John 3

fullscreen31 ସ୍ବର୍ଗରୁ ଆସିଥିବା ବ୍ଯକ୍ତି ଅନ୍ୟ ଲୋକମାନଙ୍କ ଅପେକ୍ଷା ଶ୍ ରେଷ୍ଠ। ପୃଥିବୀରୁ ଆସିଥିବା ବ୍ଯକ୍ତି ପୃଥିବୀର ଅଟନ୍ତି। ସହେି ବ୍ଯକ୍ତି ପୃଥିବୀ ରେ ଥିବା ବସ୍ତୁ ବିଷୟ ରେ କହନ୍ତି। କିନ୍ତୁ ଯେଉଁ ବ୍ଯକ୍ତି ସ୍ବର୍ଗରୁ ଆସନ୍ତି, ସେ ଅନ୍ୟ ସମସ୍ତଙ୍କଠାରୁ ଶ୍ରଷ୍ଠ।

fullscreen32 ସେ ଯାହା ଦେଖିଛନ୍ତି ଓ ଶୁଣିଛନ୍ତି ସହେି ବିଷୟ ରେ କୁହନ୍ତି। କିନ୍ତୁ ସେ କହିଥିବା କଥା ସବୁ ଲୋକେ ଗ୍ରହଣ କରନ୍ତି ନାହିଁ।

fullscreen33 ସେ କହୁଥିବା କଥା ଗୁଡିକୁ ଯେଉଁ ଲୋକ ଗ୍ରହଣ କରେ, ସେ ପ୍ରମାଣ ଦିଏ ଯେ ପରମେଶ୍ବର ଯାହା କହନ୍ତି ତାହା ସତ୍ଯ।

fullscreen34 ପରମେଶ୍ବର ତାହାଙ୍କୁ ପଠାଇଛନ୍ତି। ପରମେଶ୍ବର ଯାହା କହିଥାନ୍ତି, ସେ ତାହା କହନ୍ତି। ପରମେଶ୍ବର ସମ୍ପୂର୍ଣ୍ଣଭାବେ ତାହାଙ୍କୁ ପବିତ୍ର ଆତ୍ମା ପ୍ରଦାନ କରିଛନ୍ତି।

fullscreen35 ପରମପିତା ପୁତ୍ରଙ୍କୁ ଭଲ ପାଆନ୍ତି। ସେ ତାହାଙ୍କୁ ସମସ୍ତ ବିଷୟର ଉପରେ କ୍ଷମତା ପ୍ରଦାନ କରିଛନ୍ତି।

31 He that cometh from above is above all: he that is of the earth is earthly, and speaketh of the earth: he that cometh from heaven is above all.

32 And what he hath seen and heard, that he testifieth; and no man receiveth his testimony.

33 He that hath received his testimony hath set to his seal that God is true.

34 For he whom God hath sent speaketh the words of God: for God giveth not the Spirit by measure unto him.

35 The Father loveth the Son, and hath given all things into his hand.

John 3 in Tamil and English

31 ସ୍ବର୍ଗରୁ ଆସିଥିବା ବ୍ଯକ୍ତି ଅନ୍ୟ ଲୋକମାନଙ୍କ ଅପେକ୍ଷା ଶ୍ ରେଷ୍ଠ। ପୃଥିବୀରୁ ଆସିଥିବା ବ୍ଯକ୍ତି ପୃଥିବୀର ଅଟନ୍ତି। ସହେି ବ୍ଯକ୍ତି ପୃଥିବୀ ରେ ଥିବା ବସ୍ତୁ ବିଷୟ ରେ କହନ୍ତି। କିନ୍ତୁ ଯେଉଁ ବ୍ଯକ୍ତି ସ୍ବର୍ଗରୁ ଆସନ୍ତି, ସେ ଅନ୍ୟ ସମସ୍ତଙ୍କଠାରୁ ଶ୍ରଷ୍ଠ।
He that cometh from above is above all: he that is of the earth is earthly, and speaketh of the earth: he that cometh from heaven is above all.

32 ସେ ଯାହା ଦେଖିଛନ୍ତି ଓ ଶୁଣିଛନ୍ତି ସହେି ବିଷୟ ରେ କୁହନ୍ତି। କିନ୍ତୁ ସେ କହିଥିବା କଥା ସବୁ ଲୋକେ ଗ୍ରହଣ କରନ୍ତି ନାହିଁ।
And what he hath seen and heard, that he testifieth; and no man receiveth his testimony.

33 ସେ କହୁଥିବା କଥା ଗୁଡିକୁ ଯେଉଁ ଲୋକ ଗ୍ରହଣ କରେ, ସେ ପ୍ରମାଣ ଦିଏ ଯେ ପରମେଶ୍ବର ଯାହା କହନ୍ତି ତାହା ସତ୍ଯ।
He that hath received his testimony hath set to his seal that God is true.

34 ପରମେଶ୍ବର ତାହାଙ୍କୁ ପଠାଇଛନ୍ତି। ପରମେଶ୍ବର ଯାହା କହିଥାନ୍ତି, ସେ ତାହା କହନ୍ତି। ପରମେଶ୍ବର ସମ୍ପୂର୍ଣ୍ଣଭାବେ ତାହାଙ୍କୁ ପବିତ୍ର ଆତ୍ମା ପ୍ରଦାନ କରିଛନ୍ତି।
For he whom God hath sent speaketh the words of God: for God giveth not the Spirit by measure unto him.

35 ପରମପିତା ପୁତ୍ରଙ୍କୁ ଭଲ ପାଆନ୍ତି। ସେ ତାହାଙ୍କୁ ସମସ୍ତ ବିଷୟର ଉପରେ କ୍ଷମତା ପ୍ରଦାନ କରିଛନ୍ତି।
The Father loveth the Son, and hath given all things into his hand.