John 3 - ASV (Oriya)
1 Now there was a man of the Pharisees, named Nicodemus, a ruler of the Jews:କଦୀମ ନାମକ ଜଣେ ବ୍ଯକ୍ତି ଥିଲେ। ସେ ଜଣେ ଫାରୂଶୀ ଥିଲେ। ସେ ଯିହୂଦୀମାନଙ୍କର ଜଣେ ମୁଖ୍ଯ ନେତା ଥିଲେ।
2 the same came unto him by night, and said to him, Rabbi, we know that thou art a teacher come from God; for no one can do these signs that thou doest, except God be with him.ସେ ଦିନେ ରାତ୍ରି ରେ ଯୀଶୁଙ୍କ ପାଖକୁ ଆସିଲେ। ସେ କହିଲେ, ହେ ଗୁରୁ, ଆମ୍ଭେ ଜାଣୁଛୁ ଯେ, ତୁମ୍ଭେ ଏକ ଗୁରୁ, ପରମେଶ୍ବରଙ୍କ ଦ୍ବାରା ପଠାଯାଇ ଅଛ। ତୁମ୍ଭେ ଯେଉଁସବୁ ଆଶ୍ଚର୍ୟ୍ଯ କାର୍ୟ୍ଯ କରୁଛ ସେ ଗୁଡିକ ପରମେଶ୍ବରଙ୍କ ସାହାୟ୍ଯ ନପାଇ କହେି କରିପାରିବେ ନାହିଁ।
3 Jesus answered and said unto him, Verily, verily, I say unto thee, Except one be born anew, he cannot see the kingdom of God.ଯୀଶୁ ତାହାଙ୍କୁ ଉତ୍ତର ଦେଲେ, ମୁଁ ତୁମ୍ଭକୁ ସତ୍ଯ କହୁଛି। ପ୍ରେତ୍ୟକକ ବ୍ଯକ୍ତି ନିଶ୍ଚିତ ରୂପେ ପୁନର୍ବାର ଜନ୍ମ ହବୋ ଆବଶ୍ଯକ। ଯଦି କୌଣସି ଲକେ ପୁନର୍ବାର ଜନ୍ମ ନହୁଏ, ତବେେ ସେ ଲୋକ ପରମେଶ୍ବରଙ୍କର ରାଜ୍ଯ ରେ କଦାପି ପ୍ରବେଶ କରିପାରିବ ନାହିଁ।
4 Nicodemus saith unto him, How can a man be born when he is old? can he enter a second time into his mother's womb, and be born?ନୀକଦୀମ ତାହାଙ୍କୁ କହିଲେ, କିନ୍ତୁ ଯଦି କୌଣସି ବ୍ଯକ୍ତି ବୃଦ୍ଧ ହାଇେ ସାରିଛି, ତବେେ ସେ କିପରି ପୁନର୍ବାର ଜନ୍ମ ନଇେ ପାରିବ? ଜଣେ ଲୋକ କଦାପି ତାର ମାତାର ଗର୍ଭ ରେ ଆଉ ଥରେ ପ୍ରବେଶ କରିପାରିବ ନାହିଁ। ତେଣୁ ଜଣେ ବ୍ଯକ୍ତି କଦାପି ଦ୍ବିତୀୟ ଥର ଜନ୍ମ ଗ୍ରହଣ କରି ପାରିବ ନାହିଁ।
5 Jesus answered, Verily, verily, I say unto thee, Except one be born of water and the Spirit, he cannot enter into the kingdom of God!ଯୀଶୁ ଉତ୍ତର ଦେଲେ, ମୁଁ ତୁମ୍ଭକୁ ସତ୍ଯ କହୁଛି, ଜଣେ ଲୋକ ନିଶ୍ଚିତ ଭାବେ ଜଳ ଓ ଆତ୍ମାରୁ ଜନ୍ମ ହାଇେ ନଥାଏ, ତବେେ ସେ କଦାପି ପରମେଶ୍ବରଙ୍କ ରାଜ୍ଯ ରେ ପ୍ରବେଶ କରି ପାରିବ ନାହିଁ।
6 That which is born of the flesh is flesh; and that which is born of the Spirit is spirit.ଜଣେ ଲୋକର ଶରୀର ତାର ପିତା ମାତାଙ୍କଠାରୁ ଜନ୍ମ ନିଏ। କିନ୍ତୁ ଜଣେ ଲୋକର ଆତ୍ମିକ ଜୀବନ ଆତ୍ମାଙ୍କଠାରୁ ଜନ୍ମ ନିଏ।
7 Marvel not that I said unto thee, Ye must be born anew.ତେଣୁ ଆଶ୍ଚର୍ୟ୍ଯ ହୁଅ ନାହିଁ, କାରଣ ତୁମ୍ଭକୁ କହିଲି ଯେ, 'ତୁମ୍ଭକୁ ନିଶ୍ଚୟ ପୁନର୍ବାର ଜନ୍ମ ହବୋକୁ ପଡିବ।'
8 The wind bloweth where it will, and thou hearest the voice thereof, but knowest not whence it cometh, and whither it goeth: so is every one that is born of the Spirit.ପବନ ତା' ଇଚ୍ଛା ଅନୁସାରେ ବ ହେ ଓ ନିଜ ଇଚ୍ଛା ରେ ଗତି କରେ। ତୁମ୍ଭେ ପବନ ବହିବାର ଶବ୍ଦ ଶୁଣିଥାଅ, କିନ୍ତୁ ତୁମ୍ଭେ ଜାଣି ନ ଥାଅ, ପବନ କେଉଁଠାରୁ ଆ ସେ ଓ କେଉଁଠାକୁ ଯାଏ। ଆତ୍ମାରୁ ଜନ୍ମ ନଇେଥିବା ପ୍ରେତ୍ୟକକ ଲୋକ ଠିକ୍ ସହେିପରି।
9 Nicodemus answered and said unto him, How can these things be?ନୀକଦୀମ ପଚାରିଲେ, ଏସବୁ କିପରି ସମ୍ଭବ ହାଇେ ପାରିବ?
10 Jesus answered and said unto him, Art thou the teacher of Israel, and understandest not these things?ଯୀଶୁ ତାହାଙ୍କୁ ଉତ୍ତର ଦେଲେ, ତୁମ୍ଭେ ଇଶ୍ରାୟେଲର ଜଣେ ପ୍ରଧାନ ଗୁରୁ। କିନ୍ତୁ ତୁମ୍ଭେ ଏସବୁ କଥା ବୁଝି ପାରୁନାହଁ?
11 Verily, verily, I say unto thee, We speak that which we know, and bear witness of that which we have seen; and ye receive not our witness.ମୁଁ ତୁମ୍ଭକୁ ସତ୍ଯ କହୁଛି, ତୁମ୍ଭେ ଯାହା ସବୁ ଜାଣୁ ତାହା ସବୁ କହୁଛୁ, ଆମ୍ଭେ ଯାହା ଦେଖିଛୁ ତାହା ତୁମ୍ଭକୁ କହୁଛୁ, କିନ୍ତୁ ଆମ୍ଭେ ତୁମ୍ଭମାନଙ୍କୁ ଯାହା କହୁଛୁ, ତୁମ୍ଭମାନେେ ତାହା ଗ୍ରହଣ କରୁନାହଁ।
12 If I told you earthly things and ye believe not, how shall ye believe if I tell you heavenly things?ମୁଁ ତୁମ୍ଭକୁ ଏ ସଂସାରର ବିଷୟ ସବୁ କହିଛି। କିନ୍ତୁ ତୁମ୍ଭେ ମାେତେ ବିଶ୍ବାସ କରୁନାହଁ। ମୁଁ ଯଦି ତୁମ୍ଭକୁ ସ୍ବର୍ଗ ବିଷୟ ରେ କହିବି, ତବେେ ନିଶ୍ଚିତ ଭାବେ ତୁମ୍ଭେ ବିଶ୍ବାସ କରିବ ନାହିଁ।
13 And no one hath ascended into heaven, but he that descended out of heaven, `even' the Son of man, who is in heaven.ମନଷ୍ଯପୁତ୍ର କବଳେ ସହେି ଜଣେ ୟିଏ ସ୍ବର୍ଗରୁ ଆସିଛନ୍ତି ଓ ସେ ହିଁ ଏକମାତ୍ର ୟିଏ ସ୍ବର୍ଗକୁ ଯାଇଛନ୍ତି।
14 And as Moses lifted up the serpent in the wilderness, even so must the Son of man be lifted up; ମାଶାେ ମରୁଭୂମିରେ ସର୍ପକୁ ଉପରକୁ ଉଠାଇଥିଲେ। ଠିକ୍ ସହେିପରି ମନୁଷ୍ଯପୁତ୍ର ମଧ୍ଯ ଉପରକୁ ଉଠାଯିବେ।
15 that whosoever believeth may in him have eternal life.ଏହା ଦ୍ବାରା ମନୁଷ୍ଯପୁତ୍ରଙ୍କଠା ରେ ବିଶ୍ବାସ କରୁଥିବା ପ୍ରେତ୍ୟକକ ଲୋକ ଅନନ୍ତ ଜୀବନ ଲାଭ କରିବ।
16 For God so loved the world, that he gave his only begotten Son, that whosoever believeth on him should not perish, but have eternal life.ହଁ, ପରମେଶ୍ବର ଏ ପୃଥିବୀକୁ ଏତେ ପ୍ ରମେ କଲେ ଯେ ସେ ତାହାଙ୍କ ଏକମାତ୍ର ପୁତ୍ରଙ୍କୁ ଦାନ କଲେ। ପରମେଶ୍ବର ତାହାଙ୍କ ପୁତ୍ରଙ୍କୁ ଦାନ କଲେ ଯେପରି ତାହାଙ୍କ ପୁତ୍ରଙ୍କୁ ବିଶ୍ବାସ କରୁଥିବା ପ୍ରେତ୍ୟକକ ବ୍ଯକ୍ତି, ବିନାଶ ହବେେ ନାହିଁ, କିନ୍ତୁ ଅନନ୍ତ ଜୀବନ ପାଇବେ।
17 For God sent not the Son into the world to judge the world; but that the world should be saved through him.ପରମେଶ୍ବର ତାହାଙ୍କ ପୁତ୍ରଙ୍କୁ ଏ ଜଗତକୁ ପଠାଇଲେ। ସେ ତାହାଙ୍କୁ ଜଗତର ବିଚାର କରିବା ପାଇଁ ପଠାଇ ନଥିଲେ। ମାତ୍ର ଏହି ଜଗତ ଯେପରି ତାହାଙ୍କ ପୁତ୍ରଙ୍କ ଦ୍ବାରା ଉଦ୍ଧାର ପାଇବ, ସେଥିପାଇଁ ସେ ତାହାଙ୍କୁ ପଠାଇଥିଲେ।
18 He that believeth on him is not judged: he that believeth not hath been judged already, because he hath not believed on the name of the only begotten Son of God.ପରମେଶ୍ବରଙ୍କ ପୁତ୍ରଙ୍କଠା ରେ ବିଶ୍ବାସ ରଖୁଥିବା ଲୋକ କବେେ ବିଚାରିତ ହୁଏ ନାହିଁ। କିନ୍ତୁ ତାହାଙ୍କଠା ରେ ବିଶ୍ବାସ ନ କରୁଥିବା ଲୋକ ବିଚାରିତ ହାଇେସାରିଛି। କାରଣ ସେ ପରମେଶ୍ବରଙ୍କର ଏକମାତ୍ର ପୁତ୍ରଙ୍କୁ ବିଶ୍ବାସ କଲାନାହିଁ।
19 And this is the judgment, that the light is come into the world, and men loved the darkness rather than the light; for their works were evil.ଲୋକମାନଙ୍କର ବିଚାର ଏହି ବିଷୟ ଦ୍ବାରା ହୁଏ: ସହେି ଆଲୋକ ଜଗତକୁ ଆସିଲେ, କିନ୍ତୁ ଲୋକେ ସହେି ଆଲୋକ ଚାହିଁଲେ ନାହିଁ, ସମାନେେ ଅନ୍ଧକାର ଚାହିଁଲେ, କାରଣ ସମାନେେ ମନ୍ଦକାର୍ୟ୍ଯ ରେ ରତଥିଲେ।
20 For every one that doeth evil hateth the light, and cometh not to the light, lest his works should be reproved.ମନ୍ଦକାର୍ୟ୍ଯ କରୁଥିବା ପ୍ରେତ୍ୟକକ ଲୋକ ଆଲୋକକୁ ଘୃଣା କରେ। ସେ କବେେ ଆଲୋକକୁ ଆସିବ ନାହିଁ କାରଣ ଆଲୋକ ତା'ର କୃତ ସମସ୍ତ ମନ୍ଦକାର୍ୟ୍ଯ ଗୁଡିକୁ ଦଖାଇେ ଦବେ।
21 But he that doeth the truth cometh to the light, that his works may be made manifest, that they have been wrought in God.କିନ୍ତୁ ଯେଉଁ ଲୋକ ସତ୍ଯପଥ ଅନୁସରଣ କରେ, ସେ ଆଲୋକ ନିକଟକୁ ଆ ସେ। ତା'ପରେ ଆଲୋକ ସ୍ପଷ୍ଟ ଦଖାଇେ ଦବେ ଯେ ସେ ଲୋକ ଯେଉଁ କାର୍ୟ୍ଯ କରିଛି ତାହା ସେ ପରମେଶ୍ବରଙ୍କ ମାଧ୍ଯମ ରେ କରିଛି।
22 After these things came Jesus and his disciples into the land of Judea; and there he tarried with them, and baptized.ଏହାପରେ ଯୀଶୁ ଓ ତାହାଙ୍କର ଶିଷ୍ଯମାନେ ୟିହୂଦା ଅଞ୍ଚଳକୁ ଗଲେ। ସଠାେରେ ଯୀଶୁ ତାହାଙ୍କ ଶିଷ୍ଯମାନଙ୍କ ସହିତ ରହି ଲୋକଙ୍କୁ ବାପ୍ତିସ୍ମ ଦେଲେ।
23 And John also was baptizing in Enon near to Salim, because there was much water there: and they came, and were baptized.ଯୋହନ ମଧ୍ଯ ଏ ନୋନ ଗ୍ରାମ ରେ ଲୋକମାନଙ୍କୁ ବାପ୍ତିଜିତ ଦେଉଥିଲେ। ଏ ନୋନ ଶାଲମ ନଗର ନିକଟବର୍ତ୍ତୀ। ସଠାେରେ ପ୍ରଚୁର ଜଳ ଥିବାରୁ ଯୋହନ ସଠାେରେ ବାପ୍ତିସ୍ମ ଦେଉଥିଲେ। ଲୋକମାନେ ସଠାେକୁ ବାପ୍ତିଜିତ ହବୋପାଇଁ ଯାଉଥିଲେ।
24 For John was not yet cast into prison.ଯୋହନ କାରାଗାର ରେ ବନ୍ଦୀ ହବୋ ପୂର୍ବରୁ ଏସବୁ ଘଟିଥିଲା।
25 There arose therefore a questioning on the part of John's disciples with a Jew about purifying.ଯୋହନଙ୍କର କେତକେ ଶିଷ୍ଯଙ୍କର ସହିତ ଜଣେ ୟିହୁଦୀଙ୍କର ୟୁକ୍ତିତର୍କ ହେଲା। ସମାନେେ ତାହାଙ୍କ ସହିତ ଧର୍ମ ସଂକ୍ତାନ୍ତୀୟ ଶୁଚିକରଣ ବିଷୟ ରେ ତର୍କ କରୁଥିଲେ।
26 And they came unto John, and said to him, Rabbi, he that was with thee beyond the Jordan, to whom thou hast borne witness, behold, the same baptizeth, and all men come to him.ତେଣୁ ଶିଷ୍ଯମାନେ ଆସି ଯୋହନଙ୍କୁ କହିଲେ, ହେ ଗୁରୁ, ତୁମ୍ଭ ସହିତ ୟର୍ଦ୍ଦନ ନଦୀର ଆର ପାରି ରେ ଯେଉଁ ଲୋକ ଥିଲେ, ତାହାଙ୍କୁ ମନେ ପକାଅ। ତୁମ୍ଭେ ସହେି ଲୋକ ବିଷୟ ରେ ଲୋକମାନଙ୍କୁ କହିଥିଲ। ସହେି ଲୋକ ବାପ୍ତିସ୍ମ ଦେଉଛନ୍ତି ଓ ଅନକେ ଲୋକ ତାହାଙ୍କ ପାଖକୁ ଯାଉଛନ୍ତି।
27 John answered and said, A man can receive nothing, except it have been given him from heaven.ଯୋହନ ଉତ୍ତର ଦେଲେ, ପରମେଶ୍ବର ଗୋଟିଏ ଲୋକକୁ ଯାହା ଦିଅନ୍ତି, ସେ କବଳେ ସତେିକି ପାଏ।
28 Ye yourselves bear me witness, that I said, I am not the Christ, but, that I am sent before him.ତୁମ୍ଭମାନେେ ନିଜେ ମାରେ କହିବା ଶୁଣିଛ ଯେ 'ମୁଁ ଖ୍ରୀଷ୍ଟ ନୁହେଁ। ତାହାଙ୍କ ପାଇଁ ପଥ ତିଆରି କରିବା ଉଦ୍ଦେଶ୍ଯ ରେ ଈଶ୍ବର ମାେତେ ପଠାଇଛନ୍ତି।'
29 He that hath the bride is the bridegroom: but the friend of the bridegroom, that standeth and heareth him, rejoiceth greatly because of the bridegroom's voice: this my joy therefore is made full.କନ୍ଯା କବଳେ ବରର। ବରକୁ ସାହାୟ୍ଯ କରୁଥିବା ବନ୍ଧୁ ବର ଆସିବା ପର୍ୟ୍ଯନ୍ତ ଶୁଣେ ଓ ଅପେକ୍ଷା କରେ। ବରର ସ୍ବର ଶୁଣି ସହେି ବନ୍ଧୁ ବହୁତ ଖୁସି ହୁଏ। ମୁଁ ଏବେ ସହେି ଭଳି ଆନନ୍ଦ ପାଉଛି। ଏହା ମାରେ ଆନନ୍ଦର ସମୟ।
30 He must increase, but I must decrease.ଯୀଶୁଙ୍କର ଅବଶ୍ଯ ବୃଦ୍ଧି ହେଉ। ଏବଂ ମାରେ ପ୍ରୟୋଜନୀୟତା ଅବଶ୍ଯ କମି ଯାଉ।
31 He that cometh from above is above all: he that is of the earth is of the earth, and of the earth he speaketh: he that cometh from heaven is above all.ସ୍ବର୍ଗରୁ ଆସିଥିବା ବ୍ଯକ୍ତି ଅନ୍ୟ ଲୋକମାନଙ୍କ ଅପେକ୍ଷା ଶ୍ ରେଷ୍ଠ। ପୃଥିବୀରୁ ଆସିଥିବା ବ୍ଯକ୍ତି ପୃଥିବୀର ଅଟନ୍ତି। ସହେି ବ୍ଯକ୍ତି ପୃଥିବୀ ରେ ଥିବା ବସ୍ତୁ ବିଷୟ ରେ କହନ୍ତି। କିନ୍ତୁ ଯେଉଁ ବ୍ଯକ୍ତି ସ୍ବର୍ଗରୁ ଆସନ୍ତି, ସେ ଅନ୍ୟ ସମସ୍ତଙ୍କଠାରୁ ଶ୍ରଷ୍ଠ।
32 What he hath seen and heard, of that he beareth witness; and no man receiveth his witness.ସେ ଯାହା ଦେଖିଛନ୍ତି ଓ ଶୁଣିଛନ୍ତି ସହେି ବିଷୟ ରେ କୁହନ୍ତି। କିନ୍ତୁ ସେ କହିଥିବା କଥା ସବୁ ଲୋକେ ଗ୍ରହଣ କରନ୍ତି ନାହିଁ।
33 He that hath received his witness hath set his seal to `this', that God is true.ସେ କହୁଥିବା କଥା ଗୁଡିକୁ ଯେଉଁ ଲୋକ ଗ୍ରହଣ କରେ, ସେ ପ୍ରମାଣ ଦିଏ ଯେ ପରମେଶ୍ବର ଯାହା କହନ୍ତି ତାହା ସତ୍ଯ।
34 For he whom God hath sent speaketh the words of God: for he giveth not the Spirit by measure.ପରମେଶ୍ବର ତାହାଙ୍କୁ ପଠାଇଛନ୍ତି। ପରମେଶ୍ବର ଯାହା କହିଥାନ୍ତି, ସେ ତାହା କହନ୍ତି। ପରମେଶ୍ବର ସମ୍ପୂର୍ଣ୍ଣଭାବେ ତାହାଙ୍କୁ ପବିତ୍ର ଆତ୍ମା ପ୍ରଦାନ କରିଛନ୍ତି।
35 The Father loveth the Son, and hath given all things into his hand.ପରମପିତା ପୁତ୍ରଙ୍କୁ ଭଲ ପାଆନ୍ତି। ସେ ତାହାଙ୍କୁ ସମସ୍ତ ବିଷୟର ଉପରେ କ୍ଷମତା ପ୍ରଦାନ କରିଛନ୍ତି।
36 He that believeth on the Son hath eternal life; but he that obeyeth not the Son shall not see life, but the wrath of God abideth on him.ପୁତ୍ରଙ୍କୁ ବିଶ୍ବାସ କରୁଥିବା ଲୋକ ଅନନ୍ତ ଜୀବନ ପାଆନ୍ତି। କିନ୍ତୁ ପୁତ୍ରଙ୍କୁ ଅବଜ୍ଞା କରୁଥିବା ଲୋକ କଦାପି ଅନନ୍ତ ଜୀବନ ଲାଭ କରିବ ନାହିଁ। ସହେି ଲୋକମାନଙ୍କ ଉପରେ ପରମେଶ୍ବରଙ୍କର କୋରଧ ରହିବ।
Oriya Bible