Isaiah 59:3 ତୁମ୍ଭମାନଙ୍କ ହସ୍ତ ରକ୍ତ ରେ ରଞ୍ଜିତ ଓ ତୁମ୍ଭମାନଙ୍କର ଅଙ୍ଗୁଳିଗୁଡ଼ିକ ଅପରାଧ ରେ ଅଶୁଚି ହାଇେଅଛି, ତୁମ୍ଭମାନଙ୍କର ଓଷ୍ଠାଧର ମିଥ୍ଯା କରିଅଛି ଓ ଜିହ୍ବା ଦୁଷ୍ଟତା ବକି ଅଛି।
Isaiah 59:3 in Other Translations
King James Version (KJV) For your hands are defiled with blood, and your fingers with iniquity; your lips have spoken lies, your tongue hath muttered perverseness.
American Standard Version (ASV) For your hands are defiled with blood, and your fingers with iniquity; your lips have spoken lies, your tongue muttereth wickedness.
Bible in Basic English (BBE) For your hands are unclean with blood, and your fingers with sin; your lips have said false things, and your tongue gives out deceit.
Darby English Bible (DBY) For your hands are stained with blood, and your fingers with iniquity; your lips speak lies, your tongue muttereth unrighteousness:
World English Bible (WEB) For your hands are defiled with blood, and your fingers with iniquity; your lips have spoken lies, your tongue mutters wickedness.
Young's Literal Translation (YLT) For your hands have been polluted with blood, And your fingers with iniquity, Your lips have spoken falsehood, Your tongue perverseness doth mutter.
Read Full Chapter :
Isaiah 59
Cross Reference
ଯିଶାଇୟ 1:15
ତୁମ୍ଭମାନେେ ସବୁ ହସ୍ତ ପ୍ରସାରଣ କରି ମାେତେ ପ୍ରାର୍ଥନା କରିବ, ମାତ୍ର ମୁଁ ବିମୁଖ ହାଇେ ଚକ୍ଷୁ ଆଚ୍ଛାଦିତ କରିବି। ତୁମ୍ଭମାନେେ ସବୁ ଅନକେ ପ୍ରାର୍ଥନା କରିବ, ମାତ୍ର ମୁଁ ତାହା ଶୁଣିବି ନାହିଁ। କାରଣ ତୁମ୍ଭମାନଙ୍କର ହସ୍ତ ରକ୍ତ ରେ ପରିପୂର୍ଣ୍ଣ।
ଯିଶାଇୟ 1:21
ପରମେଶ୍ବର କୁହନ୍ତି, ୟିରୁଶାଲମ୍ ଏକ ନଗର ଯାହା ମାେ ପ୍ରତି ବିଶ୍ବସ୍ତ ଥିଲା। କିଏ ଏହାକୁ ଏକ ବ୍ଯଭିଚାରିଣୀ ରେ ପରିଣତ କଲା? ୟିରୁଶାଲମ୍ ନ୍ଯାଯ ପୂର୍ଣ୍ଣ ହବୋ ଉଚିତ୍। ୟିରୁଶାଲମର ଲୋକମାନେ ଯାହା ଠିକ୍ ତାହା କରିବା ଉଚିତ୍। ବର୍ତ୍ତମାନ ଏହା ତଣ୍ଟିକଟା ଓ ହତ୍ଯାକାରୀମାନଙ୍କର ବାସସ୍ଥାନ ରେ ପରିଣତ ହାଇେଛି।
ଯିରିମିୟ 2:30
ଆମ୍ଭେ ବୃଥା ରେ ତୁମ୍ଭ ସନ୍ତାନଗଣଙ୍କୁ ଦଣ୍ଡ ଦଇେଅଛୁ। ମାତ୍ର ଏହାର ଫଳ କିଛି ହେଲା ନାହିଁ। କାରଣ ତୁମ୍ଭମାନେେ ଠିକ୍ ବାଟକୁ ଫରେିଲ ନାହିଁ। ତୁମ୍ଭମାନେେ ତୁମ୍ଭ ଖଡ୍ଗ ରେ ତୁମ୍ଭର ଭବିଷ୍ଯଦବକ୍ତାଗଣଙ୍କୁ ହତ୍ଯା କରିଅଛ। ଆଉ ଭୟଙ୍କର ସିଂହ ତୁଲ୍ଯ ସମାନଙ୍କେୁ ଗ୍ରାସ କରିଅଛ।
ଯିରିମିୟ 2:34
ତୁମ୍ଭ ହସ୍ତ ରେ ଦରିଦ୍ର ନିର୍ଦ୍ ଦୋଷ ପ୍ରାଣର ରକ୍ତ ଦଖାୟୋଏ। ଏହି ରକ୍ତ ସିନ୍ଧିକାଟିବା କୌଣସି ଲୁଣ୍ଠନକାରୀର ନୁହେଁ। ତୁମ୍ଭେ ବିନାକାରଣ ରେ ରକ୍ତପାତ କରିଛ।
ଯିହିଜିକଲ 7:23
ବନ୍ଦୀମାନଙ୍କ ପାଇଁ ଶିକୁଳି ପ୍ରସ୍ତୁତ କର। କାରଣ ରକ୍ତପାତରୂପ ଅପରାଧ ରେ ଦେଶ ପରିପୂର୍ଣ୍ଣ ଓ ଦୌରାତ୍ମ୍ଯ ରେ ନଗର ପରିପୂର୍ଣ୍ଣ ହବେ।
ହୋଶେୟ 4:2
ଏହି ଲୋକମାନେ ଶପଥ, ମିଥ୍ଯା, ହତ୍ଯା ଓ ଗ୍ଭରେି କରନ୍ତି। ସମାନେେ ବ୍ଯଭିଗ୍ଭରିତାର ପାପ ଦ୍ବାରା ସନ୍ତାନ ଲାଭ କରନ୍ତି। ସମାନେେ ବାରମ୍ବାର ନରହତ୍ଯା କରନ୍ତି।
ଯିହିଜିକଲ 35:6
ଏଣୁ ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, ମୁଁ ଜୀବିତ ଥିବା ପର୍ୟ୍ଯନ୍ତ ତୁମ୍ଭକୁ ରକ୍ତପାତ ନିମନ୍ତେ ପ୍ରସ୍ତୁତ କରିବି ଓ ମୃତ୍ଯୁ ତୁମ୍ଭର ଅନୁଧାବନ କରିବ। ଯେ ହତେୁ ତୁମ୍ଭେ ମୃତ୍ଯୁକୁ ଘୃଣା କରି ନାହଁ, ତେଣୁ ମୃତ୍ଯୁ ତୁମ୍ଭ ପେଛ ପେଛ ଗୋଡ଼ାଇବ।
ହୋଶେୟ 7:3
ସମାନଙ୍କେର ମନ୍ଦ କାର୍ୟ୍ଯ ସମାନଙ୍କେର ରାଜାଙ୍କୁ ଖୁସୀ କରେ। ସମାନଙ୍କେର ମିଥ୍ଯା ସମାନଙ୍କେର ନେତାଙ୍କୁ ଆନନ୍ଦ ପ୍ରଦାନ କରେ।
ହୋଶେୟ 7:13
ସମାନଙ୍କେ ପାଇଁ ଏହା ଅତି ମନ୍ଦ ହବେ। ସମାନେେ ଆମ୍ଭଙ୍କୁ ପରିତ୍ଯାଗ କରିଥିଲେ ଏବଂ ଅମାନ୍ଯ କରିଥିଲେ। ତେଣୁ ସମାନେେ ବିନଷ୍ଟ ହବେେ। ଆମ୍ଭେ ସମାନଙ୍କେୁ ରକ୍ଷା କରିଥିଲୁ କିନ୍ତୁ ସମାନେେ ଆମ୍ଭ ବିରୁଦ୍ଧ ରେ ମିଥ୍ଯା କହୁଛନ୍ତି।
ମୀଖା 3:10
ଲୋକମାନଙ୍କ ରକ୍ତ ରେ ସିଯୋନକୁ ତୁମ୍ଭେ ଗଢିଛ ଓ ଅଧର୍ମ ଦ୍ବାରା ୟିରୁଶାଲମକୁ ନିର୍ମାଣ କରିଛ।
ଯିରିମିୟ 7:8
ମାତ୍ର ତୁମ୍ଭମାନେେ ମିଥ୍ଯା କଥା ରେ ବିଶ୍ବାସ କରୁଅଛ ଯାହାକି ମୂଲ୍ଯହୀନ।
ମୀଖା 7:2
ମୁଁ ବୁଝୁଛି, ଦେଶରୁ ସମସ୍ତ ବିଶ୍ବସ୍ତ ଓ ଉତ୍ତମ ଲୋକ ଗ୍ଭଲି ୟାଇଛନ୍ତି। ପ୍ରେତ୍ୟକକ ଅନ୍ୟକୁ ମାରିବାକୁ ଅପେକ୍ଷା କରି ରହିଛନ୍ତି। ପ୍ରେତ୍ୟକକ ନିଜର ଭାଇକୁ ମଧ୍ଯ ଜାଲ ରେ ପକାଇବାକୁ ଚେଷ୍ଟା କରୁଛନ୍ତି।
ମାଥିଉଲିଖିତ ସୁସମାଚାର 27:4
ସେ କହିଲେ, ମୁଁ ପାପ କରିଛି। ମୁଁ ଜଣେ ନିରପରାଧ ଲୋକକୁ ମାରି ଦବୋପାଇଁ ତୁମ୍ଭ ହାତ ରେ ଧ ରଇେ ଦଇେଛି।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 4:2
ପ୍ରବଞ୍ଚକ ଆତ୍ମାମାନଙ୍କର ଶିକ୍ଷାଗୁଡ଼ିକୁ ପାଳନ କରିବେ। ସହେି ଶିକ୍ଷାଗୁଡ଼ିକ ପ୍ରତାରକ ଓ ମିଥ୍ଯାବାଦୀ ଲୋକମାନଙ୍କ ଦ୍ବାରା ଆ ସେ। ସମାନେେ କ'ଣ ଭଲ ଓ କ'ଣ ମନ୍ଦ, ତାହା ଜାଣି ପାରନ୍ତି ନାହିଁ। ତାହାଙ୍କର ବୋଧ ଶକ୍ତି ନଷ୍ଟ ହାଇଯୋଇଥାଏ।
ମୀଖା 6:12
ସହେି ନଗରୀର ଧନୀ ଲୋକମାନେ ନିଷ୍ଠୁର ଅଟନ୍ତି। ସହେି ସ୍ଥାନର ଲୋକେ ତଥାପି ମିଥ୍ଯା କହୁଛନ୍ତି। ହଁ, ସହେି ଲୋକମାନେ ପ୍ରବଞ୍ଚକ।
ଯିରିମିୟ 9:3
ପୁଣି ସମାନେେ ଅସତ୍ଯତା ନିମନ୍ତେ ନିଜ ନିଜ ଜିହ୍ବାରୂପ ଧନୁକୁ ବକ୍ର କରନ୍ତି। ଆଉ ସମାନେେ ଦେଶ ରେ ବଳିଷ୍ଠ ହାଇେଅଛନ୍ତି, ମାତ୍ର ସତ୍ଯତା ପାଇଁ ନୁହେଁ। କାରଣ ସମାନେେ ପାପ ଉପ ରେ ପାପ କରିବାକୁ ଅଗ୍ରସର ହୁଅନ୍ତି। ସମାନେେ ଆମ୍ଭକୁ ଜାଣନ୍ତି ନାହିଁ। ଏହା ସଦାପ୍ରଭୁ କହନ୍ତି।
ଯିରିମିୟ 22:17
ମାତ୍ର ହେ ଯିହାୟୋଦାରକୀମ, ତୁମ୍ଭେ କବଳେ ନିଜର ସ୍ବାର୍ଥ ଦେଖିଛ, ତୁମ୍ଭର ଚକ୍ଷୁ ଓ ଅନ୍ତଃକରଣ ଲୋଭ, ଉପଦ୍ରବ, ଦୌରାତ୍ମ୍ଯ ଓ ନିର୍ଦ୍ ଦୋଷର ରକ୍ତପାତ ରେ ବୁଡ଼ି ରହିଛି।
ଯିହିଜିକଲ 9:9
ସେ କହିଲେ, ଇଶ୍ରାୟେଲ ଓ ଯିହୁଦା ପରିବାର ବହୁତ ଜଘନ୍ଯ ପାପ କଲେ ଓ ଦେଶ ରକ୍ତପାତ ରେ ପରିପୂର୍ଣ୍ଣ ହାଇଗେଲା। ଆଉ ନଗର ଅନ୍ଯାଯ ରେ ପରିପୂର୍ଣ୍ଣ ହାଇେଅଛି। କାରଣ ସମାନେେ କହିଛନ୍ତି, ସଦାପ୍ରଭୁ ଦେଶ ତ୍ଯାଗ କରିଛନ୍ତି ଓ ସେ କିଛି ଲକ୍ଷ୍ଯ କରନ୍ତି ନାହିଁ।'
ଯିହିଜିକଲ 13:8
ଏଣୁ ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହିଛନ୍ତି, ଯେ ହତେୁ ତୁମ୍ଭମାନେେ ମିଥ୍ଯା କଥା କହିଅଛ ଓ ମିଥ୍ଯା ଦର୍ଶନ ପାଇଅଛ। ତେଣୁ ଆମ୍ଭେ ତୁମ୍ଭମାନଙ୍କର ବିରୁଦ୍ଧ ରେ ୟିବା। ସଦାପ୍ରଭୁ ମାରେ ପ୍ରଭୁ ଏହା କହନ୍ତି।
ଯିହିଜିକଲ 22:2
ହେ ମନୁଷ୍ଯ ପୁତ୍ର, ତୁମ୍ଭେ କ'ଣ ଏହି ରକ୍ତପାତ ନଗରୀର ବିଚାର କରିବ ? ତବେେ ତାହାର ଘୃଣା ଯୋଗ୍ଯ ସମସ୍ତ କ୍ରିଯା ଏହାକୁ ଜ୍ଞାତ କରାଅ।