Bible

Leviticus 2 - DBY (Oriya)

1 And when any one will present an oblation to Jehovah, his offering shall be of fine flour; and he shall pour oil on it, and put frankincense thereon.ଆଉ କହେି ସଦାପ୍ରଭୁ ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ଶସ୍ଯ ନବୈେଦ୍ଯ ଆଣିଲେ, ତାହା ଅତି ସୂକ୍ଷ୍ମ ମଇଦା ରେ ନବୈେଦ୍ଯ ହବେ। ପୁଣି ସେଥି ରେ ସେ ତୈଳ ଢାଳିବ ଓ ତା'ଉପରେ ଲୋବାନି ରଖିବ।

2 And he shall bring it to Aaron's sons, the priests; and he shall take thereout his handful of the flour thereof, and of the oil thereof, with all the frankincense thereof; and the priest shall burn the memorial thereof on the altar, an offering by fire to Jehovah of a sweet odour.ପୁଣି ତାକୁ ହାରୋଣର ଯାଜକ ପୁତ୍ରମାନଙ୍କ ନିକଟକୁ ଆଣିବ। ଯାଜକ ସେଥିରୁ ମୁଠିଏ ସରୁ ମଇଦା, କିଛି ତୈଳ ଓ ସମସ୍ତ କପୂର୍ର ନବେ। ତା'ପରେ ଯାଜକ ଏହି ସ୍ମାରକ ଅଂଶ ୟଜ୍ଞବଦେୀ ଉପରେ ଦଗ୍ଧ କରିବ। ତାହା ସଦାପ୍ରଭୁଙ୍କ ପାଇଁ ସୁଗନ୍ଧିତ ନବୈେଦ୍ଯ ଅଟେ।

3 And the remainder of the oblation shall be Aaron's and his sons': [it is] most holy of Jehovah's offerings by fire.ଏହି ଶସ୍ଯ ନବୈେଦ୍ଯର ଅବଶିଷ୍ଟ ଅଂଶ ହାରୋଣର ଓ ତାହାର ପୁତ୍ରମାନଙ୍କର ହବେ। ଏହି ଉପହାରରୁ ସଦାପ୍ରଭୁଙ୍କ ପାଇଁ ନିଆୟାଇଥିବା ଅବଶିଷ୍ଟାଂଶ ମହାପବିତ୍ର ଅଟେ।

4 And if thou present an offering of an oblation baken in the oven, it shall be unleavened cakes of fine flour mingled with oil, or unleavened wafers anointed with oil.ଆଉ ଯଦି କହେି ତୁନ୍ଦୁର ରେ ପକ୍ବ କରି ଶସ୍ଯ-ନବୈେଦ୍ଯ ଦିଏ, ତବେେ ତାହା ତାଡିଶୁନ୍ଯ ରୋଟୀ ଓ ତୈଳର ଛଣା ୟାଇଥିବା ସରୁ ମଇଦାର ପିଠା କିମ୍ବା ତୈଳାକ୍ତ ସରୁଚକୁଳୀ ହବେ।

5 And if thine offering be an oblation [baken] on the pan, it shall be fine flour unleavened, mingled with oil.ପୁଣି ଯଦି ନବୈେଦ୍ଯ କରଇେ ରେ ସକୋ ହାଇେଥିବା ପିଠା ହୁଏ, ତବେେ ଏହା ନିଶ୍ଚିତ ତାଡିଶୂନ୍ଯ ସରୁ ମଇଦାରୁ ତିଆରି ହାଇେ ତୈଳ ରେ ଭଜା ହାଇେ ତିଆରି ହାଇେଥିବ।

6 Thou shalt part it in pieces, and pour oil thereon: it is an oblation.ତୁମ୍ଭେ ତାହା ଖଣ୍ଡ ଖଣ୍ଡ କରି ତା'ଉପରେ ତୈଳ ଢାଳିବ, ତାହା ହିଁ ଶସ୍ଯ ନବୈେଦ୍ଯ ହବେ।

7 And if thine offering be an oblation [prepared] in the cauldron, it shall be made of fine flour with oil.ଯଦି ତୁମ୍ଭେ କରଇେ ରେ ରୋଷଇେ ହାଇେ ଶକୋ ୟାଇଥିବା ଶସ୍ଯ ଦିଅ, ତବେେ ତାହା ନିଶ୍ଚିତ ତଲେ ରେ ଭଜା ୟାଇଥିବ ଓ ସରୁ ମଇଦା ରେ ହାଇେ କରଇେ ରେ ପରସା ୟାଇଥିବ।

8 And thou shalt bring the oblation that is made of these things to Jehovah; and it shall be presented to the priest, and he shall bring it to the altar.ତୁମ୍ଭେ ଏହିସବୁ ଦ୍ରବ୍ଯ ରେ ପ୍ରସ୍ତୁତି ଶସ୍ଯ ନବୈେଦ୍ଯ ସଦାପ୍ରଭୁଙ୍କ ଛାମୁକୁ ଆଣିବ। ଆଉ ତାହା ଯାଜକକୁ ଦବେ ଓ ଯାଜକ ତାକୁ ନଇେ ୟଜ୍ଞବଦେୀ ଉପରେ ରଖିବ।

9 And the priest shall take from the oblation a memorial thereof, and shall burn it on the altar, an offering by fire to Jehovah of a sweet odour.ପୁଣି ଯାଜକ ସହେି ଭଜା ଶସ୍ଯରୁ କିଛି ଅଂଶ ନବୋ ଉଚିତ୍ ଓ ୟଜ୍ଞବଦେୀ ଉପରେ ଏହି ସ୍ମରଣାର୍ଥକ ଅଂଶ ଦଗ୍ଧ କରିବା ଉଚିତ୍। ତାହା ସଦାପ୍ରଭୁଙ୍କ ପାଇଁ ସୁବାସିତ ନବୈେଦ୍ଯ ଅଟେ।

10 And the remainder of the oblation [shall be] Aaron's and his sons': [it is] most holy of Jehovah's offerings by fire.ସହେି ଶସ୍ଯ-ନବୈେଦ୍ଯର ଅବଶିଷ୍ଟ ଅଂଶ ହାରୋଣ ଓ ତାହାର ପୁତ୍ରଗଣର ହବେ। ଏହି ଅବଶିଷ୍ଟାଂଶ ଯାହା ସଦାପ୍ରଭୁଙ୍କ ଉପହାରରୁ ନିଆୟାଏ ମହାପବିତ୍ର ଅଟେ।

11 No oblation which ye shall present to Jehovah shall be made with leaven; for no leaven and no honey shall ye burn [in] any fire-offering to Jehovah.ତୁମ୍ଭମାନେେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଯେ କୌଣସି ଶସ୍ଯ-ନବୈେଦ୍ଯ ଆଣିବ, ତାହା ତାଡିଶୂନ୍ଯ ହବୋ ଉଚିତ୍। ତୁମ୍ବମାନେେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ନବୈେଦ୍ଯ ରୂପେ ତାଡି କି ମଧୁ କବେେ ଦଗ୍ଧ କରିବା ଉଚିତ୍ ନୁହେଁ।

12 As to the offering of the first-fruits, ye shall present them to Jehovah; but they shall not be offered upon the altar for a sweet odour.ତୁମ୍ଭମାନେେ ପ୍ରଥମଜାତ ଫଳର ନବୈେଦ୍ଯ ରୂପେ ତାଡି କି ମଧୁ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ନିଶ୍ଚିତ ଉତ୍ସର୍ଗ କରିପାର, କିନ୍ତୁ ଏହା ସଦାପ୍ରଭୁଙ୍କୁ ଗୋଟିଏ ମଧୁର ସୁଗନ୍ଧି ଉପହାର ହବେ। ଏହାକୁ ୟଜ୍ଞବଦେୀ ଉପରକୁ ନିଆ ୟାଇ ପାରିବ ନାହିଁ।

13 And every offering of thine oblation shalt thou season with salt; neither shalt thou suffer the salt of the covenant of thy God to be lacking from thine oblation: with all thine offerings thou shalt offer salt.ତୁମ୍ଭେ ସମସ୍ତ ଶସ୍ଯ ନବୈେଦ୍ଯ ରେ ଲବଣ ମିଶାଇବ, ଯାହା ତୁମ୍ଭେ ଉତ୍ସର୍ଗ କର। ପୁଣି ପରମେଶ୍ବରଙ୍କ ଚୁକ୍ତି ରୂପକ ଲବଣକୁ ଶସ୍ଯ ନବୈେଦ୍ଯ ରେ ଦବେ। ଆଉ ତୁମ୍ଭର ସମସ୍ତ ନବୈେଦ୍ଯ ସହିତ ଲବଣ ଏକ ଅଂଶ ହବେ।

14 And if thou present an oblation of thy first-fruits to Jehovah, thou shalt present as the oblation of thy first-fruits green ears of corn roasted in fire, corn beaten out of full ears.ପୁଣି ଯବେେ ତୁମ୍ଭେ ତୁମ୍ଭର ପ୍ରଥମଜାତ ଶସ୍ଯ ନବୈେଦ୍ଯ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଉତ୍ସର୍ଗ କର, ତବେେ ତୁମ୍ଭ ପ୍ରଥମଜାତ ଶସ୍ଯ ନବୈେଦ୍ଯ ରୂପେ ଅଗ୍ନି ରେ ଭଜା ତାଜା ଶସ୍ଯ ଉତ୍ସର୍ଗ କରିବ।

15 And thou shalt put oil on it, and lay frankincense thereon: it is an oblation.ପୁଣି ତାହା ଉପରେ ତୈଳ ଦବେ ଓ ଲୋବାନି ରଖିବ। ତାହା ଶସ୍ଯ ନବୈେଦ୍ଯ ହବେ।

16 And the priest shall burn the memorial thereof, [part] of the beaten corn thereof, and [part] of the oil thereof, with all the frankincense thereof: [it is] an offering by fire to Jehovah.ତା'ପରେ କିଛି ମର୍ଦ୍ଦିତ ଶସ୍ଯ, କିଛି ତୈଳ ଓ ସମସ୍ତ ଲୋବାନି ଗୋଟିଏ ସ୍ମରାଣାର୍ଥକ ଅଂଶ ରୂପେ ଦଗ୍ଧ କରିବ। ଏହା ସଦାପ୍ରଭୁଙ୍କ ପ୍ରତି ଗୋଟିଏ ଉପହାର ଅଟେ।

Oriya Bible