Leviticus 23

fullscreen26 ଅନନ୍ତର ସଦାପ୍ରଭୁ ମାଶାଙ୍କେୁ କହିଲେ,

fullscreen27 ସହେି ସପ୍ତମ ମାସର ଦଶମ ଦିନ ଅବଶ୍ଯ ପାପରୁ ପ୍ରାଯଶ୍ଚିତ୍ତର ଦିନ ହବେ। ସଦେିନ ତୁମ୍ଭମାନଙ୍କର ଏକ ପବିତ୍ର ସଭା ହବୋ ଉଚିତ୍। ତୁମ୍ଭମାନେେ କିଛି ଖାଦ୍ୟ ଖାଇବା ଉଚିତ୍ ନୁହେଁ ଓ ସଦାପ୍ରଭୁଙ୍କୁ ସୁବାସିତ ଉପହାର ଉତ୍ସର୍ଗ କରିବା ଉଚିତ୍।

fullscreen28 ସହେିଦିନ ତୁମ୍ଭମାନେେ କୌଣସି ପ୍ରକାର କାର୍ୟ୍ଯ କରିବ ନାହିଁ। କାରଣ ଏହା ପ୍ରାଯଶ୍ଚିତ୍ତର ଦିନ। ସଦେିନ ଯାଜକ ସଦାପ୍ରଭୁଙ୍କ ସମ୍ମୁଖକୁ ୟାଇ ତୁମ୍ଭମାନଙ୍କର ପ୍ରାଯଶ୍ଚିତ୍ତ କରିବ।

fullscreen29 ଯବେେ କୌଣସି ଲୋକ ସହେିଦନି ଉପବାସ କରିବାକୁ ବିରତ ହୁଏ, ତବେେ ସେ ତା'ର ଲୋକମାନଙ୍କଠାରୁ ପୃଥକ୍ ରହିବ।

fullscreen30 ଯଦି କୌଣସି ପ୍ରାଣୀ ସହେିଦିନ କୌଣସି କର୍ମ କରେ ତବେେ ଆମ୍ଭେ ତାହା ଲୋକମାନଙ୍କ ମଧିଅରେ ତାକୁ ବିନାଶ କରିବୁ।

fullscreen31 ତୁମ୍ଭମାନେେ କୌଣସି ପ୍ରକାର କାର୍ୟ୍ଯ ସଦେିନ କରିବ ନାହିଁ। ଏହା ତୁମ୍ଭମାନଙ୍କର ସମସ୍ତ ଗୃହ ରେ ପୁରୁଷାନୁକ୍ରମେ ପାଳନୀଯ ଅନନ୍ତକାଳୀନ ବ୍ଯବସ୍ଥା ଅଟେ।

fullscreen32 ସହେି ଦିନ ତୁମ୍ଭମାନଙ୍କର ସ୍ବତନ୍ତ୍ର ବିଶ୍ରାମଦିନ ହବେ। ତୁମ୍ଭମାନେେ କୌଣସି ଖାଦ୍ୟ ଖାଇବ ନାହିଁ। ମାସର ନବମ ଦିନର ସନ୍ଧ୍ଯାକାଳ ରେ, ଏକ ସନ୍ଧ୍ଯାଠାରୁ ଆର ସନ୍ଧ୍ଯା ପର୍ୟ୍ଯନ୍ତ ତୁମ୍ଭମାନେେ ନିଜ ନିଜର ବିଶ୍ରାମ ଦିନ ପାଳନ କରିବ।

26 And the Lord spake unto Moses, saying,

27 Also on the tenth day of this seventh month there shall be a day of atonement: it shall be an holy convocation unto you; and ye shall afflict your souls, and offer an offering made by fire unto the Lord.

28 And ye shall do no work in that same day: for it is a day of atonement, to make an atonement for you before the Lord your God.

29 For whatsoever soul it be that shall not be afflicted in that same day, he shall be cut off from among his people.

30 And whatsoever soul it be that doeth any work in that same day, the same soul will I destroy from among his people.

31 Ye shall do no manner of work: it shall be a statute for ever throughout your generations in all your dwellings.

32 It shall be unto you a sabbath of rest, and ye shall afflict your souls: in the ninth day of the month at even, from even unto even, shall ye celebrate your sabbath.

Leviticus 23 in Tamil and English

26 ଅନନ୍ତର ସଦାପ୍ରଭୁ ମାଶାଙ୍କେୁ କହିଲେ,
And the Lord spake unto Moses, saying,

27 ସହେି ସପ୍ତମ ମାସର ଦଶମ ଦିନ ଅବଶ୍ଯ ପାପରୁ ପ୍ରାଯଶ୍ଚିତ୍ତର ଦିନ ହବେ। ସଦେିନ ତୁମ୍ଭମାନଙ୍କର ଏକ ପବିତ୍ର ସଭା ହବୋ ଉଚିତ୍। ତୁମ୍ଭମାନେେ କିଛି ଖାଦ୍ୟ ଖାଇବା ଉଚିତ୍ ନୁହେଁ ଓ ସଦାପ୍ରଭୁଙ୍କୁ ସୁବାସିତ ଉପହାର ଉତ୍ସର୍ଗ କରିବା ଉଚିତ୍।
Also on the tenth day of this seventh month there shall be a day of atonement: it shall be an holy convocation unto you; and ye shall afflict your souls, and offer an offering made by fire unto the Lord.

28 ସହେିଦିନ ତୁମ୍ଭମାନେେ କୌଣସି ପ୍ରକାର କାର୍ୟ୍ଯ କରିବ ନାହିଁ। କାରଣ ଏହା ପ୍ରାଯଶ୍ଚିତ୍ତର ଦିନ। ସଦେିନ ଯାଜକ ସଦାପ୍ରଭୁଙ୍କ ସମ୍ମୁଖକୁ ୟାଇ ତୁମ୍ଭମାନଙ୍କର ପ୍ରାଯଶ୍ଚିତ୍ତ କରିବ।
And ye shall do no work in that same day: for it is a day of atonement, to make an atonement for you before the Lord your God.

29 ଯବେେ କୌଣସି ଲୋକ ସହେିଦନି ଉପବାସ କରିବାକୁ ବିରତ ହୁଏ, ତବେେ ସେ ତା'ର ଲୋକମାନଙ୍କଠାରୁ ପୃଥକ୍ ରହିବ।
For whatsoever soul it be that shall not be afflicted in that same day, he shall be cut off from among his people.

30 ଯଦି କୌଣସି ପ୍ରାଣୀ ସହେିଦିନ କୌଣସି କର୍ମ କରେ ତବେେ ଆମ୍ଭେ ତାହା ଲୋକମାନଙ୍କ ମଧିଅରେ ତାକୁ ବିନାଶ କରିବୁ।
And whatsoever soul it be that doeth any work in that same day, the same soul will I destroy from among his people.

31 ତୁମ୍ଭମାନେେ କୌଣସି ପ୍ରକାର କାର୍ୟ୍ଯ ସଦେିନ କରିବ ନାହିଁ। ଏହା ତୁମ୍ଭମାନଙ୍କର ସମସ୍ତ ଗୃହ ରେ ପୁରୁଷାନୁକ୍ରମେ ପାଳନୀଯ ଅନନ୍ତକାଳୀନ ବ୍ଯବସ୍ଥା ଅଟେ।
Ye shall do no manner of work: it shall be a statute for ever throughout your generations in all your dwellings.

32 ସହେି ଦିନ ତୁମ୍ଭମାନଙ୍କର ସ୍ବତନ୍ତ୍ର ବିଶ୍ରାମଦିନ ହବେ। ତୁମ୍ଭମାନେେ କୌଣସି ଖାଦ୍ୟ ଖାଇବ ନାହିଁ। ମାସର ନବମ ଦିନର ସନ୍ଧ୍ଯାକାଳ ରେ, ଏକ ସନ୍ଧ୍ଯାଠାରୁ ଆର ସନ୍ଧ୍ଯା ପର୍ୟ୍ଯନ୍ତ ତୁମ୍ଭମାନେେ ନିଜ ନିଜର ବିଶ୍ରାମ ଦିନ ପାଳନ କରିବ।
It shall be unto you a sabbath of rest, and ye shall afflict your souls: in the ninth day of the month at even, from even unto even, shall ye celebrate your sabbath.