Jude 1

fullscreen24 ପରମେଶ୍ବର ଶକ୍ତିଶାଳୀ ଓ ସେ ତୁମ୍ଭକୁ ପତନରୁ ରକ୍ଷା କରିବେ। ସେ ତୁମ୍ଭକୁ ମନ୍ଦରୁ ରକ୍ଷା କରି ନିଜର ଗୌରବ ସମ୍ମୁଖରୁ ଆଣି ପାରିବେ ଓ ତୁମ୍ଭକୁ ମହାନନ୍ଦ ଦଇେ ପାରିବେ।

fullscreen25 ସେ ଏକମାତ୍ର ପରମେଶ୍ବର। ସେ କବଳେ ଆମ୍ଭକୁ ଉଦ୍ଧାର କରନ୍ତି। ଆମ୍ଭର ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦ୍ବାରା ଅତୀତ, ବର୍ତ୍ତମାନ ଓ ଚିରଦିନ ପାଇଁ ତ୍ରାଣକର୍ତ୍ତା ପରମେଶ୍ବରଙ୍କର ଗୌରବ, ମହିମା, କ୍ଷମତା ଓ ଅଧିକାର ହେଉ। ଆମେନ୍।

24 Now unto him that is able to keep you from falling, and to present you faultless before the presence of his glory with exceeding joy,

25 To the only wise God our Saviour, be glory and majesty, dominion and power, both now and ever. Amen.

Jude 1 in Tamil and English

24 ପରମେଶ୍ବର ଶକ୍ତିଶାଳୀ ଓ ସେ ତୁମ୍ଭକୁ ପତନରୁ ରକ୍ଷା କରିବେ। ସେ ତୁମ୍ଭକୁ ମନ୍ଦରୁ ରକ୍ଷା କରି ନିଜର ଗୌରବ ସମ୍ମୁଖରୁ ଆଣି ପାରିବେ ଓ ତୁମ୍ଭକୁ ମହାନନ୍ଦ ଦଇେ ପାରିବେ।
Now unto him that is able to keep you from falling, and to present you faultless before the presence of his glory with exceeding joy,

25 ସେ ଏକମାତ୍ର ପରମେଶ୍ବର। ସେ କବଳେ ଆମ୍ଭକୁ ଉଦ୍ଧାର କରନ୍ତି। ଆମ୍ଭର ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦ୍ବାରା ଅତୀତ, ବର୍ତ୍ତମାନ ଓ ଚିରଦିନ ପାଇଁ ତ୍ରାଣକର୍ତ୍ତା ପରମେଶ୍ବରଙ୍କର ଗୌରବ, ମହିମା, କ୍ଷମତା ଓ ଅଧିକାର ହେଉ। ଆମେନ୍।
To the only wise God our Saviour, be glory and majesty, dominion and power, both now and ever. Amen.