Isaiah 64:10 ତୁମ୍ଭର ପବିତ୍ର ନଗରଗୁଡ଼ିକ ପ୍ରାନ୍ତର ପାଲଟିଛି। ସିଯୋନ ପ୍ରାନ୍ତର ହାଇେଅଛି ଓ ୟିରୁଶାଲମ ଧ୍ବଂସ ହାଇେଅଛି।
Isaiah 64:10 in Other Translations
King James Version (KJV) Thy holy cities are a wilderness, Zion is a wilderness, Jerusalem a desolation.
American Standard Version (ASV) Thy holy cities are become a wilderness, Zion is become a wilderness, Jerusalem a desolation.
Bible in Basic English (BBE) Our holy and beautiful house, where our fathers gave praise to you, is burned with fire; and all the things of our desire have come to destruction.
Darby English Bible (DBY) Thy holy cities are become a wilderness, Zion is a wilderness, Jerusalem a desolation.
World English Bible (WEB) Your holy cities are become a wilderness, Zion is become a wilderness, Jerusalem a desolation.
Young's Literal Translation (YLT) Thy holy cities have been a wilderness, Zion a wilderness hath been, Jerusalem a desolation.
Read Full Chapter :
Isaiah 64
Cross Reference
ଯିଶାଇୟ 1:7
ତୁମ୍ଭମାନଙ୍କର ଦେଶ ଧ୍ବଂସ ପ୍ରାପ୍ତ। ତୁମ୍ଭମାନଙ୍କର ନଗରଗୁଡ଼ିକ ଅଗ୍ନି ରେ ଭସ୍ମିଭୂତ ହାଇେଅଛି। ତୁମ୍ଭମାନଙ୍କର ଦେଶ ଶତ୍ରୁମାନଙ୍କ ଦ୍ବାରା ଅଧିକୃତ। ସୈନ୍ଯବାହିନୀ ଦ୍ବାରା ଦେଶ ଧ୍ବଂସ ହେଲା ପରି ତୁମ୍ଭର ଦେଶ ଧ୍ବଂସ ହାଇୟୋଇଛି।
ଦିତୀୟ ବଂଶାବଳୀ 36:19
ନବୂଖଦ୍ନିତ୍ସର ଓ ତାଙ୍କର ସୈନ୍ଯଦଳ ମନ୍ଦିରକୁ ଜ୍ବଳାଇ ଦେଲେ। ସମାନେେ ୟିରୁଶାଲମ ପ୍ରାଚୀରକୁ ଭାଙ୍ଗି ପକାଇଲେ ଓ ରାଜା ଓ ତାଙ୍କର ପଦାଧିକାରୀମାନଙ୍କର ସବୁ ଗୃହ ଜ୍ବଳାଇ ଦେଲେ। ସମାନେେ ୟିରୁଶାଲମ ରେ ଥିବା ପ୍ରେତ୍ୟକକ ବହୁମୂଲ୍ଯ ଦ୍ରବ୍ଯକୁ ନଇଗେଲେ ନଚେତ୍ ଧ୍ବଂସ କରି ଦେଲେ।
ଗୀତସଂହିତା 79:1
ହେ ପରମେଶ୍ବର, ଅନ୍ୟ ଦେଶୀଯ ଲୋକମାନେ ତୁମ୍ଭର ଦେଶକୁ ଆକ୍ରମଣ କରିଛନ୍ତି। ସମାନେେ ତୁମ୍ଭର ପବିତ୍ର ମନ୍ଦିର ଅଶୁଚି କରିଛନ୍ତି। ସମାନେେ ୟିରୁଶାଲମକୁ ଧ୍ବସ୍ତ ବିଧ୍ବସ୍ତ କରିଛନ୍ତି।
ଯିରିମିୟଙ୍କ ବିଳାପ 1:1
ଏହା କିପରି ଯେ, ସେ ଏକାକୀ ନ ଜାଣି ବସିଛନ୍ତି, ଏକଦା ସହେି ସହର ଲୋକପୂର୍ଣ୍ଣ ଥିଲା, ୟିରୁଶାଲମ ପୃଥିବୀର ମହାନ୍ ନଗରୀମାନଙ୍କ ମଧିଅରେ ଅନ୍ୟତମ ଥିଲା, କିନ୍ତୁ ବର୍ତ୍ତମାନ ବିଧବା ତୁଲ୍ଯ ଅଛି। ସେ ୟିଏକି ଜଣେ ରାଜକୁମାରୀ ପରି ଥିଲା, ବର୍ତ୍ତମାନ ସେ କିପରି କରଦାଯିନୀ ଦାସୀପରି ହାଇେଅଛି।
ଯିରିମିୟଙ୍କ ବିଳାପ 2:4
ଆସ ସଦାପ୍ରଭୁ ଶତ୍ରୁ ପରି ଧନୁ ରେ ସୂତା ବାନ୍ଧିଥିଲେ ଓ ତାଙ୍କର ଦକ୍ଷିଣ ହସ୍ତକୁ ଶତ୍ରୁପକ୍ଷ ପରି ସୁଶାେଭିତ କରିଛନ୍ତି। ଯିହୁଦାର ସମସ୍ତ ସୁନ୍ଦର ଲୋକଙ୍କୁ ଶତ୍ରୁପରି ବଧ କରିଅଛନ୍ତି। ପୁଣି ତାଙ୍କର କୋରଧାଗ୍ନିକୁ ସିୟୋନ କନ୍ଯାର ତମ୍ବୁ ଉପ ରେ ଢ଼ାଳି ଦଇେଅଛନ୍ତି।
ଯିରିମିୟଙ୍କ ବିଳାପ 5:18
ସିୟୋନ ପର୍ବତ ଅନାଥା ସ୍ଥାନ ହାଇେଅଛି। କୋକିଶିଆଳିମାନେ ତା ଉପ ରେ ଭ୍ରମଣ କରନ୍ତି।
ଦିତୀୟ ରାଜାବଳୀ 25:9
ନବୂସରଦ୍ନ ସଦାପ୍ରଭୁଙ୍କ ମନ୍ଦିର, ରାଜଗୃହ, ୟିରୁଶାଲମ୍ର ସମସ୍ତ ଗୃହ ଓ ଏପରିକି ବୃହତ୍ ଗୃହ ଗୁଡିକୁ ଅଗ୍ନି ରେ ଦଗ୍ଧ କଲା।
ଦାନିଏଲ 12:7
ତା'ପ ରେ ମୁଁ ଶୁଣିଲି, ଶୁକ୍ଳବସ୍ତ୍ର ପରିହିତ ଲୋକଟି ତା'ର ହସ୍ତ ଉପରକୁ ଟକେି ପରମେଶ୍ବରଙ୍କ ନାମ ରେ ଶପଥ କରି କହିଲେ, 'ଏହା ସାଢେ ତିନି ବର୍ଷ ୟିବ। ଏହି ସମସ୍ତ ସତ୍ଯ ହବେ ଯେତବେେଳେ ପବିତ୍ର ଲୋକମାନଙ୍କର ୟନ୍ତ୍ରଣା ଶଷେ ହବେ।'
ମୀଖା 3:12
ହେ ପ୍ରାଚୀନଗଣ, ତୁମ୍ଭମାନଙ୍କ ପାଇଁ ସିୟୋନ ଧ୍ବଂସ ହବେ। ଏହା ଗ୍ଭଷ ଭୂମିରେ ପରିଣତ ହବେ। ୟିରୁଶାଲମ ମଧ୍ଯ ପ୍ରସ୍ତର ସ୍ତୁପ ରେ ପରିଣତ ହବେ। ମନ୍ଦିରର ପର୍ବତ ଶୂନ୍ଯ ପାହାଡ ହାଇେ ବଣବୁଦା ରେ ଆବୃତ ହବେ।
ଲୂକଲିଖିତ ସୁସମାଚାର 21:21
ସେତବେେଳେ ୟିହୂଦାର ଲୋକେ ପର୍ବତ ଆଡକୁ ପଳାଇୟିବା ଉଚିତ। ୟିରୁଶାଲମ ନଗର ଭିତ ରେ ଥିବା ଲୋକେ ଯଥାଶୀଘ୍ର ନଗର ଛାଡି ଚାଲିୟିବା ଉଚିତ। ଜଣେ ଯଦି ନଗର ବାହା ରେ ଥିବ, ତବେେ ସେ ନଗର ଭିତରକୁ ୟିବା ଉଚିତ ନୁହେଁ।
ଲୂକଲିଖିତ ସୁସମାଚାର 21:24
କେତକେ ଲୋକଙ୍କୁ ସୈନ୍ଯମାନେ ମାରି ଦବେେ। ଅନ୍ୟ କେତକଙ୍କେୁ ବନ୍ଦୀ କରି ଅନ୍ୟ ସବୁ ଦେଶକୁ ପଠାଇ ଦିଆୟିବ। ଅଣଯିହୂଦୀଲୋକ ସମାନଙ୍କେର ସମୟ ଶଷେ ନ ହବୋ ପର୍ୟ୍ଯନ୍ତ ପବିତ୍ର ନଗର ୟିରୁଶାଲମକୁ ପଦଦଳିତ କରିବେ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 11:1
ତା'ପରେ ମାେତେ ବୁଲାବାଡ଼ି ଲମ୍ବର ଗୋଟିଏ ମାପଦଣ୍ଡ ଦିଆଗଲା। ମାେତେ କୁହାଗଲା, ଯାଅ ପରମେଶ୍ବରଙ୍କର ମନ୍ଦିର, ବଦେୀକୁ ମାପ, ଏବଂ ସଠାେରେ ଉପାସନା କରୁଥିବା ଲୋକମାନଙ୍କର ସଂଖ୍ଯା ଗଣନା କର।
ଦାନିଏଲ 9:26
ପୁଣି ବାଷଠି ସପ୍ତାହ ପ ରେ ଅଭିଷିକ୍ତ ବ୍ଯକ୍ତି ଉଚ୍ଛିନ୍ନ ଓ ଅକିଞ୍ଚନ ହବେେ। ଆଉ ଆଗାମୀ ଅଧିପତିର ଲୋକମାନେ ନଗର ଓ ପବିତ୍ରସ୍ଥାନ ନଷ୍ଟ କରିବେ। ବନ୍ଯା ରେ ତାହା ଶଷେ ହବେ। ପୁଣି ଶଷେ ପର୍ୟ୍ଯନ୍ତ ୟୁଦ୍ଧ ହବେ। ଆଉ ପରମେଶ୍ବର ସେ ସ୍ଥାନର ସମ୍ପୂର୍ଣ୍ଣ ବିନାଶ ପାଇଁ ଆଦେଶ କରିଛନ୍ତି।