John 13:5 ତା'ପରେ ସେ ପାତ୍ର ରେ ଜଳ ଭର୍ତ୍ତି କଲେ ଓ ଶିଷ୍ଯମାନଙ୍କର ପାଦ ଧୋଇବା ଆରମ୍ଭ କଲେ। ସେ ଅଣ୍ଟା ରେ ବାନ୍ଧିଥିବା ତଉଲିଆ ରେ ସମାନଙ୍କେର ପାଦ ପୋଛିଲେ।
John 13:5 in Other Translations
King James Version (KJV) After that he poureth water into a bason, and began to wash the disciples' feet, and to wipe them with the towel wherewith he was girded.
American Standard Version (ASV) Then he poureth water into the basin, and began to wash the disciples' feet, and to wipe them with the towel wherewith he was girded.
Bible in Basic English (BBE) Then he put water into a basin and was washing the feet of the disciples and drying them with the cloth which was round him.
Darby English Bible (DBY) then he pours water into the washhand basin, and began to wash the feet of the disciples, and to wipe them with the linen towel with which he was girded.
World English Bible (WEB) Then he poured water into the basin, and began to wash the disciples' feet, and to wipe them with the towel that was wrapped around him.
Young's Literal Translation (YLT) afterward he putteth water into the basin, and began to wash the feet of his disciples, and to wipe with the towel with which he was being girded.
After that
εἶτα
eita
EE-ta
he poureth
βάλλει
ballō
VAHL-loh
water
ὕδωρ
hydōr
YOO-thore
into
εἰς
eis
ees
a bason,
τὸν
ho
oh
νιπτῆρα
niptēr
nee-PTARE
and
καὶ
kai
kay
began
ἤρξατο
archomai
AR-hoh-may
to wash
νίπτειν
niptō
NEE-ptoh
τοὺς
ho
oh
feet,
πόδας
pous
poos
the
τῶν
ho
oh
disciples'
μαθητῶν
mathētēs
ma-thay-TASE
and
καὶ
kai
kay
to wipe
ἐκμάσσειν
ekmassō
ake-MAHS-soh
with the
τῷ
ho
oh
towel
λεντίῳ
lention
LANE-tee-one
wherewith
ᾧ
hos
ose
he was
ἦν
ēn
ane
girded.
διεζωσμένος
diazōnnymi
thee-ah-ZONE-nyoo-mee
Read Full Chapter :
John 13
Cross Reference
Luke 7:44
ତା'ପରେ ଯୀଶୁ ସ୍ତ୍ରୀ ଲୋକଟି ଆଡକୁ ବୁଲିପଡି ଶିମାନଙ୍କେୁ କହିଲେ, ତୁମ୍ଭେ ଏ ସ୍ତ୍ରୀ ଲୋକଟିକୁ ଦେଖୁଛ? ମୁଁ ତୁମ୍ଭ ଘରକୁ ଆସିଲି। ଅଥଚ ତୁମ୍ଭେ ମାେତେ ଗୋଡ ଧୋଇବାକୁ ପାଣି ସୁଦ୍ଧା ଦଲେ ନାହିଁ, କିନ୍ତୁ ଓ ସ୍ତ୍ରୀ ଲୋକଟି ମାରେ ପାଦକୁ ଲୁହ ରେ ଧୋଇ ଦଲୋ। ଏବଂ ତା ବାଳ ରେ ପୋଛି ଦଲୋ।
Genesis 18:4
ମୁଁ କିଛି ଜଳ ରେ ଆପଣମାନଙ୍କୁ ପଦଧେ ୗତ କରିବି ଓ ଆପଣମାନେ ଏହି ବୃକ୍ଷ ମୂଳ ରେ ଟିକେ ବିଶ୍ରାମ କରନ୍ତୁ।
Genesis 19:2
ଲୋଟ ସମାନଙ୍କେୁ କହିଲେ, ହେ ମହାଶୟଗଣ ମାରେ ଗୃହକୁ ଆସିବା ହେଉ ଏବଂ ମୁଁ ତୁମ୍ଭମାନଙ୍କର ସବୋ କରିବି। ଆପଣମାନେ ପାଦ ଧୋଇ ମାରେ ଗୃହକୁ ଆସନ୍ତୁ ଏବଂ ଏହିଠା ରେ ରାତ୍ରିୟାପନ କରନ୍ତୁ। ଏହାପରେ ଆସନ୍ତାକାଲି ତୁମ୍ଭମାନେେ ଶିଘ୍ର ଉଠିବ ଏବଂ ତୁମ୍ଭ ୟାତ୍ରା ଚାଲୁ ରଖିବ।
2 Kings 3:11
ମାତ୍ର ଯିହାଶାଫେଟ୍ କହିଲେ, ସଦାପ୍ରଭୁଙ୍କର ଏପରି କହେି ଭବିଷ୍ଯଦ୍ବକ୍ତା କ'ଣ ଏଠା ରେ ନାହାଁନ୍ତି ଯାହାଙ୍କୁ ଦଇେ ଆମ୍ଭେ ସଦାପ୍ରଭୁଙ୍କର ଅନୁସନ୍ଧାନ କରିପାରୁ?
1 Timothy 5:10
ସେ ଜୀବନ ରେ ଭଲ କାମ କରିଥିବେ। ଯେପରି ପିଲାମାନଙ୍କୁ ବୃଦ୍ଧି କରିବା, ଘ ରେ ଅତିଥିମାନଙ୍କୁ ସତ୍କାର କରିବା, ପରମେଶ୍ବରଙ୍କ ଲୋକମାନଙ୍କର ଗୋଡ଼ ଧୋଇବ, କଷ୍ଟ ରେ ପଡ଼ିଥିବା ଲୋକଙ୍କୁ ସାହାୟ୍ଯ କରିବା ଓ ନିଜ ଜୀବନ ରେ ସମସ୍ତ ପ୍ରକାରର ଭଲ କାମ କରିବା।
Isaiah 1:16
ତୁମ୍ଭମାନେେ ନିଜକୁ ପ୍ରକ୍ଷାଳନ କର। ନିଜକୁ ପରିଷ୍କାର କର। ମନ୍ଦ କାର୍ୟ୍ଯରୁ ନିବୃତ ହୁଅ। ମୁଁ ତୁମ୍ଭମାନଙ୍କର ସହେି ମନ୍ଦ କର୍ମ ଦେଖିବାକୁ ଇଚ୍ଛା କରେ ନାହିଁ। କୁକର୍ମରୁ ନିବୃତ୍ତ ହୁଅ।
Ezekiel 36:25
ମୁଁ ତୁମ୍ଭମାନଙ୍କ ଉପ ରେ ଶୁଚି ଜଳ ଛିଞ୍ଚିବି ଓ ତହିଁରେ ତୁମ୍ଭମାନେେ ପବିତ୍ର ହବେ। ଆଉ ତୁମ୍ଭମାନଙ୍କର ସବୁ ଅ େଶୗଚରୁ ଓ ତୁମ୍ଭମାନଙ୍କର ସକଳ ପ୍ରତିମାଗଣଠାରୁ ମୁଁ ତୁମ୍ଭମାନଙ୍କୁ ଶୁଚି କରିବି।
Zechariah 13:1
ମାତ୍ର ସେତବେେଳେ, ଏକ ନିର୍ଝର ଦାଉଦର ପରିବାର ଓ ୟିରୁଶାଲମ ନିବାସୀ ପାଇଁ ଖାେଲା ହବେ। ସହେି ଝରଣା ସମାନଙ୍କେର ପାପସବୁ ଓ ଅପବିତ୍ରତାକୁ ଧୋଇଦବେ।
Luke 7:38
ସେ ଯୀଶୁଙ୍କ ପଛଆଡେ ଗୋଡ ପାଖ ରେ ଠିଆ ହେଲା। ସେ କାନ୍ଦୁଥିଲା। ତା'ପରେ ସେ ଯୀଶୁଙ୍କ ପାଦ ତା ଲୁହ ରେ ଧୋଇ ଦଲୋ। ନିଜ ମୁଣ୍ଡର ବାଳ ରେ ଯୀଶୁଙ୍କ ପାଦ ପୋଛି ଦଲୋ। ତାହାଙ୍କ ପାଦ ରେ ବହୁବାର ଚୁମ୍ବନ ଦଲୋ ଓ ପାଦ ଉପରେ ଅତର ଢାଳି ଦଲୋ।
John 13:8
ପିତର କହିଲେ, ନା, ଆପଣ ମାେ ପାଦ କବେେ ଧୋଇବେ ନାହିଁ।
John 13:10
ଯୀଶୁ କହିଲେ, ଜଣେ ଲୋକ ସ୍ନାନ କରିବାପରେ ତା'ର ସମ୍ପୂର୍ଣ୍ଣ ଶରୀରଟା ନିର୍ମଳ ହାଇଯୋଏ। କବଳେ ତା'ର ପାଦ ସେ ଧୋଇବ ଦରକାର। ମୁଁ ଜାଣେ ତୁମ୍ଭମାନେେ ପରିଷ୍କାର ହାଇେଛ, କିନ୍ତୁ ତୁମ୍ଭମାନଙ୍କ ଭିତରୁ ସମସ୍ତେ ପରିଷ୍କାର ନୁହନ୍ତି।
John 13:12
ଯୀଶୁ ଶିଷ୍ଯମାନଙ୍କ ପାଦ ଧୋଇ ସାରିଲେ। ତା'ପରେ ସେ ଲୁଗାପଟା ପିନ୍ଧି ମଜେ ପାଖ ରେ ପୁଣି ବସିଲେ, ଯୀଶୁ ପଚାରିଲେ, ମୁଁ ତୁମ ପାଇଁ କ'ଣ କଲି, ତୁମ୍ଭେ ତାହା ବୁଝିପାରିଲ କି?
John 19:34
କିନ୍ତୁ ଜଣେ ସୈନିକ ବର୍ଚ୍ଛା ଦ୍ବାରା ତାହାଙ୍କର କକ୍ଷଦେଶକୁ ବିଦ୍ଧ କଲା। ସଙ୍ଗେ ସଙ୍ଗେ ତହିଁରୁ ରକ୍ତ ଓ ଜଳ ବୋହି ଆସିଲା।
Exodus 29:4
ଏହାପରେ ହାରୋଣ ଏବଂ ତାଙ୍କର ପୁତ୍ରମାନଙ୍କୁ ପବିତ୍ର ସମାଗମ ତମ୍ବୁ ସ୍ଥାନର ଦ୍ବାର ଦେଶକୁ ଆଣ। ସମାନଙ୍କେୁ ଗା ଧୋଇ ଦିଅ।
1 Corinthians 6:11
ପୂର୍ବରୁ ତୁମ୍ଭମାନଙ୍କ ଭିତରୁ କେତକେ ଏହିପରି ଥିଲ। କିନ୍ତୁ ଏବେ ତୁମ୍ଭମାନଙ୍କ ପାପ ଧୌତ ହାଇେଛି। ତୁମ୍ଭମାନଙ୍କୁ ପବିତ୍ର କରାଯାଇଛି। ତୁମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମ ରେ ଓ ଆମ୍ଭ ପରମେଶ୍ବରଙ୍କ ଆତ୍ମା ଦ୍ବାରା ଧାର୍ମିକ କରାଯାଇଛି।
Ephesians 5:26
ମଣ୍ଡଳୀକୁ ପବିତ୍ର କରିବା ଲାଗି ଯୀଶୁ ଖ୍ରୀଷ୍ଟ ମୃତ୍ଯୁ ବରଣ କରିଥିଲେ। ଯେପରି ସୁସାମାଚାରର ବାକ୍ଯ ଓ ଜଳ ଦ୍ବାରା ଧେ ୗତ କରି ସଫା କରିବା ପରେ ସେ ପରମେଶ୍ବରଙ୍କ କାର୍ୟ୍ଯ ମାଧ୍ଯମ ରେ ସେ ମଣ୍ଡଳୀକୁ ଶୁଚି ପବିତ୍ର କରିପାରନ୍ତି।
Titus 3:3
ଅତୀତ ରେ ଆମ୍ଭେ ମଧ୍ଯ ମୂର୍ଖ ଥିଲୁ। ଆମ୍ଭେ ଆଜ୍ଞାପାଳନ କରୁ ନ ଥିଲୁ, ଭୁଲ କାମ କରୁଥିଲୁ, ଆମ୍ଭେ ସମସ୍ତ ପ୍ରକାର ଶାରୀରିକ କାମନା ଓ ଭୋଗର ଦାସ ଥିଲୁ। ଆମ୍ଭେ ଇର୍ଷାଳୁ ଓ ଦ୍ବଷେପୂର୍ଣ୍ଣ ଜୀବନ ଯାପନ କରୁଥିଲୁ। ଲୋକେ ଆମ୍ଭକୁ ଘୃଣା କରୁଥିଲେ ଓ ଆମ୍ଭେ ପରସ୍ପରକୁ ଘୃଣା କରୁଥିଲୁ।
Hebrews 10:22
ଆମ୍ଭର ଦହେ ଶୁଦ୍ଧ ଜଳ ରେ ସ୍ନାନ କରିଛି। ଅତଏବ ପରମେଶ୍ବରଙ୍କ ପାଖକୁ ସତ୍ଯନିଷ୍ଠା ହୃଦୟ ରେ ଆସ। ଆମ୍ଭ ବିଶ୍ବାସ ହତେୁ ଆମ୍ଭେ ନିଶ୍ଚିତତା ଅନୁଭବ କରିବା ଉଚିତ୍।
1 John 1:7
ପରମେଶ୍ବର ଆଲୋକରେ ବାସ କରନ୍ତି, ତେଣୁ ଆମ୍ଭେ ମଧ୍ଯ ଆଲୋକରେ ବାସ କରିବା ଉଚିତ। ଯଦି ଆମ୍ଭେ ଆଲୋକରେ ଜୀବନଯାପନ କରୁ, ତବେେ ଆମ୍ଭେ ପରସ୍ପର ସହଭାଗୀ ହାଇପୋରିବା। ଯଦି ଆମ୍ଭମାନେେ ଆଲୋକରେ ରହୁ, ତବେେ ତାହାଙ୍କ ପୁତ୍ର ଯୀଶୁଙ୍କ ରକ୍ତ ଆମ୍ଭର ସମସ୍ତ ପାପ ଧୋଇଦିଏ।
1 John 5:6
ୟିଏ ଏ ସଂସାରକୁ ଆସିଲେ, ସେ ହେଉଛନ୍ତି ଯୀଶୁଖ୍ରୀଷ୍ଟ। ଯୀଶୁଖ୍ରୀଷ୍ଟ ଆମ୍ଭ ପାଖକୁ ଜଳ ଓ ରକ୍ତ345 ସହିତ ଆସିଥିଲେ। କବଳେ ଜଳ ନୁହେଁ, ମାତ୍ର ଜଳ ଓ ରକ୍ତ ଉଭୟ ସହିତ ଯୀଶୁ ଆସିଥିଲେ। ସହେି ଆତ୍ମା ଆମ୍ଭମାନଙ୍କ ନିକଟରେ ଏହି ସତ୍ଯ ସାକ୍ଷ୍ଯ ଦେଲେ। ଆତ୍ମା ହିଁ ସତ୍ଯ।
Revelation 1:5
ଯୀଶୁ ହେଉଛନ୍ତି ବିଶ୍ବସ୍ତ ସାକ୍ଷୀ। ମୃତ୍ଯୁରୁ ବଞ୍ଚି ଉଠିଥିବା ଲୋକଙ୍କ ମଧିଅରେ ପ୍ରଥମ ଓ ସେ ଏହି ଜଗତର ରାଜାମାନଙ୍କର ରାଜା।
Revelation 7:14
ମୁଁ ଉତ୍ତର ଦଲେି, ମାେ ପ୍ରଭୁ ! ଆପଣ ତାହା ଜାଣନ୍ତି, ସମାନେେ କିଏ।
Acts 22:16
ତୁମ୍ଭେ ବର୍ତ୍ତମାନ ଆଉ ଅପେକ୍ଷା କର ନାହିଁ। ଶୀଘ୍ର ଉଠ ଓ ବାପ୍ତିଜିତ ହୁଅ ଏବଂ ଯୀଶୁଙ୍କ ନାମ ରେ ତୁମ୍ଭର ପାପରୁ ଧୋଇ ହୁଅ।'
Leviticus 14:8
ତା'ପରେ ସେ ଶୁଚି ଲୋକ ନିଜର ବସ୍ତ୍ର ଧୌତ କରି, ସମସ୍ତ କେଶ କ୍ଷୌର କରି ଜଳ ରେ ସ୍ନାନ କରିବ, ତାଦ୍ବାରା ସେ ଶୁଚି ହବେ। ତା'ପରେ ସେ ଛାଉଣୀ ଭିତରକୁ ଆସିବ। ମାତ୍ର ସେ ସାତ ଦିନ ନିଜର ତମ୍ବୁର ବାହା ରେ ରହିବ।
1 Samuel 25:41
ଅବୀଗଲ୍ ନତମସ୍ତକ ହାଇେ ଠିଆ ହେଲ, ସେ କହିଲେ, ମୁ ହେଉଛି ତୁମ୍ଭର ଦାସୀ, ମାରେ ପ୍ରଭକ୍ସ୍ଟଙ୍କ ଦାସମାନଙ୍କ ପାଦ ଧୋଇବା ପାଇଁ ଗ୍ଭ ହେଁ।
2 Kings 5:10
ଇଲୀଶାୟ ଏକ ଦୂତ ନାମାନ୍ ନିକଟକୁ ପଠାଇ କହିଲେ, ୟାଅ, ୟର୍ଦ୍ଦନ ନଦୀ ରେ ସାତଥର ସ୍ନାନ କର। ତାହାହେଲେ ତୁମ୍ଭର ନୂତନ ମାଂସ ହବେ ଓ ତୁମ୍ଭେ ଶୁଚି ହବେ।
Psalm 51:2
ମାେ ସବୁ ପାପ ଧୋଇ ଦିଅ, ଏବଂ ପୁଣି ମାେତେ ପବିତ୍ର କର।