Luke 22

fullscreen24 ସମାନଙ୍କେ ମଧିଅରେ ସବୁଠାରୁ କିଏ ଶ୍ ରେଷ୍ଠ ପ୍ ରରେିତମାନେ ସହେି ବିଷୟ ରେ ପରସ୍ପର ମଧିଅରେ ବାଦାନୁବାଦ କରିବାକୁ ଲାଗିଲେ।

fullscreen25 କିନ୍ତୁ ଯୀଶୁ ସମାନଙ୍କେୁ କହିଲେ, ଏହି ସଂସାରର ଦେଶଗୁଡିକର ରାଜାମାନେ ସମାନଙ୍କେ ଲୋକଙ୍କ ଉପରେ ଶାସନ କରନ୍ତି। ଯେଉଁ ଲୋକମାନଙ୍କର ଅନ୍ୟ ଲୋକଙ୍କ ଉପରେ ଶାସନ କ୍ଷମତା ଥାଏ, ସମାନେେ ଅନ୍ୟ ଲୋକଙ୍କ ପାଇଁ ଉପକାରୀ ବୋଲି ଖ୍ଯାତ ହୁଅନ୍ତି।

fullscreen26 କିନ୍ତୁ ତୁମ୍ଭମାନେେ ସମାନଙ୍କେ ପରି ନୁହଁ, ବରଂ ତୁମ୍ଭମାନଙ୍କ ମଧିଅରେ ଯେଉଁ ଲୋକ ସବୁଠାରୁ ବଡ, ସେ ସବୁଠାରୁ େଛାଟ ହବୋ ଉଚିତ୍। ନେତା ସବେକ ଭଳି ହବୋ ଉଚିତ୍।

fullscreen27 ସବୁଠାରୁ ଶ୍ ରେଷ୍ଠ ଲୋକ କିଏ? ଟବେୁଲ ପାଖ ରେ ଖାଇବାକୁ ବସିଥିବା ଲୋକ ନା ତାହାଙ୍କୁ ପରଶୁଥିବା ଲୋକ? ତୁମ୍ଭମାନେେ ଭାବିବ ଯେ ଖାଇବାକୁ ବସିଥିବା ଲୋକଟି ଅଧିକ ମହତ। କିନ୍ତୁ ତୁମ୍ଭମାନଙ୍କ ମଧିଅରେ ମୁଁ ଜଣେ ସବେକ ଭଳି ରହିଛି।

fullscreen28 ଅନକେ ବାଧାବିଘ୍ନ ଭିତର ଦଇେ ତୁମ୍ଭମାନେେ ମାେ ସହିତ ରହିଛ।

fullscreen29 ମାରେ ପରମପିତା ମାେତେ ଗୋଟିଏ ରାଜ୍ଯ ଦଇେଛନ୍ତି। ମାେ ସହିତ ତୁମ୍ଭମାନେେ ମଧ୍ଯ ତାହା ଉପରେ ଶାସନ କରିବାକୁ ମୁଁ ତୁମ୍ଭମାନଙ୍କୁ କ୍ଷମତା ଦେଉଛି।

fullscreen30 ମାେ ରାଜ୍ଯ ରେ ମାେ ସହିତ ଟବେୁଲ ଉପରେ ତୁମ୍ଭମାନେେ ଖିଆପିଆ କରିବ। ତୁମ୍ଭମାନେେ ସିଂହାସନଗୁଡିକ ଉପରେ ବସି ଇଶ୍ରାୟେଲର ବାରଟି ଯାକ ଗୋଷ୍ଠୀର ବିଚାର କରିବ।

fullscreen31 କୃଷକ ତା'ର ଗହମକୁ ଚାଲୁଣୀ ରେ ଚଲାଇବା ଭଳି ଶୟତାନ ତୁମ୍ଭମାନଙ୍କୁ ଚଲାଇବା ପାଇଁ ଅନୁମତି ପାଇଛି। ଶିମାନେ! ହେ ଶିମାନେ,

fullscreen32 ମୁଁ ପ୍ରାର୍ଥନା କରିଛି ଯେ ତୁମ୍ଭର ବିଶ୍ବାସ ଲୋପ ନ ହେଉ। ତୁମ୍ଭମାନେେ ମାେପାଖକୁ ଫରେି ଆସିବା ସମୟରେ ନିଜ ଭାଇମାନଙ୍କୁ ବିଶ୍ବାସ ରେ ଦୃଢ ହବୋ ପାଇଁ ସାହାୟ୍ଯ କର।

fullscreen33 କିନ୍ତୁ ପିତର ଯୀଶୁଙ୍କୁ କହିଲେ, ପ୍ରଭୁ, ମୁଁ ଆପଣଙ୍କ ସହିତ କାରାଗାରକୁ ୟିବାକୁ ପ୍ରସ୍ତୁତ ଅଛି। ଏପରିକି ମୁଁ ଆପଣଙ୍କ ସହିତ ମରିବା ପାଇଁ ପ୍ରସ୍ତୁତ ଅଛି।

fullscreen34 ଯୀଶୁ କିନ୍ତୁ କହିଲେ, ପିତର, ଆସନ୍ତା କାଲି ସକାଳେ କୁକୁଡା ଡାକିବା ପୂର୍ବରୁ ତୁମ୍ଭେ କହିବ ଯେ, ତୁମ୍ଭେ ମାେତେ ଜାଣିନାହଁ। ଏକଥା ତୁମ୍ଭେ ତିନିଥର କହିବ।

24 And there was also a strife among them, which of them should be accounted the greatest.

25 And he said unto them, The kings of the Gentiles exercise lordship over them; and they that exercise authority upon them are called benefactors.

26 But ye shall not be so: but he that is greatest among you, let him be as the younger; and he that is chief, as he that doth serve.

27 For whether is greater, he that sitteth at meat, or he that serveth? is not he that sitteth at meat? but I am among you as he that serveth.

28 Ye are they which have continued with me in my temptations.

29 And I appoint unto you a kingdom, as my Father hath appointed unto me;

30 That ye may eat and drink at my table in my kingdom, and sit on thrones judging the twelve tribes of Israel.

31 And the Lord said, Simon, Simon, behold, Satan hath desired to have you, that he may sift you as wheat:

32 But I have prayed for thee, that thy faith fail not: and when thou art converted, strengthen thy brethren.

33 And he said unto him, Lord, I am ready to go with thee, both into prison, and to death.

34 And he said, I tell thee, Peter, the cock shall not crow this day, before that thou shalt thrice deny that thou knowest me.

Luke 22 in Tamil and English

24 ସମାନଙ୍କେ ମଧିଅରେ ସବୁଠାରୁ କିଏ ଶ୍ ରେଷ୍ଠ ପ୍ ରରେିତମାନେ ସହେି ବିଷୟ ରେ ପରସ୍ପର ମଧିଅରେ ବାଦାନୁବାଦ କରିବାକୁ ଲାଗିଲେ।
And there was also a strife among them, which of them should be accounted the greatest.

25 କିନ୍ତୁ ଯୀଶୁ ସମାନଙ୍କେୁ କହିଲେ, ଏହି ସଂସାରର ଦେଶଗୁଡିକର ରାଜାମାନେ ସମାନଙ୍କେ ଲୋକଙ୍କ ଉପରେ ଶାସନ କରନ୍ତି। ଯେଉଁ ଲୋକମାନଙ୍କର ଅନ୍ୟ ଲୋକଙ୍କ ଉପରେ ଶାସନ କ୍ଷମତା ଥାଏ, ସମାନେେ ଅନ୍ୟ ଲୋକଙ୍କ ପାଇଁ ଉପକାରୀ ବୋଲି ଖ୍ଯାତ ହୁଅନ୍ତି।
And he said unto them, The kings of the Gentiles exercise lordship over them; and they that exercise authority upon them are called benefactors.

26 କିନ୍ତୁ ତୁମ୍ଭମାନେେ ସମାନଙ୍କେ ପରି ନୁହଁ, ବରଂ ତୁମ୍ଭମାନଙ୍କ ମଧିଅରେ ଯେଉଁ ଲୋକ ସବୁଠାରୁ ବଡ, ସେ ସବୁଠାରୁ େଛାଟ ହବୋ ଉଚିତ୍। ନେତା ସବେକ ଭଳି ହବୋ ଉଚିତ୍।
But ye shall not be so: but he that is greatest among you, let him be as the younger; and he that is chief, as he that doth serve.

27 ସବୁଠାରୁ ଶ୍ ରେଷ୍ଠ ଲୋକ କିଏ? ଟବେୁଲ ପାଖ ରେ ଖାଇବାକୁ ବସିଥିବା ଲୋକ ନା ତାହାଙ୍କୁ ପରଶୁଥିବା ଲୋକ? ତୁମ୍ଭମାନେେ ଭାବିବ ଯେ ଖାଇବାକୁ ବସିଥିବା ଲୋକଟି ଅଧିକ ମହତ। କିନ୍ତୁ ତୁମ୍ଭମାନଙ୍କ ମଧିଅରେ ମୁଁ ଜଣେ ସବେକ ଭଳି ରହିଛି।
For whether is greater, he that sitteth at meat, or he that serveth? is not he that sitteth at meat? but I am among you as he that serveth.

28 ଅନକେ ବାଧାବିଘ୍ନ ଭିତର ଦଇେ ତୁମ୍ଭମାନେେ ମାେ ସହିତ ରହିଛ।
Ye are they which have continued with me in my temptations.

29 ମାରେ ପରମପିତା ମାେତେ ଗୋଟିଏ ରାଜ୍ଯ ଦଇେଛନ୍ତି। ମାେ ସହିତ ତୁମ୍ଭମାନେେ ମଧ୍ଯ ତାହା ଉପରେ ଶାସନ କରିବାକୁ ମୁଁ ତୁମ୍ଭମାନଙ୍କୁ କ୍ଷମତା ଦେଉଛି।
And I appoint unto you a kingdom, as my Father hath appointed unto me;

30 ମାେ ରାଜ୍ଯ ରେ ମାେ ସହିତ ଟବେୁଲ ଉପରେ ତୁମ୍ଭମାନେେ ଖିଆପିଆ କରିବ। ତୁମ୍ଭମାନେେ ସିଂହାସନଗୁଡିକ ଉପରେ ବସି ଇଶ୍ରାୟେଲର ବାରଟି ଯାକ ଗୋଷ୍ଠୀର ବିଚାର କରିବ।
That ye may eat and drink at my table in my kingdom, and sit on thrones judging the twelve tribes of Israel.

31 କୃଷକ ତା'ର ଗହମକୁ ଚାଲୁଣୀ ରେ ଚଲାଇବା ଭଳି ଶୟତାନ ତୁମ୍ଭମାନଙ୍କୁ ଚଲାଇବା ପାଇଁ ଅନୁମତି ପାଇଛି। ଶିମାନେ! ହେ ଶିମାନେ,
And the Lord said, Simon, Simon, behold, Satan hath desired to have you, that he may sift you as wheat:

32 ମୁଁ ପ୍ରାର୍ଥନା କରିଛି ଯେ ତୁମ୍ଭର ବିଶ୍ବାସ ଲୋପ ନ ହେଉ। ତୁମ୍ଭମାନେେ ମାେପାଖକୁ ଫରେି ଆସିବା ସମୟରେ ନିଜ ଭାଇମାନଙ୍କୁ ବିଶ୍ବାସ ରେ ଦୃଢ ହବୋ ପାଇଁ ସାହାୟ୍ଯ କର।
But I have prayed for thee, that thy faith fail not: and when thou art converted, strengthen thy brethren.

33 କିନ୍ତୁ ପିତର ଯୀଶୁଙ୍କୁ କହିଲେ, ପ୍ରଭୁ, ମୁଁ ଆପଣଙ୍କ ସହିତ କାରାଗାରକୁ ୟିବାକୁ ପ୍ରସ୍ତୁତ ଅଛି। ଏପରିକି ମୁଁ ଆପଣଙ୍କ ସହିତ ମରିବା ପାଇଁ ପ୍ରସ୍ତୁତ ଅଛି।
And he said unto him, Lord, I am ready to go with thee, both into prison, and to death.

34 ଯୀଶୁ କିନ୍ତୁ କହିଲେ, ପିତର, ଆସନ୍ତା କାଲି ସକାଳେ କୁକୁଡା ଡାକିବା ପୂର୍ବରୁ ତୁମ୍ଭେ କହିବ ଯେ, ତୁମ୍ଭେ ମାେତେ ଜାଣିନାହଁ। ଏକଥା ତୁମ୍ଭେ ତିନିଥର କହିବ।
And he said, I tell thee, Peter, the cock shall not crow this day, before that thou shalt thrice deny that thou knowest me.