Leviticus 19:14
ତୁମ୍ଭେ ବଧିରକୁ ଅଭିଶାପ ଦବନୋହିଁ ଓ ଅନ୍ଧ ଆଗ ରେ ଝୁଣ୍ଟିବାର ବସ୍ତ୍ର ରଖିବ ନାହିଁ। ମାତ୍ର ତୁମ୍ଭେ ଆପଣା ପରମେଶ୍ବରଙ୍କର ଭୟ କରିବ, ଆମ୍ଭେ ସଦାପ୍ରଭୁ ଅଟୁ।
Leviticus 19:14 in Other Translations
King James Version (KJV)
Thou shalt not curse the deaf, nor put a stumbling-block before the blind, but shalt fear thy God: I am the LORD.
American Standard Version (ASV)
Thou shalt not curse the deaf, nor put a stumblingblock before the blind; but thou shalt fear thy God: I am Jehovah.
Bible in Basic English (BBE)
Do not put a curse on those who have no hearing, or put a cause of falling in the way of the blind, but keep the fear of your God before you: I am the Lord.
Darby English Bible (DBY)
Thou shalt not revile a deaf person, and thou shalt not put a stumbling-block before a blind one; but thou shalt fear thy God: I am Jehovah.
Webster's Bible (WBT)
Thou shalt not curse the deaf, nor put a stumbling-block before the blind, but shalt fear thy God: I am the LORD.
World English Bible (WEB)
"'You shall not curse the deaf, nor put a stumbling block before the blind; but you shall fear your God. I am Yahweh.
Young's Literal Translation (YLT)
`Thou dost not revile the deaf; and before the blind thou dost not put a stumbling block; and thou hast been afraid of thy God; I `am' Jehovah.
| Thou shalt not | לֹֽא | lōʾ | loh |
| curse | תְקַלֵּ֣ל | tĕqallēl | teh-ka-LALE |
| the deaf, | חֵרֵ֔שׁ | ḥērēš | hay-RAYSH |
| nor | וְלִפְנֵ֣י | wĕlipnê | veh-leef-NAY |
| put | עִוֵּ֔ר | ʿiwwēr | ee-WARE |
| a stumblingblock | לֹ֥א | lōʾ | loh |
| before | תִתֵּ֖ן | tittēn | tee-TANE |
| blind, the | מִכְשֹׁ֑ל | mikšōl | meek-SHOLE |
| but shalt fear | וְיָרֵ֥אתָ | wĕyārēʾtā | veh-ya-RAY-ta |
| God: thy | מֵּֽאֱלֹהֶ֖יךָ | mēʾĕlōhêkā | may-ay-loh-HAY-ha |
| I | אֲנִ֥י | ʾănî | uh-NEE |
| am the Lord. | יְהוָֽה׃ | yĕhwâ | yeh-VA |
Cross Reference
Deuteronomy 27:18
ଲବେୀୟମାନେ କହିବେ, ' ଯେଉଁ ଲୋକ ଅନ୍ଧକକ୍ସ୍ଟ ବାଟ ଭୂଲାଏ, ସେ ଲୋକ ଅଭିଶଲ୍ଗ ହେଉ।'
Leviticus 25:17
ତୁମ୍ଭମାନେେ ପରସ୍ପର ପ୍ରତି ଅନ୍ଯାଯ କରିବ ନାହିଁ। କିନ୍ତୁ ଆପଣା ପରମେଶ୍ବରଙ୍କୁ ଭୟ କରିବ, କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅଟୁ।
Leviticus 19:32
ବୃଦ୍ଧ ଲୋକଙ୍କୁ ସମ୍ମାନ ଦିଅ। ସମାନେେ ତୁମ୍ଭ ପାଖକୁ ଆସିଲେ ଛିଡା ହାଇୟୋଅ, ଛିଡା ହାଇେ ଥିଲେ ତାଙ୍କୁ ସମାଦର କରିବ। ତୁମ୍ଭମାନେେ ତୁମ୍ଭମାନଙ୍କର ପରମେଶ୍ବରଙ୍କୁ ଭୟ କରିବା ଉଚିତ୍। ମୁଁ ନିତ୍ଯ ସଦାପ୍ରଭୁ ଅଟେ।
1 Peter 2:17
ସମସ୍ତଙ୍କୁ ସମ୍ମାନ ଦିଅ। ପରମେଶ୍ବରଙ୍କ ପରିବାରର ସମସ୍ତ ଭାଇ ଓ ଭଉଣୀମାନଙ୍କୁ ଭଲ ପାଅ। ପରମେଶ୍ବରଙ୍କୁ ଭୟ କର ଓ ରାଜାଙ୍କୁ ସମ୍ମାନ ଦିଅ।
1 Corinthians 8:8
ଖାଦ୍ୟ ଆମକୁ ପରମେଶ୍ବରଙ୍କ ନିକଟବର୍ତ୍ତୀ କରାଏ ନାହିଁ। ଖାଦ୍ୟ ନ ଖାଇବା ଦ୍ବାରା ପରମେଶ୍ବରଙ୍କ ସହ ଆମର ସମ୍ପର୍କ ରେ କ୍ଷତି ହୁଏ ନାହିଁ, ଓ ଖାଇବା ଦ୍ବାରା ଆମ୍ଭର କିଛି ଲାଭ ମଧ୍ଯ ହୁଏ ନାହିଁ।
Romans 14:13
ତା ହେଲେ ଆମ୍ଭେ ଏକା ରକେକୁ ଦୋଷ ଦବୋ ବନ୍ଦ କରିବା ଉଚିତ। ଆମ୍ଭେ ଏପରି ସଂକଳ୍ପ ନବୋ ଦରକାର, ଯେପରି ଆମ୍ଭର କାର୍ୟ୍ଯ ଦ୍ବାରା ନିଜ ଭାଇ କି ଭଉଣୀ ପାପରେ ପଡିବେ ନାହିଁ।
Revelation 2:14
ତଥାପି ମାରେ ତୁମ୍ଭ ବିରୁଦ୍ଧ ରେ କିଛି କହିବାକୁ ଅଛି : ତୁମ୍ଭ ଦଳ ଭିତରୁ କେତକେ ଲୋକ ବିଲିଯାମର ଶିକ୍ଷା ଅନୁସରଣ କରୁଛନ୍ତି। ଏହି ବିଲିଯାମ ବାଲାକ ପ୍ରତିମାକୁ ଅର୍ପିତ ହାଇେଥିବା ଖାଦ୍ୟ ଖାଇବା ପାଇଁ ଓ ୟୌନଗତ ପାପ କରି ଇଶ୍ରାୟେଲର ଲୋକମାନଙ୍କୁ ପାପ କରିବା ପାଇଁ ଶିଖାଇଥିଲା।
1 Peter 1:17
ତୁମ୍ଭେ ପରମେଶ୍ବରଙ୍କୁ ପ୍ରାର୍ଥନା କରୁଛ ଓ ପିତା ବୋଲି ଡ଼ାକୁଛ। ପରମେଶ୍ବର ପ୍ରେତ୍ୟକକ ଲୋକଙ୍କୁ ତାହାର କାର୍ୟ୍ଯ ଅନୁସାରେ ସମାନ ଭାବରେ ବିଚାର କରନ୍ତି। ତେଣୁ ତୁମ୍ଭେ ଯେ ପର୍ୟ୍ଯନ୍ତ ପୃଥିବୀ ରେ ବଞ୍ଚି ରହିଛ, ତୁମ୍ଭେ ପରମେଶ୍ବରଙ୍କ ପ୍ରତି ଭୟ ରଖି ବଞ୍ଚିବା ଉଚିତ୍।
1 Corinthians 10:32
ଏଭଳି କୌଣସି କାମ କର ନାହିଁ, ଯାହା ଦ୍ବାରା ୟିହୁଦୀ ବା ଅଣୟିହୁଦୀ ଲୋକେ ବା ପରମେଶ୍ବରଙ୍କ ମଣ୍ଡଳୀ ବାଧା ପାଇବେ।
Romans 12:14
ଯେଉଁମାନେ ତୁମ୍ଭମାନଙ୍କ ପ୍ରତି ମନ୍ଦ ଆଚରଣ କରୁଛନ୍ତି ସମାନଙ୍କେ ପ୍ରତି ତୁମ୍ଭେ ଭଲ ଆଚରଣ କର। ସମାନଙ୍କେୁ ଅଭିଶାପ ଦିଅ ନାହିଁ, ବରଂ ସମାନଙ୍କେୁ ଭଲ କଥା କୁହ।
Nehemiah 5:15
ମାତ୍ର ମାରେ ପୂର୍ବାବର୍ତ୍ତୀ ଦଶାେଧ୍ଯକ୍ଷମାନଙ୍କ ବ୍ଯଯଭାର ଲୋକମାନଙ୍କୁ ବହିବାକୁ ପଡିଲା। ଆଉ ସମାନେେ ଗ୍ଭଳିଶ ଶକେଲ ରେ ୗପ୍ୟ ମୁଦ୍ରା ଲୋକମାନଙ୍କଠାରୁ ଖାଦ୍ୟ ଓ ଦ୍ରାକ୍ଷାରସ ନେଲେ, କବଳେ ତାହା ନୁହେଁ, ସମାନଙ୍କେ ଦାସମାନେ ଲୋକମାନଙ୍କ ଉପରେ କତ୍ତୁର୍ତ୍ବ କଲେ। ମାତ୍ର ପରମେଶ୍ବରଙ୍କ ପ୍ରତି ଭୟ ସକାଶୁ ମୁଁ ସପରେି କଲିନାହିଁ।
Genesis 42:18
ତିନିଦିନ ପର, ଯୋଷଫେ ସମାନଙ୍କେୁ କହିଲେ, ମୁଁ ପରମେଶ୍ବରଙ୍କୁ ଭୟ କରେ। ଏଣୁ ଏହି କର୍ମ କର ଓ ତହିଁରେ ତୁମ୍ଭେ ବଞ୍ଚିପାରିବ।