Leviticus 2

fullscreen1 ଆଉ କହେି ସଦାପ୍ରଭୁ ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ଶସ୍ଯ ନବୈେଦ୍ଯ ଆଣିଲେ, ତାହା ଅତି ସୂକ୍ଷ୍ମ ମଇଦା ରେ ନବୈେଦ୍ଯ ହବେ। ପୁଣି ସେଥି ରେ ସେ ତୈଳ ଢାଳିବ ଓ ତା'ଉପରେ ଲୋବାନି ରଖିବ।

fullscreen2 ପୁଣି ତାକୁ ହାରୋଣର ଯାଜକ ପୁତ୍ରମାନଙ୍କ ନିକଟକୁ ଆଣିବ। ଯାଜକ ସେଥିରୁ ମୁଠିଏ ସରୁ ମଇଦା, କିଛି ତୈଳ ଓ ସମସ୍ତ କପୂର୍ର ନବେ। ତା'ପରେ ଯାଜକ ଏହି ସ୍ମାରକ ଅଂଶ ୟଜ୍ଞବଦେୀ ଉପରେ ଦଗ୍ଧ କରିବ। ତାହା ସଦାପ୍ରଭୁଙ୍କ ପାଇଁ ସୁଗନ୍ଧିତ ନବୈେଦ୍ଯ ଅଟେ।

fullscreen3 ଏହି ଶସ୍ଯ ନବୈେଦ୍ଯର ଅବଶିଷ୍ଟ ଅଂଶ ହାରୋଣର ଓ ତାହାର ପୁତ୍ରମାନଙ୍କର ହବେ। ଏହି ଉପହାରରୁ ସଦାପ୍ରଭୁଙ୍କ ପାଇଁ ନିଆୟାଇଥିବା ଅବଶିଷ୍ଟାଂଶ ମହାପବିତ୍ର ଅଟେ।

1 And when any will offer a meat offering unto the Lord, his offering shall be of fine flour; and he shall pour oil upon it, and put frankincense thereon:

2 And he shall bring it to Aaron’s sons the priests: and he shall take thereout his handful of the flour thereof, and of the oil thereof, with all the frankincense thereof; and the priest shall burn the memorial of it upon the altar, to be an offering made by fire, of a sweet savour unto the Lord:

3 And the remnant of the meat offering shall be Aaron’s and his sons’: it is a thing most holy of the offerings of the Lord made by fire.

Leviticus 2 in Tamil and English

1 ଆଉ କହେି ସଦାପ୍ରଭୁ ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ଶସ୍ଯ ନବୈେଦ୍ଯ ଆଣିଲେ, ତାହା ଅତି ସୂକ୍ଷ୍ମ ମଇଦା ରେ ନବୈେଦ୍ଯ ହବେ। ପୁଣି ସେଥି ରେ ସେ ତୈଳ ଢାଳିବ ଓ ତା'ଉପରେ ଲୋବାନି ରଖିବ।
And when any will offer a meat offering unto the Lord, his offering shall be of fine flour; and he shall pour oil upon it, and put frankincense thereon:

2 ପୁଣି ତାକୁ ହାରୋଣର ଯାଜକ ପୁତ୍ରମାନଙ୍କ ନିକଟକୁ ଆଣିବ। ଯାଜକ ସେଥିରୁ ମୁଠିଏ ସରୁ ମଇଦା, କିଛି ତୈଳ ଓ ସମସ୍ତ କପୂର୍ର ନବେ। ତା'ପରେ ଯାଜକ ଏହି ସ୍ମାରକ ଅଂଶ ୟଜ୍ଞବଦେୀ ଉପରେ ଦଗ୍ଧ କରିବ। ତାହା ସଦାପ୍ରଭୁଙ୍କ ପାଇଁ ସୁଗନ୍ଧିତ ନବୈେଦ୍ଯ ଅଟେ।
And he shall bring it to Aaron’s sons the priests: and he shall take thereout his handful of the flour thereof, and of the oil thereof, with all the frankincense thereof; and the priest shall burn the memorial of it upon the altar, to be an offering made by fire, of a sweet savour unto the Lord:

3 ଏହି ଶସ୍ଯ ନବୈେଦ୍ଯର ଅବଶିଷ୍ଟ ଅଂଶ ହାରୋଣର ଓ ତାହାର ପୁତ୍ରମାନଙ୍କର ହବେ। ଏହି ଉପହାରରୁ ସଦାପ୍ରଭୁଙ୍କ ପାଇଁ ନିଆୟାଇଥିବା ଅବଶିଷ୍ଟାଂଶ ମହାପବିତ୍ର ଅଟେ।
And the remnant of the meat offering shall be Aaron’s and his sons’: it is a thing most holy of the offerings of the Lord made by fire.