Bible

James 2 - YLT (Oriya)

1 My brethren, hold not, in respect of persons, the faith of the glory of our Lord Jesus Christ,ମାେ ପ୍ରିୟ ଭାଇ ଓ ଭଉଣୀମାନେ, ଆମ୍ଭର ମହିମାମୟ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କୁ ତୁମ୍ଭମାନେେ ବିଶ୍ବାସ କର। ଅତଏବ କେତକେ ଲୋକଙ୍କୁ ଅନ୍ୟମାନଙ୍କ ତୁଳନା ରେ ଅଧିକ ମହତ୍ବପୂର୍ଣ୍ଣ ବୋଲି ଭାବ ନାହିଁ।

2 for if there may come into your synagogue a man with gold ring, in gay raiment, and there may come in also a poor man in vile raiment,ମନକରେ, ଜଣେ ଲୋକ ଖୁବ୍ ଦାମିକା ସୁନ୍ଦର ଲୁଗାପଟା ଓ ସୁନା ମୁଦି ପିନ୍ଧି ତୁମ୍ଭର ସଭାକୁ ଆ ସେ ଓ ଅନ୍ୟ ଗରିବ ଲୋକ ଜଣେ ମଇଳା ପୁରୁଣା ଲୁଗା ପିନ୍ଧି ସତେିକି ବେଳେ ଆ ସେ।

3 and ye may look upon him bearing the gay raiment, and may say to him, `Thou -- sit thou here well,' and to the poor man may say, `Thou -- stand thou there, or, Sit thou here under my footstool,' --ତୁମ୍ଭେ ଦାମିକା ସୁନ୍ଦର ଲୁଗାପଟା ପିନ୍ଧିଥିବା ଲୋକକୁ ଡ଼ାକି ବିଶଷେ ଅଭ୍ଯର୍ଥନା ଜଣାଇ କହିଥାଅ : ଏହି ଭଲ ଆସନ ରେ ବସନ୍ତୁ। କିନ୍ତୁ ଗରିବ ଲୋକଟିକୁ କହିଥାଅ : ତୁମ୍ଭେ ସଠାେରେ ଠିଆ ହୁଅ ବା ମାେ ଗୋଡ଼ ପାଖର ଭୂଇଁ ରେ ବସ।

4 ye did not judge fully in yourselves, and did become ill-reasoning judges.ତୁମ୍ଭେ ଏ କ'ଣ କରୁଛ ? ଏହାଦ୍ବାରା ତୁମ୍ଭେ କେତକେ ଲୋକଙ୍କୁ ଅନ୍ୟମାନଙ୍କ ତୁଳନା ରେ ଅଧିକ ମହତ୍ବ ପ୍ରଦାନ କରୁଛ ! ମନ୍ଦ ଅଭିପ୍ରାୟ ରଖି ତୁମ୍ଭେ ନିର୍ଣ୍ଣୟ କରୁଛ ଯେ, କେଉଁ ଲୋକଟି ଅଧିକ ଭଲ।

5 Hearken, my brethren beloved, did not God choose the poor of this world, rich in faith, and heirs of the reign that He promised to those loving Him?ମାେ ପ୍ରିୟ ଭାଇ ଓ ଭଉଣୀମାନେ, ଶୁଣ ! ପରମେଶ୍ବର ବିଶ୍ବାସ ରେ ଧନୀ ହବୋ ପାଇଁ ପୃଥିବୀର ଗରିବ ଲୋକମାନଙ୍କୁ ବାଛିଛନ୍ତି। ଯେଉଁମାନେ ପରମେଶ୍ବରଙ୍କୁ ପ୍ ରମେ କରନ୍ତି, ସମାନଙ୍କେୁ ସେ ଯେଉଁ ରାଜ୍ଯ ଦବୋ ପାଇଁ ପ୍ରତିଜ୍ଞା କରିଥଇଲେ, ସେଥିପାଇଁ ସମାନଙ୍କେୁ ବାଛିଛନ୍ତି।

6 and ye did dishonour the poor one; do not the rich oppress you and themselves draw you to judgment-seats;କିନ୍ତୁ ତୁମ୍ଭେ ଗରିବ ଲୋକଙ୍କୁ କୌଣସି ସମ୍ମାନ ଦେଉ ନାହଁ। ଏବଂ ତୁମ୍ଭେ ଜାଣିଛ ଯେ, ଧନୀ ଲୋକମାନେ ତୁମ୍ଭର ଜୀବନକୁ ନିୟନ୍ତ୍ରଣ କରିବାକୁ ଚେଷ୍ଟା କରୁଛନ୍ତି ଓ ସହେିମାନେ ତୁମ୍ଭକୁ କଚରେୀକୁ ଟାଣି ନଇେ ଯାଆନ୍ତି।

7 do they not themselves speak evil of the good name that was called upon you?ଏବଂ ଯେଉଁ ମହତ ନାମ ରେ ତୁମ୍ଭମାନେେ ନାମିତ ହାଇେଅଛ ଓ ଯେ ତୁମ୍ଭମାନଙ୍କୁ ଆପଣାର କରିଅଛନ୍ତି, ସମାନେେ ତାହାଙ୍କର ନିନ୍ଦା କରନ୍ତି।

8 If, indeed, royal law ye complete, according to the Writing, `Thou shalt love thy neighbour as thyself,' -- ye do well;ଗୋଟିଏ ନିୟମ, ଅନ୍ୟ ସମସ୍ତ ନିୟମଗୁଡ଼ିକର ଉପରେ ଆଧିପତ୍ଯ କରେ। ଶାସ୍ତ୍ର ରେ ଏହି ରାଜକୀୟ ନିୟମଟି ମିଳେ : ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ଯ ପ୍ ରମେ କର।329 ଯଦି ତୁମ୍ଭେ ଏହି ନିୟମ ପାଳନ କରୁଛ, ତା' ହେଲେ ତୁମ୍ଭେ ଠିକ୍ କରୁଛ।

9 and if ye accept persons, sin ye do work, being convicted by the law as transgressors;କିନ୍ତୁ ଯଦି ତୁମ୍ଭେ ଜଣକୁ ଅନ୍ୟ ଜଣକ ତୁଳନା ରେ ଅଧିକ ମହତ୍ବ ଦେଉଛ, ତା' ହେଲେ ତୁମ୍ଭେ ପାପ କରୁଛ। ସହେି ରାଜକୀୟ ବ୍ଯବସ୍ଥା ପ୍ରମାଣିତ କରେ ଯେ, ତୁମ୍ଭେ ପରମେଶ୍ବରଙ୍କ ନିୟମ ଭଙ୍ଗ କରିବା ରେ ଦୋଷୀ ଅଟ।

10 for whoever the whole law shall keep, and shall stumble in one `point', he hath become guilty of all;ଜଣେ ଲୋକ ହୁଏତ ପରମେଶ୍ବରଙ୍କ ସବୁ ବ୍ଯବସ୍ଥା ପାଳନ କରୁଥାଇପା ରେ, କିନ୍ତୁ ସେ ଯଦି ଗୋଟିଏ ଆଜ୍ଞାର ଅବାଧ୍ଯ ହୁଏ, ତା ହେଲେ ସେ ବ୍ଯବସ୍ଥାର ସମସ୍ତ ଆଜ୍ଞା ଭଙ୍ଗ କରିବା ଦୋଷ ରେ ଦୋଷୀ ହୁଏ।

11 for He who is saying, `Thou mayest not commit adultery,' said also, `Thou mayest do no murder;' and if thou shalt not commit adultery, and shalt commit murder, thou hast become a transgressor of law;ପରମେଶ୍ବର କହିଛନ୍ତି, ବ୍ଯଭିଚାରର ପାପ କର ନାହିଁ।330 ସହେି ପରମେଶ୍ବର ପୁନଃ କହିଛନ୍ତି, ହତ୍ଯା ହତ୍ଯା କର ନାହିଁ।331 ଅତଏବ, ତୁମ୍ଭେ ଯଦି ବ୍ଯଭିଚାର ପାପ କରି ନାହଁ କିନ୍ତୁ ଜଣକୁ ହତ୍ଯା କରିଛ, ତା ହେଲେ ପରମେଶ୍ବରଙ୍କ ବ୍ଯବସ୍ଥା ଭାଙ୍ଗିବା ଦୋଷ ରେ ଦୋଷୀ ହେଲ।

12 so speak ye and so do, as about by a law of liberty to be judged,ଲୋକମାନଙ୍କୁ ସ୍ବାଧୀନ କରୁଥିବା ବ୍ଯବସ୍ଥା ଦ୍ବାରା ତୁମ୍ଭର ବିଚାର ହବେ। ପ୍ରେତ୍ୟକକ କଥା କହିଲା ବେଳେ ଓ ପ୍ରେତ୍ୟକକ କାମ କଲା ବେଳେ, ତୁମ୍ଭେ ଏହି କଥା ମନେ ରଖିବା ଉଚିତ।

13 for the judgment without kindness `is' to him not having done kindness, and exult doth kindness over judgment.ତୁମ୍ଭେ ଅନ୍ୟମାନଙ୍କ ପ୍ରତି ନିଶ୍ଚୟ ଦୟା ଦଖାଇବୋ ଉଚିତ। ଯଦି ତୁମ୍ଭେ ଦୟା ନ ଦଖାଇବେ, ତା ହେଲେ ପରମେଶ୍ବର ବିଚାର କଲା ବେଳେ ତୁମ୍ଭ୍ ପ୍ରତି ମଧ୍ଯ ସେ ଦୟା ଦଖାଇବେେ ନାହିଁ। କିନ୍ତୁ ଅନ୍ୟମାନଙ୍କୁ ଦୟା ଦଖାଇେଥିବା ବ୍ଯକ୍ତି ତାହାର ବିଚାର ହେଲା ବେଳେ ନିର୍ଭୟ ରେ ଠିଆ ହବେ।

14 What `is' the profit, my brethren, if faith, any one may speak of having, and works he may not have? is that faith able to save him?ମାେ ଭାଇ ଓ ଭଉଣୀମାନେ !ଯଦି ଜଣେ କୁ ହେ, ଯେ, ସେ ଜଣେ ବିଶ୍ବାସୀ, କିନ୍ତୁ କିଛି କର୍ମ କରେ ନାହିଁ, ତା ହେଲେ ତାହାର ବିଶ୍ବାସ ମୂଲ୍ଯହୀନ। କ'ଣ ଏହି ଭଳି ବିଶ୍ବାସ ତାହାକୁ ରକ୍ଷା କରିପାରିବ ? ନା !

15 and if a brother or sister may be naked, and may be destitute of the daily food,ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ କରୁଥିବା ଜଣେ ଭାଇ ଓ ଭଉଣୀ, ପିନ୍ଧିବାକୁ ଲୁଗା ବା ଖାଇବାକୁ ଖାଦ୍ୟ ଆବଶ୍ଯକ କରିପା ରେ।

16 and any one of you may say to them, `Depart ye in peace, be warmed, and be filled,' and may not give to them the things needful for the body, what `is' the profit?ଏବଂ ତୁମ୍ଭେ ତାହାକୁ କହୁଛ, ପରମେଶ୍ବର ତୁମ୍ଭ ସହିତ ଥାଆନ୍ତୁ ! ତୁମ୍ଭେ ଉଷ୍ମ ରୁହ ଓ ଖାଇବାକୁ ପ୍ରଚୁର ପାଅ। ତୁମ୍ଭେ ଏଗୁଡ଼ିକ ବିଷୟ ରେ ଖାଲି କହୁଛ, କିନ୍ତୁ ତାହାର ଆବଶ୍ଯକ ଥିବା ଜିନିଷ ତାହାକୁ ଦେଉ ନାହଁ। ଯଦି ତୁମ୍ଭେ ତାହାକୁ ସାହାୟ୍ଯ କରୁ ନାହଁ, ତାହାହେଲେ ତୁମ୍ଭର କଥାଗୁଡ଼ିକ ସମ୍ପୂର୍ଣ୍ଣ ମୂଲ୍ଯହୀନ ଅଟେ।

17 so also the faith, if it may not have works, is dead by itself.ବିଶ୍ବାସ ବିଷୟ ରେ ମଧ୍ଯ ଠିକ୍ ସହେି କଥା ଅଟେ। ଯଦି ବିଶ୍ବାସ କିଛି କାର୍ୟ୍ଯ ଉତ୍ପନ୍ନ ନ କରେ, ତବେେ ସେ ବିଶ୍ବାସ ମୃତ ଅଟେ।

18 But say may some one, Thou hast faith, and I have works, shew me thy faith out of thy works, and I will shew thee out of my works my faith:ଜଣେ ଲୋକ କହିପା ରେ, ତୁମ୍ଭ ପାଖ ରେ ବିଶ୍ବାସ ଅଛି, ପୁଣି ମାେ ପାଖ ରେ କର୍ମ ଅଛି। ତୁମ୍ଭେ କର୍ମବିନା ତୁମ୍ଭର ବିଶ୍ବାସ ମାେତେ ଦଖାେଅ, ଆଉ ମୁଁ ମାେ କର୍ମଗୁଡ଼ିକ ଦ୍ବାରା ମାେ ବିଶ୍ବାସ ତୁମ୍ଭକୁ ଦଖାଇବେି।

19 thou -- thou dost believe that God is one; thou dost well, and the demons believe, and they shudder!ତୁମ୍ଭେ ବିଶ୍ବାସ କର ଯେ, କବଳେ ଜଣେ ପରମେଶ୍ବର ଅଛନ୍ତି ; ଭଲ କଥା କିନ୍ତୁ ଭୂତମାନେ ମଧ୍ଯ ଏହା ବିଶ୍ବାସ କରନ୍ତି ଓ ଭୟ ରେ ଥରହର ହୁଅନ୍ତି।

20 And dost thou wish to know, O vain man, that the faith apart from the works is dead?ହେ ମୂର୍ଖ ଲୋକ ! କର୍ମଗୁଡ଼ିକ ବିନା ବିଶ୍ବାସ ଯେ ମୂଲ୍ଯହୀନ ଅଟେ, ଏହାର ପ୍ରମାଣ କ'ଣ ତୁମ୍ଭେ ଦେଖିବାକୁ ଚାହୁଁଛ ?

21 Abraham our father -- was not he declared righteous out of works, having brought up Isaac his son upon the altar?ଅବ୍ରହାମ ଆମ୍ଭର ପିତା। ସେ ନିଜର କର୍ମଗୁଡ଼ିକ ଦ୍ବାରା ପରମେଶ୍ବରଙ୍କ ନିକଟରେ ଧାର୍ମିକ ଭାବେ ଗଣାଗଲେ। ସେ ବଦେୀ ଉପରେ ନିଜ ପୁତ୍ର ଇସ୍ହାକଙ୍କୁ ବଳି ରୂପରେ ପରମେଶ୍ବରଙ୍କଠା ରେ ଉତ୍ସର୍ଗ କଲେ।

22 dost thou see that the faith was working with his works, and out of the works the faith was perfected?ଅତଏବ ତୁମ୍ଭେ ଦେଖ ଯେ, ଅବ୍ରହାମଙ୍କର ବିଶ୍ବାସ ଓ କର୍ମ ଏକା ସାଙ୍ଗ ରେ କାମ କରୁଥିଲା। ତାହାଙ୍କ କାମ ଦ୍ବାରା ହିଁ ତାହାଙ୍କର ବିଶ୍ବାସ ସିଦ୍ଧ ହେଲା।

23 and fulfilled was the Writing that is saying, `And Abraham did believe God, and it was reckoned to him -- to righteousness;' and, `Friend of God' he was called.ଏହାଦ୍ବାରା ଶାସ୍ତ୍ରର ସମ୍ପୂର୍ଣ୍ଣ ଅର୍ଥ ପ୍ରକାଶିତ ହୁଏ ଯେ : ଅବ୍ରହାମ ପରମେଶ୍ବରଙ୍କୁ ବିଶ୍ବାସ କଲେ। ଓ ପରମେଶ୍ବର ଅବ୍ରହାମଙ୍କ ବିଶ୍ବାସକୁ ଗ୍ରହଣ କଲେ। ସହେି ବିଶ୍ବାସ ଅବ୍ରହାମଙ୍କୁ ପରମେଶ୍ବରଙ୍କ ନିକଟରେ ଧାର୍ମିକ କଲା।332 ପରମେଶ୍ବରଙ୍କ ମିତ୍ର333 ବୋଲି ଅବ୍ରହାମ ଡ଼କାଗଲେ।

24 Ye see, then, that out of works is man declared righteous, and not out of faith only;ଅତଏବ ତୁମ୍ଭେ ଦେଖ ଯେ, କର୍ମ ଦ୍ବାରା ଜଣେ ଲୋକ ପରମେଶ୍ବରଙ୍କ ନିକଟରେ ଧାର୍ମିକ ହାଇପୋରୁଛି। ସେ କବଳେ ବିଶ୍ବାସ ଦ୍ବାରା ଧାର୍ମିକ ହାଇପୋରିବ ନାହିଁ।

25 and in like manner also Rahab the harlot -- was she not out of works declared righteous, having received the messengers, and by another way having sent forth?ଆଉ ଗୋଟିଏ ଉଦାହରଣ ହେଉଛି, ରାହାବ। ସେ ଜଣେ ବେଶ୍ଯା ଥିଲା। କିନ୍ତୁ ସେ ନିଜ କର୍ମଗୁଡ଼ିକ କାରଣରୁ ପରମେଶ୍ବରଙ୍କ ନିକଟରେ ଧାର୍ମିକା ହେଲା। ସେ ପରମେଶ୍ବରଙ୍କ ଗୁପ୍ତଚରମାନଙ୍କୁ ସାହାୟ୍ଯ କଲା ଓ ସମାନଙ୍କେୁ ନିଜ ଘ ରେ ସ୍ବାଗତ କଲା ଓ ଅନ୍ୟ ବାଟଦଇେ ସମାନଙ୍କେୁ ପଳାୟନ କରିବା ରେ ସାହାୟ୍ଯ କଲା।

26 for as the body apart from the spirit is dead, so also the faith apart from the works is dead.ଆତ୍ମା ନ ଥିଲେ ଜଣେ ମନୁଷ୍ଯର ଶରୀରଟି ମୃତ ହାଇଯୋଏ। ସହେିପରି ବିଶ୍ବାସ ବିଷୟ ରେ ମଧ୍ଯ ଏହି କଥାଟି ସତ। କର୍ମ ନ ଥିଲେ ବିଶ୍ବାସ ମୃତ ଅଟେ।

Oriya Bible