Bible

John 14 - WEB (Oriya)

1 "Don't let your heart be troubled. Believe in God. Believe also in me.ଯୀଶୁ କହିଲେ, ତୁମ୍ଭମାନଙ୍କେର ହୃଦୟ ଦୁଃଖିତ ନ ହେଉ। ପରମେଶ୍ବରଙ୍କଠା ରେ ବିଶ୍ବାସ ରଖିଥାଅ। ମାଠାେ ରେ ମଧ୍ଯ ବିଶ୍ବାସ ରଖ,

2 In my Father's house are many mansions. If it weren't so, I would have told you. I am going to prepare a place for you.ମାରେ ପରମପିତାଙ୍କ ଘ ରେ ଅନକଗେୁଡିଏ ବଖରା ଅଛି। ତାହା ନ ହାଇେଥିଲେ ମୁଁ ତୁମ୍ଭକୁ ଏହା କହି ନଥାନ୍ତି। ମୁଁ ତୁମ୍ଭ ପାଇଁ ଗୋଟିଏ ସ୍ଥାନ ପ୍ରସ୍ତୁତ କରିବା ଉଦ୍ଦେଶ୍ଯ ରେ ସଠାେକୁ ଯାଉଛି।

3 If I go and prepare a place for you, I will come again, and will receive you to myself; that where I am, you may be there also.ମୁଁ ଯାଇ ତୁମ୍ଭ ପାଇଁ ସ୍ଥାନ ପ୍ରସ୍ତୁତ କଲା ପରେ ଫରେି ଆସିବି। ତା'ପରେ ତୁମ୍ଭକୁ ମାେ ସହିତ ନଇୟିବେି। ମୁଁ ଯେଉଁଠା ରେ ରହିବି ତୁମେମାନେ ମଧ୍ଯ ସଠାେରେ ମାେ ସହିତ ରହିପାରିବ।

4 Where I go, you know, and you know the way."ମୁଁ ଯେଉଁଠାକୁ ଯାଉଛି, ତୁମ୍ଭମାନେେ ସଠାେକୁ ୟିବାର ପଥ ଜାଣ।

5 Thomas says to him, "Lord, we don't know where you are going. How can we know the way?"ଥୋମା କହିଲେ, ପ୍ରଭୁ, ଆପଣ କେଉଁଆଡେ ଯାଉଛନ୍ତି, ଆମ୍ଭେ ଜାଣି ନାହୁଁ। ତେଣୁ ସଠାେକୁ ୟିବାର ପଥ ଆମ୍ଭେ ଜାଣିବୁ କିପରି?

6 Jesus said to him, "I am the way, the truth, and the life. No one comes to the Father, except through me.ଯୀଶୁ ଉତ୍ତର ଦେଲେ, ମୁଁ ପଥ। ମୁଁ ସତ୍ଯ ଓ ଜୀବନ। ପରମପିତାଙ୍କ ପାଖକୁ ୟିବା ପାଇଁ ମୁଁ ହେଉଛି ଏକମାତ୍ର ପଥ।

7 If you had known me, you would have known my Father also. From now on, you know him, and have seen him."ତୁମ୍ଭେ ଯଦି ମାେତେ ପ୍ରକୃତ ରେ ଜାଣିଥାନ୍ତ, ତବେେ ପରମପିତାଙ୍କୁ ମଧ୍ଯ ଜାଣିଥାଆନ୍ତ। ବର୍ତ୍ତମାନ ତୁମ୍ଭେ ତାହାଙ୍କୁ ଜାଣିଛ ଓ ତାହାଙ୍କୁ ଦେଖିଛ।

8 Philip said to him, "Lord, show us the Father, and that will be enough for us."ଫିଲିପ୍ପ ଯୀଶୁଙ୍କୁ କହିଲେ, ପ୍ରଭୁ, ଆମ୍ଭକୁ ପରମପିତାଙ୍କୁ ଦଖାେନ୍ତୁ। ଆମ୍ଭର ସତେିକି ଦରକାର।

9 Jesus said to him, "Have I been with you such a long time, and do you not know me, Philip? He who has seen me has seen the Father. How do you say, 'Show us the Father?'ଯୀଶୁ ଉତ୍ତର ଦେଲେ, ଫିଲିପ୍ପ, ମୁଁ ତୁମ୍ଭ ସହିତ ଦୀର୍ଘ ସମୟଧରି ରହିଛି। ସେଥିପାଇଁ ତୁମ୍ଭେ ମାେତେ ଜାଣିବା ଉଚିତ। ମାେତେ ୟିଏ ଦେଖିଛି, ସେ ପରମପିତାଙ୍କୁ ମଧ୍ଯ ଦେଖିଛି। ତେଣୁ ତୁମ୍ଭେ ମାେତେ କାହିଁକି କହୁଛ, 'ଆମ୍ଭକୁ ପରମପିତାଙ୍କୁ ଦଖାେଅ?'

10 Don't you believe that I am in the Father, and the Father in me? The words that I tell you, I speak not from myself; but the Father who lives in me does his works.ତୁମ୍ଭେ କ'ଣ ପ୍ରକୃତ ରେ ବିଶ୍ବାସ କର ଯେ, ମୁଁ ପରମପିତାଙ୍କଠା ରେ ଓ ପରମପିତା ମାଠାେ ରେ ଅଛନ୍ତି? ମୁଁ ତୁମ୍ଭକୁ ଯାହା ଯାହା କହିଛି ତାହା ମାଠାରୁେ ଆସି ନାହିଁ। ପରମପିତେ ମାେ ଭିତ ରେ ଅଛନ୍ତି ଓ ସେ ତାହାଙ୍କ କାର୍ୟ୍ଯ କରୁଛନ୍ତି।

11 Believe me that I am in the Father, and the Father in me; or else believe me for the very works' sake.ମୁଁ ପରମପିତାଙ୍କଠା ରେ ଓ ପରମପିତା ମାେ'ଠା ରେ ଅଛନ୍ତି। ତୁମ୍ଭେ ମାରେ ଏହି କଥା ବିଶ୍ବାସ କର। କିମ୍ବା ମୁଁ ଯେଉଁ ସବୁ ଆଶ୍ଚର୍ୟ୍ଯ କାର୍ୟ୍ଯ କରିଛି ସେଥିପାଇଁ ବିଶ୍ବାସ କର।

12 Most assuredly I tell you, he who believes in me, the works that I do, he will do also; and greater works than these will he do; because I am going to my Father.ମୁଁ ତୁମ୍ଭକୁ ସତ୍ଯ କହୁଛି। ମାଠାେ ରେ ବିଶ୍ବାସ କରୁଥିବା ବ୍ଯକ୍ତି, ମୁଁ ଯାହା କରିଛି, ତାହା କରିବ। ହଁ, ସେ ମୁଁ କରିଥିବା କାମଠାରୁ ମଧ୍ଯ ଅଧିକ ବଡ କାମ କରିବ, କାରଣ ମୁଁ ପରମପିତାଙ୍କ ନିକଟକୁ ଯାଉଛି।

13 Whatever you will ask in my name, that will I do, that the Father may be glorified in the Son.ତୁମ୍ଭେ ମାେ ନାମ ରେ ଯାହା ମାଗିବ, ମୁଁ ତାହା ତୁମ୍ଭ ପାଇଁ କରିବି। ଏହା ଦ୍ବାରା ପୁତ୍ରଙ୍କ ମାଧ୍ଯମ ରେ ପରମପିତାଙ୍କ ଗୌରବ ପ୍ରକାଶିତ ହବେ।

14 If you will ask anything in my name, I will do it.ମାେ' ନାମ ରେ ତୁମ୍ଭେ ଯାହା ମାଗିବ, ମୁଁ ତାହା କରିବି।

15 If you love me, keep my commandments. ମାେତେ ଯଦି ତୁମ୍ଭେ ପ୍ ରମେ କର, ତବେେ ମାରେ ଆଜ୍ଞା ଅନୁସାରେ ତୁମ୍ଭେ କାମ କରିବ।

16 I will pray to the Father, and he will give you another Counselor,{Greek Parakleton: Counselor, Helper, Intercessor, Advocate, and Comfortor.} that he may be with you forever,--ମୁଁ ପରମପିତାଙ୍କୁ କହିବି ଓ ସେ ତୁମ୍ଭକୁ ଆଉ ଜଣେ ସାହାୟ୍ଯକାରୀଙ୍କୁ ଦବେେ। ସେ ସହେି ସାହାୟ୍ଯକାରୀଙ୍କୁ ତୁମ୍ଭ ପାଖ ରେ ସର୍ବଦା ରହିବା ପାଇଁ ଦବେେ।

17 the Spirit of truth, whom the world can't receive; for it doesn't see him, neither knows him. You know him, for he lives with you, and will be in you.ସହେି ସାହାୟ୍ଯକାରୀ ଜଣକ ସତ୍ଯମୟ ଆତ୍ମା। ଏ ଜଗତ ତାହାଙ୍କୁ ଗ୍ରହଣ କରି ପାରିବ ନାହିଁ। ଯେ ହତେୁ ଜଗତ ତାହାଙ୍କୁ ଦେଖୁନାହିଁ ବା ଜାଣି ନାହିଁ। କିନ୍ତୁ ତୁମ୍ଭେ ତାହାଙ୍କୁ ଜାଣିଛ। ସେ ତୁମ୍ଭ ସହିତ ରହନ୍ତି ଓ ତୁମ୍ଭ ହୃଦୟ ରେ ବାସ କରିବେ।

18 I will not leave you orphans. I will come to you.ମୁଁ ତୁମ୍ଭକୁ ଅନାଥ ପିଲାମାନଙ୍କ ପରି ଛାଡିୟିବି ନାହିଁ। ମୁଁ ତୁମ୍ଭ ପାଖକୁ ଫରେିଆସିବି।

19 Yet a little while, and the world will see me no more; but you will see me. Because I live, you will live also.ଜଗତର ବାସିନ୍ଦାମାନେ ଖୁବ୍ ଅଳ୍ପ ସମୟ ପରେ ମାେତେ ଆଉ ଦେଖି ପାରିବେ ନାହିଁ। କିନ୍ତୁ ତୁମ୍ଭେ ମାେତେ ଦେଖି ପାରିବ। ତୁମ୍ଭମାନେେ ଜୀବିତ ରହିବ, କାରଣ ମୁଁ ଜୀବିତ।

20 In that day you will know that I am in my Father, and you in me, and I in you.ତୁମ୍ଭେ ସଦେିନ ଜାଣିବ ଯେ, ମୁଁ ପରମପିତାଙ୍କଠା ରେ ରହିଛି। ତୁମ୍ବେ ଜାଣିବ ଯେ, ତୁମ୍ଭେ ମାେ'ଠା ରେ ଓ ମୁଁ ତୁମ୍ଭଠା ରେ ଅଛି।

21 One who has my commandments, and keeps them, that person is one who loves me. One who loves me will be loved by my Father, and I will love him, and will reveal myself to him."ଯେଉଁ ଲୋକ ମାରେ ଆଜ୍ଞା ଜାଣେ ଓ ପାଳନ କରେ, ସେ ଲୋକ ପ୍ରକୃତ ରେ ମାେତେ ପ୍ ରମେ କରେ। ମାେତେ ପ୍ ରମେ କରୁଥିବା ଲୋକକୁ ମାେ ପରମପିତା ମଧ୍ଯ ପ୍ ରମେ କରିବେ। ମୁଁ ମଧ୍ଯ ତାକୁ ପ୍ ରମେ କରିବି ଓ ନିଜକୁ ତା' ନିକଟରେ ପ୍ରକାଶ କରିବି।

22 Judas (not Iscariot) said to him, "Lord, what has happened that you are about to reveal yourself to us, and not to the world?"ତା'ପରେ ୟିହୂଦା (ଈଷ୍କରିଯୋଥ ନୁହଁନ୍ତି) ତାହାଙ୍କୁ ପଚାରିଲେ, କିନ୍ତୁ ପ୍ରଭୁ ଆପଣ କାହିଁକି ଆମଠା ରେ ନିଜକୁ ଦଖାଇବୋ ପାଇଁ ଯୋଜନା କରୁଛନ୍ତି, ସାରା ଜଗତକୁ କାହିଁକି ଦଖାେଉ ନାହାଁନ୍ତି।

23 Jesus answered him, "If a man loves me, he will keep my word. My Father will love him, and we will come to him, and make our home with him.ଯୀଶୁ ଉତ୍ତର ଦେଲେ, ଯଦି କହେି ମାେତେ ପ୍ ରମେ କରେ ତବେେ ସେ ମାହେର ଉପଦେଶ ପାଳନ କରିବ। ମାରେ ପରମପିତା ତାକୁ ପ୍ ରମେ କରିବେ। ମାରେ ପରମପିତା ଓ ମୁଁ ସହେି ଲୋକ ପାଖକୁ ଆସିବୁ ଓ ତା' ସହିତ ରହିବୁ।

24 He who doesn't love me doesn't keep my words. The word which you hear isn't mine, but the Father's who sent me.କିନ୍ତୁ ଯେଉଁ ଲୋକ ମାେତେ ପ୍ ରମେ କରେ ନାହିଁ, ସେ ମାରେ ଉପଦେଶ ମାନେ ନାହିଁ। ମାଠାରୁେ ଯେଉଁ ଉପଦେଶ ତୁମ୍ଭେ ଶୁଣୁଛ, ତାହା ପ୍ରକୃତ ରେ ମାରେ ନୁହେଁ। ଏହା ମାେତେ ପଠାଇ ଥିବା ପରମପିତାଙ୍କର।

25 I have said these things to you, while still living with you.ମୁଁ ତୁମ୍ଭ ସହିତ ଥିବା ସମୟରେ ଏହି ସବୁ କଥା ତୁମ୍ଭମାନଙ୍କୁ କହିଛି।

26 But the Counselor, the Holy Spirit, whom the Father will send in my name, he will teach you all things, and will remind you of all that I said to you.କିନ୍ତୁ ତୁମ୍ଭକୁ ସାହାର୍ୟ୍ଯକାରୀ ସବୁ ଶିକ୍ଷା ଦବେେ। ମୁଁ ତୁମକୁ କହିଥିବା ସମସ୍ତ କଥା ମନେ ରଖିବା ପାଇଁ ସେ ସାହାୟ୍ଯ ମଧ୍ଯ କରିବେ। ଏହି ସାହାୟ୍ଯକାରୀ ହେଉଛନ୍ତି ପବିତ୍ରଆତ୍ମା, ଯାହାଙ୍କୁ ପରମପିତା ମାେ ନାମ ରେ ପଠାଇବେ।

27 Peace I leave with you. My peace I give to you; not as the world gives, give I to you. Don't let your heart be troubled, neither let it be fearful.ମୁଁ ତୁମ୍ଭକୁ ଶାନ୍ତି ଦଇେ ଯାଉଛି। ଏହି ଶାନ୍ତି ମାେ ନିଜର, ଯାହା ମୁଁ ତୁମ୍ଭକୁ ଦେଉଛି। ଜଗତ ଯେପରି ଶାନ୍ତି ଦିଏ, ତା'ଠାରୁ ଭିନ୍ନ ଶାନ୍ତି ମୁଁ ତୁମ୍ଭକୁ ଦେଉଛି। ତେଣୁ ମନ ରେ ଦୁଃଖ କର ନାହିଁ। ଭୟ ମଧ୍ଯ କର ନାହିଁ।

28 You heard how I told you, 'I go away, and I come to you.' If you loved me, you would have rejoiced, because I said 'I am going to my Father;' for the Father is greater than I.ତୁମ୍ଭେ ମାରେ କଥା ଶୁଣିଛ ଯେ 'ମୁଁ ଯାଉଛି, କିନ୍ତୁ ମୁଁ ପୁଣି ତୁମ୍ଭ ପାଖକୁ ଫରେିବି।' ଯଦି ତୁମ୍ଭେ ମାେତେ ପ୍ରକୃତ ରେ ପ୍ ରମେ କରୁଥାଅ, ତବେେ ମାେ ପାଇଁ ତୁମ୍ଭେ ଖୁସି ହବେ, କାରଣ ବର୍ତ୍ତମାନ ମୁଁ ପରମପିତାଙ୍କ ନିକଟକୁ ଯାଉଛି। ପରମପିତା ମାଠାରୁେ ମହାନ୍।

29 Now I have told you before it happens so that, when it happens, you may believe.ଏ ସମସ୍ତ ଘଟଣା ଘଟିବା ପୂର୍ବରୁ ମୁଁ ତୁମ୍ଭକୁ ସବୁ ବିଷୟଗୁଡିକ ବର୍ତ୍ତମାନ ଜଣାଇଦଲେି, ଯେପରି ଏସବୁ ଘଟିଲା ବେଳେ ତୁମ୍ଭେ ବିଶ୍ବାସ କରିବ।

30 I will no more speak much with you, for the prince of the world comes, and he has nothing in me.ମୁଁ ତୁମ୍ଭ ସହିତ ବେଶୀ ସମୟ କଥାବାର୍ତ୍ତା ହବେି ନାହିଁ। ଏ ଜଗତର ଶାସକ ଆସୁଛି। ମାେ ଉପରେ ତାର କୌଣସି କ୍ଷମତା ନାହିଁ।

31 But that the world may know that I love the Father, and as the Father commanded me, even so I do. Arise, let us go from here.କିନ୍ତୁ ଏହି ଜଗତ ଜାଣିବା ଉଚିତ ଯେ, ମୁଁ ପରମପିତାଙ୍କୁ ପ୍ ରମେ କରେ। ତେଣୁ ପରମପିତା ମାେତେ ଯେପରି କହିଛନ୍ତି, ମୁଁ ଠିକ୍ ସପରେି କରିବି। ଚାଲ ୟିବା । ଆମ୍ଭେ ଏ ସ୍ଥାନ ତ୍ଯାଗ କରିବା।

Oriya Bible