Mark 14:12
ଖମୀର ଶୂନ୍ଯ ରୋଟୀ-ପର୍ବର ପ୍ରଥମ ଦିନ ରେ ୟିହୁଦୀମାନେ 'ନିସ୍ତାର ପର୍ବର ମେଣ୍ଢାଛୁଆଟି' କୁ ବଳି ଦିଅନ୍ତି। ସହେି ଦିନ ଯୀଶୁଙ୍କ ପାଖକୁ ତାହାଙ୍କ ଶିଷ୍ଯମାନେ ଆସି ପଚାରିଲେ, ନିସ୍ତାର ପର୍ବର ଭୋଜି ରେ ଆପଣଙ୍କ ପାଇଁ ସବୁ କିଛି ପ୍ରସ୍ତୁତ କରିବାକୁ ଆମ୍ଭେ କେଉଁଠାକୁ ୟିବୁ ବୋଲି ଆପଣ ଚାହୁଁଛନ୍ତି?
Mark 14:12 in Other Translations
King James Version (KJV)
And the first day of unleavened bread, when they killed the passover, his disciples said unto him, Where wilt thou that we go and prepare that thou mayest eat the passover?
American Standard Version (ASV)
And on the first day of unleavened bread, when they sacrificed the passover, his disciples say unto him, Where wilt thou that we go and make ready that thou mayest eat the passover?
Bible in Basic English (BBE)
And on the first day of unleavened bread, when the Passover lamb is put to death, his disciples said to him, Where are we to go and make ready for you to take the Passover meal?
Darby English Bible (DBY)
And the first day of unleavened bread, when they slew the passover, his disciples say to him, Where wilt thou that we go and prepare, that thou mayest eat the passover?
World English Bible (WEB)
On the first day of unleavened bread, when they sacrificed the Passover, his disciples asked him, "Where do you want us to go and make ready that you may eat the Passover?"
Young's Literal Translation (YLT)
And the first day of the unleavened food, when they were killing the passover, his disciples say to him, `Where wilt thou, `that,' having gone, we may prepare, that thou mayest eat the passover?'
| And | Καὶ | kai | kay |
| the | τῇ | tē | tay |
| first | πρώτῃ | prōtē | PROH-tay |
| day | ἡμέρᾳ | hēmera | ay-MAY-ra |
| τῶν | tōn | tone | |
| of unleavened bread, | ἀζύμων | azymōn | ah-ZYOO-mone |
| when | ὅτε | hote | OH-tay |
| they killed | τὸ | to | toh |
| the | πάσχα | pascha | PA-ska |
| passover, | ἔθυον | ethyon | A-thyoo-one |
| his | λέγουσιν | legousin | LAY-goo-seen |
| αὐτῷ | autō | af-TOH | |
| disciples | οἱ | hoi | oo |
| said | μαθηταὶ | mathētai | ma-thay-TAY |
| unto him, | αὐτοῦ | autou | af-TOO |
| Where | Ποῦ | pou | poo |
| wilt thou | θέλεις | theleis | THAY-lees |
| that we go | ἀπελθόντες | apelthontes | ah-pale-THONE-tase |
| prepare and | ἑτοιμάσωμεν | hetoimasōmen | ay-too-MA-soh-mane |
| that | ἵνα | hina | EE-na |
| thou mayest eat | φάγῃς | phagēs | FA-gase |
| the | τὸ | to | toh |
| passover? | πάσχα | pascha | PA-ska |
Cross Reference
Deuteronomy 16:1
ଆବୀବ ମାସର ପର୍ବକକ୍ସ୍ଟ ରଖ, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶଓରଙ୍କୁ ସମ୍ମାନ ଦବୋ ପାଇଁ ନିସ୍ତାର ପର୍ବ ପାଳନ କର। କାରଣ ଆବୀବ ମାସ ରେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କୁ ରାତ୍ରିକାଳ ରେ ମିଶରରକ୍ସ୍ଟ ବାହାର କରିଆଣିଲେ।
Exodus 12:18
ତୁମ୍ଭମାନେେ ପ୍ରଥମ ମାସର ଚଉଦ ଦିନର ସନ୍ଧ୍ଯା ସମୟରୁ ଏକୋଇଶ ଦିନର ସନ୍ଧ୍ଯା ପର୍ୟ୍ଯନ୍ତ ତାଡୀଶୂନ୍ଯ ରୋଟୀ ଭୋଜନ କରିବ।
Exodus 12:8
ସହେି ରାତ୍ରି ରେ, ତୁମ୍ଭେ ତା'ର ମାଂସକୁ ଅଗ୍ନି ରେ ଦଗ୍ଧ କରି ତାଡି ଶୂନ୍ଯ ରୋଟୀ ଓ ତିକ୍ତ ଶାକ ସହିତ ତାହା ଭୋଜନ କରିବ।
Exodus 12:6
ତୁମ୍ଭମାନଙ୍କୁ ସହେି ମଷେ ଶାବକକୁ ମାସର ଚତୁର୍ଦ୍ଦଶ ଦିନୟାଏଁ ନଜର ରେ ରଖିବାକୁ ହବେ। ସହେିଦିନ ଇଶ୍ରାୟେଲର ସମସ୍ତ ଲୋକମାନେ ସୂର୍ୟ୍ଯାସ୍ତ ପରେ ସନ୍ଧ୍ଯା ପୂର୍ବରୁ ଏମାନଙ୍କୁ ହତ୍ଯା କରିବେ।
Galatians 4:4
କିନ୍ତୁ ଉଚିତ୍ ସମୟ ଉପସ୍ଥିତ ହବୋରୁ ପରମେଶ୍ବର ନିଜ ପୁତ୍ରଙ୍କୁ ପଠାଇଲେ। ସେ ଜଣେ ସ୍ତ୍ରୀଙ୍କଠାରୁ ଜନ୍ମ ଗ୍ରହଣ କରିଥିଲେ ଓ ବ୍ଯବସ୍ଥା ଅଧିନ ରେ ଜୀବନଯାପନ କରୁଥିଲେ।
1 Corinthians 5:7
ତୁମ୍ଭମାନେେ ସଂମ୍ପୂର୍ଣ୍ଣ ଭାବେ ନୂତନ ଗୁଳା ହବୋଲାଗି ତୁମ୍ଭମାନଙ୍କ ଭିତ ରେ ଥିବା ପୁରୁଣା ଖମୀରକୁ ସମ୍ପୂର୍ଣ୍ଣ ଭାବେ ବାହାର କରି ଦିଅ। ତୁମ୍ଭମାନେେ ସହେି ଖମୀର ଶୂନ୍ଯ ନିସ୍ତାର ପର୍ବର ରୋଟୀ ହଁ ଖ୍ରୀଷ୍ଟ ଆମ୍ଭର ନିସ୍ତାର ପର୍ବ ସୂଚକ ମେଣ୍ଢା ଯେ କି ଆମ୍ଭ ପାଇଁ ବଳି ହାଇେ ଯାଇଛନ୍ତି।
Luke 22:7
ଖମୀର ହୀନ ରୋଟୀ ପର୍ବର ଦିନଟି ଆସିଗଲା। ଏହି ଦିନ ଯିହୂଦୀମାନେ ନିସ୍ତାର ପର୍ବର ମଷେଶାବକମାନଙ୍କୁ ବଳି ଦିଅନ୍ତି।
Matthew 26:17
ଖମୀର ଶୂନ୍ଯ ରୋଟୀ ପର୍ବର ପ୍ରଥମ ଦିନ ଶିଷ୍ଯମାନେ ଯୀଶୁଙ୍କ ନିକଟକୁ ଆସିଲେ। ସମାନେେ କହିଲେ, ନିସ୍ତାରଭୋଜି ଖାଇବାକୁ ଆପଣଙ୍କ ପାଇଁ ଆମ୍ଭେ ସବୁକିଛି ପ୍ରସ୍ତୁତ କରିବୁ। ଆପଣ କେଉଁଠା ରେ ଭୋଜି ଖାଇବା ପାଇଁ ଚାହାଁନ୍ତି?
Numbers 28:16
ପ୍ରଥମ ମାସର ଚତୁର୍ଦ୍ଦଶ ଦିବସ ରେ ସଦାପ୍ରଭୁଙ୍କର ନିସ୍ତାର ପର୍ବ ହବେ।
Leviticus 23:5
ପ୍ରଥମ ମାସ ରେ, ମାସର ଚତୁର୍ଦ୍ଦଶ ଦିନ ରେ ସନ୍ଧ୍ଯା ବେଳେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ନିସ୍ତାରପର୍ବ ହବେ।
Exodus 13:3
ମାଶାେ ଲୋକମାନଙ୍କୁ କହିଲେ, ଏହି ଦିବସକୁ ମନେ ରଖ, ତୁମ୍ଭମାନେେ ମିଶର ରେ ଦାସ ଥିଲ, ସଦାପ୍ରଭୁଙ୍କର ମହାନ୍ ଶକ୍ତି ତୁମ୍ଭମାନଙ୍କୁ ଏହି ଦିନ ମୁକ୍ତ କରିଥିଲା। ତେଣୁ ତୁମ୍ଭମାନେେ ତାଡିଶୂନ୍ଯ ରୋଟୀ ଭକ୍ଷଣ କରିବ।
Matthew 3:15
ଉତ୍ତର ରେ ଯୀଶୁ ତାହାଙ୍କୁ କହିଲେ, ବହିଭଳି ହେଉ। ଆମ୍ଭେ ସମସ୍ତ ବିଷୟ କରିବା ଉଚିତ, ଯାହା ଉତ୍ତମ ଅଟେ। ତେଣୁ ଯୋହନ ଯୀଶୁଙ୍କୁ ବାପ୍ତିସ୍ମ ଦବୋପାଇଁ ରାଜି ହେଲେ।