Bible

Luke 17 - BBE (Oriya)

1 And he said to his disciples, It is necessary for causes of trouble to come about, but unhappy is he by whom they come.ଯୀଶୁ ତାହାଙ୍କ ଶିଷ୍ଯମାନଙ୍କୁ କହିଲେ, ନିଶ୍ଚିତ ଭାବରେ ଏଭଳି ଘଟଣା ଘଟିବ, ଯେଉଁ କାରଣରୁ ଲୋକେ ପାପ କରିବେ। ମାତ୍ର ଯେଉଁ ଲୋକ ଦ୍ବାରା ଏଭଳି ଘଟଣାମାନ ଘଟିବ, ସହେି ଲୋକ ପାଇଁ ଏହା ବହୁତ ଖରାପ ହବେ।

2 It would be well for him if a great stone was put round his neck and he was dropped into the sea, before he made trouble for any of these little ones.ଯେଉଁଲୋକ ଏଭଳି ଦୁର୍ବଳମାନଙ୍କ ମଧ୍ଯରୁ ଜଣକୁ ହେଲେ ପାପ କରିବା ପାଇଁ ପ୍ରବର୍ତ୍ତାଏ ତାହା ପାଇଁ ଏହା ବହୁତ ଖରାପ ହବେ। ବକରେେ ପଥର ବାନ୍ଧି ସମୁଦ୍ର ରେ ବୁଡି ମରିବା ତା ପକ୍ଷ ରେ ଭଲ ହବେ।

3 Give attention to yourselves: if your brother does wrong, say a sharp word to him; and if he has sorrow for his sin, let him have forgiveness.ତେଣୁ ସାବଧାନ ରୁହ। ଯଦି ତୁମ୍ଭର ଭାଇ ପାପ କରେ, ତବେେ ତାକୁ କୁହ ଯେ ଭୁଲ କରୁଛି। ସେ ଯଦି ଦୁଃଖ ପ୍ରକାଶ କରି ଆଉ ପାପ କରନୋହିଁ, ତବେେ ତାକୁ କ୍ଷମା ଦିଅ।

4 And if he does you wrong seven times in a day, and seven times comes to you and says, I have regret for what I have done; let him have forgiveness.ଯଦି ତୁମ୍ଭର ଭାଇ ଦିନ ଭିତ ରେ ତୁମ୍ଭ ପ୍ରତି ସାତଥର ଅନ୍ଯାୟ କରେ ଓ ପ୍ରତିଥର ଆସି କ ହେ ଯେ, ସେ ଏଥିପାଇଁ ଦୁଃଖିତ, ତବେେ ତାକୁ କ୍ଷମା କରି ଦିଅ।

5 And the twelve said to the Lord, Make our faith greater.ପ୍ ରରେିତମାନେ ପ୍ରଭୁଙ୍କୁ କହିଲେ, ଆମ୍ଭକୁ ଅଧିକ ବିଶ୍ବାସ ପ୍ରଦାନ କର।

6 And the Lord said, If your faith was only as great as a grain of mustard seed, you might say to this tree, Be rooted up and planted in the sea; and it would be done.ପ୍ରଭୁ କହିଲେ, ଯଦି ତୁମ୍ଭମାନଙ୍କର ବିଶ୍ବାସ ଗୋଟିଏ ଶାରେିଷ ଦାନା ପରିମାଣର ହାଇେଥାଏ, ତବେେ ତୁମ୍ଭମାନେେ ଏହି ତୁତ ଗଛକୁ କହିପାରିବ, ନିଜକୁ ଉପାଡି ନଇେ ସମୁଦ୍ର ରେ ରୋପଣ କର, ତବେେ ଗଛଟି ତୁମ୍ଭମାନଙ୍କ କଥା ମାନିବ।

7 But which of you, having a servant who is ploughing or keeping sheep, will say to him, when he comes in from the field, Come now and be seated and have a meal,ମନକରେ ତୁମ୍ଭମାନଙ୍କ ଭିତରୁ ଜଣକର ଚାକରଟିଏ ଅଛି। ସହେି ଚାକର ତୁମ୍ଭ ବିଲ ରେ କାମ କରିଆ ସେ। ସେ ତୁମ୍ଭ ବିଲ ରେ ହଳ କରି ଆସୁଛି କିମ୍ବା ମେଣ୍ଢାଙ୍କ ଯତ୍ନ ନଇେ ଆ ସେ। ସେ କାମରୁ ଫରେିବା ପରେ ତୁମ୍ଭେ ତାକୁ କ'ଣ କହିବ? ତୁମ୍ଭେ କ'ଣ କହିବ ଯେ, 'ଭିତରକୁ ଆସ ଓ ଖାଇବାକୁ ବସ?'

8 Will he not say, Get a meal for me, and make yourself ready and see to my needs till I have had my food and drink; and after that you may have yours?ନା, ତୁମ୍ଭେ ତୁମ୍ଭର ଚାକରକୁ କହିବ, 'ମାେ ପାଇଁ କିଛି ଖାଇବାକୁ ପ୍ରସ୍ତୁତ କର। ମାେ ଖିଆପିଆ ସରିଲେ ତୁମ୍ଭମାନେେ ଖାଇବ ଓ ପିଇବ।'

9 Does he give praise to the servant because he did what was ordered?ଚାକର ବିଶଷେ ଧନ୍ଯବାଦ ବି ପାଇବା କଥା ନୁହେଁ। କାରଣ ମାଲିକ ଯାହା କରିବାକୁ କହନ୍ତି, ସେ କବଳେ ତାହାହିଁ କରେ।

10 In the same way, when you have done all the things which are given you to do, say, There is no profit in us, for we have only done what we were ordered to do.ତୁମ୍ଭମାନଙ୍କ କ୍ଷେତ୍ର ରେ ସହେି ଏକା କଥା ହବେ। ତୁମ୍ଭମାନଙ୍କୁ ଦିଆଯାଇଥିବା କାମତକ କରି ଦବୋ ପରେ ତୁମ୍ଭମାନଙ୍କର କହିବା ଉଚିତ ଯେ, 'ଆମ୍ଭମାନେେ କୌଣସି ବିଶଷେ ଧନ୍ଯବାଦ ପାଇବାକୁ ଯୋଗ୍ଯ ନୋହୁଁ। କାରଣ ଆମ୍ଭେ ଅ ଯୋଗ୍ଯ ଚାକର ଓ ଆମ୍ଭର ଯାହା କରିବା ଉଚିତ, ଆମ୍ଭେ କବଳେ ତାହାହିଁ କରିଛୁ।'

11 And it came about that when they were on the way to Jerusalem he went through Samaria and Galilee.ଯୀଶୁ ୟିରୂଶାଲମ ଯାତ୍ରା କରୁଥିଲେ। ସେ ଗାଲୀଲୀରୁ ଶମିରୋଣକୁ ଗଲେ।

12 And when he went into a certain small town he came across ten men who were lepers, and they, keeping themselves at a distance,ସେ ଗୋଟିଏ େଛାଟ ନଗରକୁ ଆସିଲେ। ସଠାେରେ ତାହାଙ୍କୁ ଦଶ ଜଣ ଲୋକ ଭଟେିଲେ। ସହେି ସମସ୍ତଙ୍କର କୁଷ୍ଠ ରୋଗ ହାଇେଥିବାରୁ ସମାନେେ କହେି ଯୀଶୁଙ୍କର ଅତି ପାଖକୁ ଆସି ପାରିଲେ ନାହିଁ।

13 Said, in loud voices, Jesus, Master, have mercy on us.କିନ୍ତୁ ସମାନେେ ଯୀଶୁଙ୍କୁ ପାଟି କରି ଡାକିଲେ, ହେ ପ୍ରଭୁ ଯୀଶୁ! ଦୟାକରି ଆମ୍ଭକୁ ସାହାୟ୍ଯ କର।

14 And when he saw them he said, Go, and let the priests see you. And, while they were going, they were made clean.ଯୀଶୁ ଲୋକମାନଙ୍କୁ ଦେଖି କହିଲେ, ତୁମ୍ଭମାନେେ ଯାଇ ନିଜ ଦହକେୁ ଯାଜକମାନଙ୍କୁ ଦଖାେଅ।

15 And one of them, when he saw that he was clean, turning back, gave praise to God in a loud voice;ସହେି ଦଶ ଜଣ ଲୋକ ଯାଜକଙ୍କ ପାଖକୁ ଗଲା ବେଳେ ସୁସ୍ଥ ହାଇଗେଲେ।

16 And, falling down on his face at the feet of Jesus, he gave the credit to him; and he was a man of Samaria.ଜଣେ ଲୋକ ନିଜକୁ ସୁସ୍ଥ ହାଇେ ଯାଇଥିବାର ଦେଖି ଯୀଶୁଙ୍କ ପାଖକୁ ଫରେି ଆସିଲା। ସେ ବଡ ପାଟିକରି ନଇଁପଡି ପ୍ରଣାମ କଲା ଓ ତାହାଙ୍କୁ ଧନ୍ଯବାଦ ଦୋଲା। ସେ ଯୀଶୁଙ୍କ ପାଦତଳେ ନଇଁପଡି ପ୍ରମାଣ କଲା ଓ ତାହାଙ୍କୁ ଧନ୍ଯବାଦ ଦଲୋ। ଏହି ଲୋକଟି ଶମିରୋଣର ଅଧିବାସୀ ଥିଲା। ସେ ଯିହୂଦୀ ନଥିଲା,

17 And Jesus said, Were there not ten men who were made clean? where are the nine?ଯୀଶୁ ଉତ୍ତର ଦେଲେ, ଦଶ ଜଣ ଲୋକ ସୁସ୍ଥ ହେଲେ, ତବେେ ଅନ୍ୟ ନଅ ଜଣ କାହାଁନ୍ତି?

18 Have not any of them come back to give glory to God, but only this one from a strange land?ସୁସ୍ଥ ହାଇେ ସାରିବା ପରେ ପୁଣି ଫରେି ଆସି ପରମେଶ୍ବରଙ୍କୁ ଧନ୍ଯବାଦ ଜଣାଇବା ପାଇଁ କ'ଣ ଏହି ଶମିରୋଣୀୟ ଜଣକ କବଳେ ଥିଲା?

19 And he said to him, Get up, and go on your way; your faith has made you well.ତା'ପରେ ଯୀଶୁ ତାହାକୁ କହିଲେ, ଠିଆ ହୁଅ। ତୁମ୍ଭେ ଏବେ ଯାଅ। ତୁମ୍ଭର ବିଶ୍ବାସ କରିଥିବା ହତେୁ ତୁମ୍ଭେ ଭଲ ହାଇଗେଲ।

20 And when the Pharisees put questions to him about when the kingdom of God would come, he gave them an answer and said, The kingdom of God will not come through observation:କେତକେ ଫାରୂଶୀ ଯୀଶୁଙ୍କୁ ପଚାରିଲେ, ପରମେଶ୍ବରଙ୍କ ରାଜ୍ଯ କବେେ ଆସିବ?

21 And men will not say, See, it is here! or, There! for the kingdom of God is among you.ଲୋକମାନେ କହିବେ ନାହିଁ ଯେ, ' ହଇେ ଦେଖ, ପରମେଶ୍ବରଙ୍କ ରାଜ୍ଯ ଏଠା ରେ ଅଛି କିମ୍ବା ସଠାେରେ ଅଛି। ନା, ପରମେଶ୍ବରଙ୍କ ରାଜ୍ଯ ତୁମ୍ଭମାନଙ୍କ ନିଜ ଭିତ ରେ ଅଛି।'

22 And he said to his disciples, The time will come when you will have a great desire to see one of the days of the Son of man, but you will not see it.ତା'ପରେ ଯୀଶୁ ତାହାଙ୍କ ଶିଷ୍ଯମାନଙ୍କୁ କହିଲେ, ଦିନ ଆସିବ, ଯେତବେେଳେ ତୁମ୍ଭମାନେେ ମନୁଷ୍ଯପୁତ୍ରଙ୍କ ଦିନଗୁଡିକ ମାନଙ୍କ ଭତରୁ ଦିନଟିଏ ଦେଖିବାକୁ ବହୂତ ଇଚ୍ଛା କରିବ। କିନ୍ତୁ ତୁମ୍ଭମାନେେ ତାହା ଦେଖି ପାରିବ ନାହିଁ।

23 And if they say to you, See, it is there! or, It is here! do not go away, or go after them.ଲୋକମାନେ ତୁମ୍ଭମାନଙ୍କୁ କହିବେ, ' ଦେଖ ତାହା ସଠାେରେ!' ' ଦେଖ, ତାହା ଏଠା ରେ! କିନ୍ତୁ ତୁମ୍ଭମାନେେ ଯେଉଁଠି ଅଛ ସହେିଠା ରେ ରୁହ। ବାହାରକୁ ଯାଇ ଖାଜେ ନାହିଁ।

24 For as in a thunderstorm the bright light is seen from one end of the sky to the other, so will the Son of man be when his time comes.ମନୁଷ୍ଯପୁତ୍ରଙ୍କର ଫରେି ଆସିବା ସମୟ ତୁମ୍ଭମାନେେ ଜାଣି ପାରିବ। ଯେଉଁ ଦିନ ସେ ଫରେି ଆସିବେ, ସେ ଆକାଶ ରେ ଗୋଟିଏ ପ୍ରାନ୍ତରୁ ଅନ୍ୟ ପ୍ରାନ୍ତର ପର୍ୟ୍ଯନ୍ତ ଉଜ୍ଜ୍ବଳ ବିଜୁଳି ଝଲକିଲା ଭଳି ଦଖାେଯିବେ।

25 But first, he will have to undergo much and be put on one side by this generation.କିନ୍ତୁ ମନୁଷ୍ଯପୁତ୍ର ପ୍ରଥମେ ଅନକେ ୟନ୍ତ୍ରଣା ଭୋଗ କରିବେ ଏବଂ ବର୍ତ୍ତମାନର ଲୋକମାନଙ୍କ ଦ୍ବାରା ହତ ହବେେ।

26 And as it was in the days of Noah, so will it be in the day of the Son of man.ନୋହ ବାସ କରୁଥିବା ସମୟରେ ଯାହା ଘଟିଥିଲା ମନୁଷ୍ଯପୁତ୍ର ଫରେି ଆସିବା ସମୟରେ ସହେି ଏକା କଥା ଘଟିବ।

27 They were feasting and taking wives and getting married, till the day of the overflowing of the waters, when Noah went into the ark, and they all came to destruction.ନୋହଙ୍କ ସମୟରେ, ଏପରିକି ନୋହ ଜାହାଜ ରେ ବସିବା ସମୟ ପର୍ୟ୍ଯନ୍ତ ଲୋକମାନେ ଖିଆପିଆ କରୁଥିଲେ ଓ ବିବାହ କରୁଥିଲେ। ତା'ପରେ ବନ୍ଯା ମାଡି ଆସିଲା ଓ ସେ ସମସ୍ତଙ୍କୁ ମାରି ଦଲୋ।

28 In the same way, in the days of Lot; they were feasting and trading, they were planting and building;ପରମେଶ୍ବର ଲୋଟଙ୍କ ସମୟରେ ସଦୋମ ନଗର ଧ୍ବଂସ କଲା ବେଳେ ଯାହା ଘଟିଥିଲା, ଏବେ ମଧ୍ଯ ସହେି କଥା ଘଟିବ। ସହେି ଲୋକମାନେ ସେତବେେଳେ ଖିଆପିଆ, କିଣାବିକା କରୁଥିଲେ। ଗଛ ଲଗାଉଥିଲେ ଓ ନିଜ ପାଇଁ ଘର ତୋଳୁଥିଲେ।

29 But on the day when Lot went out of Sodom, fire came down from heaven and destruction came on them all.ଲୋଟ ନଗର ଛାଡି ଚାଲିୟିବା ସମୟ ପର୍ୟ୍ଯନ୍ତ ମଧ୍ଯ ଲୋକମାନେ ଏସବୁ କାମ କରୁଥିଲେ। ତା'ପରେ ସଠାେରେ ଆକାଶରୁ ଅଗ୍ନି ଓ ଗନ୍ଧକ ବର୍ଷା ହେଲା ଓ ତାହା ସମସ୍ତଙ୍କୁ ମାରି ଦଲୋ।

30 So will it be in the day of the revelation of the Son of man.ଯେତବେେଳେ ମନଷ୍ଯପୁତ୍ର ଫରେି ଆସିବେ, ସେତବେେଳେ ଠିକ୍ ସହେିଭଳି ଘଟଣା ଘଟିବ।

31 On that day, if anyone is on the roof of the house, and his goods are in the house, let him not go down to take them away; and let him who is in the field not go back to his house. ସେ ଦିନ ଯଦି କୌଣସି ଲୋକ ତା'ର ଘରର ଛାତ ଉପରେ ଥିବ, ଭିତରକୁ ଯାଇ ଜିନିଷପତ୍ର ଆଣିବାକୁ ତାକୁ ସମୟ ହବେନାହିଁ। ଯଦି କୌଣସି ଲୋକ ବିଲ ରେ ଥିବ, ତବେେ ସେ ଘରକୁ ଫରେି ପାରିବନାହିଁ।

32 Keep in mind Lot's wife.ଲୋଟଙ୍କ ସ୍ତ୍ରୀଙ୍କର କ'ଣ ହାଇେଥିଲା, ମନେ ପକାଅ।

33 If anyone makes an attempt to keep his life, it will be taken from him, but if anyone gives up his life, he will keep it.ଯେଉଁଲୋକ ନିଜ ଜୀବନ ରକ୍ଷା କରିବାକୁ ଚେଷ୍ଟା କରିବ, ସେ ତାହା ହ ରଇେ ବସିବ। କିନ୍ତୁ ଯେଉଁ ଲୋକ ତା ଜୀବନ ପରିତ୍ଯାଗ କରିବ, ସେ ତାହା ରକ୍ଷା କରିବ।

34 I say to you, In that night there will be two men sleeping in one bed, and one will be taken away and the other let go.ମୁଁ ଫରେି ଆସିବା ସମୟରେ ଗୋଟିଏ କଠାେରୀ ରେ ହୁଏତ ସହେି ରାତି ରେ ଦୁଇଜଣ ଲୋକ ଶୋଇଥାଇ ପାରନ୍ତି, କିନ୍ତୁ ସମାନଙ୍କେ ମଧ୍ଯରୁ ଜଣକୁ ନିଆ ହବେ ଓ ଅନ୍ୟ ଜଣକୁ ଛାଡି ଦିଆୟିବ।

35 Two women will be crushing grain together; one will be taken away and the other let go.ହୁଏତ ଦୁଇଜଣ ସ୍ତ୍ରୀଲୋକ ଏକତ୍ର ଚକି ରେ ଶସ୍ଯ ଦାନା ପେଶୁ ଥାଇ ପାରନ୍ତି,

36 []କିନ୍ତୁ ସମାନଙ୍କେ ମଧ୍ଯରୁ ଜଣକୁ ନଇେ ନିଆୟିବ ଓ ଅନ୍ୟ ଜଣକୁ ଛାଡି ଦିଆୟିବ।

37 And they, answering him, said, Where, Lord? And he said to them, Where the body is, there will the eagles come together.ଶିଷ୍ଯମାନେ ଯୀଶୁଙ୍କୁ ପଚାରିଲେ, ଏ ଘଟଣା କେଉଁଠା ରେ ଘଟିବ ପ୍ରଭୁ?

Oriya Bible