Jeremiah 4:2 ଯଦି ତୁମ୍ଭେ ସହେିସବୁ କରିବ, ତବେେ ତୁମ୍ଭକୁ ସଦାପ୍ରଭୁଙ୍କ ନାମ ରେ ଶପଥ କରି କହିବାକୁ ପଡ଼ିବ ଯେ 'ସଦାପ୍ରଭୁ ଜୀବିତ।' ଆଉ ତୁମ୍ଭେ ଏସବୁ ସତ୍ଯ, ନ୍ଯାଯ ଓ ଧାର୍ମିକତା ରେ ସେ ସବୁ କହିବାକୁ କ୍ଷମ ହବେ। ତାହାଦ୍ବାରା ନାନାଦେଶୀଯମାନେ ସଦାପ୍ରଭୁଙ୍କର ଆଶୀର୍ବାଦର ପାତ୍ର ହବେେ। ସମାନେେ ଗର୍ବର ସହିତ କହିବେ ସଦାପ୍ରଭୁ ତାହା କରିଛନ୍ତି।
Jeremiah 4:2 in Other Translations
King James Version (KJV) And thou shalt swear, The LORD liveth, in truth, in judgment, and in righteousness; and the nations shall bless themselves in him, and in him shall they glory.
American Standard Version (ASV) and thou shalt swear, As Jehovah liveth, in truth, in justice, and in righteousness; and the nations shall bless themselves in him, and in him shall they glory.
Bible in Basic English (BBE) And you will take your oath, By the living Lord, in good faith and wisdom and righteousness; and the nations will make use of you as a blessing, and in you will they take a pride.
Darby English Bible (DBY) -- and thou shalt in truth, in justice, and in righteousness swear, [As] Jehovah liveth! and the nations shall bless themselves in him, and in him shall they glory.
World English Bible (WEB) and you shall swear, As Yahweh lives, in truth, in justice, and in righteousness; and the nations shall bless themselves in him, and in him shall they glory.
Young's Literal Translation (YLT) And thou hast sworn -- Jehovah liveth, In truth, in judgment, and in righteousness, And blessed themselves in Him have nations, And in Him they boast themselves.
Read Full Chapter :
Jeremiah 4
Cross Reference
ଯିଶାଇୟ 65:16
ଯେଉଁଲୋକ ପୃଥିବୀ ରେ ଆଶୀର୍ବାଦର ପାତ୍ର ହୁଏ, ସେ ପରମେଶ୍ବରଙ୍କ ଦ୍ବାରା ଆଶୀର୍ବାଦିତ ହବେ ଓ ଯେଉଁ ଲୋକ ପୃଥିବୀ ରେ ଶପଥ କରିବ ସେ ପରମେଶ୍ବରଙ୍କ ନାମ ରେ ଶପଥ କରିବ। କାରଣ ଅତୀତର ସଙ୍କଟସବୁ ବିସ୍ମୃତ ହାଇେଅଛି ଓ ତାହା ସବୁ ଆମ୍ଭ ଦୃଷ୍ଟିରୁ ଗୁପ୍ତ ହାଇେଅଛି।
ଯିରିମିୟ 9:24
ଯଦି କହେି ଦର୍ପ କରିବ, ତବେେ ସେ ଆମ୍ଭକୁ ଚିହ୍ନେ ଓ ଜାଣେ ବୋଲି ଦର୍ପ କରୁ। ଆମ୍ଭେ ସଦାପ୍ରଭୁଙ୍କ ଜଗତ ରେ ସ୍ନହେ, କରୁଣା ବିଚାର ଓ ଧର୍ମସାଧନ କରୁ, କାରଣ ସଦାପ୍ରଭୁ କହନ୍ତି ଏସବୁ ରେ ଆମ୍ଭର ସନ୍ତାଷେ ଥାଏ।
ଆଦି ପୁସ୍ତକ 22:18
ପୃଥିବୀର ସମସ୍ତ ଜାତି ତୁମ୍ଭର ବଂଶଧରମାନଙ୍କ ଦ୍ବାରା ଆଶୀର୍ବାଦ ପ୍ରାପ୍ତ ହବେେ। ଆମ୍ଭେ ଏପରି କରିବୁ କାରଣ ତୁମ୍ଭେ ମାରେ ବାକ୍ଯ ମାନିଅଛ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3:8
ଶାସ୍ତ୍ରଗୁଡ଼ିକ ଏହା ମଧ୍ଯ କ ହେ ଯେ, ଭବିଷ୍ଯତ ରେ କ'ଣ ହବେ ? ଲଖାେଅଛି, ପରମେଶ୍ବର ଅଣଯିହୂଦୀମାନଙ୍କୁ ମଧ୍ଯ ସମାନଙ୍କେର ବିଶ୍ବାସ ପାଇଁ ଧାର୍ମିକ କରିବେ। ସୁସମାଚାର ଅବ୍ରାହମଙ୍କୁ ଆଗରୁ କୁହାୟାଇଥିଲା। ଶାସ୍ତ୍ର କ ହେ : ପରମେଶ୍ବର ପୃଥିବୀର ସମସ୍ତ ଲୋକଙ୍କୁ ଆଶୀର୍ବାଦ କରିବା ପାଇଁ ଅବ୍ରହାମଙ୍କୁ ବ୍ଯବହାର କରିବେ।271
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 1:31
ଶାସ୍ତ୍ର ରେ ଏହିପରି ଲଖାେଅଛି : ଯଦି କାହାର ଗର୍ବ କରିବାକୁ ଥାଏ। ତା' ହେଲେ ସେ କବଳେ ପ୍ରଭୁଙ୍କଠା ରେ ଗର୍ବ କରିବା ଉଚିତ୍।
ଦିତୀୟ ବିବରଣ 10:20
ତୁମ୍ଭେ ସଦାପ୍ରଭୁ ଆପଣା ପରମେଶଓରଙ୍କୁ ଭୟ କରିବ। ତାଙ୍କର ଉପାସନା କରିବ। ତାହାଙ୍କଠା ରେ ତୁମ୍ଭେ ଆସକ୍ତ ହବେ। ତାହାଙ୍କ ନାମ ରେ ତୁମ୍ଭେ ଶପଥ କରିବ।
ଯିଶାଇୟ 45:25
ଇଶ୍ରାୟେଲର ସମୁଦାଯ ବଂଶ ସଦାପ୍ରଭୁଙ୍କଠା ରେ ଧର୍ମପ୍ରାପ୍ତ ହବେେ ଓ ଦର୍ପ କରିବେ।
ଯିଶାଇୟ 45:23
ଆମ୍ଭେ ଆପଣା ନାମ ଦଇେ ଶପଥ କରିଅଛୁ ଓ ଯେଉଁ ଧର୍ମମଯବାଣୀ ଆମ୍ଭ ମୁଖରୁ ନିର୍ଗତ ହାଇେଛି, ତାହା ଅନ୍ୟଥା ହବେ ନାହିଁ। ଆମ୍ଭ ସମ୍ମୁଖ ରେ ପ୍ରେତ୍ୟକକ ନତଜାନୁ ହବେେ ଓ ପ୍ରେତ୍ୟକକ ଜିହ୍ବା ଶପଥ କରିବ।
ଯିରିମିୟ 12:16
ଆମ୍ଭେ ଚାହୁଁ ସହେି ଲୋକମାନେ ଉତ୍ତମ ଶିକ୍ଷା ଲାଭ କରନ୍ତୁ। ଅତୀତ ରେ ସମାନେେ ଯେପରି ବାଲ୍ଦବେ ନାମ ରେ ଶପଥ କରିବା ପାଇଁ ଆମ୍ଭ ଲୋକମାନଙ୍କୁ ଶିଖାଇଲେ, ସହେିପରି 'ସଦାପ୍ରଭୁ ଜୀବିତ' ବୋଲି ଆମ୍ଭ ନାମ ରେ ଶପଥ କରିବା ପାଇଁ ଯବେେ ଆମ୍ଭର ଲୋକମାନଙ୍କୁ ଯତ୍ନ ପୂର୍ବକ ଶିଖାଇବେ, ତବେେ ଆମ୍ଭ ଲୋକମାନଙ୍କ ସହିତ ବାସ କରିବେ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 10:17
ଯେପରି ଶାସ୍ତ୍ର କୁ ହେ : ଯଦି କିଏ ଗର୍ବ କରିବାକୁ ଇଚ୍ଛା କରେ, ସେ କବଳେ ପ୍ରଭୁଙ୍କଠା ରେ ଗର୍ବ କରିବା ଉଚିତ୍।
ଗୀତସଂହିତା 99:4
ଶକ୍ତିଶାଳୀ ରାଜା ନ୍ଯାଯ ବିଚାରକୁ ଭଲପାନ୍ତି। ହେ ପରମେଶ୍ବର, ତୁମ୍ଭେ ନ୍ଯାଯ ସ୍ଥାପନ କରିଛ। ତୁମ୍ଭେ ଇଶ୍ରାୟେଲର ନ୍ଯାଯ ଓ ୟଥାର୍ଥ ସାଧନ କରିଅଛ।
ଗୀତସଂହିତା 72:17
ରାଜାଙ୍କର ପ୍ରସିଦ୍ଧ ସର୍ବଦା ଅକ୍ଷୁର୍ଣ୍ଣ ରହୁ। ଆକାଶରେ ସୂର୍ୟ୍ଯ ଥିବା ପର୍ୟ୍ଯନ୍ତ ଲୋକମାନେ ତାଙ୍କର ନାମକୁ ମନେ ରଖନ୍ତୁ। ସମସ୍ତ ପ୍ରଜା ତାଙ୍କ ୟୋଗୁଁ ଆଶୀର୍ବାଦ ପାଆନ୍ତୁ ଓ ସମସ୍ତ ଜାତିଗଣ ତାଙ୍କୁ ପ୍ରଶଂସା କରନ୍ତୁ।
ଯିଖରିୟ 8:8
ଆମ୍ଭେ ସମାନଙ୍କେୁ ଏଠାକୁ ଫରୋଇ ଆଣିବା ଏବଂ ସମାନେେ ୟିରୁଶାଲମ ମଧିଅରେ ବାସ କରିବେ। ସମାନେେ ଆମ୍ଭର ଲୋକ ହବେେ ଏବଂ ଆମ୍ଭେ ସମାନଙ୍କେର ବିଶ୍ବସ୍ଥ ଏବଂ ନ୍ଯାଯବାନ୍ ପରମେଶ୍ବର ହବୋ।
ହୋଶେୟ 2:19
ଏବଂ ଆମ୍ଭେ ତୁମ୍ଭକୁ ସବୁଦିନ ପାଇଁ ଆମ୍ଭର ସ୍ତ୍ରୀ କରିବା। ଆମ୍ଭେ ତୁମ୍ଭକୁ ପ୍ ରମେ, ସାଧୁତା, ନ୍ଯାଯ ଓ ଦୟାର ସହିତ ଆମ୍ଭର ସ୍ତ୍ରୀ କରିବା।
ଯିରିମିୟ 5:2
ସମାନେେ, 'ଜୀବତ୍ ସଦାପ୍ରଭୁ' କହିଲେ ହେଁ ନିତାନ୍ତ ମିଥ୍ଯା ରେ ଶପଥ କରନ୍ତି।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3:3
କିନ୍ତୁ ଆମ୍ଭମାନେେ ପ୍ରକୃତ ରେ ସୁନ୍ନତ ହାଇେଥିବା ଲୋକ ଅଟୁ। ଆମ୍ଭେ ଆତ୍ମା ଦ୍ବାରା ପରମେଶ୍ବରଙ୍କର ସବୋ କରୁ। ଆମ୍ଭେ ଖ୍ରୀଷ୍ଟ ଯୀଶୁଙ୍କଠା ରେ ଗର୍ବ କରୁ। ଆମ୍ଭେ ନିଜେ କିଛି କରି ପାରିବା ବୋଲି ନିଜ ଉପରେ ନିର୍ଭର କରୁ ନାହୁଁ।
ଯିଶାଇୟ 48:1
ସଦାପ୍ରଭୁ କୁହନ୍ତି, ହେ ଯାକୁବର ପରିବାର, ଯିହୁଦାର କଟିରୁ ଜନ୍ମ, ଇଶ୍ରାୟେଲ ପରି ଖ୍ଯାତ, ଦୟାକରି ମାେ କଥା ଶୁଣ। ତୁମ୍ଭମାନେେ ସଦାପ୍ରଭୁଙ୍କ ନାମ ରେ ଶପଥ କରୁଅଛ ଓ ଇଶ୍ରାୟେଲ ପରମେଶ୍ବରଙ୍କ ପ୍ରଶଂସା ଗାନ କରୁଅଛ। କିନ୍ତୁ ତୁମ୍ଭମାନେେ ଏହି କାର୍ୟ୍ଯ ସତ୍ଯ ଓ ଧାର୍ମିକତା ରେ କରୁ ନାହିଁ।'
ପ୍ରଥମ ରାଜାବଳୀ 3:6
ଶ ଲୋମନ ଉତ୍ତର କଲେ, ତୁମ୍ଭେ ମାରେ ପିତା ତୁମ୍ଭର ଦାସ ଦାଉଦଙ୍କ ପ୍ରତି ଅତ୍ଯନ୍ତ ଦୟାଳୁ ଥିଲ। ସେ ଧାର୍ମିକତା ଓ ନ୍ଯାଯ ପଥରେ ୟାଇ ତୁମ୍ଭକୁ ଅନୁସରଣ କରୁଥିବାରୁ ତୁମ୍ଭେ ତାଙ୍କୁ ମହାଦୟା କରିଥିଲ। ଆଉ ମଧ୍ଯ ତୁମ୍ଭେ ତାହାପାଇଁ ଏହି ମହାଦୟା ରଖିଅଛ ଯେ ଆଜିର ନ୍ଯାଯ ରେ ତାଙ୍କର ପୁତ୍ରକୁ ସିଂହାସନ ରେ ବସାଇଛ।