Job 20:5 in Oriya

Oriya Oriya Bible Job Job 20 Job 20:5

Job 20:5
ଏହା ସତ୍ଯ ବହୁ ସମୟରୁ ଯେ ତବେଳଠାରୁେ ଆଦମ ଏ ପୃଥିବୀ ରେ ରଖାୟାଇଥିଲା। ଯେଉଁ ବ୍ଯକ୍ତି ପରମେଶ୍ବରଙ୍କ ବିନା ବାସ କରେ, ସେ ଲୋକର ଆନନ୍ଦ କ୍ଷଣସ୍ଥାଯୀ ଅଟେ।

Job 20:4Job 20Job 20:6

Job 20:5 in Other Translations

King James Version (KJV)
That the triumphing of the wicked is short, and the joy of the hypocrite but for a moment?

American Standard Version (ASV)
That the triumphing of the wicked is short, And the joy of the godless but for a moment?

Bible in Basic English (BBE)
That the pride of the sinner is short, and the joy of the evil-doer but for a minute?

Darby English Bible (DBY)
The exultation of the wicked is short, and the joy of the ungodly man but for a moment?

Webster's Bible (WBT)
That the triumphing of the wicked is short, and the joy of the hypocrite but for a moment?

World English Bible (WEB)
That the triumphing of the wicked is short, The joy of the godless but for a moment?

Young's Literal Translation (YLT)
That the singing of the wicked `is' short, And the joy of the profane for a moment,

That
כִּ֤יkee
the
triumphing
רִנְנַ֣תrinnatreen-NAHT
of
the
wicked
רְ֭שָׁעִיםrĕšāʿîmREH-sha-eem
is
short,
מִקָּר֑וֹבmiqqārôbmee-ka-ROVE
joy
the
and
וְשִׂמְחַ֖תwĕśimḥatveh-seem-HAHT
of
the
hypocrite
חָנֵ֣ףḥānēpha-NAFE
but
for
עֲדֵיʿădêuh-DAY
a
moment?
רָֽגַע׃rāgaʿRA-ɡa

Cross Reference

Psalm 37:35
ମୁଁ ଜଣେ ଦୁଷ୍ଟ ଲୋକଙ୍କୁ ଦେଖିଲି ୟିଏକି ଅତି ଶକ୍ତିଶାଳୀ ଥିଲା। ସେ ଏକ ପୂର୍ଣ୍ଣାଙ୍ଗ ବୃକ୍ଷ ଭଳି ଶକ୍ତିଶାଳୀ ଥିଲା।

James 4:16
କିନ୍ତୁ ଏବେ ତୁମ୍ଭେ ଅହଂକାର କରି ଗର୍ବ କରୁଛ। ଏହିପ୍ରକାର ଅହଂକାର କରିବା ଅନୁଚିତ ଅଟେ।

Galatians 6:4
ଜଣେ ଲୋକ ନିଜକୁ ଅନ୍ୟ ସହିତ ତୁଳନା କରିବା ଉଚିତ୍ ନୁହେଁ। ମାତ୍ର ପ୍ରେତ୍ୟକକ ଲୋକ ନିଜର କାର୍ୟ୍ଯଗୁଡ଼ିକୁ ପରୀକ୍ଷା ନିରୀକ୍ଷା କରିବା ଉଚିତ୍। ତା' ହେଲେ ସେ ନିଜର କାମ ପାଇଁ ଗର୍ବ ଅନୁଭବ କରିପାରିବ।

Acts 12:22
ଲୋକମାନେ ପାଟିକରି କହିଲେ, ଏହା ଦବେତାର ସ୍ବର, ମନୁଷ୍ଯର ନୁହେଁ।

Matthew 13:20
ପଥୁରିଆ ଜାଗା ରେ ବୁଣାଯାଇଥିବା ବୀଜର ଅର୍ଥ କ'ଣ? ବୀଜଟି ଠିକ୍ ସହେି ଲୋକପରି, ଯେ ସୁସମାଚାର ଶୁଣେ ଏବଂ ଆନନ୍ଦର ସହିତ ତାହା ସଙ୍ଗେ ସଙ୍ଗେ ଗ୍ରହଣ କରିନିଏ।

Matthew 7:21
ମାେତେ 'ପ୍ରଭୁ' 'ପ୍ରଭୁ' କହୁଥିବା ପ୍ରେତ୍ୟକକ ଲୋକ ସ୍ବର୍ଗରାଜ୍ଯ ରେ ପ୍ରବେଶ କରିବେ ନାହିଁ। ଯେଉଁ ଲୋକ ସ୍ବର୍ଗ ରେ ରହୁଥିବା ମାରେ ପରମପିତାଙ୍କ ଇଚ୍ଛା ଅନୁଯାଯୀ କାମ କରେ, ସହେି ବ୍ଯକ୍ତି କବଳେ ସଠାେରେ ପ୍ରବେଶ କରିବ।

Psalm 73:18
ହେ ପରମେଶ୍ବର, ତୁମ୍ଭେ ନିଶ୍ଚିତରେ ସହେି ଲୋକମାନଙ୍କୁ ଏକ ବିପଦପୂର୍ଣ୍ଣ ଅବସ୍ଥାରେ ରଖିଛ। ତୁମ୍ଭେ ସମାନଙ୍କେୁ ଧ୍ବଂସ ମୁଖରୁ ପଲେି ଦିଅ।

Job 27:13
ତେଣୁ ଏହା ହିଁ ପରମେଶ୍ବରଙ୍କ ଇଚ୍ଛା ଦୁଷ୍ଟଲୋକଙ୍କ ପାଇଁ, ଏହା ହିଁ ସର୍ବଶକ୍ତିମାନ ପରମେଶ୍ବରଙ୍କ ଇଚ୍ଛା ନିଷ୍ଠୁର ଲୋକମାନଙ୍କ ପ୍ରତି।

Job 27:8
ପରମେଶ୍ବରଙ୍କଠା ରେ ଆସ୍ଥା ବିହୀନ ବ୍ଯକ୍ତି ମୃତ୍ଯୁ ସମୟରେ କ'ଣ ଆଶା କରିବ ? ଯେତବେେଳେ ପରମେଶ୍ବର ତା'ର ପ୍ରାଣ ନିଅନ୍ତି, ସହେି ଲୋକର କୌଣସି ଆଶା ନ ଥାଏ।

Job 18:5
ହଁ, ଦୁଷ୍ଟ ଲୋକର ଆଲୋକ ଲିଭିୟିବ। ତାଙ୍କର ଅଗ୍ନି ଜଳିବା ବନ୍ଦ ହବେ।

Job 15:29
ଦୁଷ୍ଟ ଲୋକ ବେଶୀଦିନ ଧନୀ ହାଇପୋରନ୍ତି ନାହିଁ। ତା'ର ସମ୍ପତ୍ତି ବେଶୀଦିନ ତିଷ୍ଠିବ ନାହିଁ। ତା'ର ସମ୍ପତ୍ତି ସମଗ୍ର ଦେଶ ରେ ବ୍ଯାପ୍ତ ହବେ ନାହିଁ।

Job 8:19
କିନ୍ତୁ ସେ ଗଛ ଖୁସି ଥିଲା। ତାହା ଜାଗା ରେ ଅନ୍ୟ ଏକ ଲତା ମାଡ଼ିବ।

Job 8:12
ଯଦି ଜଳ ଶୁଖିୟାଏ, ସହେିସବୁ ବୃକ୍ଷ ମଧ୍ଯ ଶୁଖିୟିବ ଏପରିକି ଯେତବେେଳେ ସମାନେେ ବଢ଼ଥିଲା ବେଳେ ଅନ୍ୟ କୌଣସି ବୃକ୍ଷ ପୂର୍ବରୁ ସମାନେେ ଶୁଖି ୟାଆନ୍ତି।

Job 5:3
ମୁଁ ଜଣେ ଏପରି ନିର୍ବୋଧ ଲୋକକୁ ଦେଖିଛି ୟିଏ ଭାବୁଥିଲା ଯେ ସେ ସୁରକ୍ଷିତ, କିନ୍ତୁ ହଠାତ୍ ସେ ଅଭିଶପ୍ତ ହେଲା।

Esther 7:10
ଏଥି ରେ ହାମନ୍, ମର୍ଦ୍ଦଖଯ ନିମନ୍ତେ ଯେଉଁ ଫାଶିକାଠ ପ୍ରସ୍ତୁତ କରିଥିଲା, ତହିଁ ଉପରେ ସମାନେେ ହାମନଙ୍କୁ ଫାଶି ଦେଲେ। ତହିଁରେ ରାଜାଙ୍କର କୋରଧ ଶାନ୍ତ ହେଲା।

Esther 5:11
ଆଉ ହାମନ୍ ଆପଣା ଧନ ଓ ଐଶ୍ବର୍ୟ୍ଯର କଥା ଓ ବହୁ ସନ୍ତାନମାନଙ୍କ କଥା ଓ ରାଜା କିରୂପେ ତାହାର ପଦ ବୃଦ୍ଧି କରିଛନ୍ତି, ତାଙ୍କୁ ଆପଣା ଅଧିପତିମାନଙ୍କ ଓ ଦାସମାନଙ୍କ ଉପରେ ଆସନ ଦଇେଛନ୍ତି। ଏହିସବୁ ବିଷଯ ସମାନଙ୍କେୁ ଶୁଣାଇଲା।

Judges 16:21
ପଲେଷ୍ଟୀୟ ଲୋକମାନେ ଶାମ୍ଶାେନ୍ଙ୍କକ୍ସ୍ଟ ଅକ୍ତିଆର କଲେ। ସମାନେେ ତାଙ୍କର ଆଖିକକ୍ସ୍ଟ ଉପାଡି ଦେଲେ। ପକ୍ସ୍ଟଣି ତାଙ୍କୁ ଘସାକକ୍ସ୍ଟ ଆଣି ପିତ୍ତଳ ବେଢି ରେ ତାଙ୍କୁ ବାନ୍ଧି ରେ। ଆଉ ସେ କାରାଗାର ରେ ଚକି ପେଶିଲେ।

Exodus 15:9
ଶତୃ କହିଲା, 'ମୁଁ ସମାନଙ୍କେୁ ଗୋଡ଼ାଇବି ଓ ଧରିବି। ମୁଁ ଲୁଟିତ ଦ୍ରବ୍ଯ ଭାଗ କରି ନବେି। ସମାନଙ୍କେର ଉପରେ ମାରେ ଅଭିଳାଷ ପୂର୍ଣ୍ଣ ହବେ। ମୁଁ ଆପଣା ଖଡ୍ଗ ନିକ୍ଷପେ କରିବି, ମାରେ ହସ୍ତ ସମାନଙ୍କେୁ ବିନାଶ କରିବ।'