Luke 17:10 ତୁମ୍ଭମାନଙ୍କ କ୍ଷେତ୍ର ରେ ସହେି ଏକା କଥା ହବେ। ତୁମ୍ଭମାନଙ୍କୁ ଦିଆଯାଇଥିବା କାମତକ କରି ଦବୋ ପରେ ତୁମ୍ଭମାନଙ୍କର କହିବା ଉଚିତ ଯେ, 'ଆମ୍ଭମାନେେ କୌଣସି ବିଶଷେ ଧନ୍ଯବାଦ ପାଇବାକୁ ଯୋଗ୍ଯ ନୋହୁଁ। କାରଣ ଆମ୍ଭେ ଅ ଯୋଗ୍ଯ ଚାକର ଓ ଆମ୍ଭର ଯାହା କରିବା ଉଚିତ, ଆମ୍ଭେ କବଳେ ତାହାହିଁ କରିଛୁ।'
Luke 17:10 in Other Translations
King James Version (KJV) So likewise ye, when ye shall have done all those things which are commanded you, say, We are unprofitable servants: we have done that which was our duty to do.
American Standard Version (ASV) Even so ye also, when ye shall have done all the things that are commanded you, say, We are unprofitable servants; we have done that which it was our duty to do.
Bible in Basic English (BBE) In the same way, when you have done all the things which are given you to do, say, There is no profit in us, for we have only done what we were ordered to do.
Darby English Bible (DBY) Thus *ye* also, when ye shall have done all things that have been ordered you, say, We are unprofitable bondmen; we have done what it was our duty to do.
World English Bible (WEB) Even so you also, when you have done all the things that are commanded you, say, 'We are unworthy servants. We have done our duty.'"
Young's Literal Translation (YLT) `So also ye, when ye may have done all the things directed you, say -- We are unprofitable servants, because that which we owed to do -- we have done.'
So
οὕτως
houtō
OO-toh
likewise
καὶ
kai
kay
ye,
ὑμεῖς
hymeis
yoo-MEES
when
ὅταν
hotan
OH-tahn
ye shall have done
ποιήσητε
poieō
poo-A-oh
all
πάντα
pas
pahs
those things which
τὰ
ho
oh
are commanded
διαταχθέντα
diatassō
thee-ah-TAHS-soh
you,
ὑμῖν
hymin
yoo-MEEN
say,
λέγετε
legō
LAY-goh
ὅτι
hoti
OH-tee
servants:
Δοῦλοι
doulos
THOO-lose
unprofitable
ἀχρεῖοί
achreios
ah-HREE-ose
We are
ἐσμεν
esmen
ay-SMANE
ὅτι
hoti
OH-tee
that which
ὃ
hos
ose
was our duty
ὠφείλομεν
opheilō
oh-FEE-loh
to do.
ποιῆσαι
poieō
poo-A-oh
we have done
πεποιήκαμεν
poieō
poo-A-oh
Read Full Chapter :
Luke 17
Cross Reference
ପିତରଙ୍କ ପ୍ରଥମ ପତ୍ 5:5
ୟୁବକଗଣ, ତୁମ୍ଭମାନଙ୍କୁ ମାରେ କିଛି କଥା ମଧ୍ଯ କହିବାକୁ ଅଛି। ତୁମ୍ଭେ ବଯୋଜେଷ୍ଠମାନଙ୍କ କଥା ମାନିବା ଉଚିତ। ପରସ୍ପର ପ୍ରତି ବିନମ୍ର ଭାବ ରଖିବା ଉଚିତ।
ଆୟୁବ ପୁସ୍ତକ 35:6
ଆୟୁବ, ତୁମ୍ଭେ ଯଦି ପାପ କର, ତାହା ପରମେଶ୍ବରଙ୍କୁ ଆଘାତ କରେ ନାହିଁ। ଯଦି ତୁମ୍ଭେ ଅନକେ ପାପର ଅଧିକାରୀ ହୁଅ, ତବେେ ସେଥି ରେ ପରମେଶ୍ବରଙ୍କର କିଛି ହୁଏ ନାହିଁ।
ଗୀତସଂହିତା 16:2
ମୁଁ ସଦାପ୍ରଭୁଙ୍କୁ କହିଅଛି, ସଦାପ୍ରଭୁ ତୁମ୍ଭେ ମାରେ ପ୍ରଭୁ। ମାରେ ୟାହା କିଛି ମଙ୍ଗଳମଯ ସେ ସବୁ ତୁମ୍ଭ କୃପାରୁ।
ଯିଶାଇୟ 6:5
ସେତବେେଳେ ମୁଁ ଭୟଭୀତ ହାଇେ କହିଲି, ହାୟ ! ହାୟ ! ମୁଁ ନଷ୍ଟ ହାଇଗଲିେ। କାରଣ ମୁଁ ଏତେ ଅପବିତ୍ର ଯେ ପରମେଶ୍ବରଙ୍କ ନିକଟରେ କହିବାକୁ ଅ ଯୋଗ୍ଯ। ପୁରି ଏପରି ଅଶୁଚି ଲୋକମାନଙ୍କ ମଧିଅରେ ବାସ କରୁଛି ଯେ ମୁଁ ସଦାପ୍ରଭୁଙ୍କ ନିକଟରେ କହିବାକୁ ଅୟୋଗ୍ଯ। ତଥାପି ମୁଁ ସର୍ବଶକ୍ତିମାନ ସଦାପ୍ରଭୁ ରାଜାଙ୍କୁ ଦେଖୁଛି।'
ମାଥିଉଲିଖିତ ସୁସମାଚାର 25:30
ତା'ପରେ ମାଲିକ କହିଲେ, ' ସେ ଅଦରକାରୀ ଚ଼ାକରକୁ ବାହା ରେ ଅନ୍ଧକାର ରେ ପକଇେ ଦିଅ। ସଠାେରେ ଲୋକମାନେ କାନ୍ଦିବେ ଏବଂ ୟନ୍ତ୍ରଣା ରେ ଦାନ୍ତ କଡ଼ମଡ଼ କରିବେ।'
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:12
ସମସ୍ତେ ସତ୍ଯ ମାର୍ଗ ଭୁଲି ଯାଇଛନ୍ତି ଓ ସମସ୍ତେ ମୂଲ୍ଯହୀନ ହାଇେ ଯାଇଛନ୍ତି। ସଠାେରେ କହେି ନାହିଁ ୟିଏ ଭଲ କରେ। ଏପରିକି ଜଣେ ମଧ୍ଯ ନୁହେଁ। ଗୀତସଂହିତା 14:1-3
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 11:35
କିଏ କବେେ ହେଲେ ପରମେଶ୍ବରଙ୍କୁ କଣ ବା ଦଇେଛି? ଯେ ପରମେଶ୍ବର ପ୍ରତ୍ଯୁପକା ରେ କିଛି ଦବେେ। ଆୟୁବ 41:11
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 9:16
ସୁସମାଚାର ପ୍ରଚାର କରିବା ପାଇଁ ମାରେ ଗର୍ବ କରିବା କିଛି ନାହିଁ। ଏହା ମାହେର କର୍ତ୍ତବ୍ଯ। ମୁଁ ଯଦି ସୁସମାଚାର ପ୍ରଚାର ନ କରିବି, ତବେେ ମାେ ଜୀବନ ଧିକ୍।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3:8
ମୁଁ ମାରେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବାର ମହାନତା ହତେୁ, ଅନ୍ୟ ସମସ୍ତ ବିଷୟକୁ ଏବେ ତୁଚ୍ଛ ମନକରେେ, ସଗେୁଡ଼ିକ ମାେ ପାଇଁ ମୂଲ୍ଯହୀନ। ଖ୍ରୀଷ୍ଟଙ୍କୁ ପାଇବା ପାଇଁ ଯେଉଁ ବିଷୟଗୁଡ଼ିକୁ ମହତ୍ବପୂର୍ଣ୍ଣ ଭାବୁଥିଲି, ମୁଁ ସବୁ ତ୍ଯାଗ କରିଛି। ମୁଁ ଏବେ ଜାଣେ ଯେ ସଗେୁଡ଼ିକ ମୂଲ୍ଯହୀନ ସଢ଼ାକୁଟା ପରି।
ପ୍ରଥମ ବଂଶାବଳୀ 29:14
ଆମ୍ଭମାନେେ କିଏ ଯେ ଏପରି ସ୍ବେଚ୍ଛାପୂର୍ବକ ଦାନ କରିବାକୁ ସମର୍ଥ ହବେୁ ? ଏହି ସମସ୍ତ ବସ୍ତୁ ମାେ'ଠାରୁ କିଅବା ମାରେଲୋକମାନଙ୍କଠାରୁ ଆସି ନାହିଁ। ଏହି ସମସ୍ତ ବସ୍ତୁ ତୁମ୍ଭଠାରୁ ଆ ସେ, ତୁମ୍ଭଠାରୁ ଯାହା ଆସିଅଛି, ଆମ୍ଭେ କବଳେ ତାହା ତୁମ୍ଭକୁ ଦଇେଅଛୁ।
ଆୟୁବ ପୁସ୍ତକ 22:2
ପରମେଶ୍ବର କ'ଣ ଆମ୍ଭର ସାହାୟ୍ଯ ଆବଶ୍ଯକ କରନ୍ତି ? ନା, ଏପରିକି ଜଣେ ଅତି ଜ୍ଞାନୀ ମଧ୍ଯ ପରମେଶ୍ବରଙ୍କ ପ୍ରତି ଦରକାରୀ ନୁହେଁ।
ଗୀତସଂହିତା 35:6
ସମାନଙ୍କେ ରାସ୍ତାକୁ ଅନ୍ଧକାର ଓ ପିଚ୍ଛିଳ କରିଦିଅ, ୟାହା ଫଳରେ ସଦାପ୍ରଭୁଙ୍କ ଦୂତମାନେ ସମାନଙ୍କେୁ ସହଜରେ ଧରି ପାରିବେ।
ହିତୋପଦେଶ 16:2
ଜଣେ ଲୋକ ଭାବେ ସେ ଯାହା କହୁଛି, ତାହା ଠିକ୍। କିନ୍ତୁ ସଦାପ୍ରଭୁ ଆମ୍ଭମାନଙ୍କୁ ପରୀକ୍ଷା କରନ୍ତି।
ଯିଶାଇୟ 64:6
ଆମ୍ଭମାନେେ ସମସ୍ତେ ପାପ ରେ ଅପବିତ୍ର ଓ ଆମ୍ଭମାନଙ୍କର ଧର୍ମକର୍ମ ସବୁ ଅଶୁଚି ବସ୍ତ୍ର ସଦୃଶ ଅଟେ। ଆମ୍ଭମାନେେ ଝଡ଼ିଲା ପତ୍ର ସଦୃଶ ଓ ଆମ୍ଭମାନଙ୍କର ପାପଗୁଡ଼ିକ ବାଯୁ ତୁଳ୍ଯ ଆମ୍ଭମାନଙ୍କୁ ଉଡ଼ାଇ ନିଏ।
ମାଥିଉଲିଖିତ ସୁସମାଚାର 25:37
ସେତବେେଳେ ଭଲ ଲୋକମାନେ ଉତ୍ତର ଦବେେ, ' ହେ ପ୍ରଭୁ! ଆମ୍ଭେ କେତବେେଳେ ଆପଣଙ୍କୁ ଭୋକିଲା ଦେଖିଥିଲୁ ଓ ଖାଇବାକୁ ଦଇେଥିଲୁ? କେତବେେଳେ ଆମ୍ଭେ ଆପଣଙ୍କୁ ଶୋଷିଲା ଦେଖିଥିଲୁ ଓ ପିଇବାକୁ କିଛି ଦଇେଥିଲୁ?
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 15:9
ମୁଁ ସମସ୍ତ ପ୍ ରରେିତମାନଙ୍କ ମଧିଅରେ ସବୁଠାରୁ କ୍ଷୁଦ୍ରତମ। ଏପରିକି ମାରେ ପ୍ ରରେିତ ବୋଲି ଡ଼କା ୟିବାର ୟୋଗ୍ଯତା ମଧ୍ଯ ନାହିଁ, କାରଣ ମୁଁ ପୂର୍ବରୁ ପରମେଶ୍ବରଙ୍କ ମଣ୍ଡଳୀକୁ ତାଡ଼ନା କରିଛି।
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର 1:11
ଅତୀତ ରେ ସେ ତୁମ୍ଭ ପାଇଁ ଅଦରକାରୀ ଥିଲା। କିନ୍ତୁ ଏବେ ସେ ମାେ' ଓ ତୁମ୍ଭ ଦୁହିଁଙ୍କ ପାଇଁ ବଡ଼ ଉପଯୋଗୀ ଅଟେ।