Isaiah 52:5
ସଦାପ୍ରଭୁ କୁହନ୍ତି, ବର୍ତ୍ତମାନ ଦେଖ, କ'ଣ ସବୁ ଘଟୁଅଛି। ବିନା କାରଣ ରେ ମାରେ ଲୋକମାନଙ୍କୁ ନିଆ ଯାଉଅଛି। ସମାନଙ୍କେ ଉପ ରେ ର ସହେି ଶାସକଗଣ ଗର୍ଜନ କରୁଛନ୍ତି ଓ ଆମ୍ଭର ନାମକୁ ଦିନସାରା ନିରନ୍ତର ନିନ୍ଦା କରୁଛନ୍ତି।
Isaiah 52:5 in Other Translations
King James Version (KJV)
Now therefore, what have I here, saith the LORD, that my people is taken away for nought? they that rule over them make them to howl, saith the LORD; and my name continually every day is blasphemed.
American Standard Version (ASV)
Now therefore, what do I here, saith Jehovah, seeing that my people is taken away for nought? they that rule over them do howl, saith Jehovah, and my name continually all the day is blasphemed.
Bible in Basic English (BBE)
Now then, what have I here? says the Lord, for my people are taken away without cause; they are made waste and give cries of sorrow, says the Lord, and all the day the nations put shame on my name.
Darby English Bible (DBY)
and now, what have I here, saith Jehovah, that my people hath been taken away for nought? They that rule over them make them to howl, saith Jehovah; and continually all the day is my name scorned.
World English Bible (WEB)
Now therefore, what do I here, says Yahweh, seeing that my people is taken away for nothing? those who rule over them do howl, says Yahweh, and my name continually all the day is blasphemed.
Young's Literal Translation (YLT)
And now, what -- to Me here, An affirmation of Jehovah, That taken is My people for nought? Its rulers cause howling, -- an affirmation of Jehovah, And continually all the day My name is despised.
| Now | וְעַתָּ֤ה | wĕʿattâ | veh-ah-TA |
| therefore, what | מַה | ma | ma |
| have I here, | לִּי | lî | lee |
| saith | פֹה֙ | pōh | foh |
| the Lord, | נְאֻם | nĕʾum | neh-OOM |
| that | יְהוָ֔ה | yĕhwâ | yeh-VA |
| my people | כִּֽי | kî | kee |
| is taken away | לֻקַּ֥ח | luqqaḥ | loo-KAHK |
| for nought? | עַמִּ֖י | ʿammî | ah-MEE |
| over rule that they | חִנָּ֑ם | ḥinnām | hee-NAHM |
| them make them to howl, | מֹשְׁלָ֤ו | mōšĕlāw | moh-sheh-LAHV |
| saith | יְהֵילִ֙ילוּ֙ | yĕhêlîlû | yeh-hay-LEE-LOO |
| Lord; the | נְאֻם | nĕʾum | neh-OOM |
| and my name | יְהוָ֔ה | yĕhwâ | yeh-VA |
| continually | וְתָמִ֥יד | wĕtāmîd | veh-ta-MEED |
| every | כָּל | kāl | kahl |
| day | הַיּ֖וֹם | hayyôm | HA-yome |
| is blasphemed. | שְׁמִ֥י | šĕmî | sheh-MEE |
| מִנֹּאָֽץ׃ | minnōʾāṣ | mee-noh-ATS |
Cross Reference
Romans 2:24
ପବିତ୍ର-ଶାସ୍ତ୍ର ରେ ଲଖାେ ଅଛି, ଅଣ ଯିହୂଦୀମାନେ ପରମେଶ୍ବରଙ୍କ ବିଷୟ ରେ ମନ୍ଦ କଥା, ଯିହୂଦୀମାନଙ୍କ ପାଇଁ ହିଁ କୁହନ୍ତି।
Isaiah 51:20
ତୁମ୍ଭର ସନ୍ତାନଗଣ ମୂର୍ଚ୍ଛିତ ହାଇେଅଛନ୍ତି। ସମାନେେ ପ୍ରେତ୍ୟକକ ସଡ଼କ ମୁଣ୍ଡ ରେ ପଡ଼ିଛନ୍ତି ଯେପରି ହରିଣ ଜାଲ ପାଶ ରେ ଆବଦ୍ଧ ହୁଏ। ସମାନେେ ସଦାପ୍ରଭୁଙ୍କ କୋପ ରେ ଓ ତୁମ୍ଭ ପରମେଶ୍ବରଙ୍କ ଧମକରେ ପରିପୂର୍ଣ୍ଣ।
Isaiah 51:23
ଯେଉଁମାନେ ତୁମ୍ଭକୁ କ୍ଲେଶ ଦଇେଛନ୍ତି, ସହେିମାନଙ୍କ ବିପକ୍ଷ ରେ ଆମ୍ଭେ ୟିବା। ସମାନେେ ତୁମ୍ଭକୁ କହିଛନ୍ତି, ତୁମ୍ଭେ ନଇଁପଡ଼, ଆମ୍ଭେ ତୁମ୍ଭ ଉପ ରେ ଗମନ କରିବୁ।' ପୁଣ ତୁମ୍ଭମାନେେ ଭୂମି ଓ ସଡ଼କପରି ପିଠି ପାତି ଦଇେଛ ଏବଂ ସମାନେେ ତୁମ୍ଭମାନଙ୍କ ଉପ ରେ ଗମନାଗମନ କରିଛନ୍ତି।
Isaiah 52:3
ସଦାପ୍ରଭୁ ଏହି କଥା କୁହନ୍ତି, ତୁମ୍ଭମାନେେ ବିନା ମୂଲ୍ଯ ରେ ବିବ୍ରତ ହାଇେଥିଲ, ଆଉ ବିନା ମୂଲ୍ଯ ରେ ମୁକ୍ତ ହବେ।'
Jeremiah 50:17
ଇଶ୍ରାୟେଲ ଚ୍ଛିନ୍ନଭିନ୍ନ ହାଇେଥିବା ମଷେ ସ୍ବରୂପ ସେ ସିଂହମାନଙ୍କ ଦ୍ବାରା ବିତାଡ଼ିତ ହାଇେଅଛି। ପ୍ରଥମେ ଅଶୂରର ରାଜା ତାକୁ ଗ୍ରାସ କଲା। ଆଉ ଶଷେ ରେ ବାବିଲର ରାଜା ନବୂଖଦନିତ୍ସର ତାହାର ହାଡ଼ସବୁ ଭାଙ୍ଗି ପକାଇଲା।
Lamentations 1:21
ମାେ କଥା ଶୁଣ, ମୁଁ ବିଳାପ କରୁଛି। ମାେତେ ସାନ୍ତ୍ବନା ଦବୋକୁ କହେି ନାହିଁ। ମାରେ ଶତ୍ରୁମାନେ ମାରେ ବିପଦକଥା ଶୁଣି ଆନନ୍ଦିତ। ସମାନେେ ଖୁସି, କାରଣ ତୁମ୍ଭେ ମାେ ପ୍ରତି ତାହା ଘଟାଇଛ। ତୁମ୍ଭେ କହିଥିଲ ଏକ ସମୟରେ ମାରେ ଶତ୍ରୁମାନେ ଦଣ୍ଡିତ ହବେେ। ବର୍ତ୍ତମାନ ସମାନଙ୍କେୁ ମାେ ତୁଲ୍ଯ କରନ୍ତୁ।
Lamentations 2:3
ସଦାପ୍ରଭୁ ପ୍ରଚଣ୍ଡ କୋର୍ଧ ରେ ଇଶ୍ରାୟେଲର ସମସ୍ତ ଶକ୍ତି କାଟି ପକାଇଛନ୍ତି। ସେ ଶତ୍ରୁ ସମ୍ମୁଖରୁ ତାଙ୍କର ଦକ୍ଷିଣ ହସ୍ତ ପଛକୁ ଟାଣି ନଇେଛନ୍ତି। ସେ ଅଗ୍ନିଶିଖା ପରି ଯାକୁବକୁ ଜଳାଇଛନ୍ତି ଓ ତାହା ଚତୁର୍ଦ୍ଦିଗ ରେ ଥିବା ସବୁକିଛି ଗ୍ରାସ କରିଛି।
Lamentations 5:13
ଯିହୁଦାର ୟୁବକଗଣ ଚକି ବହନ କଲେ। ଆଉ ପିଲାମାନେ କାଠ ଭାର ରେ ଝୁଣ୍ଟି ପଡ଼ିଲେ।
Ezekiel 20:9
କିନ୍ତୁ ମୁଁ ସମାନଙ୍କେୁ ଧ୍ବଂସ କଲି ନାହିଁ। କାରଣ ସମାନଙ୍କେ ସହିତ ଥିବା ଲୋକମାନଙ୍କ ମଧିଅରେ ମାରେ ନାମକୁ କଳୁଷିତ କରିବା ପାଇଁ ମାେତେ ଭଲ ଲାଗିଲା ନାହିଁ, କାରଣ ଯେତବେେଳେ ସମସ୍ତ ଦେଶଗଣ ଦେଖୁଥିଲେ, ସମାନଙ୍କେୁ ମିଶରରୁ ବାହାର କରି ଆଣିବା ଦ୍ବାରା ମୁଁ ଇଶ୍ରାୟେଲୀୟମାନଙ୍କଠା ରେ ପରିଚିତ ହଲିେ।
Ezekiel 20:14
କିନ୍ତୁ ମୁଁ ମାରେ ନାମକୁ ସହେି ଲୋକମାନଙ୍କ ସମ୍ମୁଖ ରେ ଭ୍ରଷ୍ଟ କରିବା ପାଇଁ ଚାହିଁଲି ନାହିଁ। ଯେଉଁମାନଙ୍କ ଆଗ ରେ ମୁଁ ସମାନଙ୍କେୁ ମିଶରରୁ ବାହାର କରି ଆଣିଥିଲି।
Ezekiel 36:20
ଏବଂ ସମାନେେ ଯେଉଁ ସ୍ଥାନକୁ ଗଲେ, ସମାନେେ ରାଷ୍ପ ମଧିଅରେ ମାରେ ପବିତ୍ର ନାମକୁ କଳୁଷିତ କଲେ। କାରଣ ଲୋକମାନେ ସମାନଙ୍କେ ବିଷଯ ରେ କହିଲେ, 'ଏମାନେ ସଦାପ୍ରଭୁଙ୍କର ଲୋକ ଓ ତାଙ୍କ ଦେଶରୁ ବିତାଡ଼ିତ ହାଇେଅଛନ୍ତି।'
Zephaniah 1:10
ସଦାପ୍ରଭୁ ମଧ୍ଯ କହିଲେ, ସହେି ସମୟରେ ୟିରୁଶାଲମର ମତ୍ସ୍ଯ ଦ୍ବାରଠା ରେ ସାହାୟ୍ଯ ପାଇଁ ଡାକୁଥିବେ। ଲୋକମାନେ ସହରର ଅନ୍ୟ ପାଶର୍ବ ରେ ମଧ୍ଯ ସାହାୟ୍ଯ ପାଇଁ ଚିତ୍କାର କରୁଥିବେ। ସମାନେେ ମଧ୍ଯ ପାହାଡମାନଙ୍କରୁ ଖୁବ୍ ଜୋର୍ ରେ ଶଦ୍ଦ ଶୁଣିବେ।
Isaiah 47:6
ଆମ୍ଭେ ନିଜ ଲୋକମାନଙ୍କ ଉପ ରେ କ୍ରୋଧିତ ହେଲୁଁ। ଆପଣା ଅଧିକାରକୁ ଅପବିତ୍ର କଲୁ ଓ ତୁମ୍ଭ ହସ୍ତ ରେ ସମାନଙ୍କେୁ ସମର୍ପର କଲୁ। ତୁମ୍ଭେ ସମାନଙ୍କେ ପ୍ରତି ଦୟା ପ୍ରକାଶ କଲ ନାହିଁ। ତୁମ୍ଭେ ବୃଦ୍ଧଲୋକ ଉପ ରେ ୟୁଆଳି ବଡ଼ ଭାରି କରି ଥୋଇଲ।
Isaiah 37:28
ମାତ୍ର ତୁମ୍ଭେ କବେେ ଉଠିବ, ବସିବ, ବାହାରକୁ ୟିବ, ଭିତରକୁ ଆସିବ, ପୁଣି ଆମ୍ଭ ବିରୁଦ୍ଧ ରେ ୟୁଦ୍ଧ କରିବ, ଏସବୁ ଆମ୍ଭେ ଜାଣୁ।
Exodus 2:23
ଦୀର୍ଘଦିନ ପରେ ସହେି ମିଶର ରେ ରାଜା ମୃତ୍ଯୁବରଣ କଲେ କିନ୍ତୁ ଇଶ୍ରାୟେଲଯମାନଙ୍କୁ ପୂର୍ବପରି କଠିନ ପରିଶ୍ରମ କରିବାକୁ ପଡିଲା। ସମାନେେ ଅନୁନଯ କଲେ ଏବଂ ପରମେଶ୍ବର ସମାନଙ୍କେର ଡାକ ଶୁଣିଲେ।
Exodus 3:7
ଏହାପରେ ସଦାପ୍ରଭୁ କହିଲେ, ଆମ୍ଭେ ମିଶର ରେ ଆପଣା ଲୋକମାନଙ୍କର ଅସୁବିଧା ସବୁ ଦେଖିଛୁ ଏବଂ ମିଶରୀଯବାସୀ ସମାନଙ୍କେୁ ୟନ୍ତ୍ରଣା ଦବୋ ସମୟରେ ଆମ୍ଭେ ସମାନଙ୍କେର କ୍ରନ୍ଦନ ଶୁଣିଛୁ। ଆମ୍ଭେ ସମାନଙ୍କେର ୟନ୍ତ୍ରଣା ସବୁ ଜାଣିଛୁ।
Judges 18:3
ସମାନେେ ମୀଖାର ଗୃହ ନିକଟରେ ଥିବା ବେଳେ ସହେି ଲବେୀୟ ୟକ୍ସ୍ଟବକର କଥା ଶୁଣିଲେ। ସମାନେେ ଏହା ଚିହ୍ନିପାରିଲେ, ତେଣୁ ସମାନେେ ଘର ଭିତରକକ୍ସ୍ଟ ୟାଇ ତାକକ୍ସ୍ଟ ପଚାରିଲେ, ତୁମ୍ଭକୁ ଏଠାକକ୍ସ୍ଟ କିଏ ଆଣିଲା? ତୁମ୍ଭେ ଏଠା ରେ କ'ଣ କରୁଛ? ତୁମ୍ଭର ଏଠା ରେ କ'ଣ ଅଛି?
Psalm 44:12
ହେ ପରମେଶ୍ବର, ତୁମ୍ଭେ ଆପଣା ଲୋକଙ୍କୁ ବିନା ମୂଲ୍ଯରେ ବିକ୍ରୀ କରି ଦେଉଛି ଓ ସମାନଙ୍କେର ଉଚିତ୍ ଦାମ ପାଇଁ ମଧ୍ଯ ଆଲୋଚନା କରି ନାହିଁ।
Psalm 44:16
ଲୋକମାନେ ୟାହା କହୁଛନ୍ତି ସେଥିପାଇଁ ମୁଁ ଲଜ୍ଜିତ, ଏହିସବୁ ଯେଉଁ ଲୋକମାନେ କହୁଛନ୍ତି ଏ ମାରେ ଶତ୍ରୁ।
Psalm 74:10
ହେ ପରମେଶ୍ବର, ଶତ୍ରୁମାନେ କେତକୋଳ ତୁମ୍ଭର ନିନ୍ଦା କରିବେ ? ତୁମ୍ଭେ ଚିରଦିନ କ'ଣ ତୁମ୍ଭର ଶତ୍ରୁମାନଙ୍କୁ ଅପମାନ କରିବା ପାଇଁ ସୁଯୋଗ ଦବେ ?
Psalm 74:18
ଅନନ୍ତର ସଦାପ୍ରଭୁ, ଶତ୍ରୁମାନେ ତୁମ୍ଭର ନାମକୁ ଅପମାନିତ କରିଥିବା କଥାଗୁଡ଼ିକ ମନେ ପକାଅ ୟେ, କିପରି ସହେି ମୂର୍ଖ ଲୋକମାନେ ତୁମ୍ଭରି ନାମକୁ ଅପମାନିତ କଲେ।
Psalm 74:22
ପରମେଶ୍ବର, ଉଠ ଏବଂ ତୁମ୍ଭର ସମ୍ମାନ ରକ୍ଷା କର। ମୂର୍ଖ ଲୋକମାନେ କିପରି ଦିନୟାକ ତୁମ୍ଭକୁ ଅପମାନିତ କରୁଛନ୍ତି ସ୍ମରଣ କର!
Psalm 137:1
ଆମ୍ଭମାନେେ ବାବିଲୀଯ ନଦୀ ନିକଟରେ ସିୟୋନକୁ ସ୍ମରଣ କଲା ବେଳେ ସଠାେରେ ବସି ରୋଦନ କଲୁ।
Isaiah 22:16
ତୁମ୍ଭେ ଏଠା ରେ କ'ଣ କରୁଛ ? ତୁମ୍ଭେ ତୁମ୍ଭର କାହା ପାଇଁ ଏଠା ରେ ଏକ କବର ଖୋଳୁଛ ?
Isaiah 37:6
ଯିଶାଇୟ ସମାନଙ୍କେୁ କହିଲେ, ଏହି କଥା ତୁମ୍ଭର ପ୍ରଭୁ ହିଜକିଯଙ୍କୁ ଦିଅ। ସଦାପ୍ରଭୁ କୁହନ୍ତି, ଅଶୂର ରାଜାର ଦାସମାନେ ବାଳକମାନଙ୍କୁ' ନିନ୍ଦା କରିବାର ଯେଉଁ କଥା ଶୁଣିଅଛ ! ତହିଁରେ ଭୟଭୀତ ହୁଅ ନାହିଁ।
Exodus 1:13
ତେଣୁ ମିଶରୀଯମାନେ ତହିଁରୁ ତାଙ୍କୁ ଅଧିକ ପରିଶ୍ରମ କରାଇଲେ।