John 1:26 in Oriya

Oriya Oriya Bible John John 1 John 1:26

John 1:26
ଯୋହନ ଉତ୍ତର ଦେଲେ, ମୁଁ ଲୋକମାନଙ୍କୁ ଜଳ ରେ ବାପ୍ତିଜିତ ଦେଉଛି। କିନ୍ତୁ ତୁମ୍ଭ ସହିତ ଏଠା ରେ ଏପରି ଜଣେ ବ୍ଯକ୍ତି ଅଛନ୍ତି ଯାହାଙ୍କୁ ତୁମ୍ଭେ ଜାଣି ନାହଁ।

John 1:25John 1John 1:27

John 1:26 in Other Translations

King James Version (KJV)
John answered them, saying, I baptize with water: but there standeth one among you, whom ye know not;

American Standard Version (ASV)
John answered them, saying, I baptize in water: in the midst of you standeth one whom ye know not,

Bible in Basic English (BBE)
John's answer was: I give baptism with water; but there is one among you of whom you have no knowledge;

Darby English Bible (DBY)
John answered them saying, I baptise with water. In the midst of you stands, whom ye do not know,

World English Bible (WEB)
John answered them, "I baptize in water, but among you stands one whom you don't know.

Young's Literal Translation (YLT)
John answered them, saying, `I baptize with water, but in midst of you he hath stood whom ye have not known, this one it is who is coming after me, who hath been before me,


ἀπεκρίθηapekrithēah-pay-KREE-thay
John
αὐτοῖςautoisaf-TOOS
answered
hooh
them,
Ἰωάννηςiōannēsee-oh-AN-nase
saying,
λέγων,legōnLAY-gone
I
Ἐγὼegōay-GOH
baptize
βαπτίζωbaptizōva-PTEE-zoh
with
ἐνenane
water:
ὕδατι·hydatiYOO-tha-tee
but
μέσοςmesosMAY-sose
there
standeth
δὲdethay
one
among
ὑμῶνhymōnyoo-MONE
you,
ἕστηκενhestēkenAY-stay-kane
whom
ὃνhonone
ye
ὑμεῖςhymeisyoo-MEES
know
οὐκoukook
not;
οἴδατεoidateOO-tha-tay

Cross Reference

Acts 1:5
ଯୋହନ ଲୋକମାନଙ୍କୁ ଜଳ ରେ ବାପ୍ତିସ୍ମ ଦଇେଥିଲେ, କିନ୍ତୁ ଅଳ୍ପ ଦିନ ଭିତ ରେ ତୁମ୍ଭମାନେେ ପବିତ୍ରଆତ୍ମାଙ୍କ ଦ୍ବାରା ବାପ୍ତିଜିତ ହବେ।

John 1:10
ସହେି ବାକ୍ଯ ଜଗତ ରେ ଥିଲେ। ତାହାଙ୍କ ଦ୍ବାରା ଏ ପୃଥିବୀର ସୃଷ୍ଟି ହେଲା, କିନ୍ତୁ ଏହି ଜଗତର ଲୋକମାନେ ତାହାଙ୍କୁ ଚିହ୍ନି ପାରିଲେ ନାହିଁ।

Luke 3:16
ସେତବେେଳେ ଯୋହନ ସମାନଙ୍କେୁ କହିଲେ, ମୁଁ ତ ତୁମ୍ଭମାନଙ୍କୁ ଜଳ ରେ ବାପ୍ତିଜିତ କରୁଛି, କିନ୍ତୁ ମାେ' ଠାରୁ ଅଧିକ ଶକ୍ତିଶାଳୀ ଜଣେ ଆସୁଛନ୍ତି। ତାହାଙ୍କର ୟୋତାର ଫିତା ଫିଟାଇବାକୁ ମଧ୍ଯ ମୁଁ ଯୋଗ୍ଯ ନୁହେଁ। ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଓ ଅଗ୍ନି ଦ୍ବାରା ବାପ୍ତିଜିତ କରିବେ।

Mark 1:8
ମୁଁ ତୁମ୍ଭମାନଙ୍କୁ ଜଳ ଦ୍ବାରା ବାପ୍ତସ୍ମ ଦେଉଛି, କିନ୍ତୁ ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମାଙ୍କ ଦ୍ବାରା ବାପ୍ତିସ୍ମ କରିବେ।

Matthew 3:11
ତୁମ୍ଭମାନେେ ମନପରିବର୍ତ୍ତନ କରିଥିବାରୁ ମୁଁ ତ ତୁମ୍ଭକୁ ଜଳ ରେ ବାପ୍ତିସ୍ମ ଦେଉଛି, କିନ୍ତୁ ମାେ ପରେ ଯେ ଆସୁଛନ୍ତି, ସେ ମାେ'ଠାରୁ ମହାନ। ମୁଁ ତ ତାହାଙ୍କର ଜୋତାବୋହି ନବୋକୁ ମଧ୍ଯ ୟୋଗ୍ଯ ନୁହେଁ। ସେ ତୁମ୍ଭକୁ ପବିତ୍ରଆତ୍ମା ଓ ଅଗ୍ନି ରେ ବାପ୍ତିସ୍ମ ଦବେେ।

John 8:19
ଲୋକମାନେ ପଚାରିଲେ, ତୁମ୍ଭର ପିତା କାହାନ୍ତି?

1 John 3:1
ପରମପିତା ଆମ୍ଭମାନଙ୍କୁ ଅତ୍ଯଧିକ ପ୍ ରମେ କଲେ। ଆମ୍ଭେ ପରମେଶ୍ବରଙ୍କର ସନ୍ତାନ ରୂପେ ନାମିତ ହବୋ ଦ୍ବାରା ଆମ୍ଭ ପ୍ରତି ତାଙ୍କର ମହାନ୍ ପ୍ ରମେ ପ୍ରକାଶ ପାଏ। ଆମ୍ଭେ ପ୍ରକୃତ ରେ ତାଙ୍କର ସନ୍ତାନ ଅଟୁ। କିନ୍ତୁ ଏ ଜଗତ ( ଯେଉଁମାନେ ବିଶ୍ବାସ କରନ୍ତି ନାହିଁ) ପରମେଶ୍ବରଙ୍କୁ ଚିହ୍ନିପାରି ନ ଥିବାରୁ ଆମ୍ଭକୁ ମଧ୍ଯ ପରମେଶ୍ବରଙ୍କ ସନ୍ତାନ ବୋଲି ଚିହ୍ନି ପାରୁ ନାହିଁ।

Acts 11:16
ସେତବେେଳେ ମାରେ ପ୍ରଭୁଙ୍କର କଥା ମନେ ପଡ଼ିଲା। ସେ କହିଥିଲେ, 'ଯୋହନ ଲୋକମାନଙ୍କୁ ଜଳ ରେ ବାପ୍ତିସ୍ମ କରାଇଥିଲେ, କିନ୍ତୁ ତୁମ୍ଭମାନେେ ପବିତ୍ର ଆତ୍ମା ରେ ବାପ୍ତିଜିତ ହବେ।'

John 17:25
ହେ ପରମପିତା ତୁମ୍ଭେ ହେଉଛ ଉତ୍ତମ। ଏହି ଜଗତ ତୁମ୍ଭକୁ ଚିହ୍ନି ନାହିଁ କିନ୍ତୁ ମୁଁ ତୁମ୍ଭକୁ ଚିହ୍ନେ। ଏହି ଲୋକମାନେ ଜାଣନ୍ତି ଯେ, ତୁମ୍ଭେ ମାେତେ ପଠାଇଛ।

John 17:3
ମ୍ଭେ ଯେ ଏକମାତ୍ର ସତ୍ଯ ପରମେଶ୍ବର, ତୁମ୍ଭଙ୍କୁ ଓ ଯାହାଙ୍କୁ ତୁମ୍ଭେ ପଠାଇଛ, ସହେି ଯୀଶୁଖ୍ରୀଷ୍ଟଙ୍କୁ ଜାଣିବାହିଁ ଅନନ୍ତଜୀବନ ଅଟେ।

John 16:3
କାରଣ ସମାନେେ ପରମପିତାଙ୍କୁ ଜାଣି ନାହାଁନ୍ତି ଓ ସମାନେେ ମାେତେ ମଧ୍ଯ ଜାଣି ନାହାଁନ୍ତି।

Malachi 3:1
ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି, ଆମ୍ଭର ପଥ ପରିଷ୍କାର କରିବା ପାଇଁ ଆମ୍ଭେ ଆପଣା ଦୂତକୁ ପ୍ ରରଣେ କରିବା। ଆଉ ଦେଖ ତୁମ୍ଭମାନେେ ଯେଉଁ ପ୍ରଭୁଙ୍କୁ ଅନ୍ବଷେଣ କରୁଛ ସେ ହଠାତ୍ ତାଙ୍କ ମନ୍ଦିରକୁ ଆସିବ। ନିଶ୍ଚଯ ଚୁକ୍ତିର ବାର୍ତ୍ତାବାହକ ତୁମ୍ଭେ ଯାହା ବିଷଯ ରେ ସନ୍ତୁଷ୍ଟ ସେ ଆସୁଛନ୍ତି।