John 7

fullscreen40 ଯୀଶୁଙ୍କ ଏହି କଥା ଲୋକମାନେ ଶୁଣିଲେ। କେତକେ ଲୋକ କହିଲେ, ଏହି ଲୋକ ପ୍ରକୃତ ରେ ସହେି ଭବିଷ୍ଯଦ୍ବକ୍ତା।

fullscreen41 ଅନ୍ୟମାନେ କହିଲେ, ସେ ଖ୍ରୀଷ୍ଟ।

fullscreen42 ଧର୍ମଶାସ୍ତ୍ର କୁ ହେ ଯେ ଖ୍ରୀଷ୍ଟ ଦାଉଦଙ୍କ ପରିବାରରୁ ଆସିବେ। ଏବଂ ଧର୍ମଶାସ୍ତ୍ର କୁ ହେ ଯେ, ଖ୍ରୀଷ୍ଟ ଦାଉଦଙ୍କ ବାସସ୍ଥଳ ବେଥଲହେିମ ନଗରରୁ ଆସିବେ।

fullscreen43 ତେଣୁ ଲକମାନେେ ଯୀଶୁଙ୍କ ବିଷୟ ରେ ଭିନ୍ନ ଭିନ୍ନ ମତ ଦେଲେ।

fullscreen44 ଲୋକମାନଙ୍କ ମଧ୍ଯରୁ କେତକେ ଯୀଶୁଙ୍କୁ ବନ୍ଦୀ କରିବା ପାଇଁ ଚାହିଁଲେ। କିନ୍ତୁ କହେି ଜଣେ ହେଲେ ଏହା କରିବାକୁ ଚେଷ୍ଟା କଲେ ନାହିଁ।

40 Many of the people therefore, when they heard this saying, said, Of a truth this is the Prophet.

41 Others said, This is the Christ. But some said, Shall Christ come out of Galilee?

42 Hath not the scripture said, That Christ cometh of the seed of David, and out of the town of Bethlehem, where David was?

43 So there was a division among the people because of him.

44 And some of them would have taken him; but no man laid hands on him.

John 7 in Tamil and English

40 ଯୀଶୁଙ୍କ ଏହି କଥା ଲୋକମାନେ ଶୁଣିଲେ। କେତକେ ଲୋକ କହିଲେ, ଏହି ଲୋକ ପ୍ରକୃତ ରେ ସହେି ଭବିଷ୍ଯଦ୍ବକ୍ତା।
Many of the people therefore, when they heard this saying, said, Of a truth this is the Prophet.

41 ଅନ୍ୟମାନେ କହିଲେ, ସେ ଖ୍ରୀଷ୍ଟ।
Others said, This is the Christ. But some said, Shall Christ come out of Galilee?

42 ଧର୍ମଶାସ୍ତ୍ର କୁ ହେ ଯେ ଖ୍ରୀଷ୍ଟ ଦାଉଦଙ୍କ ପରିବାରରୁ ଆସିବେ। ଏବଂ ଧର୍ମଶାସ୍ତ୍ର କୁ ହେ ଯେ, ଖ୍ରୀଷ୍ଟ ଦାଉଦଙ୍କ ବାସସ୍ଥଳ ବେଥଲହେିମ ନଗରରୁ ଆସିବେ।
Hath not the scripture said, That Christ cometh of the seed of David, and out of the town of Bethlehem, where David was?

43 ତେଣୁ ଲକମାନେେ ଯୀଶୁଙ୍କ ବିଷୟ ରେ ଭିନ୍ନ ଭିନ୍ନ ମତ ଦେଲେ।
So there was a division among the people because of him.

44 ଲୋକମାନଙ୍କ ମଧ୍ଯରୁ କେତକେ ଯୀଶୁଙ୍କୁ ବନ୍ଦୀ କରିବା ପାଇଁ ଚାହିଁଲେ। କିନ୍ତୁ କହେି ଜଣେ ହେଲେ ଏହା କରିବାକୁ ଚେଷ୍ଟା କଲେ ନାହିଁ।
And some of them would have taken him; but no man laid hands on him.