Job 5:10 in Oriya

Oriya Oriya Bible Job Job 5 Job 5:10

Job 5:10
ପରମେଶ୍ବର ପୃଥିବୀ ରେ ବର୍ଷ କରାନ୍ତି ଓ ଶସ୍ଯ କ୍ଷେତ୍ରକୁ ଜଳ ପ୍ରଦାନ କରନ୍ତି।

Job 5:9Job 5Job 5:11

Job 5:10 in Other Translations

King James Version (KJV)
Who giveth rain upon the earth, and sendeth waters upon the fields:

American Standard Version (ASV)
Who giveth rain upon the earth, And sendeth waters upon the fields;

Bible in Basic English (BBE)
Who gives rain on the earth, and sends water on the fields:

Darby English Bible (DBY)
Who giveth rain on the face of the earth, and sendeth waters on the face of the fields;

Webster's Bible (WBT)
Who giveth rain upon the earth, and sendeth waters upon the fields:

World English Bible (WEB)
Who gives rain on the earth, And sends waters on the fields;

Young's Literal Translation (YLT)
Who is giving rain on the face of the land, And is sending waters on the out-places.

Who
giveth
הַנֹּתֵ֣ןhannōtēnha-noh-TANE
rain
מָ֭טָרmāṭorMA-tore
upon
עַלʿalal

פְּנֵיpĕnêpeh-NAY
the
earth,
אָ֑רֶץʾāreṣAH-rets
sendeth
and
וְשֹׁ֥לֵֽחַwĕšōlēaḥveh-SHOH-lay-ak
waters
מַ֝יִםmayimMA-yeem
upon
עַלʿalal

פְּנֵ֥יpĕnêpeh-NAY
the
fields:
חוּצֽוֹת׃ḥûṣôthoo-TSOTE

Cross Reference

Acts 14:17
କିନ୍ତୁ ସେ ତୁମ୍ଭମାନଙ୍କ ନିକଟରେ ନିଜର ସାକ୍ଷ୍ଯ ଦଇେ ଅଛନ୍ତି। କାରଣ ସେ ତୁମ୍ଭମାନଙ୍କ ପାଇଁ ବହୂତ ଭଲ କାମ କରିଛନ୍ତି। ସେ ତୁମ୍ଭକୁ ସ୍ବର୍ଗରୁ ବର୍ଷା ଓ ଋତୁ ଅନୁସାରେ ଶସ୍ଯ ଦଇେଛନ୍ତି। ସେ ତୁମ୍ଭମାନଙ୍କୁ ଖାଦ୍ୟ ଦିଅନ୍ତି। ସେ ତୁମ୍ଭମାନଙ୍କର ହୃଦୟ ଆନନ୍ଦ ରେ ଭରି ଦିଅନ୍ତି।

Jeremiah 14:22
ମିଥ୍ଯା ଦବେତାଗଣଙ୍କର ବୃଷ୍ଟି କରାଇବାର କ୍ଷମତା ନାହିଁ। ଆକାଶମଣ୍ଡଳ ବୃଷ୍ଟିପାତ କରାଇପାରିବ କି ? ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ବର, ତୁମ୍ଭେ ହିଁ ସେ ସବୁର ସୃଷ୍ଟିକର୍ତ୍ତା। ଆମ୍ଭେ ତୁମ୍ଭର ଅପେକ୍ଷା ରେ ରହିବୁ। କାରଣ ତୁମ୍ଭେ ଏହା ହିଁ ସବୁ ତିଆରି କରିଛ।

Jeremiah 5:24
ସମାନେେ କବେେ କହିବେ ନାହିଁ ଯେ, 'ଆମ୍ଭର ସଦାପ୍ରଭୁ ଯଥା ସମୟରେ ଆମ୍ଭମାନଙ୍କୁ ଆଦ୍ଯ ଓ ଶଷେ ବୃଷ୍ଟି ପ୍ରଦାନ କରିଛନ୍ତି ଓ ଶସ୍ଯ ଚ୍ଛଦନେ ପାଇଁ ଆମ୍ଭମାନଙ୍କ ନିମନ୍ତେ ନିରୂପିତ ସପ୍ତାହମାନ ରକ୍ଷା କରିଛନ୍ତି, ଆସ ଏବେ ଆମ୍ଭମାନେେ ସହେି ସଦାପ୍ରଭୁଙ୍କୁ ଭୟ ଓ ଭକ୍ତି କରିବା।'

Psalm 147:8
ପରମେଶ୍ବର ଆକାଶକୁ ମାଟୋ ମେଘମାଳାରେ ଆଚ୍ଛନ୍ନ କରନ୍ତି। ସେ ପୃଥିବୀ ନିମନ୍ତେ ବୃଷ୍ଟି ପ୍ରସ୍ତୁତ କରନ୍ତି। ସେ ପର୍ବତଗଣରେ ତୃଣ ଉତ୍ପାଦନ କରନ୍ତି।

Amos 4:7
ଆମ୍ଭେ ଶସ୍ଯ ଅମଳର ତିନିମାସ ପୂର୍ବରୁ ବର୍ଷା ବନ୍ଦ କଲୁ। ଆମ୍ଭେ ଗୋଟିଏ ନଗର ରେ ବର୍ଷା କରାଇଲୁ କିନ୍ତୁ ଅନ୍ୟ ଏକ ନଗର ରେ ବର୍ଷା ହେଲା ନାହିଁ। ଦେଶର ଗୋଟିଏ ଅଂଶ ରେ ଓଦା ହେଉଥିଲା ବେଳେ ଅନ୍ୟ ଅଂଶ ଶୁଷ୍କ ରହିଥିଲା।

Jeremiah 10:13
ପରମେଶ୍ବର ଭୟଙ୍କର ବଜ୍ରର କାରଣ ଓ ସେ ଆକାଶର ଜଳରାଶିର ସୃଷ୍ଟିକର୍ତ୍ତା। ସେ ପୃଥିବୀ ଶଷେପୃଷ୍ଠରୁ ବାଦଲ ଉଠାନ୍ତି ଏବଂ ବର୍ଷା ଓ ବିଜୁଳି କରାନ୍ତି। ସେ ନିଜ ଭଣ୍ଡାର ଘରୁ ବାଯୁ ପ୍ରବାହିତ କରନ୍ତି।

Psalm 65:9
ତୁମ୍ଭେ ପୃଥିବୀର ଯତ୍ନ ନିଅ। ତୁମ୍ଭେ ପୃଥିବୀରେ ବର୍ଷା କରାଇ ଭୂମିକୁ ବହୁତ ଉର୍ବର କରାଅ। ହେ ପରମେଶ୍ବର, ତୁମ୍ଭେ ଝରଣାରେ ଜଳ ସୃଷ୍ଟି କର। ତୁମ୍ଭେ ଶସ୍ଯ କ୍ଷେତ୍ରମାନ ବଢ଼ାଇ ଥାଅ।

Job 38:26
କିଏ ବର୍ଷା ତିଆରି କରନ୍ତି ଏପରି ଜାଗା ରେ ଯେଉଁଠା ରେ କହେି ମନୁଷ୍ଯ ରହନ୍ତି ନାହିଁ।

Job 36:28
ତେଣୁ ବାଦଲ ଖଣ୍ଡ ଜଳ ବୃଷ୍ଟି କରନ୍ତି। ତା' ଫଳ ରେ ବର୍ଷାଜଳ ଅନକେ ଲୋକଙ୍କ ଉପରେ ପଡ଼େ।

Job 28:26
ପରମେଶ୍ବର ସ୍ଥିର କରନ୍ତି କେଉଁଠାରୁ ବର୍ଷା ପଠଇବେେ ଏବଂ କେଉଁଠାକୁ ଘଡ଼ଘଡ଼ି ଘୂର୍ଣ୍ଣିବାତ୍ଯା ୟିବ।