Bible

John 2 - BENGALI (Oriya)

1 তৃতীয় দিনে গালীলের কান্না নগরে একটা বিয়ে হচ্ছিল এবং যীশুর মা সেখানে ছিলেন৷ଦୁଇ ଦିନ ପରେ ଗାଲିଲୀର କାନ୍ନା ସହର ରେ ଗୋଟିଏ ବିବାହ ହେଲା। ଯୀଶୁଙ୍କ ମାଆ ସଠାେରେ ଥିଲେ।

2 সেই বিয়ে বাড়িতে যীশু ও তাঁর শিষ্যদের নিমন্ত্রণ করা হয়েছিল৷ହି ବିବାହ ଉତ୍ସବକୁ ଯୀଶୁ ଓ ତାହାଙ୍କ ଶିଷ୍ଯମାନେ ମଧ୍ଯ ନିମନ୍ତ୍ରିତ ହାଇେଥିଲେ।

3 যখন সমস্ত দ্রাক্ষারস ফুরিয়ে গেল, তখন যীশুর মা তাঁর কাছে এসে বললেন, ‘এদের আর দ্রাক্ষারস নেই৷’ହି ବିବାହ ଉତ୍ସବ ରେ ୟଥେଷ୍ଟ ପରିମାଣ ରେ ଦ୍ରାକ୍ଷାରସ ନଥିଲା। ଦ୍ରାକ୍ଷାରସ ସରିୟିବା ପରେ ଯୀଶୁଙ୍କର ମାଆ ଆସି ତାହାଙ୍କୁ କହିଲେ, ସମାନଙ୍କେର ଆଉ ଦ୍ରାକ୍ଷାରସ ନାହିଁ।

4 যীশু বললেন, ‘হে নারী, তুমি আমায় কেন বলছ কি করা উচিত? আমার সময় এখনও আসেনি৷’ଯୀଶୁ ଉତ୍ତର ଦେଲେ, ପ୍ରିୟ ନାରୀ, କ'ଣ କରିବାକୁ ହବେ, ଏହା ତୁମ୍ଭେ ମାେତେ କହିବା ଉଚିତ ନୁହେଁ। ମାରେ ସମୟ ଏପର୍ୟ୍ଯନ୍ତ ଆସି ନାହିଁ।

5 তাঁর মা চাকরদের বললেন, ‘ইনি তোমাদের যা কিছু করতে বলেন তোমরা তাই কর৷’ଯୀଶୁଙ୍କର ମାଆ ସବେକମାନଙ୍କୁ କହିଲେ, ଯୀଶୁ ଯେପରି କହନ୍ତି, ତୁମ୍ଭମାନେେ ସପରେି କର।

6 ইহুদী ধর্মের রীতি অনুসারে আনুষ্ঠানিকভাবে হাত পা ধোযার জন্য সেই জায়গায় পাথরের ছটা জলের জালা বসানো ছিল৷ এই জালাগুলির প্রতিটিতে আশি থেকে একশ লিটার জল ধরত৷ସହେି ସ୍ଥାନ ରେ ଛଅଟି ପଥରର ବଡ ଜଳକୁଣ୍ଡ ଥିଲା। ଯିହୂଦୀମାନେ ତାହାଙ୍କ ଶୁଚିକରଣ ନୀତି ଅନୁସାରେ ଏହି ଜଳକୁଣ୍ଡ ବ୍ଯବହାର କରୁଥିଲେ। ପ୍ରେତ୍ୟକକ ଜଳକୁଣ୍ଡ ରେ ପ୍ରାୟ ଶ ହରେୁ ଶ ହେ ପଚାଶ ଲିଟର ପାଣି ଧରୁଥିଲା।

7 যীশু সেই চাকরদের বললেন, ‘এই জালাগুলিতে জল ভরে আন৷’ তখন তারা জালাগুলি কানায় কানায় ভরে দিল৷ଯୀଶୁ ସବେକମାନଙ୍କୁ କହିଲେ, ସହେି ଜଳ କୁଣ୍ଡ ରେ ପାଣି ଭର୍ତ୍ତି କର। ତେଣୁ ସବେକମାନେ କୁଣ୍ଡ ରେ ପାଣି ଭର୍ତ୍ତି କରି ଦେଲେ।

8 তারপর যীশু তাদের বললেন, ‘এর থেকে কিছুটা নিয়ে ভোজের কর্তার কাছে নিয়ে যাও৷’ তখন তারা তাই করল৷ତା'ପରେ ଯୀଶୁ ସବେକମାନଙ୍କୁ କହିଲେ, ବର୍ତ୍ତମାନ ସେଥିରୁ କିଛି ପାଣି କାଢି ନିଅ। ଏହି ପାଣି ନଇେ ଭୋଜିକର୍ତ୍ତାଙ୍କ ପାଖକୁ ଯାଅ।

9 জল যা দ্রাক্ষারসে পরিণত হয়েছিল, ভোজের কর্তা তা আস্বাদ করলেন৷ সেই দ্রাক্ষারস কোথা থেকে এল তা তিনি জানতেন না; কিন্তু য়ে চাকরেরা জল এনেছিল তারা তা জানত৷ তারপর তিনি বরকে ডাকলেন৷ତା'ପରେ ଭୋଜି ଦାଯିତ୍ବ ରେ ଥିବା ମୁଖ୍ଯ ଲୋକ ତାହାକୁ ଚାଖିଲେ। ସହେି ପାଣି ଏବେ ଦ୍ରାକ୍ଷାରସ ରେ ପରିଣତ ହାଇଯୋଇଥିଲା। ସେ ଜାଣି ନଥିଲେ ଯେ ଏପରି ଦ୍ରାକ୍ଷାରସ କେଉଁଠାରୁ ଆସିଲା? କିନ୍ତୁ ସହେି ପାଣି କାଢିଥିବା ସବେକମାନେ ଜାଣିଥିଲେ। ତା'ପରେ ଭୋଜିକର୍ତ୍ତା ବରକୁ ଡାକିଲେ।

10 তিনি বললেন, ‘সাধারণতঃ প্রথমে লোকে ভাল দ্রাক্ষারস পরিবেশন করে আর অতিথিরা যখন মাতাল হয়ে ওঠে তখন তাদের নিম্নমানের দ্রাক্ষারস পরিবেশন করা হয়, অথচ আমি দেখছি তোমরা ভাল দ্রাক্ষারস এখনও রেখে দিয়েছ৷’ସେ ବରକୁ କହିଲେ, ଲୋକମାନେ ସବୁବେଳେ ସବୁଠାରୁ ଉତ୍ତମ ଦ୍ରାକ୍ଷାରସ ପ୍ରଥମେ ପିଇବାକୁ ଦିଅନ୍ତି। ଅତିଥିମାନେ ୟଥେଷ୍ଟ ପିଇ ତୃପ୍ତ ହବୋପରେ ସମାନେେ ଶସ୍ତା ଦ୍ରାକ୍ଷାରସ ଦିଅନ୍ତି। କିନ୍ତୁ ତୁମ୍ଭେ ତ ଏପର୍ୟ୍ଯନ୍ତ ଉତ୍ତମ ଦ୍ରାକ୍ଷାରସ ରଖିଛ।

11 এই প্রথম অলৌকিক চিহ্ন করে গালীলের কান্না নগরে যীশু তাঁর মহিমা প্রকাশ করলেন; আর তাঁর শিষ্যেরা তাঁর ওপর বিশ্বাস করল৷ଏହା ଯୀଶୁଙ୍କର ପ୍ରଥମ ଆଶ୍ଚର୍ୟ୍ଯ କାର୍ୟ୍ଯ ଥିଲା। ସେ ଏହି ଆଶ୍ଚର୍ୟ୍ଯକାମ ଗାଲୀଲୀର କାନ୍ନା ସହର ରେ କରିଥିଲେ। ଏହିପରି ସେ ତାହାଙ୍କ ମହିମା ଦଖାଇେଲେ। ଏବଂ ତାହାଙ୍କର ଶିଷ୍ଯମାନେ ତାହାଙ୍କ ଉପରେ ବିଶ୍ବାସ କଲେ।

12 পরে তিনি তাঁর মা, ভাইদের ও শিষ্যদের সঙ্গে কফরনাহূম শহরে গেলেন৷ সেখানে তাঁরা অল্প কিছু দিন থাকলেন৷লূক 19 :45 - 46 )ତା'ପରେ ଯୀଶୁ କଫର୍ନାହୂମ ସହରକୁ ଗଲେ। ତାଙ୍କ ସହିତ ତାଙ୍କର ମାଆ, ତାଙ୍କର ଭାଇମାନେ ଓ ତାଙ୍କର ଶିଷ୍ଯମାନେ ଗଲେ। ସମାନେେ ସମସ୍ତେ କଫର୍ନାହୂମ ରେ କିଛି ଦିନ ରହିଲେ।

13 ইহুদীদের নিস্তারপর্ব পালনের সময় এগিয়ে এলে যীশু জেরুশালেমে গেলেন৷ସେତବେେଳେ ଯିହୂଦୀମାନଙ୍କର ନିସ୍ତାରପର୍ବର ସମୟ ପାଖ ହାଇେଆସୁଥିଲା। ତେଣୁ ଯୀଶୁ ୟିରୂଶାଲମକୁ ଗଲେ।

14 তিনি দেখলেন মন্দিরের মধ্যে লোকেরা গরু, ভেড়া ও পায়রা বিক্রি করছে; আর পোদ্দাররা বসে আছে, এরা লোকের টাকা নিয়ে বদল ও ব্যবসা করত৷ସହେି ମନ୍ଦିର ପରିସର ରେ ଯୀଶୁ ଲୋକମାନଙ୍କୁ ଗୋରୁ, ମେଣ୍ଢା ଓ କପୋତ ବିକ୍ରୀ କରିବାର ଦେଖିଲେ। କେତକେ ଲୋକଙ୍କୁ ସେ ଟବେୁଲ ପାଖ ରେ ବସିଥିବାର ଦେଖିଲେ। ସହେି ଲୋକମାନେ ଲୋକଙ୍କର ଟଙ୍କା ବିନିମୟ ଓ ବ୍ଯବସାୟ ମଧ୍ଯ କରୁଥିଲେ।

15 তখন তিনি কিছু দড়ি দিয়ে একটা চাবুক তৈরী করে তা দিয়ে গরু, ভেড়া সমেত এই সব লোকদের মন্দির চত্বর থেকে বের করে দিলেন; আর পোদ্দারদের টাকা পয়সা সব ছড়িয়ে টেবিল উল্টিয়ে দিলেন৷ଯୀଶୁ କେତେ ଖଣ୍ଡ ଦଉଡି ରେ ଗୋଟିଏ ଛାଟ ତିଆରି କଲେ। ତା'ପରେ ଯୀଶୁ ସେ ସମସ୍ତ ଲୋକମାନଙ୍କୁ, ମେଣ୍ଢାଗୁଡିକୁ ଓ ଗୋରୁଗୁଡିକୁ ସଠାରୁେ ଜାରେ ଜବରଦସ୍ତି ତଡି ଦେଲେ। ସେ ମୁଦ୍ରା ବିନିମୟକାରୀମାନଙ୍କର ଟଙ୍କା ତଳେ ପକଇେ ମଜଗେୁଡିକ ଓଲଟଇେ ଦେଲେ।

16 যাঁরা পায়রা বিক্রি করছিল তাদের বললেন, ‘এখান থেকে এসব নিয়ে যাও! আমার পিতার এই গৃহকে বাজারে পরিণত কোরো না!’ତା'ପରେ ଯୀଶୁ କପୋତ ବପୋରୀମାନଙ୍କୁ ଯାଇ କହିଲେ, ଏସବୁ ଜିନିଷଗୁଡିକ ଏଠାରୁ ନଇଯାେଅ। ମାରେ ପରମପିତାଙ୍କ ଘରକୁ ଗୋଟିଏ ବାଣିଜ୍ଯ ଗୃହ ରେ ପରିଣତ କର ନାହିଁ।

17 তাঁর শিষ্যদের মনে পড়ল শাস্ত্রে লেখা আছে:’তোমার গৃহের প্রতি আমার উত্‌সাহ আমাকে গ্রাস করবে৷’গীতসংহিতা 69:9ଏହି ସବୁ ଘଟଣା ଘଟିବା ବେଳେ ଯୀଶୁଙ୍କର ଶିଷ୍ଯମାନେ ଶାସ୍ତ୍ର ରେ ଲଖାେ ହାଇେଥିବା ଏହି ବାଣୀ ମନେ ପକାଇଲେ:

18 ইহুদীরা তখন এর জবাবে তাঁকে বলল, ‘তোমার য়ে এসব করার অধিকার আছে তার প্রমাণ স্বরূপ কি কোন অলৌকিক চিহ্ন আমাদের দেখাতে পার?ଯୀହୂଦୀମାନେ ଯୀଶୁଙ୍କୁ କହିଲେ, ଆମ୍ଭକୁ ଚିହ୍ନ ସ୍ବରୂପେ ଏକ ଆଶ୍ଚର୍ୟ୍ଯ କାର୍ୟ୍ଯ କରି ଦଖାେଅ। ପ୍ରମାଣିତ କର ଯେ, ଏସବୁ କରିବା ପାଇଁ ତୁମ୍ଭର ଅଧିକାର ଅଛି।

19 এর উত্তরে যীশু তাদের বললেন, ‘তোমরা এই মন্দির ভেঙ্গে ফেল, আমি তিন দিনের মধ্যে একে আবার গড়ে তুলব৷’ଯୀଶୁ ଉତ୍ତର ଦେଲେ, ଏହି ମନ୍ଦିରକୁ ନଷ୍ଟ କରି ଦିଅ ଏବଂ ମୁଁ ଏହାକୁ ତିନି ଦିନ ମଧିଅରେ ପୁନର୍ବାର ନିର୍ମାଣ କରି ଦବେି।

20 তখন ইহুদীরা বলল, ‘এই মন্দির নির্মাণ করতে ছেচল্লিশ বছর লেগেছিল; আর তুমি কিনা তিন দিনের মধ্যে এটা গড়ে তুলবে?’ଯିହୂଦୀମାନେ କହିଲେ, ଏହି ମନ୍ଦିର ନିର୍ମାଣ କରିବା ପାଇଁ ଲୋକମାନେ ଛଯାଳିଶ ବର୍ଷ ପର୍ୟ୍ଯନ୍ତ କାମ କରିଥିଲେ। ଆଉ ତୁମ୍ଭେ କ'ଣ ପ୍ରକୃତ ରେ ବିଶ୍ବାସ କରୁଛ, ତୁମ୍ଭେ ଏହା ତିନି ଦିନ ମଧିଅରେ ନିର୍ମାଣ କରି ଦବେ?

21 কিন্তু য়ে মন্দিরের কথা তিনি বলছিলেন তা হচ্ছে তাঁর দেহ৷(କିନ୍ତୁ ଯୀଶୁ ଏହି ମନ୍ଦିର କହିବା ବେଳେ ନିଜ ଶରୀରକୁ ଲକ୍ଷ୍ଯ କରି କହିଥିଲେ।

22 যখন তিনি মৃতদের মধ্য থেকে পুনরুত্থিত হলেন, তখন তাঁর শিষ্যদের মনে পড়ল য়ে তিনি এই কথাই বলেছিলেন, তখন তাঁরা যীশুর বিষয়ে শাস্ত্রের কথা ও যীশুর বাক্য়ে বিশ্বাস করলেন৷ଯୀଶୁ ମୃତ୍ଯୁରୁ ଉଠିଲା ପରେ ତାହାଙ୍କ ଶିଷ୍ଯମାନେ ତାହାଙ୍କ କହିଥିବା କଥା ମନେ ପକାଇଥିଲେ। ତେଣୁ ତାହାଙ୍କର ଶିଷ୍ଯମାନେ ତାହାଙ୍କ ବିଷୟ ରେ ଶାସ୍ତ୍ର ରେ ଯାହା ଲଖାେଥିଲା ଓ ଯୀଶୁ ଯାହା କହିଥିଲେ, ସେସବୁ କଥା ବିଶ୍ବାସ କଲେ।)

23 নিস্তারপর্বের জন্য যীশু যখন জেরুশালেমে ছিলেন, তখন বহুলোক তাঁর ওপর বিশ্বাস করল, কারণ যীশু সেখানে য়েসব অলৌকিক চিহ্নকার্য় করছিলেন তা তারা দেখল৷ଯୀଶୁ ନିସ୍ତାରପର୍ବ ପାଇଁ ୟିରୁଶାଲମ ରେ ଥିଲେ। ଅନକେ ଲୋକ ତାହାଙ୍କ ଉପରେ ବିଶ୍ବାସ କରିଲେ। କାରଣ ସମାନେେ ତାହାଙ୍କ ଦ୍ବାରା କରାଯାଇଥିବା ଆଶ୍ଚର୍ୟ୍ଯ କାର୍ୟ୍ଯମାନ ଦେଖିଲେ।

24 কিন্তু যীশু নিজে তাদের ওপর কোন আস্থা রাখেন নি, কারণ তিনি এই সব লোকদের ভালভাবেই জানতেন৷କିନ୍ତୁ ଯୀଶୁ ସମାନଙ୍କେୁ ଭରସା କଲେ ନାହିଁ କାରଣ ସେ ସହେି ଲୋକମାନଙ୍କର ମନର ଭାବନା ଜାଣିଥିଲେ।

25 কোন লোকের কাছ থেকে মানুষের সম্বন্ধে কিছু জানার তাঁর প্রযোজন ছিল না, কারণ মানুষের অন্তরে কি আছে তিনি তা জানতেন৷ମନୁଷ୍ଯର ମନ ଭିତ ରେ କ'ଣ ଅଛି, ତାହା ସେ ଭଲ ଭାବରେ ଜାଣିଥିଲେ। ତେଣୁ ତାହାଙ୍କୁ ଲୋକମାନଙ୍କ ବିଷୟ ରେ ବୁଝଇବୋ କାହାରି ଦରକାର ନଥିଲା।

Oriya Bible