James 1

fullscreen12 ଯେଉଁ ବ୍ଯକ୍ତି ପରୀକ୍ଷିତ ହାଇେ ଦୃଢ଼ ରହି ପା ରେ, ସେ ଖୁସି ହବୋ କଥା। କାରଣ, ସେ ତାହାର ବିଶ୍ବାସକୁ ଦୃଢ଼ ବୋଲି ପ୍ରମାଣିତ କରି ସାରିଲା ପରେ, ପରମେଶ୍ବର ତାହାକୁ ଅନନ୍ତ ଜୀବନର ପୁରସ୍କାର ଦବେେ। ପରମେଶ୍ବରଙ୍କୁ ପ୍ ରମେ କରୁଥିବା ସବୁ ଲୋକଙ୍କୁ ପରମେଶ୍ବର ଏହି ପ୍ରତିଜ୍ଞା ଦଇେଛନ୍ତି।

fullscreen13 ଯେତବେେଳେ ଜଣେ ବ୍ଯକ୍ତି ପରୀକ୍ଷିତ ହୁଏ, ସେ କହିବା ଉଚିତ ନୁହେଁ ଯେ, ପରମେଶ୍ବର ମାେତେ ପରୀକ୍ଷା କରୁଛନ୍ତି। କାରଣ ମନ୍ଦତା ପରମେଶ୍ବରଙ୍କୁ ପରୀକ୍ଷା କରିପା ରେ ନାହିଁ। ଏବଂ ପରମେଶ୍ବର ନିଜେ କାହାକୁ ପରୀକ୍ଷା କରନ୍ତି ନାହିଁ।

fullscreen14 ପ୍ରେତ୍ୟକକ ବ୍ଯକ୍ତି ତା'ର ନିଜର ମନ୍ଦ ପ୍ରବୃତ୍ତି ଯୋଗୁ ପରୀକ୍ଷିତ ହୁଏ। ତାହାର ମନ୍ଦ ଇଚ୍ଛା ତାହାକୁ ଭସାଇ ନିଏ ଓ ବାନ୍ଧି ରେଖ।

fullscreen15 ଏହି ଇଚ୍ଛା ହିଁ ପାପକୁ ଜାତ କରେ। ଏହି ପାପ ବଢ଼ି ମୃତ୍ଯୁକୁ ଜନ୍ମ ଦିଏ।

fullscreen16 ମାେ ଭାଇ ଓ ଭଉଣୀମାନେ ! ଏହି ବିଷୟ ରେ କୌଣସି ପ୍ରକାର ମୂର୍ଖାମୀ ରେ ପଡ଼ ନାହିଁ।

fullscreen17 ପ୍ରେତ୍ୟକକ ଉତ୍ତମ ବିଷୟ ଓ ସିଦ୍ଧ ଦାନ ପରମେଶ୍ବରଙ୍କଠାରୁ ଆସିଥାଏ। ଯେଉଁ ପରମପିତା ଆକାଶସ୍ଥ ସମସ୍ତ ଜ୍ଯୋତିର୍ଗଣ ସୂର୍ୟ୍ଯ, ଚନ୍ଦ୍ର, ତାରାଙ୍କୁ ନିର୍ମାଣ କରିଛନ୍ତି, ତାହାଙ୍କଠାରୁ ଏହି ସମସ୍ତ ଉତ୍ତମ ଦାନ ଆ ସେ। ପରମେଶ୍ବର ପରିବର୍ତ୍ତନ ହୁଅନ୍ତି ନାହିଁ, ସେ ସର୍ବଦା ସମାନ ଅଟନ୍ତି।

fullscreen18 ସତ୍ଯ ବାକ୍ଯ ଦ୍ବାରା ସେ ଆମ୍ଭକୁ ଜୀବନ ଦାନ ଦବୋ ନିମନ୍ତେ ସ୍ଥିର କଲେ। ତାହାଙ୍କ ସୃଷ୍ଟ ସମସ୍ତ ବସ୍ତୁ ମଧ୍ଯରୁ ଆମ୍ଭମାନଙ୍କୁ ସର୍ବାଧିକ ମହତ୍ବପୂର୍ଣ୍ଣ କରିବା ତାହାଙ୍କର ଇଚ୍ଛା ଥିଲା।

12 Blessed is the man that endureth temptation: for when he is tried, he shall receive the crown of life, which the Lord hath promised to them that love him.

13 Let no man say when he is tempted, I am tempted of God: for God cannot be tempted with evil, neither tempteth he any man:

14 But every man is tempted, when he is drawn away of his own lust, and enticed.

15 Then when lust hath conceived, it bringeth forth sin: and sin, when it is finished, bringeth forth death.

16 Do not err, my beloved brethren.

17 Every good gift and every perfect gift is from above, and cometh down from the Father of lights, with whom is no variableness, neither shadow of turning.

18 Of his own will begat he us with the word of truth, that we should be a kind of firstfruits of his creatures.

James 1 in Tamil and English

12 ଯେଉଁ ବ୍ଯକ୍ତି ପରୀକ୍ଷିତ ହାଇେ ଦୃଢ଼ ରହି ପା ରେ, ସେ ଖୁସି ହବୋ କଥା। କାରଣ, ସେ ତାହାର ବିଶ୍ବାସକୁ ଦୃଢ଼ ବୋଲି ପ୍ରମାଣିତ କରି ସାରିଲା ପରେ, ପରମେଶ୍ବର ତାହାକୁ ଅନନ୍ତ ଜୀବନର ପୁରସ୍କାର ଦବେେ। ପରମେଶ୍ବରଙ୍କୁ ପ୍ ରମେ କରୁଥିବା ସବୁ ଲୋକଙ୍କୁ ପରମେଶ୍ବର ଏହି ପ୍ରତିଜ୍ଞା ଦଇେଛନ୍ତି।
Blessed is the man that endureth temptation: for when he is tried, he shall receive the crown of life, which the Lord hath promised to them that love him.

13 ଯେତବେେଳେ ଜଣେ ବ୍ଯକ୍ତି ପରୀକ୍ଷିତ ହୁଏ, ସେ କହିବା ଉଚିତ ନୁହେଁ ଯେ, ପରମେଶ୍ବର ମାେତେ ପରୀକ୍ଷା କରୁଛନ୍ତି। କାରଣ ମନ୍ଦତା ପରମେଶ୍ବରଙ୍କୁ ପରୀକ୍ଷା କରିପା ରେ ନାହିଁ। ଏବଂ ପରମେଶ୍ବର ନିଜେ କାହାକୁ ପରୀକ୍ଷା କରନ୍ତି ନାହିଁ।
Let no man say when he is tempted, I am tempted of God: for God cannot be tempted with evil, neither tempteth he any man:

14 ପ୍ରେତ୍ୟକକ ବ୍ଯକ୍ତି ତା'ର ନିଜର ମନ୍ଦ ପ୍ରବୃତ୍ତି ଯୋଗୁ ପରୀକ୍ଷିତ ହୁଏ। ତାହାର ମନ୍ଦ ଇଚ୍ଛା ତାହାକୁ ଭସାଇ ନିଏ ଓ ବାନ୍ଧି ରେଖ।
But every man is tempted, when he is drawn away of his own lust, and enticed.

15 ଏହି ଇଚ୍ଛା ହିଁ ପାପକୁ ଜାତ କରେ। ଏହି ପାପ ବଢ଼ି ମୃତ୍ଯୁକୁ ଜନ୍ମ ଦିଏ।
Then when lust hath conceived, it bringeth forth sin: and sin, when it is finished, bringeth forth death.

16 ମାେ ଭାଇ ଓ ଭଉଣୀମାନେ ! ଏହି ବିଷୟ ରେ କୌଣସି ପ୍ରକାର ମୂର୍ଖାମୀ ରେ ପଡ଼ ନାହିଁ।
Do not err, my beloved brethren.

17 ପ୍ରେତ୍ୟକକ ଉତ୍ତମ ବିଷୟ ଓ ସିଦ୍ଧ ଦାନ ପରମେଶ୍ବରଙ୍କଠାରୁ ଆସିଥାଏ। ଯେଉଁ ପରମପିତା ଆକାଶସ୍ଥ ସମସ୍ତ ଜ୍ଯୋତିର୍ଗଣ ସୂର୍ୟ୍ଯ, ଚନ୍ଦ୍ର, ତାରାଙ୍କୁ ନିର୍ମାଣ କରିଛନ୍ତି, ତାହାଙ୍କଠାରୁ ଏହି ସମସ୍ତ ଉତ୍ତମ ଦାନ ଆ ସେ। ପରମେଶ୍ବର ପରିବର୍ତ୍ତନ ହୁଅନ୍ତି ନାହିଁ, ସେ ସର୍ବଦା ସମାନ ଅଟନ୍ତି।
Every good gift and every perfect gift is from above, and cometh down from the Father of lights, with whom is no variableness, neither shadow of turning.

18 ସତ୍ଯ ବାକ୍ଯ ଦ୍ବାରା ସେ ଆମ୍ଭକୁ ଜୀବନ ଦାନ ଦବୋ ନିମନ୍ତେ ସ୍ଥିର କଲେ। ତାହାଙ୍କ ସୃଷ୍ଟ ସମସ୍ତ ବସ୍ତୁ ମଧ୍ଯରୁ ଆମ୍ଭମାନଙ୍କୁ ସର୍ବାଧିକ ମହତ୍ବପୂର୍ଣ୍ଣ କରିବା ତାହାଙ୍କର ଇଚ୍ଛା ଥିଲା।
Of his own will begat he us with the word of truth, that we should be a kind of firstfruits of his creatures.