Jeremiah 7:9 in Oriya

Oriya Oriya Bible Jeremiah Jeremiah 7 Jeremiah 7:9

Jeremiah 7:9
ତୁମ୍ଭମାନେେ କ'ଣ ଚୋରି, ନରହତ୍ଯା, ବ୍ଯଭିଚାର, ମିଥ୍ଯାଶପଥ, ବାଲଦବେ ଉଦ୍ଦେଶ୍ଯ ରେ ଧୂପଦାନ ଓ ତୁମ୍ଭମାନେେ ଜାଣି ନ ଥିବା ଅନ୍ୟ ଦବଗେଣର ପଶ୍ଚାତଗମନ କରିବ ?

Jeremiah 7:8Jeremiah 7Jeremiah 7:10

Jeremiah 7:9 in Other Translations

King James Version (KJV)
Will ye steal, murder, and commit adultery, and swear falsely, and burn incense unto Baal, and walk after other gods whom ye know not;

American Standard Version (ASV)
Will ye steal, murder, and commit adultery, and swear falsely, and burn incense unto Baal, and walk after other gods that ye have not known,

Bible in Basic English (BBE)
Will you take the goods of others, put men to death, and be untrue to your wives, and take false oaths, and have perfumes burned to the Baal, and go after other gods which are strange to you;

Darby English Bible (DBY)
What? steal, murder, and commit adultery, and swear falsely, and burn incense unto Baal, and walk after other gods whom ye know not ...

World English Bible (WEB)
Will you steal, murder, and commit adultery, and swear falsely, and burn incense to Baal, and walk after other gods that you have not known,

Young's Literal Translation (YLT)
Stealing, murdering, and committing adultery, And swearing to falsehood, and giving perfume to Baal, And going after other gods whom ye knew not.

Will
ye
steal,
הֲגָנֹ֤ב׀hăgānōbhuh-ɡa-NOVE
murder,
רָצֹ֙חַ֙rāṣōḥara-TSOH-HA
adultery,
commit
and
וְֽנָאֹ֔ףwĕnāʾōpveh-na-OFE
and
swear
וְהִשָּׁבֵ֥עַwĕhiššābēaʿveh-hee-sha-VAY-ah
falsely,
לַשֶּׁ֖קֶרlaššeqerla-SHEH-ker
incense
burn
and
וְקַטֵּ֣רwĕqaṭṭērveh-ka-TARE
unto
Baal,
לַבָּ֑עַלlabbāʿalla-BA-al
and
walk
וְהָלֹ֗ךְwĕhālōkveh-ha-LOKE
after
אַחֲרֵ֛יʾaḥărêah-huh-RAY
other
אֱלֹהִ֥יםʾĕlōhîmay-loh-HEEM
gods
אֲחֵרִ֖יםʾăḥērîmuh-hay-REEM
whom
אֲשֶׁ֥רʾăšeruh-SHER
ye
know
לֹֽאlōʾloh
not;
יְדַעְתֶּֽם׃yĕdaʿtemyeh-da-TEM

Cross Reference

Jeremiah 7:6
ତୁମ୍ଭମାନେେ ଯଦି ବିଦେଶୀ, ଅନାଥ ଓ ବିଧବା ପ୍ରତି ଉଚିତ୍ ବ୍ଯବହାର କରିବ, ଯଦି ତୁମ୍ଭମାନେେ ଏ ସ୍ଥାନ ରେ ନିର୍ଦ୍ ଦୋଷ ମାନଙ୍କୁ ହତ୍ଯା ନ କରିବ, ଯଦି ତୁମ୍ଭମାନେେ ଆପଣାର କ୍ଷତି ନିମନ୍ତେ ଅନ୍ୟ ଦବେତାମାନଙ୍କୁ ଅନୁସରଣ ନ କର,

Exodus 20:3
ତୁମ୍ଭମାନେେ ମାେ ବ୍ଯତୀତ ଆଉ କୌଣସି ଦବେତାଗଣକୁ ଉପାସନା କରିବ ନାହିଁ।

Jeremiah 11:17
ସୈନ୍ଯାଧିପତି ସଦାପ୍ରକୁ ତୁମ୍ଭକୁ ରୋପଣ କରିଥିଲେ। ସେ କହିଥିଲେ ତୁମ୍ଭ ଉପ ରେ ମହାବିପଦ ଆସିବ। କାରଣ ଇଶ୍ରାୟେଲ ବଂଶ ଓ ଯିହୁଦା ବଂଶ ବହୁ ଦୁଷ୍ଟତା ଆଚରଣ କରିଅଛନ୍ତି। ସମାନେେ ବାଲ୍ଦବେ ଉଦ୍ଦେଶ୍ଯ ରେ ଧୂପ କଳାର ଆମ୍ଭକୁ ବିରକ୍ତ କରିବା ସକାେଶ ନିଜେ ନିଜେ ତାହାସବୁ କରିଛନ୍ତି।

Jeremiah 11:13
ହେ ଯିହୁଦାର ଲୋକମାନେ, ତୁମ୍ଭମାନଙ୍କର ମୂର୍ତ୍ତିମାନଙ୍କର ସଂଖ୍ଯା ସଠାେ ରେ ଅଧିବାସୀମାନଙ୍କ ସହିତ ସମାନ। ୟିରୁଶାଲମର ରାଜପଥଗୁଡ଼ିକର ସଂଖ୍ଯା ପରି, ତୁମ୍ଭମାନେେ ବହୁତ ବଦେୀ ନିର୍ମାଣ କଲ, ବାଲ୍ ନିମନ୍ତେ ସୁଗନ୍ଧି ଧୂପ ଜଳାଇବା ପାଇଁ।

James 4:1
ପରମେଶ୍ବରଙ୍କଠା ରେ ସମର୍ପିତ ହୁଅ ତୁମ୍ଭେ କ'ଣ ଜାଣିଛ କି ତୁମ୍ଭମାନଙ୍କ ଭିତ ରେ ଝଗଡ଼ା ଓ ୟୁକ୍ତିତର୍କ କାହିଁକି ହୁଏ ? ତୁମ୍ଭର ଝଗଡ଼ା ଓ ୟୁକ୍ତିତର୍କ ସ୍ବାର୍ଥପର ଇଚ୍ଛାରୁ ଆ ସେ ଓ ତୁମ୍ଭ୍ ମଧିଅରେ ବିବାଦ ସୃଷ୍ଟି କରିଥାଏ ?

Revelation 22:15
କିନ୍ତୁ କୁକୁରମାନେ, ମନ୍ଦ କୁହୁକ କରୁଥିବା ଲୋକମାନେ, ଯେଉଁମାନେ ୟୌନଗତ ପାପ କରନ୍ତି, ନରହନ୍ତାମାନେ, ପ୍ରତିମାପୂଜକଗଣ, ମିଥ୍ଯାପ୍ରିୟ ଓ ମିଥ୍ଯାବାଦୀମାନେ ନଗରର ବାହା ରେ ରହିବେ।

Malachi 3:5
ତା'ପ ରେ ଆମ୍ଭେ ତୁମ୍ଭ ନିକଟକୁ ଆସିବା ଓ ଉଚିତ୍ ବିଗ୍ଭର କରିବା। ଆମ୍ଭେ ଅତି ଶୀଘ୍ର ସାକ୍ଷ୍ଯ ଦବୋ ସମାନଙ୍କେ ବିରୁଦ୍ଧ ରେ, ଯେଉଁମାନେ ମାଯାବୀ, ବ୍ଯଭିଗ୍ଭରୀ, ମିଥ୍ଯାବାଦୀ ଏବଂ ଯେଉଁମାନେ କାମ କରିବା ଲୋକଙ୍କୁ ଠକନ୍ତି। ଯେଉଁମାନେ ବିଧବା ଓ ଅନାଥମାନଙ୍କୁ ଅତ୍ଯାଗ୍ଭର କରନ୍ତି, ବିଦେଶୀମାନଙ୍କୁ ତଡି ଦିଅନ୍ତି। ସହେିପରି ଲୋକମାନେ ଆମ୍ଭକୁ ଭୟ ଓ ସମ୍ମାନ କରନ୍ତି ନାହିଁ। ସର୍ବଶକ୍ତିମାନ ସଦାପ୍ରଭୁ ଏହି କଥା କହିଥିଲେ।

Romans 2:2
ପରମେଶ୍ବର, ଯେଉଁମାନେ ଏପରିକି ମନ୍ଦକର୍ମ କରନ୍ତି ତାହାଙ୍କର ନ୍ଯାୟ ବିଚ଼ାର କରନ୍ତି। ଏହା ଆମ୍ଭମାନେେ ଜାଣୁ ଯେ, ପରମେଶ୍ବରଙ୍କର ନ୍ଯାୟ ବିଚ଼ାର ଠିକ୍ ଅଟେ।

Romans 2:17
ତୁମ୍ଭ ବିଷୟ ରେ କଣ? ତୁମ୍ଭେ କହୁଛ ତୁମ୍ଭେ ଜଣେ ଯିହୂଦୀ। ତୁମ୍ଭର ବ୍ଯବସ୍ଥା ଉପରେ ଭରସା ଅଛି ଓ ଗର୍ବ କର ଯେ, ତୁମ୍ଭେ ପରମେଶ୍ବରଙ୍କ ନିକଟରେ ଅଛ।

1 Corinthians 6:9
ଅଥବା, ତୁମ୍ଭମାନେେ କ'ଣ ଜାଣ ନାହିଁ ଯେ ଯେଉଁ ଲୋକମାନେ ମନ୍ଦ କର୍ମ କରନ୍ତି, ସମାନେେ ପରମେଶ୍ବରଙ୍କ ରାଜ୍ଯର ଉତ୍ତରାଧକାରୀ ହବେେ ନାହିଁ। ନିଜକୁ ପ୍ରତାରଣା କର ନାହିଁ।

Galatians 5:19
ଆମ୍ଭର ପାପମୟ ସ୍ବଭାବ ଦ୍ବାରା ହେଉଥିବା ପାପପୂର୍ଣ୍ଣ କ୍ରିଯାଗୁଡ଼ିକ ବିଷୟ ରେ ସମସ୍ତେ ଜାଣନ୍ତି। ସଗେୁଡ଼ିକ ହେଲା : ୟୌନ ପାପାଚାର, ଅପବିତ୍ରତା, ଭୋଗବିଳାସ,

Ephesians 5:5
ଗୋଟିଏ ବିଷୟ ତୁମ୍ଭେ ନିଶ୍ଚିତ ଭାବରେ ଜାଣିଥାଅ ଯେ, ଯେଉଁ ଲୋକ ୟୌନ ପାପଗୁଡ଼ିକରେ ଲିପ୍ତ ରୁ ହେ, ମନ୍ଦ କର୍ମ କରେ ବା ଅତିଶୟ ଲୋଭ କରେ, ସେ ଲୋକ ପାଇଁ ପରମେଶ୍ବର ଓ ଖ୍ରୀଷ୍ଟଙ୍କ ରାଜ୍ଯ ରେ କୌଣସି ସ୍ଥାନ ନାହିଁ। କାରଣ ଯେଉଁ ଲୋକ ସର୍ବଦା ନିଜ ନିମନ୍ତେ କବଳେ ସମସ୍ତ ବିଷୟ ଅଧିକରୁ ଅଧିକ ପାଇବାକୁ ଇଚ୍ଛା କରେ, ସେ ଭଣ୍ଡ ଦବେତାମାନଙ୍କର ପୂଜା କରେ।

2 Timothy 3:2
ସହେି ସମୟରେ ଲୋକେ କବଳେ ନିଜ ନିଜକୁ ଓ ଧନକୁ ଭଲ ପାଇବେ। ସମାନେେ ଅହଂକାରୀ ଓ ଉଦ୍ଧତ ହବେେ। ଅନ୍ୟ ଲୋକଙ୍କ ବିରୁଦ୍ଧ ରେ ନିନ୍ଦାକଥା କହିବେ। ମାତାପିତାଙ୍କୁ ମାନିବେ ନାହିଁ। ସମାନେେ ବିଶ୍ବାସଘାତକ ହବେେ। ପରମେଶ୍ବରଙ୍କ ଇଚ୍ଛାନୁଯାଯୀ ଜୀବନଯାପନ କରିବେ ନାହିଁ।

Revelation 21:8
କିନ୍ତୁ ଯେଉଁ ଲୋକମାନେ ଭୀରୁ, ଅବିଶ୍ବାସୀ, ଘୃଣାକାର୍ୟ୍ଯ, ନରହତ୍ଯା, ୟୌନଗତ ପାପ, ମନ୍ଦ କୁହୁକ କହନ୍ତି ଓ ପ୍ରତିମାପୂଜକ ଏବଂ ମିଥ୍ଯାବାଦୀ ସମାନେେ ଅଗ୍ନି ଓ ଗନ୍ଧକ ଜଳୁଥିବା ହ୍ରଦ ରେ ସ୍ଥାନ ପାଇବେ। ଏହା ଦ୍ବିତୀୟ ମୃତ୍ଯୁ।

Zechariah 5:3
ତା'ପ ରେ ସହେି ସ୍ବର୍ଗଦୂତ କହିଲେ, ଏହି ନଳାକାର ପୁସ୍ତକରେ ଅଭିଶାପ ଅଛି, ଯାହା ସାରା ପୃଥିବୀ ବିରୁଦ୍ଧ ରେ ଯାଉଛି। ଏହା ଚୋର ଏବଂ ମିଥ୍ଯାଶପଥକାରୀ ଦୁଇଜଣଙ୍କୁ ଅଭିଶାପ ଦିଏ, ଯେଉଁମାନେ ଦଣ୍ତିତ ନ ହାଇେ ଖସି ୟାଇଛନ୍ତି।

Zephaniah 1:5
ଯେଉଁମାନେ କି ଛାତ ଉପରକୁ ୟାଇ ତାରାମାନଙ୍କୁ ପୂଜା କରନ୍ତି ଆମ୍ଭେ ସେ ସମସ୍ତଙ୍କୁ ତଡି ଦବୋ। କତଜେଣ ଲୋକ ଉଭୟ ସଦାପ୍ରଭୁ ଏବଂ ମିଥ୍ଯାପ୍ରଭୁ ମାଲିକମାନଙ୍କୁ ମଧ୍ଯ ପୂଜା କରୁଛନ୍ତି। ତେଣୁ ଆମ୍ଭେ ସହେି ଲୋକମାନଙ୍କୁ ସହେି ସ୍ଥାନରୁ ତଡିଦବୋ।

Judges 5:8
ପରମେଶ୍ବର ନୂତନ ନେତାମାନଙ୍କୁ ନଗର ଦ୍ବାରା ରେ ୟକ୍ସ୍ଟଦ୍ଧ କରିବାକୁ ମନୋନୀତ କଲେ। ସମଗ୍ର ଇଶ୍ରାୟେଲର 40,000 ମଧିଅରେ ଏକ ବର୍ଚ୍ଛା ବା ଢାଲ ଦଖାଗେଲା ନାହିଁ।

1 Kings 18:21
ଏଲିଯ ସମସ୍ତ ଇଶ୍ରାୟେଲ ଲୋକମାନଙ୍କୁ ସମ୍ ବୋଧନ କଲେ, ତୁମ୍ଭମାନେେ କେତକୋଳ ଦ୍ବିମତ ମଧିଅରେ ସନ୍ଦହେ ରେ ରହିବ? ସଦାପ୍ରଭୁଙ୍କର ପ୍ରକୃତ ଅନୁସରଣକାରୀ ହୁଅ, ଯଦି ତୁମ୍ଭେ ତାଙ୍କୁ ସତ୍ଯ ଭାବୁଛ। ଅନ୍ୟ ପକ୍ଷ ରେ ଯଦି ବାଲ ଦବେତା ସତ୍ଯ ବୋଲି ଭାବୁଛ, ତାଙ୍କୁ ଅନୁସରଣ କର।

Psalm 50:16
ପରମେଶ୍ବର ଦୁଷ୍ଟ ଲୋକମାନଙ୍କୁ କହନ୍ତି, ତୁମ୍ଭେ ମାରେ ନିଯମ ଓ ବ୍ଯବସ୍ଥା ବିଷଯରେ ଆଲୋଚନା କରିବା ଠିକ୍ ନୁହେଁ।

Isaiah 59:1
ମୁଁ ଏଠା ରେ ଦେଖୁଛି, ଦେଖ ! ସଦାପ୍ରଭୁଙ୍କର ହସ୍ତ ଏତେ େଛାଟ ହାଇୟୋଇ ନାହିଁ, ଯାହାକି ତୁମ୍ଭକୁ ପରିତ୍ରାଣ କରି ନ ପାରିବ। ତାଙ୍କର କର୍ଣ୍ଣ ତୁମ୍ଭକୁ ଶୁଣିବାକୁ ଏତେ ଭାରୀ ହାଇେ ନାହିଁ।

Jeremiah 9:2
ଆଉ ଯଦି ପଥିକମାନଙ୍କର ବସାପରି ପ୍ରାନ୍ତର ରେ ମାରେ ଗୋଟିଏ ବସା ଥାଆନ୍ତା, ତବେେ ମୁଁ ନିଜ ଲୋକମାନଙ୍କୁ ତ୍ଯାଗ କରି ସମାନଙ୍କେଠାରୁ ଦୂ ରଇେ ୟାଇ ପାରନ୍ତି। କାରଣ ସମାନେେ ସମସ୍ତେ ବ୍ଯଭିଚାରୀ ଓ ପରମେଶ୍ବରଙ୍କ ପ୍ରତି ବିଶ୍ବାସଘାତକତା କରିଛନ୍ତି।

Jeremiah 13:10
ଯିହୁଦାର ଏହି ଯେଉଁ ଦୁଷ୍ଟ ଲୋକମାନେ ଆମ୍ଭର ବାକ୍ଯ ଶୁଣିବାକୁ ଅସମ୍ମତ ହୁଅନ୍ତି ଓ ଆପଣା ଅନ୍ତଃକରଣ ରେ ଅବାଧ୍ଯ ହାଇେ ଚାଲନ୍ତି ଆଉ ଅନ୍ୟ ଦବଗେଣର ସବୋ ଓ ପୂଜା କରିବା ନିମନ୍ତେ ସମାନଙ୍କେର ପଶ୍ଚାତଗମନ କରନ୍ତି, ସମାନେେ ଏହି ଅକର୍ମଣ୍ଯ ପଟୁକା ତୁଲ୍ଯ ହବେେ।

Jeremiah 32:29
ଆଉ କଲଦୀଯମାନେ ଏହି ନଗର ବିରୁଦ୍ଧ ରେ ସମାନଙ୍କେର ଆକ୍ରମଣ ଆରମ୍ଭ କରିଦଇେଛନ୍ତି, ସମାନେେ ଖୁବଶୀଘ୍ର ଏହି ନଗର ରେ ପ୍ରବେଶ କରି ଅଗ୍ନି ଲଗାଇବେ। ଯେଉଁସବୁ ଗୃହଗୁଡ଼ିକରେ ବାଲଦବେ ପାଇଁ ନବୈେଦ୍ଯ ଉତ୍ସର୍ଗ କରିଥିଲେ ଓ ଆମ୍ଭଙ୍କୁ କୋରଧିତ କରିବା ପାଇଁ ଅନ୍ୟ ଦବେତାମାନଙ୍କୁ ପଯେ ନବୈେଦ୍ଯ ଉତ୍ସର୍ଗ କଲ, ସମାନେେ ସହେିସବୁ ଗୃହଗୁଡ଼ିକୁ ଦଗ୍ଧ କରିବେ।

Jeremiah 44:3
କାରଣ ସମାନେେ ଆମ୍ଭକୁ ବିଭକ୍ତ କରିବା ପାଇଁ ଦୁଷ୍କର୍ମ କଲେ। ସମାନେେ ଅନ୍ୟ ଦବଗେଣଙ୍କ ଉଦ୍ଦେଶ୍ଯ ରେ ଧୂପ ଜଳାଇଲେ ଓ ପୂଜା କରିବାକୁ ଗଲେ। ଯେଉଁ କାର୍ୟ୍ଯ ତୁମ୍ଭର ଲୋକମାନେ ଓ ତୁମ୍ଭ ପୂର୍ବପୁରୁଷମାନେ ଅତୀତ ରେ କରୁ ନ ଥିଲେ।

Ezekiel 18:10
'ଏବଂ ଯଦି ସହେି ଧାର୍ମିକ ବ୍ଯକ୍ତିର ପୁତ୍ର ଡ଼କାଯତି ଓ ରକ୍ତପାତ ଓ ଏଥିମଧ୍ଯରୁ ଅନୁସରଣ କରେ।

Ezekiel 18:18
ତା'ର ପିତା, କାରଣ ସେ ତାଙ୍କର ନିଜ ଲୋକମାନଙ୍କ ମଧ୍ଯରୁ ଜଣେ ଭାଇ ପ୍ରତି ଅତ୍ଯାଚାର କଲା ଓ ତା'ଠାରୁ ଚୋରି କରେ କାରଣ ସେ, ଯାହା ସମାଜ ରେ ଭଲ ତାହା କଲା ନାହିଁ। ତା'ର ଦୋଷ କାରଣରୁ ସେ ମୃତୁବରଣ କରିବ।

Ezekiel 33:25
ତେଣୁ ତୁମ୍ଭେ ସମାନଙ୍କେୁ କୁହ, ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, 'ତୁମ୍ଭେ ରକ୍ତ ସହିତ ମାଂସ ଖାଉଅଛ ଓ ତୁମ୍ଭେ ତୁମ୍ଭର ପ୍ରତିମାଗଣକୁ ଦେଖ ସାହାୟ୍ଯ ପାଇଁ, ଆଉ ରକ୍ତପାତ କରୁଅଛ। ତବେେ ତୁମ୍ଭମାନଙ୍କୁ କାହିଁକି ଦଶାଧେିକାର ଦିଆୟିବ ?

Hosea 4:1
ଇଶ୍ରାୟେଲର ଲୋକମାନେ ସଦାପ୍ରଭୁଙ୍କର ବାର୍ତ୍ତା ଶୁଣ। ଏହି ରାଜ୍ଯର ଲୋକମାନଙ୍କ ବିରୁଦ୍ଧ ରେ ସଦାପ୍ରଭୁ ତାଙ୍କର ଆରୋପ ଦର୍ଶାଇବେ। ଏହି ଦେଶର ଲୋକମାନେ ପ୍ରକୃତ ରେ ପରମେଶ୍ବରଙ୍କୁ ଜାଣନ୍ତି ନାହିଁ। ଏହି ଲୋକମାନେ ପ୍ରକୃତ ରେ ପରମେଶ୍ବରଙ୍କ ପ୍ରତି ସତ୍ ଓ ବିଶ୍ବସ୍ତ ନୁହଁନ୍ତି।

Micah 3:8
କିନ୍ତୁ ସଦାପ୍ରଭୁଙ୍କର ଆତ୍ମା ଦ୍ବାରା ଶକ୍ତି ରେ, ନ୍ଯାଯ ବିଗ୍ଭର ରେ ଓ ପରାକ୍ରମ ରେ ମୁଁ ଏପରି ପରିପୂର୍ଣ୍ଣ ହବେି ଯେ ଯାକୁବର ଅପରାଧ ଓ ଇଶ୍ରାୟେଲର ପାପ ବିଷଯ ରେ ମୁଁ ସମାନଙ୍କେୁ ଅବଗତ କରାଇବି।

Deuteronomy 32:17
ସମାନେେ ବଳିଦାନ କଲେ ସହେିମାନଙ୍କ ଉଦ୍ଦେଶ୍ଯ ରେ ଯେଉଁମାନେ ବାସ୍ତବ ରେ ଦବେତା ନକ୍ସ୍ଟହଁନ୍ତି। ଯେଉଁମାନେ ନୂତନ ଦବଗେଣ ଥିଲେ, ସମାନେେ ତାଙ୍କୁ ଜାଣି ନ ଥିଲେ। ସହେି ନୂତନ ଦବଗେଣମାନଙ୍କୁ ତାଙ୍କର ପୂର୍ବପୁରୁଷମାନେ ମଧ୍ଯ ଜାଣି ନ ଥିଲେ।