Index
Full Screen ?
 

Luke 18:30 in Oriya

Luke 18:30 in Tamil Oriya Bible Luke Luke 18

Luke 18:30
ସେ ଛାଡିଥିବା ବସ୍ତୁ ଅପେକ୍ଷେ ଅଧିକ ପାଇବ। ସେ ଲୋକ ଏହି ଜୀବନକାଳ ମଧିଅରେ ତ ଅନକେ ଗୁଣ ଅଧିକ ପାଇବ ଏବଂ ମରିଗଲା ପରେ ମଧ୍ଯ ସେ ପରମେଶ୍ବରଙ୍କ ସହିତ ଚିରକାଳ ବାସ କରିବ।

Who
ὃςhosose
shall

οὐouoo
not
μὴmay
receive
ἀπολάβῃapolabēah-poh-LA-vay
more
manifold
πολλαπλασίοναpollaplasionapole-la-pla-SEE-oh-na
in
ἐνenane
this
τῷtoh

καιρῷkairōkay-ROH
time,
present
τούτῳtoutōTOO-toh
and
καὶkaikay
in
ἐνenane
the
τῷtoh
world
αἰῶνιaiōniay-OH-nee

τῷtoh
to
come
ἐρχομένῳerchomenōare-hoh-MAY-noh
life
ζωὴνzōēnzoh-ANE
everlasting.
αἰώνιονaiōnionay-OH-nee-one

Cross Reference

Matthew 12:32
ଯଦି କହେି ମନୁଷ୍ଯପୁତ୍ରଙ୍କ ବିରୁଦ୍ଧ ରେ କିଛି କୁ ହେ ତବେେ ତାକୁ କ୍ଷମା କରାଯାଇପା ରେ, କିନ୍ତୁ ପବିତ୍ର ଆତ୍ମାଙ୍କ ବିରିଦ୍ଧ ରେ କହେି କିଛି କହିଲେ ତାକୁ ବର୍ତ୍ତମାନ ବା ଭବିଷ୍ଯତ ରେ କବେେ ହେଲେ କ୍ଷମା କରାୟିବନାହିଁ।

Job 42:10
ଆୟୁବ ତା'ର ବନ୍ଧୁମାନଙ୍କ ପାଇଁ ପ୍ରାର୍ଥନା କଲା। ତା'ପରେ ସଦାପ୍ରଭୁ ଆୟୁବକୁ ପୁଣି ସୌଭାଗ୍ଯ ଆଣି ଦେଲେ। ଆୟୁବର ପୂର୍ବରୁ ଯାହା ଥିଲା ତା'ର ଦୁଇଗୁଣ ସେ ଦେଲେ।

Revelation 3:21
ଯେ ବିଜଯୀ ହୁଏ, ମୁଁ ତାହାକୁ ମାେ ସହିତ ସିଂହାସନ ରେ ବସାଇବି। ଯେପରି ମୁଁ ବିଜଯୀ ହାଇେ ମାରେ ପରମପିତାଙ୍କ ସହ ତାହାଙ୍କ ସିଂହାସନ ରେ ବସିଥିଲି, ସେ ସହେିପରି ମାେ ସହିତ ବସିବ।

Revelation 2:17
ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥାସବୁ ସେ ଶୁଣିବା ଉଚିତ୍।

Revelation 2:10
ତୁମ୍ଭ ପାଇଁ ଯେଉଁସବୁ ଦୁଃଖ ଆସୁଛି, ସେଥିପାଇଁ ଭୟ କର ନାହିଁ। ମୁଁ ଜାଣେ, ତୁମ୍ଭମାନଙ୍କ ଭିତରୁ କେତେ ଜଣଙ୍କୁ ଶୟତାନ କାରାଗାର ରେ ରଖିବ। ସେ ତୁମ୍ଭମାନଙ୍କୁ ପରୀକ୍ଷା କରିବା ପାଇଁ ଏପରି କରିବ। ତୁମ୍ଭମାନେେ ଦଶଦିନ ପର୍ୟ୍ଯନ୍ତ ଦୁଃଖକଷ୍ଟ ସହିବ। କିନ୍ତୁ ବିଶ୍ବସ୍ତ ରୁହ, କାରଣ ତୁମ୍ଭକୁ ହୁଏତ ମୃତ୍ଯୁବରଣ କରିବାକୁ ପଡ଼ିପା ରେ। ତୁମ୍ଭେ ଯଦି ବିଶ୍ବସ୍ତ ରହିବ, ତବେେ ମୁଁ ତୁମ୍ଭକୁ ଜୀବନରୂପକ ମୁକୁଟ ଦବେି।

Hebrews 13:5
ନିଜ ଜୀବନକୁ ଧନର ଲୋଭରୁ ମୁକ୍ତ ରଖ। ତୁମ୍ଭମାନଙ୍କ ପାଖ ରେ ଯାହା ଅଛି, ସେଥି ରେ ସନ୍ତାଷେ ଲାଭ କର। ପରମେଶ୍ବର କହିଛନ୍ତି :

1 Timothy 6:6
ଯଦି ଜଣେ ଲୋକ ତା ପାଖ ରେ ଯାହା ଅଛି, ସତେିକି ରେ ସନ୍ତୁଷ୍ଟ ରହେ, ତା ହେଲେ ପ୍ରକୃତ ରେ ପରମେଶ୍ବରଙ୍କ ସବୋ ଦ୍ବାରା ସହେି ଲୋକ ବହୁତ ଧନୀ ହାଇଯୋଏ।

1 Timothy 4:8
ନିଜ ଶରୀର ସାଧନା ଅନକୋଂଶ ରେ ତୁମ୍ଭକୁ ସାହାୟ୍ଯ କରେ। କିନ୍ତୁ ପରମେଶ୍ବରଙ୍କ ଉପାସନା କରିବା ଦ୍ବାରା ତାହା ସମସ୍ତ ବିଷୟ ରେ ତୁମ୍ଭକୁ ସାହାୟ୍ଯ କରେ। ଏହା ବର୍ତ୍ତମାନର ଜୀବନ ରେ ଓ ଭବିଷ୍ଯତ ରେ ଜୀବନ ରେ ମଧ୍ଯ ତୁମ୍ଭ ପାଇଁ ଆଶୀର୍ବାଦ ଆଣେ।

Romans 6:21
ତୁମ୍ଭମାନେେ ମନ୍ଦ କାମ କରୁଥିଲ। ଏବେ ତୁମ୍ଭମାନେେ ସଭେଳି କର୍ମ ପାଇଁ ଲଜ୍ଜିତ। ସେ କାମଗୁଡ଼ିକ କଣ ତୁମ୍ଭମାନଙ୍କୁ ସାହାୟ୍ଯ କଲା? ନା, ସେ କର୍ମ ଗୁଡ଼ିକ କବଳେ ଆଧ୍ଯାତ୍ମିକ ମୃତ୍ଯୁ ଆଣିଥାଏ।

Luke 12:31
ବରଂ ତୁମ୍ଭମାନଙ୍କର ଯେଉଁ ବିଷୟଟି ଚାହିଁବା ଉଚିତ, ତାହା ହେଉଛି ସ୍ବର୍ଗରାଜ୍ଯ। ତା ହେଲେ ତୁମ୍ଭମାନେେ ଦରକାର କରୁଥିବା ଏହି ସମସ୍ତ ବିଷୟ ତୁମ୍ଭମାନଙ୍କୁ ଦିଆୟିବ।

Psalm 119:162
ତୁମ୍ଭର ପ୍ରତିଜ୍ଞା ମାେତେ ଆନନ୍ଦ ଦିଏ, ୟପରେି ଜଣେ ବ୍ଯକ୍ତି ବହୁତ ଲୁଟ୍ଧନ ପାଇବା ପରେ ଖୁସି ହୁଏ।

Psalm 119:127
ସଦାପ୍ରଭୁ ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ମୁଁ ତୁମ୍ଭର ନିର୍ଦ୍ଦେଶକୁ ସ୍ନହେ କରେ।

Psalm 119:111
ସଦାପ୍ରଭୁ ମୁଁ ତୁମ୍ଭର ନିଯମକୁ ସବୁଦିନ ଦଖାଇବୋକୁ ଉପହାର ଆକାରରେ ଗ୍ରହଣ କରିଅଛି। ଏହା ମାେତେ ବହୁ ଆନନ୍ଦ ଦିଏ।

Psalm 119:103
ତୁମ୍ଭର ପ୍ରତିଜ୍ଞା ସର୍ବଦା ମାେ ପାଟିକୁ ମହୁଠାରୁ ଅଧିକ ମଧୁର ଲାଗେ।

Psalm 119:72
ତୁମ୍ଭର ଶିକ୍ଷାସବୁ ମାେ ପାଇଁ ଉତ୍ତମ, ଏହା ଏକହଜାର ଖଣ୍ଡ ସୁନା ଓ ରୂପାଖଣ୍ଡଠାରୁ ଉତ୍ତମ।

Psalm 84:10
ଅନ୍ୟସ୍ଥାନରେ ଏକ ହଜାର ଦିନଠାରୁ ତୁମ୍ଭ ମନ୍ଦିରରେ ଏକଦିନ ବହୁତ ଭଲ। ଦୁଷ୍ଟ ଲୋକମାନଙ୍କ ଗୃହରେ ବାସ କରିବା ଅପେକ୍ଷା ପରମେଶ୍ବରଙ୍କ ମନ୍ଦିର ସମ୍ମୁଖରେ ଛିଡ଼ା ହବୋ ଭଲ।

Psalm 63:4
ହଁ, ମୁଁ ଜୀବନସାରା ତୁମ୍ଭର ପ୍ରଶଂସା କରିବି। ମୁଁ ତୁମ୍ଭର ନାମ ଡ଼ାକି ପ୍ରାର୍ଥନା କଲା ସମଯରେ ମାରେ ହସ୍ତ ଉଠାଇବି।

Psalm 37:16
ଧାର୍ମୀକ ଲୋକମାନଙ୍କ ମଧ୍ୟରେ ଅଳ୍ପ ଥିଲେ ବି ତାହା ଦୁଷ୍ଟ ଲୋକମାନଙ୍କ ମଧ୍ୟରେ ଥିବା ଧନୀ ଲୋକମାନଙ୍କ ଅପେକ୍ଷା ଉତ୍ତମ ଅଟେ।

Chords Index for Keyboard Guitar