Bible

James 5 - WEB (Oriya)

1 Come now, you rich, weep and howl for your miseries that are coming on you.ଧନୀ ଲୋକେ ! ଶୁଣ ! କ୍ରନ୍ଦନ କର ଓ ଅତି ଦୁଃଖିତ ହୁଅ। କାରଣ ଅତ୍ଯଧିକ କ୍ଲେଶ ତୁମ୍ଭ ଉପରେ ମାଡ଼ି ଆସୁଛି।

2 Your riches are corrupted and your garments are moth-eaten.ତୁମ୍ଭର ଧନସବୁ ନଷ୍ଟ ହାଇଯୋଇଛି ଓ ମୂଲ୍ଯହୀନ ହାଇେ ପଡ଼ିଛି। ତୁମ୍ଭର ପୋଷାକ ପୋକ ଖାଇ ଯାଇଛନ୍ତି।

3 Your gold and your silver are corroded, and their corrosion will be for a testimony against you, and will eat your flesh like fire. You have laid up your treasure in the last days.ତୁମ୍ଭର ସୁନା ଓ ରୂପା ରେ କଳଙ୍କି ଲାଗି ଯାଇଛି। ଏହା ନଷ୍ଟ ହାଇେ ପ୍ରମାଣ କରୁଛି ଯେ, ତୁମ୍ଭେ ଭୁଲକାର୍ୟ୍ଯ କରିଛ। ସହେି କଳଙ୍କ ତୁମ୍ଭ ଶରୀରକୁ ଅଗ୍ନି ଭଳି ଗ୍ରାସ କରି ଦବେ। ଶଷଦେିନଗୁଡ଼ିକରେ ତୁମ୍ଭେ ନିଜର ଧନ ସଞ୍ଚୟ କରୁଅଛ।

4 Behold, the wages of the laborers who mowed your fields, which you have kept back by fraud, cry out, and the cries of those who reaped have entered into the ears of the Lord of Hosts.ଲୋକେ ତୁମ୍ଭ କ୍ଷତମାନଙ୍କେ ରେ କାମ କଲେ, କିନ୍ତୁ ତୁମ୍ଭେ ତାହାଙ୍କୁ ସମାନଙ୍କେର ମଜୁରୀ ଦଲେ ନାହିଁ। ସମାନେେ ତୁମ୍ଭ ବିରୁଦ୍ଧ ରେ କ୍ରନ୍ଦନ କରୁଛନ୍ତି। ସମାନେେ ତୁମ୍ଭ ପାଇଁ ଶସ୍ଯ ଆମଦାନୀ କଲେ। ଏବେ ସ୍ବର୍ଗୀୟ ସନୋବାହିନୀ ରେ ପ୍ରଭୁ ସମାନଙ୍କେ ଚିତ୍କାର ଶୁଣିଛନ୍ତି।

5 You have lived delicately on the earth, and taken your pleasure. You have nourished your hearts as in a day of slaughter.ପୃଥିବୀ ରେ ତୁମ୍ଭ ଜୀବନ ବିଳାସପୂର୍ଣ୍ଣ ଥିଲା। ତୁମ୍ଭେ ଯାହା ଇଚ୍ଛା କରିଥିଲ, ତାହା ପୂରଣ କରି ନିଜକୁ ଆନନ୍ଦିତ କଲ। ତୁମ୍ଭେ ବଳି ଦିବସ ପାଇଁ ପ୍ରସ୍ତୁତ ଥିବା ଏକ ପଶୁପରି ନିଜକୁ ମାଟେ କଲ।

6 You have condemned, you have murdered the righteous one. He doesn't resist you.ତୁମ୍ଭେ ଉତ୍ତମ ଲୋକମାନଙ୍କୁ କୌଣସି ଦୟା ଦଖାଇେଲ ନାହିଁ। ସମାନେେ ତୁମ୍ଭର ବିରୋଧୀ ନ ଥିଲେ ମଧ୍ଯ, ତୁମ୍ଭେ ସମାନଙ୍କେୁ ହତ୍ଯା କରିଛ।

7 Be patient therefore, brothers, until the coming of the Lord. Behold, the farmer waits for the precious fruit of the earth, being patient over it, until it receives the early and late rain.ଭାଇ ଓ ଭଉଣୀମାନେ, ର୍ଧୈୟ୍ଯ ରଖ, ପ୍ରଭୁ ଯୀଶୁ ଆସିବେ। ସହେି ସମୟ ପର୍ୟ୍ଯନ୍ତ ର୍ଧୈୟ୍ଯ ଧରି ରୁହ।

8 You also be patient. Establish your hearts, for the coming of the Lord is at hand.ଚାଷୀ ଯେପରି ନିଜ କ୍ଷତରେ ମୂଲ୍ଯବାନ ଶସ୍ଯ ବଢ଼ି ଉଠିବାକୁ ର୍ଧୈୟ୍ଯର ସହିତ ଆଶାରଖି, ଆରମ୍ଭ ଓ ଶଷେ ବର୍ଷା ପଡ଼ିବା ପର୍ୟ୍ଯନ୍ତ ର୍ଧୈୟ୍ଯର ସହିତ ଅପେକ୍ଷା କରେ, ତୁମ୍ଭମାନେେ ସହେିଭଳି ର୍ଧୈୟ୍ଯଶୀଳ ହବୋ ଉଚିତ୍। ନିଜର ଆଶା ଛାଡ଼ି ଦିଅ ନାହିଁ। ପ୍ରଭୁ ଯୀଶୁ ଶୀଘ୍ର ଆସୁଛନ୍ତି।

9 Don't grumble, brothers, against one another, so that you won't be judged. Behold, the judge stands at the door.ଭାଇ ଓ ଭଉଣୀମାନେ, ପରସ୍ପର ବିରୁଦ୍ଧ ରେ ଅଭିଯୋଗ କର ନାହିଁ। ତୁମ୍ଭେ ଅଭିଯୋଗ କରିବା ବନ୍ଦ ନ କଲେ, ନିଜେ ଦୋଷୀ ବୋଲି ବିଚାରିତ ହବେ। ବିଚାରପତି ଆସିବାକୁ ପ୍ରସ୍ତୁତ ଅଛନ୍ତି।

10 Take, brothers, for an example of suffering and of patience, the prophets who spoke in the name of the Lord.ଭାଇ ଓ ଭଉଣୀମାନେ, ପ୍ରଭୁଙ୍କ ପାଇଁ ଭାବବାଣୀ କହିଥିବା ଭାବବାଦୀମାନଙ୍କ ଉଦାହରଣ ଅନୁସରଣ କର। ସମାନେେ ଅନକେ ଯାତନା ସହି ଥିଲେ ହେଁ ର୍ଧୈୟ୍ଯବାନ ଥିଲେ।

11 Behold, we call them blessed who endured. You have heard of the patience of Job, and have seen the Lord in the outcome, and how the Lord is full of compassion and mercy.ଆମ୍ଭେ କହୁଛୁ ଯେ, ଯେଉଁମାନେ ସମାନଙ୍କେର ଅସୁବିଧାଗୁଡ଼ିକୁ ର୍ଧୈୟ୍ଯର ସହିତ ଗ୍ରହଣ କଲେ, ସମାନେେ ବର୍ତ୍ତମାନ ଖୁସି ରେ ଅଛନ୍ତି। ତୁମ୍ଭମାନେେ ଆୟୁବଙ୍କର ର୍ଧୈୟ୍ଯ336 କଥା ଶୁଣିଛ। ତୁମ୍ଭେ ଜାଣିଛ ଯେ, ଆୟୁବ ସବୁ କଷ୍ଟରୁ ଉତ୍ତୀର୍ଣ୍ଣ ହାଇେ ସାରିଲା ପରେ ପରମେଶ୍ବର ତାହାଙ୍କୁ ସାହାୟ୍ଯ କରିଥିଲେ। ଏହା ଦର୍ଶାଏ ଯେ, ପ୍ରଭୁ କରୁଣା ରେ ପୂର୍ଣ୍ଣ ଓ ଦୟାଳୁ ଅଟନ୍ତି।

12 But above all things, my brothers, don't swear, neither by heaven, nor by the earth, nor by any other oath; but let your "yes" be "yes," and your "no," "no;" so that you don't fall into hypocrisy.{TR reads "under judgment" instead of "into hypocrisy"}ମାେ ଭାଇ ଓ ଭଉଣୀମାନେ ! ମନରେଖ ଯେ କୌଣସି ପ୍ରତିଜ୍ଞା କଲା ବେଳେ ଶପଥ କର ନାହିଁ। ଏହା ଅତି ଗୁରୁତ୍ବପୂର୍ଣ୍ଣ ଅଟେ। ତୁମ୍ଭର କଥାକୁ ସତ୍ଯ ବୋଲି ପ୍ରମାଣିତ କରିବା ପାଇଁ ସ୍ବର୍ଗ, ପୃଥିବୀ ବା ଅନ୍ୟ କିଛିର ନାମ ନିଅ ନାହିଁ। ତୁମ୍ଭର ହଁ କଥା ହଁ ହେଉ, ଏବଂ ନା କଥା ନା ହେଉ। ଏପରି କଲେ ତୁମ୍ଭେ ଦୋଷୀ ସାବ୍ଯସ୍ତ ହବେ ନାହିଁ।

13 Is any among you suffering? Let him pray. Is any cheerful? Let him sing praises.ଯଦି କହେି ସଙ୍କଟ ରେ ପଡ଼ିଛି, ତା' ହେଲେ ସେ ପ୍ରାର୍ଥନା କରୁ। ଯଦି କହେି ଖୁସି ଅଛି, ତା ହେଲେ ସେ ଗୀତ ଗାଉ।

14 Is any among you sick? Let him call for the elders of the assembly, and let them pray over him, anointing him with oil in the name of the Lord,ଯଦି ତୁମ୍ଭ ମଧ୍ଯରୁ କହେି ଜଣେ ଅସୁସ୍ଥ ଅଛି, ତବେେ ସେ ମଣ୍ଡଳୀର ପ୍ରାଚୀନମାନଙ୍କୁ337 ଡ଼ାକିବା ଦରକାର। ସମାନେେ ପ୍ରଭୁଙ୍କ ନାମ ରେ ତାହାଙ୍କୁ ତଲେ ମଖାଇବେ ଓ ତାହାଙ୍କ ପାଇଁ ପ୍ରାର୍ଥନା କରିବେ।

15 and the prayer of faith will heal him who is sick, and the Lord will raise him up. If he has committed sins, he will be forgiven.ବିଶ୍ବାସ ରେ କରାଯାଇଥିବା ସହେି ପ୍ରାର୍ଥନା ରୋଗୀକୁ ସୁସ୍ଥ କରିଦବେ। ପ୍ରଭୁ ତାହାକୁ ସୁସ୍ଥ କରିବେ। ଯଦି ଏହି ଲୋକଟି ପାପ କରିଥାଏ, ତବେେ ପରମେଶ୍ବର ତାହାକୁ କ୍ଷମା କରିବେ।

16 Confess your offenses to one another, and pray one for another, that you may be healed. The effective, earnest prayer of a righteous man is powerfully effective.ତୁମ୍ଭେ କରିଥିବା ପାପଗୁଡ଼ିକୁ ପରସ୍ପର ନିକଟରେ ସ୍ବୀକାର କର। ତା'ପରେ ପରସ୍ପର ପାଇଁ ପ୍ରାର୍ଥନା କର। ପରମେଶ୍ବର ଯେପରି ତୁମ୍ଭକୁ ସୁସ୍ଥ କରିଦିଅନ୍ତି, ସେଥିନିମନ୍ତେ ଏପରି କର। ଜଣେ ଧାର୍ମିକ ଲୋକ ଯେତବେେଳେ ନିରନ୍ତର ପ୍ରାର୍ଥନା କରେ, ସେତବେେଳେ ମହାନ ଘଟଣାମାନ ଘଟିଥାଏ।

17 Elijah was a man with a nature like ours, and he prayed earnestly that it might not rain, and it didn't rain on the earth for three years and six months.ଏଲୀୟ ଆମ୍ଭ ଭଳି ଜଣେ ସାଧାରଣ ଲୋକ ଥିଲେ। ସେ ବର୍ଷା ନ ହବୋ ପାଇଁ ପ୍ରାର୍ଥନା କଲେ। ଏବଂ ଭୂମି ଉପରେ ତିନି ବର୍ଷ ଛଅମାସ ଧରି ବର୍ଷା ହେଲା ନାହିଁ

18 He prayed again, and the sky gave rain, and the earth brought forth its fruit.ତା'ପରେ ଏଲୀୟ ବର୍ଷା ହବୋ ପାଇଁ ପ୍ରାର୍ଥନା କଲେ। ଆକାଶରୁ ବର୍ଷା ହେଲା ଓ ପୃଥିବୀ ରେ ପୁନଃ ଶସ୍ଯ ଉତ୍ପନ୍ନ ହେଲା।

19 Brothers, if any among you wanders from the truth, and someone turns him back,ମାେ ଭାଇ ଓ ଭଉଣୀମାନେ ! ତୁମ୍ଭ ଭିତରୁ ଯଦି ଜଣେ ସତ୍ଯରୁ ବିଚଳିତ ହାଇଯୋଏ, ତବେେ ଅନ୍ୟ ଜଣେ ତାହାକୁ ସତ୍ଯକୁ ଫରୋଇ ଆଣିବା ପାଇଁ ସାହାୟ୍ଯ କରୁ।

20 let him know that he who turns a sinner from the error of his way will save a soul from death, and will cover a multitude of sins.ଏହା ମନରେଖ : ଯେଉଁ ଲୋକ ମନ୍ଦ ମାର୍ଗରୁ ଜଣେ ପାପୀକୁ ଫରୋଇ ଆଣେ, ତବେେ ସେ ମୃତ୍ଯୁରୁ ତାହାର ଆତ୍ମାକୁ ରକ୍ଷା କରେ। ଏହା କରିବା ଦ୍ବାରା, ସହେି ଲୋକ ଅନକେ ପାପକ୍ଷମାର କାରଣ ହାଇପୋରିଥାଏ।

Oriya Bible