Isaiah 55
8 ସଦାପ୍ରଭୁ କୁହନ୍ତି, ଆମ୍ଭର ସଂକଳ୍ପ, ସକଳ ତୁମ୍ଭମାନଙ୍କର ସଂକଳ୍ପ ପରି ନୁହେଁ ଏବଂ ତୁମ୍ଭମାନଙ୍କର ମାର୍ଗସବୁ ଆମ୍ଭମାନଙ୍କ ମାର୍ଗପରି ନୁହେଁ।
9 ସଦାପ୍ରଭୁ ସ୍ବଯଂ ଏହିକଥା କହିଛନ୍ତି, ଯେପରି ପୃଥିବୀଠାରୁ ସ୍ବର୍ଗମଣ୍ଡଳ ଉଚ୍ଚତର ସହେିପରି ଆମ୍ଭର ଚିନ୍ତାଧାରା ତୁମ୍ଭମାନଙ୍କର ଚିନ୍ତାଧାରାଠାରୁ ଉଚ୍ଚତର। ସହେିପରି ଆମ୍ଭର ମାର୍ଗସବୁ ତୁମ୍ଭମାନଙ୍କ ମାର୍ଗଠାରୁ ଉଚ୍ଚତର।
10 ବୃଷ୍ଟି ଓ ହିମ ଯେପରି ଆକାଶରୁ ପୃଥିବୀକୁ ଆ ସେ, ପୁନର୍ବାର ଫରେି ୟାଏ ନାହିଁ ; ମାତ୍ର ଭୂମିକୁ ସିକ୍ତ କରେ ଓ ତାକୁ ଫଳବତୀ ଓ ତୃଣ ଆଦି ଉତ୍ପନ୍ନ କରାଏ, କୃଷିକାରୀକୁ ବୀଜ ବପନ କରିବା ରେ ସାହାୟ୍ଯ କରେ ଓ ଭୋଜନକାରୀକୁ ଶସ୍ଯ ଯୋଗାଏ।
11 ସହେିପରି ଆମ୍ଭ ମୁଖ ନିଃସୃତ ବାକ୍ଯ ନିଷ୍ଫଳ ହାଇେ ଆମ୍ଭ ନିକଟକୁ ଫରେି ଆସିବ ନାହିଁ ; ମାତ୍ର ଆମ୍ଭ ଇଚ୍ଛାନୁସା ରେ ଆମ୍ଭ ବାକ୍ଯ ସିଦ୍ଧ ହବେ ଏବଂ ଯେଉଁ କାର୍ୟ୍ଯ ପାଇଁ ଆମ୍ଭେ ପ୍ ରରଣେ କରିଛୁ, ତାହା ସଫଳ ହବେ।
12 ଏଣୁ ତୁମ୍ଭମାନେେ ଆନନ୍ଦର ସହିତ ବାହାରି ଶାନ୍ତି ରେ ଆଗେ ଆଗେ ୟିବ। ପର୍ବତ ଓ ଉପପର୍ବତଗୁଡ଼ିକ ତୁମ୍ଭ ସମ୍ମୁଖ ରେ ଉଚ୍ଚସ୍ବର ରେ ଗାନ କରିବେ ଓ କ୍ଷେତ୍ରସ୍ଥ ବୃକ୍ଷଗୁଡ଼ିକ କରତାଳି ଦବେେ।
8 For my thoughts are not your thoughts, neither are your ways my ways, saith the Lord.
9 For as the heavens are higher than the earth, so are my ways higher than your ways, and my thoughts than your thoughts.
10 For as the rain cometh down, and the snow from heaven, and returneth not thither, but watereth the earth, and maketh it bring forth and bud, that it may give seed to the sower, and bread to the eater:
11 So shall my word be that goeth forth out of my mouth: it shall not return unto me void, but it shall accomplish that which I please, and it shall prosper in the thing whereto I sent it.
12 For ye shall go out with joy, and be led forth with peace: the mountains and the hills shall break forth before you into singing, and all the trees of the field shall clap their hands.
Isaiah 55 in Tamil and English
8 ସଦାପ୍ରଭୁ କୁହନ୍ତି, ଆମ୍ଭର ସଂକଳ୍ପ, ସକଳ ତୁମ୍ଭମାନଙ୍କର ସଂକଳ୍ପ ପରି ନୁହେଁ ଏବଂ ତୁମ୍ଭମାନଙ୍କର ମାର୍ଗସବୁ ଆମ୍ଭମାନଙ୍କ ମାର୍ଗପରି ନୁହେଁ।
For my thoughts are not your thoughts, neither are your ways my ways, saith the Lord.
9 ସଦାପ୍ରଭୁ ସ୍ବଯଂ ଏହିକଥା କହିଛନ୍ତି, ଯେପରି ପୃଥିବୀଠାରୁ ସ୍ବର୍ଗମଣ୍ଡଳ ଉଚ୍ଚତର ସହେିପରି ଆମ୍ଭର ଚିନ୍ତାଧାରା ତୁମ୍ଭମାନଙ୍କର ଚିନ୍ତାଧାରାଠାରୁ ଉଚ୍ଚତର। ସହେିପରି ଆମ୍ଭର ମାର୍ଗସବୁ ତୁମ୍ଭମାନଙ୍କ ମାର୍ଗଠାରୁ ଉଚ୍ଚତର।
For as the heavens are higher than the earth, so are my ways higher than your ways, and my thoughts than your thoughts.
10 ବୃଷ୍ଟି ଓ ହିମ ଯେପରି ଆକାଶରୁ ପୃଥିବୀକୁ ଆ ସେ, ପୁନର୍ବାର ଫରେି ୟାଏ ନାହିଁ ; ମାତ୍ର ଭୂମିକୁ ସିକ୍ତ କରେ ଓ ତାକୁ ଫଳବତୀ ଓ ତୃଣ ଆଦି ଉତ୍ପନ୍ନ କରାଏ, କୃଷିକାରୀକୁ ବୀଜ ବପନ କରିବା ରେ ସାହାୟ୍ଯ କରେ ଓ ଭୋଜନକାରୀକୁ ଶସ୍ଯ ଯୋଗାଏ।
For as the rain cometh down, and the snow from heaven, and returneth not thither, but watereth the earth, and maketh it bring forth and bud, that it may give seed to the sower, and bread to the eater:
11 ସହେିପରି ଆମ୍ଭ ମୁଖ ନିଃସୃତ ବାକ୍ଯ ନିଷ୍ଫଳ ହାଇେ ଆମ୍ଭ ନିକଟକୁ ଫରେି ଆସିବ ନାହିଁ ; ମାତ୍ର ଆମ୍ଭ ଇଚ୍ଛାନୁସା ରେ ଆମ୍ଭ ବାକ୍ଯ ସିଦ୍ଧ ହବେ ଏବଂ ଯେଉଁ କାର୍ୟ୍ଯ ପାଇଁ ଆମ୍ଭେ ପ୍ ରରଣେ କରିଛୁ, ତାହା ସଫଳ ହବେ।
So shall my word be that goeth forth out of my mouth: it shall not return unto me void, but it shall accomplish that which I please, and it shall prosper in the thing whereto I sent it.
12 ଏଣୁ ତୁମ୍ଭମାନେେ ଆନନ୍ଦର ସହିତ ବାହାରି ଶାନ୍ତି ରେ ଆଗେ ଆଗେ ୟିବ। ପର୍ବତ ଓ ଉପପର୍ବତଗୁଡ଼ିକ ତୁମ୍ଭ ସମ୍ମୁଖ ରେ ଉଚ୍ଚସ୍ବର ରେ ଗାନ କରିବେ ଓ କ୍ଷେତ୍ରସ୍ଥ ବୃକ୍ଷଗୁଡ଼ିକ କରତାଳି ଦବେେ।
For ye shall go out with joy, and be led forth with peace: the mountains and the hills shall break forth before you into singing, and all the trees of the field shall clap their hands.