John 14:6 in Oriya

Oriya Oriya Bible John John 14 John 14:6

John 14:6
ଯୀଶୁ ଉତ୍ତର ଦେଲେ, ମୁଁ ପଥ। ମୁଁ ସତ୍ଯ ଓ ଜୀବନ। ପରମପିତାଙ୍କ ପାଖକୁ ୟିବା ପାଇଁ ମୁଁ ହେଉଛି ଏକମାତ୍ର ପଥ।

John 14:5John 14John 14:7

John 14:6 in Other Translations

King James Version (KJV)
Jesus saith unto him, I am the way, the truth, and the life: no man cometh unto the Father, but by me.

American Standard Version (ASV)
Jesus saith unto him, I am the way, and the truth, and the life: no one cometh unto the Father, but by me.

Bible in Basic English (BBE)
Jesus said to him, I am the true and living way: no one comes to the Father but by me.

Darby English Bible (DBY)
Jesus says to him, I am the way, and the truth, and the life. No one comes to the Father unless by me.

World English Bible (WEB)
Jesus said to him, "I am the way, the truth, and the life. No one comes to the Father, except through me.

Young's Literal Translation (YLT)
Jesus saith to him, `I am the way, and the truth, and the life, no one doth come unto the Father, if not through me;


λέγειlegeiLAY-gee
Jesus
αὐτῷautōaf-TOH
saith
hooh
unto
him,
Ἰησοῦςiēsousee-ay-SOOS
I
Ἐγώegōay-GOH
am
εἰμιeimiee-mee
the
ay
way,
ὁδὸςhodosoh-THOSE

καὶkaikay
the
ay
truth,
ἀλήθειαalētheiaah-LAY-thee-ah
and
καὶkaikay
the
ay
life:
ζωή·zōēzoh-A
no
man
οὐδεὶςoudeisoo-THEES
cometh
ἔρχεταιerchetaiARE-hay-tay
unto
πρὸςprosprose
the
τὸνtontone
Father,
πατέραpaterapa-TAY-ra

εἰeiee
but
μὴmay
by
δι'dithee
me.
ἐμοῦemouay-MOO

Cross Reference

John 10:9
ମୁଁ ଫାଟକ। ଯେଉଁ ବ୍ଯକ୍ତି ମାେ (ଫାଟକ) ଦଇେ ପ୍ରବେଶ କରେ, ସେ ରକ୍ଷା ପାଇବ। ସହେି ଲୋକ ଭିତରକୁ ଆସିପାରିବ ଓ ବାହାରକୁ ଯାଇ ପାରିବ। ତା'ର ଯାହା ଦରକାର, ସେ ସବୁ ପାଇବ।

Acts 4:12
ତାହାଙ୍କ ବ୍ଯତୀତ ଅନ୍ୟ କାହା ପାଖ ରେ ଉଦ୍ଧାର ନାହିଁ, କାରଣ ଏହି ଆକାଶ ତଳେ ଦିଆଯାଇଥିବା ଅନ୍ୟ କୌଣସି ନାମ ନାହିଁ ଯାହା ଦ୍ବାରା କି ଆମ୍ଭେ ଉଦ୍ଧାର ପାଇପାରିବା।

Ephesians 2:18
କାରଣ ଖ୍ରୀଷ୍ଟଙ୍କ ମାଧ୍ଯମ ରେ ହିଁ, ଏକ ଆତ୍ମା ହାଇେ ପରମପିତା ପାଖକୁ ୟିବାର ଅଧିକାର ଆମ୍ଭକୁ ମିଳିଲା।

John 1:4
ତାହାଙ୍କଠା ରେ ଜୀବନ ଥିଲା। ସହେି ଜୀବନ ପୃଥିବୀର ଲୋକମାନଙ୍କ ପାଇଁ ଆଲୋକ ଥିଲା।

John 1:14
ସହେି ବାକ୍ଯ ମନୁଷ୍ଯ ହେଲେ ଓ ଆମ୍ଭମାନଙ୍କ ସହିତ ବାସ କଲେ। ଆମ୍ଭେ ତାହାଙ୍କର ମହିମା ଦେଖିଲୁ, ଏହି ମହିମା ପରମପିତାଙ୍କ ଏକମାତ୍ର ପୁତ୍ରଙ୍କର ଥିଲା। ସହେି ବାକ୍ଯ ଅନୁଗ୍ରହ ଓ ସତ୍ଯ ରେ ପରିପୂର୍ଣ୍ଣ ଥିଲେ।

Isaiah 35:8
ପୁଣି ସେତବେେଳେ ସଠାେ ରେ ରାଜଦଣ୍ଡ ଓ ପଥ ହବେ ଯାହାକି ପବିତ୍ରତାର ପଥ ବୋଲି ବିଖ୍ଯାତ ହବେ। ତାହା ଉପ ରେ କବଳେ ଧାର୍ମିକମାନେ ଗମନ କରିବେ। କୌଣସି ଅଶୁଚି, ମନ୍ଦାଚାରୀ ଓ ଅଜ୍ଞାନମାନେ ସେ ପଥରେ ଯିବେ ନାହିଁ।

John 11:25
ଯୀଶୁ ତାକୁ କହିଲେ, ମୁଁ ସହେି ପୁନରୁତ୍ଥାନ ଓ ଜୀବନ, ମାଠାେ ରେ ବିଶ୍ବାସ କରୁଥିବା ଲୋକ ମୃତ୍ଯୁ ପରେ ପୁଣି ବଞ୍ଚି ଉଠିବ ଓ ଜୀବିତ ରହିବ।

1 John 5:20
ଆମ୍ଭେ ଏହା ମଧ୍ଯ ଜାଣୁ ଯେ, ପରମେଶ୍ବରଙ୍କ ପୁତ୍ର ଆସି ଅଛନ୍ତି ଓ ସେ ଆମ୍ଭମାନଙ୍କୁ ବୁଝିବା ଶକ୍ତି ପ୍ରଦାନ କରିଛନ୍ତି। ତେଣୁ ବର୍ତ୍ତମାନ ଆମ୍ଭେ ପରମେଶ୍ବରଙ୍କୁ ଜାଣିପାରୁ। ସହେି ପରମେଶ୍ବର ସତ୍ଯ ଅଟନ୍ତି। ସହେି ସତ୍ଯମୟ ପରମେଶ୍ବର ଓ ତାହାଙ୍କ ପୁତ୍ର ଯୀଶୁଖ୍ରୀଷ୍ଟଙ୍କଠା ରେ ଆମ୍ଭମାନଙ୍କର ଜୀବନ ଅଛି।

John 1:17
ମାଶାଙ୍କେ ଦ୍ବାରା ଆମ୍ଭକୁ ନିୟମ ମିଳିଲା, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ବାରା ଅନୁଗ୍ରହ ଓ ସତ୍ଯ ମାର୍ଗ ଆସିଲା।

Hebrews 7:25
ଅତଏବ ଯେଉଁମାନେ ଖ୍ରୀଷ୍ଟଙ୍କ ମାଧ୍ଯମ ରେ ପରମେଶ୍ବରଙ୍କ ପାଖକୁ ଆସନ୍ତି, ସମାନଙ୍କେୁ ଯୀଶୁ ପରିତ୍ରାଣ ଦଇେ ପାରିବେ। ସେ ନିତ୍ଯ ଜୀବିତ ହବୋରୁ, ଲୋକେ ଯେତବେେଳେ ପରମେଶ୍ବରଙ୍କ ପାଖକୁ ଆସିବେ, ଯୀଶୁ ସମାନଙ୍କେୁ ସର୍ବଦା ସାହାୟ୍ଯ କରି ପାରିବେ।

1 Peter 3:18
ଖ୍ରୀଷ୍ଟ ନିଜେ ତୁମ୍ଭ ପାଇଁ ମଲେ। ସହେି ମୂଲ୍ଯ ତୁମ୍ଭର ପାପ ପାଇଁ ମୂଲ୍ଯ ଦଲୋ। ସେ ନିଜେ ଦୋଷୀ ନ ଥିଲେ କିନ୍ତୁ ଦୋଷୀ ଲୋକଙ୍କ ଲାଗି ମୃତ୍ଯୁ ବରଣ କଲେ। ସେ ତୁମ୍ଭ ସମସ୍ତଙ୍କୁ ପରମେଶ୍ବରଙ୍କ ପାଖକୁ ଆଣିବା ପାଇଁ ଏପରି କଲେ। ତାହାଙ୍କର ଶରୀରକୁ ବଧ କରାଗଲା, କିନ୍ତୁ ଆତ୍ମା ରେ ସେ ପୁନର୍ଜୀବିତ ହେଲେ,

Revelation 22:17
ଆତ୍ମା ଓ କନ୍ଯା କହନ୍ତି, ଆସ ! ଏସବୁ ଶୁଣୁଥିବା ପ୍ରେତ୍ୟକକ ଲୋକ ମଧ୍ଯ କହୁ, ଆସ !। ଯେ ତୃଷାର୍ତ୍ତ, ସେ ଆସୁ ; ଯେ ଇଚ୍ଛା କରେ, ସେ ବିନା ମୂଲ୍ଯ ରେ ଜୀବନର ଜଳପାନ କରିପା ରେ।

Revelation 20:15
ଯେଉଁ ଲୋକର ନାମ ଜୀବନ ପୁସ୍ତକରେ ଲଖାେ ହାଇେଥିବାର ଦଖାଗେଲା ନାହିଁ, ତାହାକୁ ମଧ୍ଯ ଅଗ୍ନିମୟ ହ୍ରଦ ରେ ନିକ୍ଷପେ କରାଗଲା।

2 John 1:9
ପ୍ରେତ୍ୟକକ ଲୋକ ଖ୍ରୀଷ୍ଟଙ୍କର ଶିକ୍ଷାକୁ କବଳେ ଅନୁସରଣ କରିବା ଉଚିତ। ଯଦି କହେି ଖ୍ରୀଷ୍ଟଙ୍କ ଶିକ୍ଷାକୁ ପରିବର୍ତ୍ତନ କରେ, ତବେେ ସହେି ଲୋକ ପାଖ ରେ ପରମେଶ୍ବର ନାହାଁନ୍ତି। ଯଦି କୌଣସି ବ୍ଯକ୍ତି ଖ୍ରୀଷ୍ଟଙ୍କ ଶିକ୍ଷା ଅନୁସରଣ କରେ, ତବେେ ସହେି ଲୋକ ପାଖ ରେ ଉଭୟ ପରମପିତା ଏବଂ ପୁତ୍ର ଅଛନ୍ତି।

1 John 5:11
ପରମେଶ୍ବର ଏହା କହନ୍ତି : ପରମେଶ୍ବର ଆମ୍ଭମାନଙ୍କୁ ଅନନ୍ତ ଜୀବନ ଦଇେଛନ୍ତି ଓ ସେ ଜୀବନ ତାହାଙ୍କ ପୁତ୍ରଙ୍କଠା ରେ ଅଛି।

John 5:21
ପରମପିତା ମୃତ ଲୋକଙ୍କୁ ଉଠାନ୍ତି ଓ ସମାନଙ୍କେୁ ଜୀବନଦାନ କରନ୍ତି। ଠାକ୍ ସହେିପରି ପୁତ୍ର ମଧ୍ଯ ନିଜ ଇଚ୍ଛାନୁସା ରେ ଲୋକଙ୍କୁ ଜୀବନଦାନ କରନ୍ତି।

Matthew 11:27
ମାରେ ପରମ ପିତା ମାେତେ ସବୁକିଛ ଦଇେଛନ୍ତି। ପରମପିତାଙ୍କ ଛଡା ପୁତ୍ରଙ୍କୁ ଅନ୍ଯକହେି ଜାଣିନାହାଁନ୍ତି। ପୁତ୍ରଙ୍କ ଛଡା କହେି ପରମପିତାଙ୍କୁ ପ୍ରକୃତ ରେ ଜାଣିନାହାଁନ୍ତି। ଆଉ ପୁତ୍ର ଯେଉଁମାନଙ୍କୁ ମନନେୀତ କରିବେ, ସହେିମାନେ କବଳେ ପରମପିତାଙ୍କ ନିକଟରେ ପ୍ରକାଶିତ ହବେେ।

John 8:32
ତୁମ୍ଭେ ସତ୍ଯକୁ ଜାଣିବ ଓ ସହେି ସତ୍ଯ ତୁମ୍ଭକୁ ମୁକ୍ତ କରିବ।

John 15:1
ଯୀଶୁ କହିଲେ, ମୁଁ ହେଉଛ ପ୍ରକୃତ ଦ୍ରାକ୍ଷାଲତା ଓ ମାରେ ପରମପିତା କୃଷକ ଅଟନ୍ତି।

John 8:51
ମୁଁ ତୁମ୍ଭକୁ ସତ୍ଯ କହୁଛି, ଯଦି କହେି ମାେ ଉପଦେଶ ମାନେ, ତବେେ ସେ ଲୋକ କବେେ ମରିବ ନାହିଁ।

Colossians 3:4
ଖ୍ରୀଷ୍ଟ ହେଉଛନ୍ତି ତୁମ୍ଭମାନଙ୍କର ଜୀବନ। ତେଣୁ ଯେତବେେଳେ ସେ ଆଉ ଥରେ ଆସିବେ, ତାହାଙ୍କ ମହିମା ରେ ତୁମ୍ଭମାନେେ ଅଂଶ ପାଇବ।

John 10:28
ମୁଁ ନିଜ ମଷେମାନଙ୍କୁ ଅନନ୍ତ ଜୀବନ ଦିଏ। ସମାନେେ କଦାପି ମରିବେ ନାହିଁ। ସମାନଙ୍କେୁ ମାେ ହାତରୁ କହେି ଛଡଇେ ନଇେ ପାରିବେ ନାହିଁ।

John 14:19
ଜଗତର ବାସିନ୍ଦାମାନେ ଖୁବ୍ ଅଳ୍ପ ସମୟ ପରେ ମାେତେ ଆଉ ଦେଖି ପାରିବେ ନାହିଁ। କିନ୍ତୁ ତୁମ୍ଭେ ମାେତେ ଦେଖି ପାରିବ। ତୁମ୍ଭମାନେେ ଜୀବିତ ରହିବ, କାରଣ ମୁଁ ଜୀବିତ।

John 6:33
ପରମେଶ୍ବରଙ୍କର ଖାଦ୍ୟ କ'ଣ? ପରମେଶ୍ବରଙ୍କର ଖାଦ୍ୟ ହେଉଛି ଜଣେ ବ୍ଯକ୍ତି ୟିଏ ଜଗତକୁ ଜୀବନ ଦବୋ ପାଇଁ ସ୍ବର୍ଗରୁ ଓହ୍ଲାଇଛନ୍ତି।

John 6:51
ମୁଁ ସ୍ବର୍ଗରୁ ଓହ୍ଲାଇଥିବା ଜୀବନ୍ତ ଖାଦ୍ଯା ଯଦି କୌଣସି ଲୋକ ଏହି ଖାଦ୍ୟ ଖାଏ, ତବେେ ସେ ଚିରଦିନ ପାଇଁ ବଞ୍ଚି ରହିବ। ଏହି ଖାଦ୍ୟ ହେଉଛି ମାରେ ଶରୀର। ମୁଁ ମାରେଶରୀର ଦଇେ ଦବେି, ତଦ୍ବାରା ଜଗତର ଲୋକମାନେ ଜୀବନ ପାଇପାରିବେ।

John 17:2
ତୁମ୍ଭେ ତାହାଙ୍କୁ ସମସ୍ତ ଲୋକଙ୍କ ଉପରେ କ୍ଷମତା ହଇେଛ। ଯେପରି ତୁମ୍ଭେ ତାହାଙ୍କୁ ଯେଉଁମାନଙ୍କ ପାଇଁ ଦଇେଛ, ସେସମସ୍ତଙ୍କୁ ସହେି ପୁତ୍ର ଅନନ୍ତ ଜୀବନ ଦିଅନ୍ତି।

John 18:37
ପୀଲାତ କହିଲେ, ତବେେ ତୁମ୍ଭେ ଜଣେ ରାଜା।

Romans 5:2
ଏବେ ଆମ୍ଭେ ଏହି ଅନୁଗ୍ରହ ରେ ରହିଛୁ ଓ ଆମ୍ଭେ ପରମେଶ୍ବରଙ୍କ ଏହି ମହିମା ରେ ଭାଗୀଦର ହାଇେଥିବା ଆଶା ରେ ଆନନ୍ଦିତ।

Romans 5:21
ଆମ୍ଭମାନଙ୍କୁ ଶାସନ କରିବା ପାଇଁ ପାପ ଥରେ ମୃତ୍ଯୁକୁ ବ୍ଯବହାର କଲା। କିନ୍ତୁ ପରମେଶ୍ବର ନିଜର ଅଧିକ ଅନୁଗ୍ରହ ପ୍ରଦାନ କଲେ ଯାହା ଦ୍ବାରା ଅନୁଗ୍ରହ ଶାସନ କଲା ଓ ଲୋକେ ପରମେଶ୍ବରଙ୍କ ପ୍ରତି ଧାର୍ମିକ ହାଇେ ରହିଲେ। ଆମ୍ଭ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦ୍ବାରା ଏହା ଅନନ୍ତ ଜୀବନ ଆଣିଲା।

2 Corinthians 1:19
ମୁଁ ଏବଂ ସିଲ୍ବାନ୍ ଓ ତୀମଥିଙ୍କ ଦ୍ବାରା ପ୍ରଚାରିତ ପରମେଶ୍ବରଙ୍କ ପୁତ୍ର ଯୀଶୁଖ୍ରୀଷ୍ଟ ଉଭୟ ହଁ' ଓ ନା' ଏକ ସମୟରେ କହନ୍ତି ନାହିଁ। ଯୀଶୁ ଖ୍ରୀଷ୍ଟଙ୍କଠା ରେ ସର୍ବଦା ହଁ କଥା ହଁ ହୁଏ।

Hebrews 10:19
ଅତଏବ ହେ ଭାଇ ଓ ଭଉଣୀମାନେ, ଆମ୍ଭେ ମହାପବିତ୍ର ସ୍ଥାନ ରେ ପ୍ରବେଶ କରିବା ପାଇଁ ପୂର୍ଣ୍ଣ ସ୍ବାଧୀନ ପାଇଛୁ। ଯୀଶୁଙ୍କର ରକ୍ତ କାରଣରୁ ଆମ୍ଭେ ନିର୍ଭୟ ରେ ଏପରି କରିପାରିବା।

John 5:25
ମୁଁ ତୁମ୍ଭକୁ ସତ୍ଯ କହୁଛି, ଗୋଟିଏ ଗୁରୁତ୍ବପୂର୍ଣ୍ଣ ସମୟ ଆସୁଛି। ସେ ସମୟ ଆସି ଗଲାଣି ା ପାପ ଦ୍ବାରା ମୃତ ଲୋକମାନେ ଈଶ୍ବରଙ୍କ ପୁତ୍ରଙ୍କର ସ୍ବର ଶୁଣିବେ। ପୁତ୍ରଙ୍କର ସ୍ବର ଶୁଣି ଗ୍ରହଣ କରିଥିବା ଲୋକମାନେ ଅନନ୍ତ ଜୀବନ ଲାଭ କରିବେ।

1 John 2:23
ଯେଉଁ ବ୍ଯକ୍ତି ପୁତ୍ରକୁ ବିଶ୍ବାସ କରେ ନାହିଁ, ପିତା ତାହାଙ୍କଠା ରେ ବାସ କରନ୍ତି ନାହିଁ। ଯେଉଁ ବ୍ଯକ୍ତି ପୁତ୍ରକୁ ଗ୍ରହଣ କରେ, ତାହାଙ୍କଠା ରେ ପିତା ମଧ୍ଯ ଅଛନ୍ତି।

John 6:57
ପରମପିତା ମାେତେ ପଠାଇଛନ୍ତି। ପରମପିତା ଜୀବନ୍ତ ଓ ତାହାଙ୍କ ହତେୁ ମୁଁ ଜୀବିତ। ତେଣୁ ଯେଉଁ ଲୋକ ମାେତେ ଭୋଜନ କରେ ସେ ମାେ ହତେୁ ଜୀବିତ ରହିବ।

1 Peter 2:4
ପ୍ରଭୁ ଯୀଶୁ ହେଉଛନ୍ତି ଜୀବନ୍ତ ପଥର। ଜଗତର ଲୋକମାନେ ସହେି ପଥରଟି ଅଗ୍ରାହ୍ଯ କଲେ। କିନ୍ତୁ ପରମେଶ୍ବର ସହେି ପଥରଟିକୁ ମନୋନୀତ କରିଛନ୍ତି। ପରମେଶ୍ବରଙ୍କ ପାଇଁ ତାହାଙ୍କ ମୂଲ୍ଯ ଅଧିକ।

Revelation 13:7
ତାହାକୁ ପରମେଶ୍ବରଙ୍କ ପବିତ୍ ରେଲାକ ବିରୁଦ୍ଧ ରେ ୟୁଦ୍ଧ କରି ସମାନଙ୍କେୁ ପରାସ୍ତ କରିବାର କ୍ଷମତା ଦିଆଗଲା। ତାହାକୁ ପୃଥିବୀର ସବୁ ଗୋଷ୍ଠୀ, ଜାତି, ପ୍ରଜାତି ଓ ଦେଶଗୁଡ଼ିକ ଉପରେ ଶାସନ କରିବାକୁ କ୍ଷମତା ଦିଆଗଲା।

John 6:68
ଶିମାନେ ପିତର ଉତ୍ତର ଦେଲେ, ପ୍ରଭୁ, ଆମ୍ଭେ କାହା ପାଖକୁ ୟିବୁ? ତୁମ୍ଭ ପାଖ ରେ ଅନନ୍ତ ଜୀବନ ଅଛି।

1 Corinthians 15:45
ଶାସ୍ତ୍ର ରେ ଲଖାେ ଅଛି : ପ୍ରଥମ ମନୁଷ୍ଯ (ଆଦମ) ସଜୀବ ପ୍ରାଣୀ, କିନ୍ତୁ ଶଷେ ଆଦମ (ଖ୍ରୀଷ୍ଟ) ଜଣେ ଜୀବନଦାତା ଆତ୍ମା।

1 Peter 1:21
ତୁମ୍ଭେ ଖ୍ରୀଷ୍ଟଙ୍କ ମାଧ୍ଯମ ରେ ପରମେଶ୍ବରଙ୍କୁ ବିଶ୍ବାସ କର। ପରମେଶ୍ବର ଖ୍ରୀଷ୍ଟଙ୍କୁ ମୃତ୍ଯୁରୁ ପୁନର୍ଜୀବିତ କଲେ। ତା'ପରେ ସେ ତାହାଙ୍କୁ ମହିମା ପ୍ରଦାନ କଲେ। ତେଣୁ ତୁମ୍ଭର ବିଶ୍ବାସ ଓ ଭରସା ପରମେଶ୍ବରଙ୍କ ଠା ରେ ଅଛି।

1 John 1:8
ଯଦି ଆମ୍ଭେ କହୁ, ଆମ୍ଭମାନଙ୍କର କିଛି ପାପ ନାହିଁ, ତବେେ ଆମ୍ଭେ ନିଜେ ନିଜକୁ ଠକୁଛୁ ଏବଂ ଆମ୍ଭଠା ରେ ସତ୍ଯ ନାହିଁ।

Revelation 3:14
ଲାଅଦିକୀଆ ମଣ୍ଡଳୀର ଦୂତଙ୍କ ପାଖକୁ ଏହା ଲେଖ :

Revelation 3:7
ଫିଲାଦେଲ୍ଫିଆସ୍ଥିତ ମଣ୍ଡଳୀର ଦୂତଙ୍କୁ ଏହା ଲେଖ :

1 John 1:1
ଆମ୍ଭମାନେେ ତୁମ୍ଭମାନଙ୍କୁ ବର୍ତ୍ତମାନ ଯେଉଁ ବିଷୟ ରେ କହିବାକୁ ଯାଉଛୁ, ତାହା ସୃଷ୍ଟିର ଆରମ୍ଭରୁ ଥିଲା।

Hebrews 9:8
ଏତଦ୍ବାରା ପବିତ୍ର ଆତ୍ମା ଆମ୍ଭକୁ ଏହି ଶିକ୍ଷା ଦିଅନ୍ତି ଯେ, ପ୍ରଥମ ବଖରାଟି ଥିବା ପର୍ୟ୍ଯନ୍ତ ଅତିପବିତ୍ର ସ୍ଥାନ ରେ ପ୍ରବେଶ କରିବାର ପଥ ଖାେଲା ହାଇେ ନାହିଁ।

John 10:7
ତେଣୁ ଯୀଶୁ ଆଉଥରେ କହିଲେ, ମୁଁ ତୁମ୍ଭକୁ ସତ୍ଯ କହୁଛି, ମୁଁ ହେଉଛି ମଷେମାନଙ୍କ ଫାଟକ।

Revelation 19:11
ତା'ପରେ ମୁଁ ସ୍ବର୍ଗ ଖାଲିୟିବୋର ଦେଖିଲି। ସଠାେରେ ଗୋଟିଏ ଶ୍ବତେ ଅଶ୍ବ, ଠିଆ ହାଇେଥିଲା। ଅଶ୍ବାରୋହୀଙ୍କ ନାମ 'ବିଶ୍ବସ୍ତ' ଓ 'ସତ୍ଯବାନ'। ସେ ନ୍ଯାୟପୂର୍ଣ୍ଣ ଭାବରେ ବିଚାର କରନ୍ତି ଓ ଲଢ଼ନ୍ତି।

Revelation 22:1
ତା'ପରେ ଦୂତ ମାେତେ ଜୀବନଜଳର ନଦୀ ଦଖାଇେଲେ। ସେ ନଦୀଟି ସ୍ଫଟିକ ପରି ଉଜ୍ଜ୍ବଳ ଥିଲା। ସହେି ନଦୀ ପରମେଶ୍ବର ଓ ମଷେଶାବକଙ୍କ ସିଂହାସନରୁ ପ୍ରବାହିତ ହେଉଛି।

Revelation 7:9
ତା'ପରେ ମୁଁ ବହୁତ ଲୋକଙ୍କୁ ଦେଖିଲି। ସେଠ ରେ ଏତେଲୋକ ଥିଲେ ଯେ, କହେି ସମାନଙ୍କେୁ ଗଣିପାରିବ ନାହିଁ। ସମାନେେ ପ୍ରେତ୍ୟକକ ଜାତି, ଗୋଷ୍ଠୀ, ବଂଶୀୟ ଓ ଭାଷାବାଦୀର ଲୋକ ଥିଲେ। ସହେି ଲୋକମାନେ ସିଂହାସନ ଓ ମଷେଶାବକଙ୍କ ସାମନା ରେ ଠିଆ ହାଇେଥିଲେ। ସମାନେେ ସମସ୍ତେ ଧଳା ରାଜ ପୋଷାକ ପିନ୍ଧିଥିଲେ। ସମାନଙ୍କେର ହାତ ରେ ଖଜୁରିବାହୁଙ୍ଗା ଥିଲା।

Revelation 1:5
ଯୀଶୁ ହେଉଛନ୍ତି ବିଶ୍ବସ୍ତ ସାକ୍ଷୀ। ମୃତ୍ଯୁରୁ ବଞ୍ଚି ଉଠିଥିବା ଲୋକଙ୍କ ମଧିଅରେ ପ୍ରଥମ ଓ ସେ ଏହି ଜଗତର ରାଜାମାନଙ୍କର ରାଜା।

Revelation 5:8
ସେ ଚର୍ମପତ୍ରକୁ ଗ୍ରହଣ କରିବାପରେ, ଚାରିଜୀବିତ ପ୍ରାଣୀ ଓ ଚବିଶଜଣ ପ୍ରାଚୀନ ତାହାଙ୍କ ସମ୍ମୁଖ ରେ ନଇଁପଡ଼ି ପ୍ରଣାମ କଲେ। ସମାନେେ ପ୍ରେତ୍ୟକକ ଗୋଟିଏ ଗୋଟିଏ ବୀଣା ଧରି ଥିଲେ। ସମାନେେ ସୁଗନ୍ଧିତ ଧୂପର ସୁନାର ପାତ୍ର ମଧ୍ଯ ଧରିଥିଲେ। ସହେି ସୁଗନ୍ଧିତ ଧୂପପାତ୍ରଗୁଡ଼ିକ ହେଉଛି, ପରମେଶ୍ବରଙ୍କ ପବିତ୍ର ଲୋକମାନଙ୍କର ପ୍ରାର୍ଥନା।

1 John 5:6
ୟିଏ ଏ ସଂସାରକୁ ଆସିଲେ, ସେ ହେଉଛନ୍ତି ଯୀଶୁଖ୍ରୀଷ୍ଟ। ଯୀଶୁଖ୍ରୀଷ୍ଟ ଆମ୍ଭ ପାଖକୁ ଜଳ ଓ ରକ୍ତ345 ସହିତ ଆସିଥିଲେ। କବଳେ ଜଳ ନୁହେଁ, ମାତ୍ର ଜଳ ଓ ରକ୍ତ ଉଭୟ ସହିତ ଯୀଶୁ ଆସିଥିଲେ। ସହେି ଆତ୍ମା ଆମ୍ଭମାନଙ୍କ ନିକଟରେ ଏହି ସତ୍ଯ ସାକ୍ଷ୍ଯ ଦେଲେ। ଆତ୍ମା ହିଁ ସତ୍ଯ।

Colossians 2:17
ପୂର୍ବ କାଳ ରେ ଏଗୁଡ଼ିକ ଭବିଷ୍ଯତ ରେ ଘଟିବାକୁ ଯାଉଥିବା ଘଟଣାଗୁଡ଼ିକର ଛାଯା ମାତ୍ର ଥିଲା। କିନ୍ତୁ ଯାହା ସବୁ ଘଟିବାକୁ ଥିଲା, ସଗେୁଡ଼ିକର ବାସ୍ତବରୂପ ହେଉଛନ୍ତି ଖ୍ରୀଷ୍ଟ।

Romans 15:8
ଏହି କର୍ମ ପରମେଶ୍ବରଙ୍କୁ ମହିମା ପ୍ରଦାନ କରିବ। ମୁଁ ତୁମ୍ଭମାନଙ୍କୁ କହିଛି ଯେ, ପରମେଶ୍ବର ଯିହୂଦୀମାନଙ୍କର ପୂର୍ବପୁରୁଷମାନଙ୍କୁ ଯାହା ପ୍ରତିଜ୍ଞା ସବୁ ପ୍ରଦାନ କରିଛନ୍ତି ତାହା ସତ୍ଯ ବୋଲି ପ୍ରମାଣିତ କରିବା ପାଇଁ, ଖ୍ରୀଷ୍ଟ ଯିହୂଦୀମାନଙ୍କର ସବେକ ହେଲେ।

Acts 3:15
ଜୀବନ ଦାନ କରିଥିବା ବ୍ଯକ୍ତିକୁ ତୁମ୍ଭମାନେେ ହତ୍ଯା କଲ, ମାତ୍ର ଇଶ୍ବର ତାହାଙ୍କୁ ମୃତ୍ଯୁରୁ ଉଠାଇଲେ। ଆମ୍ଭେ ସମସ୍ତେ ଏହାର ସାକ୍ଷୀ, ଆମ୍ଭମାନେେ ବି ଏହା ନିଜ ଆଖି ରେ ଦେଖିଅଛୁ।

Colossians 2:9
ପରମେଶ୍ବର ଖ୍ରୀଷ୍ଟଙ୍କଠା ରେ ପାର୍ଥିବ ଶରୀର ଧାରଣ କରି ବାସ କଲେ।

Romans 15:16
ପରମେଶ୍ବର ମାେତେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ସବେକ ହାଇେ ଅଣଯିହୂଦୀମାନଙ୍କୁ ସାହାୟ୍ଯ କରିବା ପାଇଁ ନିୟୁକ୍ତି କଲେ। ସେ ମାେତେ ସୁସମାଗ୍ଭର ଶିକ୍ଷା ଦବୋର କାର୍ୟ୍ଯ କରିବା ନିମନ୍ତେ ନିୟୁକ୍ତି କଲେ। ଏପରି କରିବା ଉବ୍ଦେଶ୍ଯ ହେଲା ଯେ, ଅଣଯିହୂଦୀମାନେ ଉତ୍ସର୍ଗଦାନ ସ୍ବରୂପ ହବେେ ଯାହା କି ପରମେଶ୍ବର ଗ୍ରହଣ କରିବେ। ଏହି ଦାନ ଲୋକମାନେ ପରମେଶ୍ବରଙ୍କ ପାଇଁ ପବିତ୍ର ଆତ୍ନା ଦ୍ବାରା ପବିତ୍ର କରାଗଲା।