John 3
22 ଏହାପରେ ଯୀଶୁ ଓ ତାହାଙ୍କର ଶିଷ୍ଯମାନେ ୟିହୂଦା ଅଞ୍ଚଳକୁ ଗଲେ। ସଠାେରେ ଯୀଶୁ ତାହାଙ୍କ ଶିଷ୍ଯମାନଙ୍କ ସହିତ ରହି ଲୋକଙ୍କୁ ବାପ୍ତିସ୍ମ ଦେଲେ।
23 ଯୋହନ ମଧ୍ଯ ଏ ନୋନ ଗ୍ରାମ ରେ ଲୋକମାନଙ୍କୁ ବାପ୍ତିଜିତ ଦେଉଥିଲେ। ଏ ନୋନ ଶାଲମ ନଗର ନିକଟବର୍ତ୍ତୀ। ସଠାେରେ ପ୍ରଚୁର ଜଳ ଥିବାରୁ ଯୋହନ ସଠାେରେ ବାପ୍ତିସ୍ମ ଦେଉଥିଲେ। ଲୋକମାନେ ସଠାେକୁ ବାପ୍ତିଜିତ ହବୋପାଇଁ ଯାଉଥିଲେ।
24 ଯୋହନ କାରାଗାର ରେ ବନ୍ଦୀ ହବୋ ପୂର୍ବରୁ ଏସବୁ ଘଟିଥିଲା।
25 ଯୋହନଙ୍କର କେତକେ ଶିଷ୍ଯଙ୍କର ସହିତ ଜଣେ ୟିହୁଦୀଙ୍କର ୟୁକ୍ତିତର୍କ ହେଲା। ସମାନେେ ତାହାଙ୍କ ସହିତ ଧର୍ମ ସଂକ୍ତାନ୍ତୀୟ ଶୁଚିକରଣ ବିଷୟ ରେ ତର୍କ କରୁଥିଲେ।
26 ତେଣୁ ଶିଷ୍ଯମାନେ ଆସି ଯୋହନଙ୍କୁ କହିଲେ, ହେ ଗୁରୁ, ତୁମ୍ଭ ସହିତ ୟର୍ଦ୍ଦନ ନଦୀର ଆର ପାରି ରେ ଯେଉଁ ଲୋକ ଥିଲେ, ତାହାଙ୍କୁ ମନେ ପକାଅ। ତୁମ୍ଭେ ସହେି ଲୋକ ବିଷୟ ରେ ଲୋକମାନଙ୍କୁ କହିଥିଲ। ସହେି ଲୋକ ବାପ୍ତିସ୍ମ ଦେଉଛନ୍ତି ଓ ଅନକେ ଲୋକ ତାହାଙ୍କ ପାଖକୁ ଯାଉଛନ୍ତି।
27 ଯୋହନ ଉତ୍ତର ଦେଲେ, ପରମେଶ୍ବର ଗୋଟିଏ ଲୋକକୁ ଯାହା ଦିଅନ୍ତି, ସେ କବଳେ ସତେିକି ପାଏ।
28 ତୁମ୍ଭମାନେେ ନିଜେ ମାରେ କହିବା ଶୁଣିଛ ଯେ 'ମୁଁ ଖ୍ରୀଷ୍ଟ ନୁହେଁ। ତାହାଙ୍କ ପାଇଁ ପଥ ତିଆରି କରିବା ଉଦ୍ଦେଶ୍ଯ ରେ ଈଶ୍ବର ମାେତେ ପଠାଇଛନ୍ତି।'
29 କନ୍ଯା କବଳେ ବରର। ବରକୁ ସାହାୟ୍ଯ କରୁଥିବା ବନ୍ଧୁ ବର ଆସିବା ପର୍ୟ୍ଯନ୍ତ ଶୁଣେ ଓ ଅପେକ୍ଷା କରେ। ବରର ସ୍ବର ଶୁଣି ସହେି ବନ୍ଧୁ ବହୁତ ଖୁସି ହୁଏ। ମୁଁ ଏବେ ସହେି ଭଳି ଆନନ୍ଦ ପାଉଛି। ଏହା ମାରେ ଆନନ୍ଦର ସମୟ।
30 ଯୀଶୁଙ୍କର ଅବଶ୍ଯ ବୃଦ୍ଧି ହେଉ। ଏବଂ ମାରେ ପ୍ରୟୋଜନୀୟତା ଅବଶ୍ଯ କମି ଯାଉ।
22 After these things came Jesus and his disciples into the land of Judaea; and there he tarried with them, and baptized.
23 And John also was baptizing in Aenon near to Salim, because there was much water there: and they came, and were baptized.
24 For John was not yet cast into prison.
25 Then there arose a question between some of John’s disciples and the Jews about purifying.
26 And they came unto John, and said unto him, Rabbi, he that was with thee beyond Jordan, to whom thou barest witness, behold, the same baptizeth, and all men come to him.
27 John answered and said, A man can receive nothing, except it be given him from heaven.
28 Ye yourselves bear me witness, that I said, I am not the Christ, but that I am sent before him.
29 He that hath the bride is the bridegroom: but the friend of the bridegroom, which standeth and heareth him, rejoiceth greatly because of the bridegroom’s voice: this my joy therefore is fulfilled.
30 He must increase, but I must decrease.
John 3 in Tamil and English
22 ଏହାପରେ ଯୀଶୁ ଓ ତାହାଙ୍କର ଶିଷ୍ଯମାନେ ୟିହୂଦା ଅଞ୍ଚଳକୁ ଗଲେ। ସଠାେରେ ଯୀଶୁ ତାହାଙ୍କ ଶିଷ୍ଯମାନଙ୍କ ସହିତ ରହି ଲୋକଙ୍କୁ ବାପ୍ତିସ୍ମ ଦେଲେ।
After these things came Jesus and his disciples into the land of Judaea; and there he tarried with them, and baptized.
23 ଯୋହନ ମଧ୍ଯ ଏ ନୋନ ଗ୍ରାମ ରେ ଲୋକମାନଙ୍କୁ ବାପ୍ତିଜିତ ଦେଉଥିଲେ। ଏ ନୋନ ଶାଲମ ନଗର ନିକଟବର୍ତ୍ତୀ। ସଠାେରେ ପ୍ରଚୁର ଜଳ ଥିବାରୁ ଯୋହନ ସଠାେରେ ବାପ୍ତିସ୍ମ ଦେଉଥିଲେ। ଲୋକମାନେ ସଠାେକୁ ବାପ୍ତିଜିତ ହବୋପାଇଁ ଯାଉଥିଲେ।
And John also was baptizing in Aenon near to Salim, because there was much water there: and they came, and were baptized.
24 ଯୋହନ କାରାଗାର ରେ ବନ୍ଦୀ ହବୋ ପୂର୍ବରୁ ଏସବୁ ଘଟିଥିଲା।
For John was not yet cast into prison.
25 ଯୋହନଙ୍କର କେତକେ ଶିଷ୍ଯଙ୍କର ସହିତ ଜଣେ ୟିହୁଦୀଙ୍କର ୟୁକ୍ତିତର୍କ ହେଲା। ସମାନେେ ତାହାଙ୍କ ସହିତ ଧର୍ମ ସଂକ୍ତାନ୍ତୀୟ ଶୁଚିକରଣ ବିଷୟ ରେ ତର୍କ କରୁଥିଲେ।
Then there arose a question between some of John’s disciples and the Jews about purifying.
26 ତେଣୁ ଶିଷ୍ଯମାନେ ଆସି ଯୋହନଙ୍କୁ କହିଲେ, ହେ ଗୁରୁ, ତୁମ୍ଭ ସହିତ ୟର୍ଦ୍ଦନ ନଦୀର ଆର ପାରି ରେ ଯେଉଁ ଲୋକ ଥିଲେ, ତାହାଙ୍କୁ ମନେ ପକାଅ। ତୁମ୍ଭେ ସହେି ଲୋକ ବିଷୟ ରେ ଲୋକମାନଙ୍କୁ କହିଥିଲ। ସହେି ଲୋକ ବାପ୍ତିସ୍ମ ଦେଉଛନ୍ତି ଓ ଅନକେ ଲୋକ ତାହାଙ୍କ ପାଖକୁ ଯାଉଛନ୍ତି।
And they came unto John, and said unto him, Rabbi, he that was with thee beyond Jordan, to whom thou barest witness, behold, the same baptizeth, and all men come to him.
27 ଯୋହନ ଉତ୍ତର ଦେଲେ, ପରମେଶ୍ବର ଗୋଟିଏ ଲୋକକୁ ଯାହା ଦିଅନ୍ତି, ସେ କବଳେ ସତେିକି ପାଏ।
John answered and said, A man can receive nothing, except it be given him from heaven.
28 ତୁମ୍ଭମାନେେ ନିଜେ ମାରେ କହିବା ଶୁଣିଛ ଯେ 'ମୁଁ ଖ୍ରୀଷ୍ଟ ନୁହେଁ। ତାହାଙ୍କ ପାଇଁ ପଥ ତିଆରି କରିବା ଉଦ୍ଦେଶ୍ଯ ରେ ଈଶ୍ବର ମାେତେ ପଠାଇଛନ୍ତି।'
Ye yourselves bear me witness, that I said, I am not the Christ, but that I am sent before him.
29 କନ୍ଯା କବଳେ ବରର। ବରକୁ ସାହାୟ୍ଯ କରୁଥିବା ବନ୍ଧୁ ବର ଆସିବା ପର୍ୟ୍ଯନ୍ତ ଶୁଣେ ଓ ଅପେକ୍ଷା କରେ। ବରର ସ୍ବର ଶୁଣି ସହେି ବନ୍ଧୁ ବହୁତ ଖୁସି ହୁଏ। ମୁଁ ଏବେ ସହେି ଭଳି ଆନନ୍ଦ ପାଉଛି। ଏହା ମାରେ ଆନନ୍ଦର ସମୟ।
He that hath the bride is the bridegroom: but the friend of the bridegroom, which standeth and heareth him, rejoiceth greatly because of the bridegroom’s voice: this my joy therefore is fulfilled.
30 ଯୀଶୁଙ୍କର ଅବଶ୍ଯ ବୃଦ୍ଧି ହେଉ। ଏବଂ ମାରେ ପ୍ରୟୋଜନୀୟତା ଅବଶ୍ଯ କମି ଯାଉ।
He must increase, but I must decrease.