Luke 16

fullscreen19 ଯୀଶୁ କହିଲେ, ଥରେ ଜଣେ ଧନୀଲୋକ ସଦା ବେଳେ ଭଲ ଭଲ ପୋଷାକ ପିନ୍ଧୁଥିଲା। ସେ ଏତେ ଧନୀ ଥିଲା ଯେ ପ୍ରତିଦିନ ଗୋଟିଏ ବିଳାସପୂର୍ଣ୍ଣ ଭୋଜି ଦବୋକୁ ସକ୍ଷମ ଥିଲା।

fullscreen20 ଲାଜାର ନାମ ରେ ଜଣେ ଅତି ଗରିବ ଲୋକ ଥିଲା। ତା' ଦହେ ଘା' ରେ ଭରି ଯାଇଥିଲା। ଲାଜାର ପ୍ରାୟ ସବୁ ସମୟରେ ଧନୀଲୋକଙ୍କ ଫାଟକ ପାଖ ରେ ପଡି ରହୁଥିଲା।

fullscreen21 ଧନୀଲୋକ ଖାଇସାରିବା ପରେ ଯାହା ଛାଡି ଦିଏ ସହେି ଅଇଁଠା ଅଂଶତକ ଖାଇବାକୁ ଚାହୁଁଥିଲା। କୁକୁରମାନେ ଆସି ତା'ର ଘାଆକୁ ଚାଟୁଥିଲେ।

fullscreen22 ପରେ ଲାଜାର ମରିଗଲା। ସ୍ବର୍ଗଦୂତମାନେ ତାହାକୁ ନଇଯାେଇ ଅବ୍ରହାମଙ୍କ କୋଳ ରେ ରଖିଲେ। ଧନୀ ଲୋକ ଜଣକ ମଧ୍ଯ ମରିଗଲା ଓ ତାହାକୁ କବର ଦିଆଗଲା।

fullscreen23 ତାହାକୁ ନର୍କକୁ ପଠାଇ ଦିଆଗଲା। ସଠାେରେ ସେ ବହୁତ ୟନ୍ତ୍ରଣା ଭୋଗ କଲା। ଧନୀଲୋକ ଜଣକ ଉପରକୁ ଅନାଇଲା ଓ ଲାଜାରକୁ କୋଳ ରେ ଧରିଥିବା ଅବ୍ରହାମଙ୍କୁ ବହୁତ ଦୂର ରେ ଦେଖିଲା।

fullscreen24 ସେ ଡାକିଲା, 'ପିତା ଅବ୍ରହାମ, ମାେତେ ଦୟା କର। ମାେ ପାଖକୁ ଲାଜାରକୁ ପଠାଅ। ସେ ତା' ଆଙ୍ଗୁଳି ଟିପକୁ ପାଣି ରେ ବୁଡଇେ ମାେ ଜିଭ ରେ ଟୋପାଏ ଟୋପାଏ ପାଣି ଦେଉ। ମୁଁ ଏହି ନିଆଁ ରେ ବହୁତ ୟନ୍ତ୍ରଣା ଭୋଗ କରୁଛି।'

fullscreen25 କିନ୍ତୁ ଅବ୍ରାହାମ କହିଲେ, 'ପୁଅ, ତୁ ଯେତବେେଳେ ବଞ୍ଚିଥିଲୁ, ସେତବେେଳେ କଥା ଟିକିଏ ମନେ ପକା। ତୁ ଜୀବନ ରେ ସମସ୍ତ ବିଷୟ ପାଇଛୁ। କିନ୍ତୁ ଲାଜାର ପାଇଁ ସମସ୍ତ ଖରାପ ଜିନିଷ ଘଟିଛି। ଏବେ ସେ ଆରାମ ରେ ଅଛି ଓ ତୁ ୟନ୍ତ୍ରଣା ଭୋଗୁଛୁ।

fullscreen26 ତା' ଛଡା ତୋର ଓ ଆମ୍ଭ ମଝି ରେ ଗୋଟିଏ ବଡ ଖାତ ଅଛି। ତୋତେ ସାହାୟ୍ଯ କରିବା ପାଇଁ ସହେି ଖାତକୁ କହେି ପାରି ହାଇେ ଯାଇ ପାରିବେ ନାହିଁ।' ଏବଂ ସହେି ସ୍ଥାନ ଛାଡି କହେି ଏଠାକୁ ଆସି ପାରିବେ ନାହିଁ।

fullscreen27 ଧନୀ ଲୋକ ଜଣକ କହିଲେ, ' ତବେେ ପିତା, ଦୟାକରି ଲାଜାରକୁ ପୃଥିବୀ ରେ ଥିବା ମାରେ ବାପାଙ୍କ ଘରକୁ ପଠାଅ।

fullscreen28 ମାରେପାଞ୍ଚଜଣ ଭାଇ ଅଛନ୍ତି। ଲାଜାର ମାରେ ଭାଇମାନଙ୍କୁ ସତର୍କ କରାଇ ଦବେ। ତା ହେଲେ ସମାନେେ ଏ ୟନ୍ତ୍ରଣା ଭୋଗ କରିବା ସ୍ଥାନକୁ ଆସିବେ ନାହିଁ।'

fullscreen29 କିନ୍ତୁ ଅବ୍ରହାମ କହିଲେ, ' ସମାନଙ୍କେ ପାଖ ରେ ମାଶାଙ୍କେ ନିୟମ ଓ ଭବିଷ୍ଯଦ୍ବକ୍ତାମାନଙ୍କ ଲଖାେ ସବୁ ପଢିବା ପାଇଁ ରହିଛି। ସମାନେେ ସେଥିରୁ ଶିକ୍ଷା ଲାଭ କରନ୍ତୁ।'

fullscreen30 ଧନୀ ଲୋକଟି କହିଲା, 'ନା, ପିତା ଅବ୍ରହାମ! ଯଦି ମରି ଯାଇଥିବା ଲୋକମାନଙ୍କ ଭିତରୁ କହେି ଜଣେ ତାହାଙ୍କ ପାଖକୁ ଯାଏ, ତବେେ ସମାନେେ ବିଶ୍ବାସ କରିବେ ଓ ସମାନଙ୍କେର ହୃଦୟ ଓ ଜୀବନକୁ ପରିବର୍ତ୍ତନ କରିବେ।'

19 There was a certain rich man, which was clothed in purple and fine linen, and fared sumptuously every day:

20 And there was a certain beggar named Lazarus, which was laid at his gate, full of sores,

21 And desiring to be fed with the crumbs which fell from the rich man’s table: moreover the dogs came and licked his sores.

22 And it came to pass, that the beggar died, and was carried by the angels into Abraham’s bosom: the rich man also died, and was buried;

23 And in hell he lift up his eyes, being in torments, and seeth Abraham afar off, and Lazarus in his bosom.

24 And he cried and said, Father Abraham, have mercy on me, and send Lazarus, that he may dip the tip of his finger in water, and cool my tongue; for I am tormented in this flame.

25 But Abraham said, Son, remember that thou in thy lifetime receivedst thy good things, and likewise Lazarus evil things: but now he is comforted, and thou art tormented.

26 And beside all this, between us and you there is a great gulf fixed: so that they which would pass from hence to you cannot; neither can they pass to us, that would come from thence.

27 Then he said, I pray thee therefore, father, that thou wouldest send him to my father’s house:

28 For I have five brethren; that he may testify unto them, lest they also come into this place of torment.

29 Abraham saith unto him, They have Moses and the prophets; let them hear them.

30 And he said, Nay, father Abraham: but if one went unto them from the dead, they will repent.

Luke 16 in Tamil and English

19 ଯୀଶୁ କହିଲେ, ଥରେ ଜଣେ ଧନୀଲୋକ ସଦା ବେଳେ ଭଲ ଭଲ ପୋଷାକ ପିନ୍ଧୁଥିଲା। ସେ ଏତେ ଧନୀ ଥିଲା ଯେ ପ୍ରତିଦିନ ଗୋଟିଏ ବିଳାସପୂର୍ଣ୍ଣ ଭୋଜି ଦବୋକୁ ସକ୍ଷମ ଥିଲା।
There was a certain rich man, which was clothed in purple and fine linen, and fared sumptuously every day:

20 ଲାଜାର ନାମ ରେ ଜଣେ ଅତି ଗରିବ ଲୋକ ଥିଲା। ତା' ଦହେ ଘା' ରେ ଭରି ଯାଇଥିଲା। ଲାଜାର ପ୍ରାୟ ସବୁ ସମୟରେ ଧନୀଲୋକଙ୍କ ଫାଟକ ପାଖ ରେ ପଡି ରହୁଥିଲା।
And there was a certain beggar named Lazarus, which was laid at his gate, full of sores,

21 ଧନୀଲୋକ ଖାଇସାରିବା ପରେ ଯାହା ଛାଡି ଦିଏ ସହେି ଅଇଁଠା ଅଂଶତକ ଖାଇବାକୁ ଚାହୁଁଥିଲା। କୁକୁରମାନେ ଆସି ତା'ର ଘାଆକୁ ଚାଟୁଥିଲେ।
And desiring to be fed with the crumbs which fell from the rich man’s table: moreover the dogs came and licked his sores.

22 ପରେ ଲାଜାର ମରିଗଲା। ସ୍ବର୍ଗଦୂତମାନେ ତାହାକୁ ନଇଯାେଇ ଅବ୍ରହାମଙ୍କ କୋଳ ରେ ରଖିଲେ। ଧନୀ ଲୋକ ଜଣକ ମଧ୍ଯ ମରିଗଲା ଓ ତାହାକୁ କବର ଦିଆଗଲା।
And it came to pass, that the beggar died, and was carried by the angels into Abraham’s bosom: the rich man also died, and was buried;

23 ତାହାକୁ ନର୍କକୁ ପଠାଇ ଦିଆଗଲା। ସଠାେରେ ସେ ବହୁତ ୟନ୍ତ୍ରଣା ଭୋଗ କଲା। ଧନୀଲୋକ ଜଣକ ଉପରକୁ ଅନାଇଲା ଓ ଲାଜାରକୁ କୋଳ ରେ ଧରିଥିବା ଅବ୍ରହାମଙ୍କୁ ବହୁତ ଦୂର ରେ ଦେଖିଲା।
And in hell he lift up his eyes, being in torments, and seeth Abraham afar off, and Lazarus in his bosom.

24 ସେ ଡାକିଲା, 'ପିତା ଅବ୍ରହାମ, ମାେତେ ଦୟା କର। ମାେ ପାଖକୁ ଲାଜାରକୁ ପଠାଅ। ସେ ତା' ଆଙ୍ଗୁଳି ଟିପକୁ ପାଣି ରେ ବୁଡଇେ ମାେ ଜିଭ ରେ ଟୋପାଏ ଟୋପାଏ ପାଣି ଦେଉ। ମୁଁ ଏହି ନିଆଁ ରେ ବହୁତ ୟନ୍ତ୍ରଣା ଭୋଗ କରୁଛି।'
And he cried and said, Father Abraham, have mercy on me, and send Lazarus, that he may dip the tip of his finger in water, and cool my tongue; for I am tormented in this flame.

25 କିନ୍ତୁ ଅବ୍ରାହାମ କହିଲେ, 'ପୁଅ, ତୁ ଯେତବେେଳେ ବଞ୍ଚିଥିଲୁ, ସେତବେେଳେ କଥା ଟିକିଏ ମନେ ପକା। ତୁ ଜୀବନ ରେ ସମସ୍ତ ବିଷୟ ପାଇଛୁ। କିନ୍ତୁ ଲାଜାର ପାଇଁ ସମସ୍ତ ଖରାପ ଜିନିଷ ଘଟିଛି। ଏବେ ସେ ଆରାମ ରେ ଅଛି ଓ ତୁ ୟନ୍ତ୍ରଣା ଭୋଗୁଛୁ।
But Abraham said, Son, remember that thou in thy lifetime receivedst thy good things, and likewise Lazarus evil things: but now he is comforted, and thou art tormented.

26 ତା' ଛଡା ତୋର ଓ ଆମ୍ଭ ମଝି ରେ ଗୋଟିଏ ବଡ ଖାତ ଅଛି। ତୋତେ ସାହାୟ୍ଯ କରିବା ପାଇଁ ସହେି ଖାତକୁ କହେି ପାରି ହାଇେ ଯାଇ ପାରିବେ ନାହିଁ।' ଏବଂ ସହେି ସ୍ଥାନ ଛାଡି କହେି ଏଠାକୁ ଆସି ପାରିବେ ନାହିଁ।
And beside all this, between us and you there is a great gulf fixed: so that they which would pass from hence to you cannot; neither can they pass to us, that would come from thence.

27 ଧନୀ ଲୋକ ଜଣକ କହିଲେ, ' ତବେେ ପିତା, ଦୟାକରି ଲାଜାରକୁ ପୃଥିବୀ ରେ ଥିବା ମାରେ ବାପାଙ୍କ ଘରକୁ ପଠାଅ।
Then he said, I pray thee therefore, father, that thou wouldest send him to my father’s house:

28 ମାରେପାଞ୍ଚଜଣ ଭାଇ ଅଛନ୍ତି। ଲାଜାର ମାରେ ଭାଇମାନଙ୍କୁ ସତର୍କ କରାଇ ଦବେ। ତା ହେଲେ ସମାନେେ ଏ ୟନ୍ତ୍ରଣା ଭୋଗ କରିବା ସ୍ଥାନକୁ ଆସିବେ ନାହିଁ।'
For I have five brethren; that he may testify unto them, lest they also come into this place of torment.

29 କିନ୍ତୁ ଅବ୍ରହାମ କହିଲେ, ' ସମାନଙ୍କେ ପାଖ ରେ ମାଶାଙ୍କେ ନିୟମ ଓ ଭବିଷ୍ଯଦ୍ବକ୍ତାମାନଙ୍କ ଲଖାେ ସବୁ ପଢିବା ପାଇଁ ରହିଛି। ସମାନେେ ସେଥିରୁ ଶିକ୍ଷା ଲାଭ କରନ୍ତୁ।'
Abraham saith unto him, They have Moses and the prophets; let them hear them.

30 ଧନୀ ଲୋକଟି କହିଲା, 'ନା, ପିତା ଅବ୍ରହାମ! ଯଦି ମରି ଯାଇଥିବା ଲୋକମାନଙ୍କ ଭିତରୁ କହେି ଜଣେ ତାହାଙ୍କ ପାଖକୁ ଯାଏ, ତବେେ ସମାନେେ ବିଶ୍ବାସ କରିବେ ଓ ସମାନଙ୍କେର ହୃଦୟ ଓ ଜୀବନକୁ ପରିବର୍ତ୍ତନ କରିବେ।'
And he said, Nay, father Abraham: but if one went unto them from the dead, they will repent.