Joshua 21 - ASV (Oriya)
1 Then came near the heads of fathers' `houses' of the Levites unto Eleazar the priest, and unto Joshua the son of Nun, and unto the heads of fathers' `houses' of the tribes of the children of Israel;ଏହାପରେ ଲବେୀୟମାନଙ୍କ ପିତୃଗୃହର ପ୍ରଧାନମାନେ ଇଲିଯାସର ଯାଜକ ଓ ନୂନର ପକ୍ସ୍ଟତ୍ର ଯିହାଶୂେୟ ଓ ଇଶ୍ରାୟେଲ ସନ୍ତାନମାନଙ୍କ ବଂଶ ସମକ୍ସ୍ଟହର ପିତୃ ଗୃହର ପ୍ରଧାନମାନଙ୍କ ନିକଟକକ୍ସ୍ଟ ଆସିଲେ।
2 and they spake unto them at Shiloh in the land of Canaan, saying, Jehovah commanded Moses to give us cities to dwell in, with the suburbs thereof for our cattle.ଏହା ଏପରି ହେଲା କିଣାନ ଦେଶସ୍ଥ ଶୀଲୋ ନଗର ରେ ଲବେୀୟର ଶାସକଗଣ ତାହାଙ୍କକ୍ସ୍ଟ କହିଲେ, ସଦାପ୍ରଭୁ ମାଶାଙ୍କେକ୍ସ୍ଟ ଆଦେଶ ଦଇେଛନ୍ତି। ସେ ଏହିପରି ଆଦେଶ ଦଇେଛନ୍ତି ଯେ, ତୁମ୍ଭେ ଆମ୍ଭକକ୍ସ୍ଟ ରହିବା ପାଇଁ ଏକ ସହର ଦିଅ। ଏବଂ ସେ ମଧ୍ଯ ନିର୍ଦ୍ଦେଶ ଦଇେଛନ୍ତି ଯେ, ତୁମ୍ଭେ ଆମ୍ଭକକ୍ସ୍ଟ ଭୂମି ଦବେ, ଯେଉଁଠା ରେ ଆମ୍ଭର ପଶକ୍ସ୍ଟମାନେ ଚରାବକ୍ସ୍ଟଲା କରିପାରିବେ।
3 And the children of Israel gave unto the Levites out of their inheritance, according to the commandment of Jehovah, these cities with their suburbs.ତେଣୁ ଇଶ୍ରାୟେଲର ସନ୍ତାନଗଣ ସଦାପ୍ରଭୁଙ୍କର ଏହି ବାକ୍ଯକକ୍ସ୍ଟ ସମ୍ମାନ ଦେଲେ ଓ ମାନି ନେଲେ। ସମାନେେ ଲବେୀୟମାନଙ୍କୁ ଏହି ସହର ଓ ଭୂମି ଦେଲେ ତାଙ୍କର ପଶକ୍ସ୍ଟ ଚରିବା ପାଇଁ ନିଜର ଅଧିକାର ମଧ୍ଯରକ୍ସ୍ଟ।
4 And the lot came out for the families of the Kohathites: and the children of Aaron the priest, who were of the Levites, had by lot out of the tribe of Judah, and out of the tribe of the Simeonites, and out of the tribe of Benjamin, thirteen cities.କାହାତୀଯ ପରିବାର ନିମନ୍ତେ ବାଣ୍ଟ ଉଠିଲା ଲବେୀୟମାନଙ୍କ ମଧ୍ଯରକ୍ସ୍ଟ ହାରୋଣ ଯାଜକର ସନ୍ତାନଗଣ ୟିହକ୍ସ୍ଟଦା ବଂଶରକ୍ସ୍ଟ, ଶିମିୟୋନ ବଂଶରକ୍ସ୍ଟ ଓ ବିନ୍ଯାମୀନ ବଂଶରକ୍ସ୍ଟ ତରଟେି ନଗର ପାଇଲେ।
5 And the rest of the children of Kohath had by lot out of the families of the tribe of Ephraim, and out of the tribe of Dan, and out of the half-tribe of Manasseh, ten cities.କହାତର ଅବଶିଷ୍ଟ ବଂଶଧରମାନେ ଇଫ୍ରଯିମ ବଂଶର ସମସ୍ତ ବଂଶରକ୍ସ୍ଟ ଓ ଦାନବଂଶ ଏବଂ ମନଃଶିର ଅର୍ଦ୍ଧବଂଶରକ୍ସ୍ଟ ଦଶ ନଗର ପାଇଲେ।
6 And the children of Gershon had by lot out of the families of the tribe of Issachar, and out of the tribe of Asher, and out of the tribe of Naphtali, and out of the half-tribe of Manasseh in Bashan, thirteen cities.ଗେର୍ଶୋନର ସନ୍ତାନଗଣ ଇଷାଖର ବଂଶର ସମସ୍ତ ବଂଶରକ୍ସ୍ଟ ଏବଂ ଅଶରେ ବଂଶ, ନଲ୍ଗାଲି ବଂଶ ଓ ବାଶନସ୍ଥ ମନଃଶିର ଅର୍ଦ୍ଧ ବଂଶରକ୍ସ୍ଟ ତରଟେି ନଗର ପାଇଲେ।
7 The children of Merari according to their families had out of the tribe of Reuben, and out of the tribe of Gad, and out of the tribe of Zebulun, twelve cities.ମରାରି ସନ୍ତାନଗଣ ନିଜ ନିଜ ବଂଶାନକ୍ସ୍ଟସା ରେ ରକ୍ସ୍ଟବନେ ବଂଶ, ଗାଦ ବଂଶ ସବୂଲୂନ ବଂଶରକ୍ସ୍ଟ ଏହିପରି ବାରଟି ନଗର ପାଇଲେ।
8 And the children of Israel gave by lot unto the Levites these cities with their suburbs, as Jehovah commanded by Moses.ଏହିପରି ଇଶ୍ରାୟେଲ ସନ୍ତାନଗଣ ମାଶାେଦ୍ବାରା ସଦାପ୍ରଭୁ ଯେପରି ଆଜ୍ଞା ଦଇେଥିଲେ, ସହେିପରି ଭାବରେ ଗକ୍ସ୍ଟଳାବାଣ୍ଟ କରି ଲବେୀୟ ଲୋକମାନଙ୍କୁ ଏହିସବୁ ନଗର ଓ ତହିଁର ତଳଭୂମି ଦେଲେ।
9 And they gave out of the tribe of the children of Judah, and out of the tribe of the children of Simeon, these cities which are `here' mentioned by name:ଏବଂ ସମାନେେ ୟିହକ୍ସ୍ଟଦା ସନ୍ତାନଗଣ ବଂଶରକ୍ସ୍ଟ ଓଶିମିଯୋନ ସନ୍ତାନଗଣର ବଂଶରକ୍ସ୍ଟ ଏହିସବୁ ନଗର ଦେଲେ। ସେ ଯେଉଁ ସହରଗକ୍ସ୍ଟଡିକ ଦାନ କଲେ ତାହାର ନାମ ଲିଖିତ ଅଛି।
10 and they were for the children of Aaron, of the families of the Kohathites, who were of the children of Levi; for theirs was the first lot.ପ୍ରଥମ ପସନ୍ଦ ସହର ଭିତ ରେ ଲବେୀୟମାନଙ୍କୁ ଦିଆଗଲା କହାତର ବଂଶୀଯମାନଙ୍କର ହେଲା।
11 And they gave them Kiriath-arba, `which Arba was' the father of Anak (the same is Hebron), in the hill-country of Judah, with the suburbs thereof round about it.ପକ୍ସ୍ଟଣି ସମାନେେ ସମାନଙ୍କେୁ ୟିହକ୍ସ୍ଟଦାର ପର୍ବତମଯ ଦେଶ ରେ କିରିଯଥ୍ ଅର୍ବ ଓ ତହିଁ ଚତର୍କ୍ସ୍ଟଦିଗସ୍ଥ ଗ୍ଭରଣଭୂମି ଦେଲେ। ହିବ୍ରୋଣ ନାମ ରେ ନାମିତ ଅର୍ବ ଯେ କି ଅନାକର ପିତା ଥିଲା। ତାଙ୍କର ନାମ ଅନକ୍ସ୍ଟସା ରେ ଏହା ସ୍ଥାନର ନାମ ଅର୍ବ ରଖାୟାଇ ଥିଲା।
12 But the fields of the city, and the villages thereof, gave they to Caleb the son of Jephunneh for his possession.ସହେି ନଗରର ଖୋଲା କ୍ଷେତ୍ର ଓ ତାହାର ଗ୍ରାମମାନ ସମାନେେ ୟିଫକ୍ସ୍ଟନିର ପକ୍ସ୍ଟତ୍ର କାଲବକେକ୍ସ୍ଟ ଅଧିକାର କରିବାକୁ ଦେଲେ।
13 And unto the children of Aaron the priest they gave Hebron with its suburbs, the city of refuge for the manslayer, and Libnah with its suburbs,ତେଣୁ ସମାନେେ ହାରୋଣଙ୍କର ଭବିଷ୍ଯଦ୍ ବଂଶଧରମାନଙ୍କୁ ହିବ୍ରୋଣ ନଗର ଦେଲେ। ହିବ୍ରୋଣ ଥିଲା ନିରାପଦର ସହର। ସମାନେେ ମଧ୍ଯ ହାରୋଣର ଉତ୍ତରାଧିକାରୀମାନଙ୍କୁ ଲିବ୍ନା ସହର ଦେଲେ।
14 and Jattir with its suburbs, and Eshtemoa with its suburbs,ୟତ୍ତୀର ଓ ତହିଁ ତଳଭୂମି, ଇଷ୍ଟମାେଯ ଓ ତା'ର ତଳଭୂମି।
15 and Holon with its suburbs, and Debir with its suburbs,ହୋଲୋନ୍, ତା'ର ତଳଭୂମି, ଦବୀର ଓ ତା'ର ତଳଭୂମି।
16 and Ain with its suburbs, and Juttah with its suburbs, `and' Beth-shemesh with its suburbs; nine cities out of those two tribes.ଐନ୍ ଓ ତହିଁର ତଳଭୂମି ୟକ୍ସ୍ଟଟା ଓ ତହିଁର ତଳଭୂମି ବୈଥଶମେଶ୍ ଓ ତା'ର ତଳଭୂମି ସହେି ଦକ୍ସ୍ଟଇ ବଂଶରକ୍ସ୍ଟ ଏହିପରି ନଅଟି ନଗର ଦେଲେ।
17 And out of the tribe of Benjamin, Gibeon with its suburbs, Geba with its suburbs,ପକ୍ସ୍ଟଣି ବିଦ୍ଯାମୀନ ବଂଶରକ୍ସ୍ଟ ଗିବିଯୋନ ଓ ତା'ର ତଳଭୂମି, ଗବୋ ଓ ତା'ର ତଳଭୂମି,
18 Anathoth with its suburbs, and Almon with its suburbs; four cities.ଅନାେଥାତ୍ ଓ ତା'ର ତଳଭୂମି, ଅଲ୍ମୋନ୍ ଓ ତା'ର ତଳଭୂମି, ଏହିପରି ଗ୍ଭରିଟି ନଗର ଦେଲେ।
19 All the cities of the children of Aaron, the priests, were thirteen cities with their suburbs.ହାରୋଣର ସନ୍ତାନ ଯାଜକମାନଙ୍କର ସର୍ବସକ୍ସ୍ଟଦ୍ଧା ତଳଭୂମି ସମତେ ତରଟେି ନଗର ହେଲା।
20 And the families of the children of Kohath, the Levites, even the rest of the children of Kohath, they had the cities of their lot out of the tribe of Ephraim.କହାତର ଅବଶିଷ୍ଟ ସନ୍ତାନଗଣ ଯେଉଁମାନେ କି କହାତ ସନ୍ତାନ ଲବେୀୟମାନଙ୍କ ବଂଶ ସମୂହ ଇଫ୍ରଯିମ ବଂଶରକ୍ସ୍ଟ ସମାନଙ୍କେର ନିଜର ନଗର ବାଣ୍ଟି ନେଲେ।
21 And they gave them Shechem with its suburbs in the hill-country of Ephraim, the city of refuge for the manslayer, and Gezer with its suburbs,ଇଫ୍ରଯିମ ପର୍ବତମଯ ଦେଶରକ୍ସ୍ଟ ଶିଖିମି, ଗଷେର ସହର ସମାନଙ୍କେୁ ଦିଆଗଲା। ଶିଖିମ ଏକ ନିରାପଦ ସହର ଥିଲା।
22 and Kibzaim with its suburbs, and Beth-horon with its suburbs; four cities.କିବସଯିମ୍ ଓ ତା'ର ତଳଭୂମି ବୈଥହାରଣେ ଓ ତା'ର ତଳଭୂମି ଏହିପରି ସମାନଙ୍କେ ଗ୍ଭରିଟି ନଗର ଦେଲେ।
23 And out of the tribe of Dan, Elteke with its suburbs, Gibbethon with its suburbs,ଦାନ ପରିବାରବର୍ଗ ଇଲତକୀ ଓ ଗିଦ୍ଦଥୋନ୍ ସମାନଙ୍କେୁ ଦେଲେ।
24 Aijalon with its suburbs, Gath-rimmon with its suburbs; four cities.ଆଯାଲୋନ ଓ ତା'ର ତଳଭୂମି, ଗାଥରିେମ୍ମାନ ଓ ତା'ର ତଳଭୂମି ଏହିପରି ଭାବରେ ଗ୍ଭରି ନଗର ଦେଲେ।
25 And out of the half-tribe of Manasseh, Taanach with its suburbs, and Gath-rimmon with its suburbs; two cities.ମନଃଶିର ଅର୍ଦ୍ଧ ବଂଶରକ୍ସ୍ଟ ତାନକ୍ ଓ ତା'ର ତଳଭୂମି, ଗାଥରିମ୍ମାେନ୍ ଓ ତା'ର ତଳଭୂମି ଏହିପରି ଦକ୍ସ୍ଟଇଟି ନଗର ଦେଲେ।
26 All the cities of the families of the rest of the children of Kohath were ten with their suburbs.କହାତର ଅବଶିଷ୍ଟ ସନ୍ତାନମାନଙ୍କ ବଂଶର ସର୍ବସକ୍ସ୍ଟଧା ତଳଭୂମି ସମତେ ଦଶଟି ନଗର ହେଲା।
27 And unto the children of Gershon, of the families of the Levites, out of the half-tribe of Manasseh `they gave' Golan in Bashan with its suburbs, the city of refuge for the manslayer, and Be-eshterah with its suburbs; two cities.ଗେର୍ଶୋନ୍ ପରିବାର ମଧ୍ଯ ଲବେୀୟ ପରିବାରବର୍ଗରକ୍ସ୍ଟ ଥିଲେ।
28 And out of the tribe of Issachar, Kishion with its suburbs, Daberath with its suburbs,ଇଷାଖର ପରିବାରବର୍ଗରକ୍ସ୍ଟ କିଣିଯୋନ ଓ ତହିଁର ତଳଭୂମି, ଦାବରତ୍ ଓ ତା'ର ତଳଭୂମି,
29 Jarmuth with its suburbs, En-gannim with its suburbs; four cities.ୟମୂର୍ତ୍ ଓ ତା'ର ତଳଭୂମି ଐନ-ଗନ୍ନିମ ଓ ତା'ର ତଳଭୂମି ଏହିପରି ଭାବରେ ଗ୍ଭରିଟି ନଗର ଦେଲେ।
30 And out of the tribe of Asher, Mishal with its suburbs, Abdon with its suburbs,ଏବଂ ଆଶରେ ବଂଶରକ୍ସ୍ଟ ମିଶାଲ୍ ଓ ତା'ର ତଳଭୂମି, ଅବଦୋନ୍ ଓ ତା'ର ତଳଭୂମି।
31 Helkath with its suburbs, and Rehob with its suburbs; four cities.ହିଲକତ୍ ଓ ତା'ର ତଳଭୂମି, ରହୋବ୍ ଓ ତା'ର ତଳଭୂମି, ଏହିପରି ଗ୍ଭରୋଟି ନଗର ଦେଲେ।
32 And out of the tribe of Naphtali, Kedesh in Galilee with its suburbs, the city of refuge for the manslayer, and Hammoth-dor with its suburbs, and Kartan with its suburbs; three cities.ନଲ୍ଗାଲି ବଂଶରକ୍ସ୍ଟ ଗାଲିଲି ଅନ୍ତର୍ଗତ ନରହତ୍ଯାକାରୀର ଆଶ୍ରଯ ନଗର କଦେଶ ଓ ତା'ର ତଳଭୂମି, ହମାେତ୍-ଦୋର ଓ ତା'ର ତଳଭୂମି, କର୍ତ୍ତନ ଓ ତା'ର ତଳଭୂମି, ଏହିପରି ଭାବରେ ସହେି ତିନୋଟି ନଗର ଦେଲେ।
33 All the cities of the Gershonites according to their families were thirteen cities with their suburbs.ନିଜ ନିଜ ବଂଶାନକ୍ସ୍ଟସା ରେ ଗେର୍ଶୋନୀଯ ଲୋକମାନେ ସର୍ବସକ୍ସ୍ଟଦ୍ଧା ତଳଭୂମି ସମତେ ତରଟେି ନଗର ପାଇଲେ।
34 And unto the families of the children of Merari, the rest of the Levites, out of the tribe of Zebulun, Jokneam with its suburbs, and Kartah with its suburbs,ଏହାପରେ ସମାନେେ ମରାରି ସନ୍ତାନଗଣର ପରିବାରବର୍ଗନକ୍ସ୍ଟସା ରେ ଅବଶିଷ୍ଟ ଲବେୀୟ ଗୋଷ୍ଠୀଙ୍କକ୍ସ୍ଟ
35 Dimnah with its suburbs, Nahalal with its suburbs; four cities.ଦିମ୍ନା ନହଲୋଲ୍ ଓ ସବୂଲୂନର ସମସ୍ତ ପରିବାରବର୍ଗ ସମାନଙ୍କେୁ ଗ୍ଭ ରୋଟି ସହର ଓ କ୍ଷେତ୍ର ଦେଲେ।
36 And out of the tribe of Reuben, Bezer with its suburbs, and Jahaz with its suburbs,ରକ୍ସ୍ଟବନେ ବଂଶରକ୍ସ୍ଟ ବେତ୍ସର ତଳଭୂମି ୟହସ ଓ ତା'ର ତଳଭୂମି।
37 Kedemoth with its suburbs, and Mephaath with its suburbs; four cities.କଦମୋେତ୍ ଓ ତା'ର ତଳଭୂମି, ମଫୋତ୍ ଓ ତା'ର ତଳଭୂମି ଏହିପରି ଭାବରେ ଗ୍ଭରିଟି ନଗର ଦେଲେ।
38 And out of the tribe of Gad, Ramoth in Gilead with its suburbs, the city of refuge for the manslayer, and Mahanaim with its suburbs,ଗାଦ ପରିବାରବର୍ଗ ସମାନଙ୍କେୁ ଗିଲିଯଦ ଅନ୍ତର୍ଗତ ରାମାେତ୍, ନିରାପଦ ନଗରୀ ଓ ତା' ପାଶର୍ବବର୍ତ୍ତୀ କ୍ଷେତ୍ର ଏବଂ ମହନୀଯ ଓ ତା'ର ପାଶର୍ବବର୍ତ୍ତୀ କ୍ଷେତ୍ର ଦେଲେ।
39 Heshbon with its suburbs, Jazer with its suburbs; four cities in all.ହିଷବୋନ୍, ୟା ସରେ ଓ ତା'ର ତଳଭୂମି, ଏହିପରି ଭାବରେ ଗ୍ଭରିଟି ନଗର ଓ ତଳଭୂମି ଦେଲେ।
40 All `these were' the cities of the children of Merari according to their families, even the rest of the families of the Levites; and their lot was twelve cities.ଏହିପରି ଭାବରେ ଲବେୀୟମାନଙ୍କ ଅବଶିଷ୍ଟ ବଂଶ, ମରାରି ସନ୍ତାନଗଣର ନିଜ ନିଜ ବଂଶ ଅନକ୍ସ୍ଟସା ରେ ସମାନେେ ବାରଟି ନଗର ପାଇଲେ।
41 All the cities of the Levites in the midst of the possession of the children of Israel were forty and eight cities with their suburbs.ଏହିପରି ଭାବରେ ଲବେୀୟମାନେ ଅଠଗ୍ଭଳିଷଟି ସହର ଓ ତଳଭୂମି ପାଇଲେ। ଏହି ସମସ୍ତ ଅଞ୍ଚଳ ଅନ୍ୟ ବଂଶଧରଙ୍କର ଅଧିକାର ରେ ଥିଲା।
42 These cities were every one with their suburbs round about them: thus it was with all these cities.ଏହି ପ୍ରେତ୍ୟକକ ସହର ସହିତ ତା'ର ଚତକ୍ସ୍ଟଃପାଶର୍ବ ରେ ତଳଭୂମି ଥିଲା। ଏହା ସମସ୍ତ ପଶକ୍ସ୍ଟମାନଙ୍କ ପାଇଁ କ୍ଷତେ ଥିଲା।
43 So Jehovah gave unto Israel all the land which he sware to give unto their fathers; and they possessed it, and dwelt therein.ଏହିପରି ଭାବରେ ସଦାପ୍ରଭୁ ଯେଉଁ ପ୍ରତିଜ୍ଞା କରିଥିଲେ ଇଶ୍ରାୟେଲୀୟବାସୀଙ୍କ ସମ୍ମକ୍ସ୍ଟଖ ରେ ତାକକ୍ସ୍ଟ ପକ୍ସ୍ଟରଣ କଲେ। ସେ ସମାନଙ୍କେର ପୂର୍ବପୁରୁଷମାନଙ୍କୁ ପ୍ରତିଜ୍ଞା କରିଥିବା ଜାଗା ସମାନଙ୍କେୁ ଦେଲେ। ଲୋକମାନେ ସେ ଜମିକକ୍ସ୍ଟ ନିଜ ଅଧିକାରକକ୍ସ୍ଟ ନେଲେ ଓ ସଠାେରେ ବାସ କଲେ।
44 And Jehovah gave them rest round about, according to all that he sware unto their fathers: and there stood not a man of all their enemies before them; Jehovah delivered all their enemies into their hand.ସଦାପ୍ରଭୁ ସମାନଙ୍କେ ପୂର୍ବପୁରୁଷଗଣଙ୍କ ନକଟ ରେ କରିଥିବା ତାଙ୍କର ସମସ୍ତ ଶପଥ ଅନକ୍ସ୍ଟସା ରେ ଗ୍ଭରିଆଡେ ସମାନଙ୍କେୁ ବିଶ୍ରାମ ଦେଲେ। ପକ୍ସ୍ଟଣି ସମାନଙ୍କେ ଶତୃମାନଙ୍କ ମଧ୍ଯରକ୍ସ୍ଟ କହେି ସମାନଙ୍କେର ଆଗ ରେ ଠିଆ ହାଇେ ପାରିଲେ ନାହିଁ। ସଦାପ୍ରଭୁ ସମାନଙ୍କେର ସମସ୍ତ ଶତୃଙ୍କକ୍ସ୍ଟ ସମାନଙ୍କେ ହସ୍ତ ରେ ସମର୍ପଣ କଲେ।
45 There failed not aught of any good thing which Jehovah had spoken unto the house of Israel; all came to pass.ସଦାପ୍ରଭୁ ଇଶ୍ରାୟେଲ ବଂଶକକ୍ସ୍ଟ ଯେଉଁ ଉତ୍ତମ ପ୍ରତିଜ୍ଞା କରିଥିଲେ, ସେଥି ମଧ୍ଯରକ୍ସ୍ଟ ଗୋଟିଏ ହେଲ କଥା ବିଫଳ ହେଲାନାହିଁ। ସଦାପ୍ରଭୁଙ୍କର ସମସ୍ତ କଥା ସଫଳ ହେଲା।
Oriya Bible