ଗମଣ୍ଡଳ ଓ ନୂତନ ପୃଥିବୀ ସୃଷ୍ଟି କରୁଅଛୁ। ତେଣୁ ପୂର୍ବକାଳର ବିଷଯସବୁ ବିସ୍ମୃତ ହବେ ଓ ସଗେୁଡ଼ିକ ଆଉ ସ୍ମୃତିକୁ ଆସିବ ନାହିଁ।

Jeremiah 31:33
ମାତ୍ର ସଦାପ୍ରଭୁ କହନ୍ତି, ଭବିଷ୍ଯତ ରେ ଆମ୍ଭେ ଇଶ୍ରାୟେଲ ବଂଶ ସହିତ ଏହି ନିଯମ ସ୍ଥିର କରିବା। ଆମ୍ଭେ ସମାନଙ୍କେ ଅନ୍ତର ରେ ଆମ୍ଭର ବ୍ଯବସ୍ଥା ରଖିବା ଓ ସମାନଙ୍କେ ହୃଦଯ ରେ ଆମ୍ଭେ ତାହା ଲେଖିବା। ଆଉ ଆମ୍ଭେ ସମାନଙ୍କେର ପରମେଶ୍ବର ହବୋ ଓ ସମାନେେ ଆମ୍ଭର ଲୋକ ହବେେ।

Jeremiah 32:38
ପୁଣି ଇଶ୍ରାୟେଲ ଓ ଯିହୁଦାର ଲୋକମାନେ ଆମ୍ଭର ହବେେ ଓ ଆମ୍ଭେ ସମାନଙ୍କେର ପରମେଶ୍ବର ହବୋ।

Zechariah 8:8
ଆମ୍ଭେ ସମାନଙ୍କେୁ ଏଠାକୁ ଫରୋଇ ଆଣିବା ଏବଂ ସମାନେେ ୟିରୁଶାଲମ ମଧିଅରେ ବାସ କରିବେ। ସମାନେେ ଆମ୍ଭର ଲୋକ ହବେେ ଏବଂ ଆମ୍ଭେ ସମାନଙ୍କେର ବିଶ୍ବସ୍ଥ ଏବଂ ନ୍ଯାଯବାନ୍ ପରମେଶ୍ବର ହବୋ।

Zechariah 13:9
ତା'ପ ରେ ଆମ୍ଭେ ସହେି ଏକ ତୃତୀଯାଂଶ ଲୋକଙ୍କୁ ଅଗ୍ନି ରେ ପରୀକ୍ଷା କରିବା। ଆମ୍ଭେ ସମାନଙ୍କେୁ ରୂପା ଯେପରି ନିର୍ମଳ ହୁଏ ସହେିପରି ବିଶୁଦ୍ଧ କରିବା। ସୁବର୍ଣ୍ଣକୁ ପରୀକ୍ଷା କଲାପରି ଆମ୍ଭେ ସହେି ଲୋକଙ୍କୁ ପରୀକ୍ଷା କରିବା। ଆମ୍ଭ ନାମ ଧରି ଆମ୍ଭକୁ ସମାନେେ ଡାକିବେ ଏବଂ ଆମ୍ଭେ ସମାନଙ୍କେୁ ଉତ୍ତର ଦବୋ, 'ଏମାନେ ଆମ୍ଭର ଲୋକ', ଆଉ ସମାନେେ କହିବେ, 'ସଦାପ୍ରଭୁ ଆମ୍ଭର ପରମେଶ୍ବର ଅଟନ୍ତି।'

Exodus 33:22
ତୁମ୍ଭ ନିକଟ ଦଇେ ଆମ୍ଭ ମହିମାର ଗମନ ସମୟରେ ମୁଁ ତୁମ୍ଭକୁ ଶୈଳର ସହେି ଛିଦ୍ର ରେ ରଖିବି ଓ ମୁଁ ଗମନର ଶଷେ ପର୍ୟ୍ଯନ୍ତ ଆପଣା ହସ୍ତ ରେ ତୁମ୍ଭକୁ ଆଛନ୍ନ କରିବି।