Leviticus 8 - WEB (Oriya)
1 Yahweh spoke to Moses, saying,ସଦାପ୍ରଭୁ ମାଶାଙ୍କେୁ କହିଲେ,
2 "Take Aaron and his sons with him, and the garments, and the anointing oil, and the bull of the sin offering, and the two rams, and the basket of unleavened bread;ତୁମ୍ଭେ ହାରୋଣଙ୍କୁ ଓ ତାଙ୍କ ସହିତ ତାଙ୍କର ପୁତ୍ରଗଣଙ୍କୁ, ସକଳ ବସ୍ତ୍ର, ଅଭିଷକୋର୍ଥକ ତୈଳ, ପାପାର୍ଥକ ବଳି ନିମନ୍ତେ ଷଣ୍ଢ, ଦୁଇଟି ମଷେଛୁଆ ଓ ତାଡିଶୂନ୍ଯ ରୋଟୀର ଡାଲା ଏକତ୍ରୀତ କର।
3 and assemble all the congregation at the door of the Tent of Meeting."ପୁଣି ସମାଗମ ତମ୍ବୁ ଦ୍ବାରା ନିକଟରେ ସମଗ୍ର ମଣ୍ଡଳୀକୁ ଏକତ୍ର କର।
4 Moses did as Yahweh commanded him; and the congregation was assembled at the door of the Tent of Meeting.ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ମାଶାେ ସବୁ କଲେ, ସମାଗମ ତମ୍ବୁ ନିକଟରେ ସମଗ୍ର ମଣ୍ଡଳୀ ଏକତ୍ରୀତ ହେଲେ।
5 Moses said to the congregation, "This is the thing which Yahweh has commanded to be done."ପୁଣି ମାଶାେ ମଣ୍ଡଳୀକୁ କହିଲେ, ଯାହାସବୁ କରିବାକୁ ସଦାପ୍ରଭୁ ଆଦେଶ ଦଇେଛନ୍ତି, ସଗେୁଡିକ ହେଉଛି ଏହି।
6 Moses brought Aaron and his sons, and washed them with water.ତା'ପରେ ମାଶାେ ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ ଆଣି ଜଳ ରେ ସ୍ନାନ କରାଇଲେ।
7 He put the coat on him, tied the sash on him, clothed him with the robe, put the ephod on him, and he tied the skillfully woven band of the ephod on him, and fastened it to him with it.ସେ ହାରୋଣଙ୍କୁ ଜାମା ପିନ୍ଧାଇଲେ, କଟୀ ରେ ତାଙ୍କର ବେଲ୍ଟ ବାନ୍ଧିଲେ, ତାଙ୍କୁ ଚୋଗା ପିନ୍ଧାଇଲେ, ତାଙ୍କୁ ଏଫୋଦ ପିନ୍ଧାଇଲେ, ତା'ପରେ ଏଫୋଦକୁ ସିନ୍ଦୁର ବେଲ୍ଟ ରେ ବାନ୍ଧିଲେ।
8 He placed the breastplate on him; and in the breastplate he put the Urim and the Thummim.ସେ ହାରୋଣଙ୍କୁ ବୁକପଟା ଦେଲେ, ଆଉ ବୁକପଟା ରେ ଊରୀମ୍ ଓ ତୁମ୍ମୀମ୍ ରଖିଲେ।
9 He set the turban on his head; and on the turban, in front, he set the golden plate, the holy crown; as Yahweh commanded Moses.ପୁଣି ତାଙ୍କ ମସ୍ତକରେ ପଗଡି ରଖିଲେ, ପଗଡି ସମ୍ମୁଖ ରେ ସ୍ବର୍ଣ୍ଣପତ୍ରର ପବିତ୍ର ମୁକୁଟ ଦେଲେ, ମାଶାେ ସଦାପ୍ରଭୁଙ୍କ ଆଜ୍ଞା ଆନୁସା ରେ ଏହା କଲେ।
10 Moses took the anointing oil, and anointed the tabernacle and all that was in it, and sanctified them.ଅନନ୍ତର ମାଶାେ ଅଭିଷକୋର୍ଥକ ତୈଳ ନଇେ ପବିତ୍ର ତମ୍ବୁ ଓ ତହିଁ ମଧିଅରେ ଥିବା ସମସ୍ତ ବସ୍ତୁ ଉପରେ ସିଞ୍ଚନ କରି ସେସବୁକୁ ପବିତ୍ର କଲେ।
11 He sprinkled it on the altar seven times, and anointed the altar and all its vessels, and the basin and its base, to sanctify them.ତା'ପରେ ସେ ଅଭିଷକୋର୍ଥକ ତୈଳ ପାଇଁ ରଖାୟିଇଥିବା ତୈଳ ନେଲେ ଏବଂ ଏହା ୟଜ୍ଞବଦେୀ ଉପରେ ସାତଥର ଛିଞ୍ଚିଲେ। ସେ ୟଜ୍ଞବଦେୀ, ତା'ର ସମସ୍ତ ପାତ୍ର, ପ୍ରକ୍ଷାଳନ ପାତ୍ର ଓ ରୂଖା ଅନ୍ଯାନ୍ଯ ବସ୍ତୁକୁ ପବିତ୍ର କରିବାକୁ ଅଭିଷକେ କଲେ।
12 He poured some of the anointing oil on Aaron's head, and anointed him, to sanctify him.ଏହାପରେ ସେ ହାରୋଣଙ୍କ ମସ୍ତକରେ କିଛି ଅଭିଷକୋର୍ଥକ ତୈଳ ଢାଳି ତାଙ୍କୁ ମଧ୍ଯ ପବିତ୍ର କଲେ।
13 Moses brought Aaron's sons, and clothed them with coats, and tied sashes on them, and put headbands on them; as Yahweh commanded Moses.ତା'ପରେ ମାଶାେ ହାରୋଣଙ୍କ ପୁତ୍ରଗଣଙ୍କୁ ଆଣି ସମାନଙ୍କେୁ ଜାମା ପିନ୍ଧାଇଲେ, କଟୀ ରେ ସମାନଙ୍କେର କଟୀବନ୍ଧନୀ ବାନ୍ଧିଲେ ଓ ସମାନଙ୍କେୁ ଶିରୋଭୂଷଣ ରେ ଭୂଷିତ କଲେ। ମାଶାେ ଏହା ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ କଲେ।
14 He brought the bull of the sin offering, and Aaron and his sons laid their hands on the head of the bull of the sin offering.ତା'ପରେ ମାଶାେ ପାପାର୍ଥକ ବଳିର ଗୋବତ୍ସ ଆଣିଲେ। ତା'ପରେ ହାରୋଣ ଓ ତାଙ୍କର ପୁତ୍ରଗଣ ସହେି ପାପାର୍ଥକ ବଳିର ଗୋବତ୍ସ ମସ୍ତକ ଉପରେ ହସ୍ତ ରଖିଲେ।
15 He killed it; and Moses took the blood, and put it on the horns of the altar round about with his finger, and purified the altar, and poured out the blood at the base of the altar, and sanctified it, to make atonement for it.ତତ୍ପରେ ମାଶାେ ତାକୁ ବଧ କଲେ ଓ ସହେି ରକ୍ତ ନଇେ ଅଙ୍ଗୁଳି ଦ୍ବାରା ୟଜ୍ଞବଦେୀର ଚାରିଆଡେ ଶିଙ୍ଗ ଉପରେ ଦଇେ ୟଜ୍ଞବଦେୀକି ପାପ ମୁକ୍ତ କଲେ। ଆଉ ୟଜ୍ଞବଦେୀ ମୂଳ ରେ ସହେି ରକ୍ତକୁ ଢାଳି ଦେଲେ। ଲୋକମାନଙ୍କୁ ପ୍ରାଯଶ୍ଚିତ କରିବା ପାଇଁ ସେ ଏହାକୁ ପବିତ୍ର କଲେ।
16 He took all the fat that was on the innards, and the cover of the liver, and the two kidneys, and their fat; and Moses burned it on the altar.ଅନନ୍ତର ମାଶାେ ଅନ୍ତ ଚତୁଃପାଶର୍ବସ୍ଥ ସମସ୍ତ ମଦେ, ୟକୃତ ଉପରିସ୍ଥ ଅନ୍ତପ୍ଲାବକ, ଦୁଇ ଗୁରୁଦା ଓ ତାହାର ମଦେ ନଇେ ୟଜ୍ଞବଦେୀ ଉପରେ ଦଗ୍ଧ କଲେ।
17 But the bull, and its skin, and its flesh, and its dung, he burned with fire outside the camp; as Yahweh commanded Moses.ମାନ୍ତ ସେ ଚର୍ମ, ମାଂସ ଓ ଗୋମଯ ନଇେ ଛାଉଣୀର ବାହା ରେ ଦଗ୍ଧ କଲେ। ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ମାଶାେ ଏହା କଲେ।
18 He presented the ram of the burnt offering: and Aaron and his sons laid their hands on the head of the ram.ତା'ପରେ ସେ ହାମବେଳି ପାଇଁ ମଷେ ଆଣିଲେ। ହାରୋଣ ଓ ତାଙ୍କର ପୁତ୍ରଗଣ ମଷେର ମସ୍ତକରେ ହସ୍ତ ରଖିଲେ।
19 He killed it; and Moses sprinkled the blood on the altar round about.ତା'ପରେ ମାଶାେ ମଷେଟିକୁ ବଧ କଲେ ଓ ତା'ର ରକ୍ତ ନଇେ ୟଜ୍ଞବଦେୀର ଚାରିଆଡେ ଛିଞ୍ଚିଲେ।
20 He cut the ram into its pieces; and Moses burned the head, and the pieces, and the fat.ଆଉ ସେ ମଷେକୁ ଖଣ୍ଡ ଖଣ୍ଡ କରି କାଟିଲେ, ମାଶାେ ତାହାର ମସ୍ତକ, ସମସ୍ତ ମାଂସ ଖଣ୍ଡ ଓ ମଦେ ଦଗ୍ଧ କଲେ। ସେ ତାହାର ଅନ୍ତ ଓ ନଳି ଗୋଡ ଜଳ ରେ ଧୌତ କଲେ। ତା'ପରେ ୟଜ୍ଞବଦେୀ ଉପରେ ମାଶାେ ସମସ୍ତ ମଷେକୁ ଦଗ୍ଧ କଲେ।
21 He washed the innards and the legs with water; and Moses burned the whole ram on the altar. It was a burnt offering for a sweet savor. It was an offering made by fire to Yahweh; as Yahweh commanded Moses.ଏହାଥିଲା ସଦାପ୍ରଭୁଙ୍କ ପାଇଁ ହାମବେଳି ଓ ସଦାପ୍ରଭୁଙ୍କର ଏକ ସୁବାସିତ ନବୈେଦ୍ଯ। ମାଶାେ ଠିକ୍ ତାହା କଲେ, ଯାହା ସଦାପ୍ରଭୁ ତାଙ୍କୁ ଆଜ୍ଞା ଦଇେଥିଲେ।
22 He presented the other ram, the ram of consecration: and Aaron and his sons laid their hands on the head of the ram.ଅନନ୍ତର ସେ ଅନ୍ୟ ମଷେ ଅର୍ଥାତ୍ ପଦ ନି ଯୋଗାର୍ଥକ ମଷେ ଆଣିଲେ। ହାରୋଣ ଓ ତାଙ୍କର ପୁତ୍ରଗଣ ମଷେର ମସ୍ତକ ଉପରେ ହସ୍ତ ରଖିଲେ।
23 He killed it; and Moses took some of its blood, and put it on the tip of Aaron's right ear, and on the thumb of his right hand, and on the great toe of his right foot.ତା'ପରେ ମାଶାେ ମଷେକୁ ବଧ କଲେ ଓ ତାହାର କିଛି ରକ୍ତ ନଇେ ହାରୋଣର ଦକ୍ଷିଣ କର୍ଣ୍ଣ ଗହ୍ବର ରେ ଓ ଦକ୍ଷିଣ ହସ୍ତର ବୃଦ୍ଧାଙ୍ଗୁଳି ଉପରେ ଓ ହାରୋଣର ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଳି ଉପରେ ଦେଲେ।
24 He brought Aaron's sons; and Moses put some of the blood on the tip of their right ear, and on the thumb of their right hand, and on the great toe of their right foot; and Moses sprinkled the blood on the altar round about.ଏହାପରେ ସେ ହାରୋଣର ପୁତ୍ରଗଣଙ୍କୁ ଆଣିଲେ। ତହୁଁ ମାଶାେ ସହେି ରକ୍ତରୁ କିଛି ନଇେ ସମାନଙ୍କେ ଦକ୍ଷିଣ କର୍ଣ୍ଣ ପ୍ରାନ୍ତ ରେ ଓ ସମାନଙ୍କେ ଦକ୍ଷିଣ ହସ୍ତର ବୃଦ୍ଧାଙ୍ଗୁଳି ଉପରେ ଓ ସମାନଙ୍କେ ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଳି ଉପରେ ଦେଲେ, ଆଉ ମାଶାେ ୟଜ୍ଞବଦେୀର ଉପରେ ଚାରିଆଡେ ରକ୍ତ ସିଞ୍ଚନ କଲେ।
25 He took the fat, and the fat tail, and all the fat that was on the innards, and the cover of the liver, and the two kidneys, and their fat, and the right thigh;ପୁଣି ସେ ମଦେ ଓ ମଦମେଯ ଲାଙ୍ଗୁଳ, ଅନ୍ତ ଉପରିସ୍ଥିତ ସକଳ ମଦେ, ୟକୃତର ଉପରିସ୍ଥିତ ଚଟୁଆ ନେଲେ।
26 and out of the basket of unleavened bread, that was before Yahweh, he took one unleavened cake, and one cake of oiled bread, and one wafer, and placed them on the fat, and on the right thigh.ଆଉ ସେ ତାଡିଶୁନ୍ଯ ରୋଟୀ, ଯାହା ସଦାପ୍ରଭୁଙ୍କ ସମ୍ମୁଖ ରେ ନିତ୍ଯ ରଖାଯାଉଥିଲା ତାହା ନେଲେ ଓ ତୈଳ ପକ୍ବ ରୋଟୀର ଗୋଟିଏ ପିଠା ଓ ଗୋଟିଏ ତାଡିଶୂନ୍ଯ ରୋଟୀ ଓ ଡାହାଣ ଚଟୁଆ ଓ ମଦେ ଉପରେ ଥୋଇଲେ।
27 He put all these in Aaron's hands and in his sons' hands, and waved them for a wave offering before Yahweh.ତହୁଁ ସେ ହାରୋଣଙ୍କର ଓ ତାଙ୍କର ପୁତ୍ରଗଣଙ୍କର ହସ୍ତ ରେ ସହେିସବୁ ଦଇେ ସଦାପ୍ରଭୁଙ୍କ ସମ୍ମୁଖ ରେ ଦୋଳନୀଯ ନବୈେଦ୍ଯାର୍ଥେ ଦୋଳାଇଲେ।
28 Moses took them from their hands, and burned them on the altar on the burnt offering. They were a consecration for a sweet savor. It was an offering made by fire to Yahweh.ଏହାପରେ ମାଶାେ ସମାନଙ୍କେ ହସ୍ତରୁ ସେସବୁ ନଇେ ୟଜ୍ଞବଦେୀସ୍ଥିତ ହାମବେଳି ଉପରେ ଦଗ୍ଧ କଲେ। ହାରୋଣ ଓ ତାଙ୍କର ପୁତ୍ରମାନଙ୍କୁ ଯାଜକ ରୂପେ ନିୟୁକ୍ତି ଉପଲକ୍ଷେ ଏହା ଏକ ନବୈେଦ୍ଯ ଥିଲା, ଏହା ସଦାପ୍ରଭୁଙ୍କ ପାଇ ଏକ ସୁବାସିତ ନବୈେଦ୍ଯ।
29 Moses took the breast, and waved it for a wave offering before Yahweh. It was Moses' portion of the ram of consecration, as Yahweh commanded Moses.ଆଉ ମାଶାେ ବକ୍ଷ ନଇେ ସଦାପ୍ରଭୁଙ୍କ ସମ୍ମୁଖ ରେ ଦୋଳନୀଯ ନବୈେଦ୍ଯାର୍ଥେ ଦୋଳାଇଲେ। ପଦ ନି ଯୋଗର୍ଥକ ମଷେର ଏହି ଅଂଶ ମାଶାଙ୍କେର ହେଲା। ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ମାଶାେ ଏହା କଲେ।
30 Moses took some of the anointing oil, and some of the blood which was on the altar, and sprinkled it on Aaron, on his garments, and on his sons, and on his sons' garments with him, and sanctified Aaron, his garments, and his sons, and his sons' garments with him.ଅନନ୍ତର ମାଶାେ ଅଭିଷକୋର୍ଥକ ତୈଳରୁ ଓ ୟଜ୍ଞବଦେୀ ଉପରିସ୍ଥ ରକ୍ତରୁ କିଛି ନଇେ ହାରୋଣଙ୍କ ଉପରେ ଓ ତାଙ୍କର ବସ୍ତ୍ର ଉପରେ। ପୁଣି ତାଙ୍କ ସହିତ ତାଙ୍କର ପୁତ୍ରଗଣଙ୍କ ଉପରେ ଓ ସମାନଙ୍କେ ବସ୍ତ୍ର ଉପରେ ତାହା ସିଞ୍ଚନ କଲେ। ଆଉ ହାରୋଣଙ୍କୁ ଓ ତାଙ୍କର ସମସ୍ତ ବସ୍ତ୍ରକୁ ପବିତ୍ର କଲେ।
31 Moses said to Aaron and to his sons, "Boil the flesh at the door of the Tent of Meeting, and there eat it and the bread that is in the basket of consecration, as I commanded, saying, 'Aaron and his sons shall eat it.'ମାଶାେ ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ କହିଲେ, ସମାଗମ ତମ୍ବୁ ସମ୍ମୁଖ ରେ ମାଂସ ରାନ୍ଧ। ତୁମ୍ଭମାନେେ ମଧ୍ଯ ତାହା ସଠାେରେ ଭୋଜନ କରିବ।' ନି ଯୋଗର୍ଥକ ଡାଲା ରେ ଥିବା ରୋଟୀ ନଇେ ଏକାଠି ଭୋଜନ କର।
32 What remains of the flesh and of the bread you shall burn with fire.ଯାହା ମାଂସ ଓ ରୋଟୀ ଅବଶିଷ୍ଟ ରହିବ ତାକୁ ଅଗ୍ନି ରେ ଦଗ୍ଧ କରିବ।
33 You shall not go out from the door of the Tent of Meeting seven days, until the days of your consecration are fulfilled: for he shall consecrate you seven days.ଆଉ ପଦ ଅଭିଷକେ ଉତ୍ସବ ସାଦଦିନ ଧରି ଚାଲିବ। ତୁମ୍ଭମାନେେ ଏହି ସାତଦିନ ୟାଏ ସମାଗମ ତମ୍ବୁ ଦ୍ବାରରୁ ବାହାରକୁ ୟିବ ନାହିଁ। କାରଣ ପୌରହିତ୍ଯ ନିଶ୍ଚଯ ସାତଦିନ ୟାଏଁ ଚାଲିବ।
34 What has been done this day, so Yahweh has commanded to do, to make atonement for you.ଆଜି ଯାହାସବୁ କରାଗଲା, ସଦାପ୍ରଭୁ ତୁମ୍ଭମାନଙ୍କ ନିମନ୍ତେ ପ୍ରାଯଶ୍ଚିତ କରିବାକୁ ସେସବୁ ଆଜ୍ଞା ଦଇେଛନ୍ତି।
35 At the door of the Tent of Meeting you shall stay day and night seven days, and keep the charge of Yahweh, that you don't die: for so I am commanded."ତୁମ୍ଭମାନେେ ସାତଦିନ ଧରି ଦିବାରାତ୍ର ସମାଗମ ତମ୍ବୁ ଦ୍ବାର ରେ ରହିବ। ତାହା ହେଲେ ତୁମ୍ଭମାନେେ ସଦାପ୍ରଭୁଙ୍କ ଦ୍ବାରା ରକ୍ଷା ପାଇବ। ଏହା ପାଳନ ନକଲେ ତୁମ୍ଭମାନେେ ମୃତ୍ଯୁବରଣ କରିବ କାରଣ ସଦାପ୍ରଭୁ ମାେତେ ଏହି ଆଜ୍ଞା ଦଇେଛନ୍ତି।
36 Aaron and his sons did all the things which Yahweh commanded by Moses.ତେଣୁ ସଦାପ୍ରଭୁ ମାଶାଙ୍କେୁ ଯେଉଁ ଆଜ୍ଞା ଦଇେଥିଲେ, ହାରୋଣ ଓ ତାଙ୍କର ପୁତ୍ରଗଣ ସେସବୁ କଥା ପାଳନ କଲେ।
Oriya Bible