Leviticus 9 - ASV (Oriya)
1 And it came to pass on the eighth day, that Moses called Aaron and his sons, and the elders of Israel;ଅନନ୍ତର ଅଷ୍ଟମ ଦିନ ରେ ମାଶାେ ହାରୋଣ ଓ ତାଙ୍କର ପୁତ୍ରଗଣଙ୍କୁ ଓ ଇଶ୍ରାୟେଲର ପ୍ରାଚୀନବର୍ଗଙ୍କୁ ଡକାଇଲେ।
2 and he said unto Aaron, Take thee a calf of the herd for a sin-offering, and a ram for a burnt-offering, without blemish, and offer them before Jehovah.ମାଶାେ ହାରୋଣଙ୍କୁ କହିଲେ, ତୁମ୍ଭେ ପାପାର୍ଥକ ବଳି ନିମନ୍ତେ ଏକ ନିଖୁଣ ମଷେଛୁଆ ଓ ହାମବେଳି ନିମନ୍ତେ ଏକ ନିଖୁଣ ମଷେ ନଇେ ସଦାପ୍ରଭୁଙ୍କ ସମ୍ମୁଖ ରେ ଉତ୍ସର୍ଗ କର।
3 And unto the children of Israel thou shalt speak, saying, Take ye a he-goat for a sin-offering; and a calf and a lamb, both a year old, without blemish, for a burnt-offering;ଇଶ୍ରାୟେଲର ଲୋକମାନଙ୍କୁ କୁହ, ' ସମାନେେ ସଦାପ୍ରଭୁଙ୍କ ସମ୍ମୁଖ ରେ ପାପାର୍ଥକ ବଳି ନିମନ୍ତେ ଏକ ଅଣ୍ଡିରା ଛାଗ ଓ ହାମବେଳି ନିମନ୍ତେ ଏକ ଗୋବତ୍ସ ଓ ମଷେ ଶାବକ ନବେେ, କାରଣ ସଦାପ୍ରଭୁ ଏହା ଆଜ୍ଞା କରିଛନ୍ତି। ବାଛୁରୀ ଏବଂ ମଷେଛୁଆ ନିଶ୍ଚଯ ଏକ ବର୍ଷୀଯ ଓ ନିଖୁଣ ହାଇେଥିବେ।
4 and an ox and a ram for peace-offerings, to sacrifice before Jehovah; and a meal-offering mingled with oil: for to-day Jehovah appeareth unto you.ପୁଣି ସହଭାଗିତାର ବଳି ନିମନ୍ତେ ଏକ ଷଣ୍ଢ ଓ ଏକ ମଷେ ନିଅ। ସମାନେେ ସହେି ଜିନିଷଗୁଡିକ ସଦାପ୍ରଭୁଙ୍କ ସମ୍ମୁଖ ରେ ଅର୍ପଣ କରିବା ଉଚିତ୍। କାରଣ ସଦାପ୍ରଭୁ ଆଜି ସମାନଙ୍କେୁ ଦର୍ଶନ ଦେଉଛନ୍ତି।'
5 And they brought that which Moses commanded before the tent of meeting: and all the congregation drew near and stood before Jehovah.ତେଣୁ ସମସ୍ତ ଲୋକ ସମାଗମ ତମ୍ବୁ ନିକଟକୁ ଆସିଲେ ଓ ମାଶାଙ୍କେ ଆଜ୍ଞା ଅନୁସାରେ ସମସ୍ତ ଜିନିଷ ଆଣିଥିଲେ, ସମାନେେ ସଦାପ୍ରଭୁଙ୍କ ସମ୍ମୁଖ ରେ ଛିଡା ହେଲେ।
6 And Moses said, This is the thing which Jehovah commanded that ye should do: and the glory of Jehovah shall appear unto you.ତା'ପରେ ମାଶାେ କହିଲେ, ଏହି କଥା କରିବାକୁ ସଦାପ୍ରଭୁ ତୁମ୍ଭମାନଙ୍କୁ ଆଜ୍ଞା ଦେଲେ। ଏହା କଲେ ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ ମହିମା ପ୍ରକାଶ ପାଇବ।
7 And Moses said unto Aaron, Draw near unto the altar, and offer thy sin-offering, and thy burnt-offering, and make atonement for thyself, and for the people; and offer the oblation of the people, and make atonement for them; as Jehovah commanded.ତା'ପରେ ମାଶାେ ହାରୋଣଙ୍କୁ କହିଲେ, ୟଜ୍ଞବଦେୀ ନିକଟକୁ ଆସ ଓ ଲୋକମାନଙ୍କ ଦ୍ବାରା କରାୟାଇଥିବା ପାପର ପା୍ରଯଶ୍ଚିତ ପାଇଁ ପାପାର୍ଥକ ବଳି ଓ ହାମବେଳି ଉତ୍ସର୍ଗ କର। ତା'ପରେ ଲୋକମାନଙ୍କର ଉପହାର ଉତ୍ସର୍ଗ କର ଓ ପ୍ରାଯଶ୍ଚିତ କର। କାରଣ ସଦାପ୍ରଭୁ ତୁମ୍ଭକୁ ଏହା କରିବା ପାଇଁ ଆଜ୍ଞା ଦଇେଛନ୍ତି।
8 So Aaron drew near unto the altar, and slew the calf of the sin-offering, which was for himself.ତହୁଁ ହାରୋଣ ୟଜ୍ଞବଦେୀ ନିକଟକୁ ୟାଇ ନିଜ ପାଇଁ ପାପାର୍ଥକ ବଳିର ଗୋବତ୍ସ ବଧ କଲେ।
9 And the sons of Aaron presented the blood unto him; and he dipped his finger in the blood, and put it upon the horns of the altar, and poured out the blood at the base of the altar:ତା'ପରେ ହାରୋଣଙ୍କ ପୁତ୍ରଗଣ ତାଙ୍କ ନିକଟକୁ ରକ୍ତ ଆଣିଲେ ତହିଁରେ ସେ ନିଜର ଆଙ୍ଗୁଳି ବୁଡାଇ ୟଜ୍ଞବଦେୀର ଶିଙ୍ଗ ଉପରେ ଛିଞ୍ଚିଲେ ଓ ଅବଶିଷ୍ଟ ରକ୍ତ ୟଜ୍ଞବଦେୀ ମୂଳ ରେ ଢାଳିଲେ।
10 but the fat, and the kidneys, and the caul from the liver of the sin-offering, he burnt upon the altar; as Jehovah commanded Moses.ସଦାପ୍ରଭୁଙ୍କ ମାଶାେ ପ୍ରତି ଆଜ୍ଞାନୁସା ରେ ହାରୋଣ ମଦେ, ଗୁରୁଦା ଓ ୟକୃତର ଆଚ୍ଛାଦିତ ହାଇେଥିବା ପାପାର୍ଥକ ବଳିସବୁକୁ ୟଜ୍ଞବଦେୀ ଉପରେ ଦଗ୍ଧ କଲେ।
11 And the flesh and the skin he burnt with fire without the camp.ତା'ପରେ ସେ ମାଂସ ଓ ଚର୍ମ ନଇେ ଛାଉଣୀର ବାହା ରେ ସଗେୁଡିକୁ ଦଗ୍ଧ କଲେ।
12 And he slew the burnt-offering; and Aaron's sons delivered unto him the blood, and he sprinkled it upon the altar round about.ତାହାପରେ ହାରୋଣ ହାମବେଳି ପାଇଁ ଗୋବତ୍ସ ବଧ କଲେ। ତାଙ୍କର ପୁତ୍ରମାନେ ତାଙ୍କ ନିକଟକୁ ରକ୍ତ ଆଣିଲେ ଓ ହାରୋଣ ୟଜ୍ଞବଦେୀ ଉପରେ ଚାରିଆଡେ ସିଞ୍ଚନ କଲେ।
13 And they delivered the burnt-offering unto him, piece by piece, and the head: and he burnt them upon the altar.ତା'ପରେ ତାଙ୍କର ପୁତ୍ରଗଣ ତାଙ୍କ ନିକଟରେ ହାମବେଳିର ଖଣ୍ଡ ଖଣ୍ଡ ମାଂସ ଓ ମସ୍ତକ ସମର୍ପଣ କଲେ। ସେ ସମସ୍ତ ୟଜ୍ଞବଦେୀ ଉପରେ ଦଗ୍ଧ କଲେ।
14 And he washed the inwards and the legs, and burnt them upon the burnt-offering on the altar.ହାରୋଣ ମଧ୍ଯ ହାମବେଳିର ଅନ୍ତ ଓ ଗୋଡ ଧୌତ କଲେ ଓ ସେ ସମସ୍ତ ୟଜ୍ଞବଦେୀ ଉପରେ ଦଗ୍ଧ କଲେ।
15 And he presented the people's oblation, and took the goat of the sin-offering which was for the people, and slew it, and offered it for sin, as the first.ତାହାପରେ ସେ ଲୋକମାନଙ୍କ ଉପହାର ନିକଟକୁ ଆଣିଲେ। ଲୋକମାନଙ୍କର ପାପାର୍ଥକ ଛାଗ ନଇେ ପ୍ରଥମଟି ପରି ବଧ କରି ପାପାର୍ଥ ରେ ତାହା ଉତ୍ସର୍ଗ କଲେ।
16 And he presented the burnt-offering, and offered it according to the ordinance.ହାରୋଣ ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ହାମବେଳି ବିଧି ଅନୁସାରେ ଉତ୍ସର୍ଗ କଲେ।
17 And he presented the meal-offering, and filled his hand therefrom, and burnt it upon the altar, besides the burnt-offering of the morning.ପୁଣି ହାରୋଣ ଭକ୍ଷ୍ଯ ନବୈେଦ୍ଯ ବଦେୀ ନିକଟକୁ ଆଣି ତହିଁରୁ ମୁଠିଏ ନଇେ ପ୍ରଭାତର ହାମବେଳି ସହିତ ୟଜ୍ଞବତେୀ ଉପରେ ତାହା ଦଗ୍ଧ କଲେ।
18 He slew also the ox and the ram, the sacrifice of peace-offerings, which was for the people: and Aaron's sons delivered unto him the blood, which he sprinkled upon the altar round about,ଆଉ ମଧ୍ଯ ସେ ଲୋକମାନଙ୍କର ମଙ୍ଗଳାର୍ଥକ ବଳିର ଗୋରୁ ଓ ମଷେ ବଧ କଲେ, ହାରୋଣଙ୍କ ପୁତ୍ରଗଣ ବଳିର ରକ୍ତ ଆଣି ତାଙ୍କୁ ସମର୍ପଣ କଲେ ଓ ସେ ତାହାକୁ ୟଜ୍ଞବଦେୀ ଉପରେ ଚାରିଆଡେ ସିଞ୍ଚିନ କଲେ।
19 and the fat of the ox and of the ram, the fat tail, and that which covereth `the inwards', and the kidneys, and the caul of the liver:ପୁଣି ତାଙ୍କର ପୁତ୍ରଗଣ ଷଣ୍ଢ ମଦେ ଓ ମଷେଛୁଆର ମଦେ ମଦମେଯ ଲାଙ୍ଗୁଳ, ଅନ୍ତ ଓ ଗୁରୁଦାର ଉପରିସ୍ଥ ମଦେ ଓ ୟକୃତର ଉପରିସ୍ଥ ଅନ୍ତାପ୍ଲାବକ ତାଙ୍କ ନିକଟକୁ ଆଣିଲେ।
20 and they put the fat upon the breasts, and he burnt the fat upon the altar:ଏହି ସବୁ ମଦେ ସମାନେେ ଗୋରୁ ଓ ମଷେର ବକ୍ଷ ଉପରେ ରଖିଲେ ଓ ହାରୋଣ ସେ ସମସ୍ତ ବଦେୀ ଉପରେ ଦଗ୍ଧ କଲେ।
21 and the breasts and the right thigh Aaron waved for a wave-offering before Jehovah; as Moses commanded.ମାଶାଙ୍କେ ଆଜ୍ଞା ଅନୁସାରେ ହାରୋଣ ସଦାପ୍ରଭୁଙ୍କ ସମ୍ମୁଖ ରେ ବକ୍ଷ ଓ ଡାହାଣ ଚଟୁଆ ଦୋଳନୀଯ ନବୈେଦ୍ଯ ରୂପେ ଦୋଳନ କଲେ।
22 And Aaron lifted up his hands toward the people, and blessed them; and he came down from offering the sin-offering, and the burnt-offering, and the peace-offerings.ତା'ପରେ ହାରୋଣ ଆପଣା ହସ୍ତ ଉତ୍ତୋଳନ କରି ଲୋକମାନଙ୍କୁ ଆଶୀର୍ବାଦ କଲେ। ସେ ପାପାର୍ଥକ ବଳି, ହାମବେଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲାପରେ ସେ ୟଜ୍ଞବଦେୀ ତଳକୁ ଓହ୍ଲାଇ ଆସିଲେ।
23 And Moses and Aaron went into the tent of meeting, and came out, and blessed the people: and the glory of Jehovah appeared unto all the people.ଅନନ୍ତର ମାଶାେ ଓ ହାରୋଣ ସମାଗମ ତମ୍ବୁ ରେ ପ୍ରବେଶ କଲେ। ପୁଣି ବାହାରକୁ ଆସି ଲୋକମାନଙ୍କୁ ଆଶିର୍ବାଦ କଲେ। ସେତବେେଳେ ସବୁ ଲୋକଙ୍କ ପ୍ରତି ସଦାପ୍ରଭୁଙ୍କର ମହିସା ପ୍ରକଟିତ ହେଲା।
24 And there came forth fire from before Jehovah, and consumed upon the altar the burnt-offering and the fat: and when all the people saw it, they shouted, and fell on their faces.ପୁଣି ସଦାପ୍ରଭୁଙ୍କ ସମ୍ମୁଖରୁ ଅଗ୍ନି ନିର୍ଗତ ହାଇେ ୟଜ୍ଞବଦେୀ ଉପରିସ୍ଥ ହାମବେଳି ଓ ମଦକେୁ ଭସ୍ମ କଲା। ସେତବେେଳେ ସମସ୍ତ ଲୋକ ତାହା ଦେଖି ଉଚ୍ଚଧ୍ବନି କରି ଭୂମିରେ ମଥାନତ କରି ପଡିଲେ।
Oriya Bible