Home Bible Mark Mark 6 Mark 6:20 Mark 6:20 Image ଓଡ଼ିଆ

Mark 6:20 Image in Oriya

ହରେୋଦ ଯୋହନଙ୍କୁ ମାରିବାକୁ ଭୟ କରୁଥିଲେ। ସେ ଜାଣି ଥିଲେ ଯେ ସମସ୍ତ ଲୋକ ଯୋହନଙ୍କୁ ଜଣେ ଭଲ ପବିତ୍ର ଲୋକ ଭାବୁଥିଲେ। ତେଣୁ ହରେୋଦ ଯୋହନଙ୍କୁ ରକ୍ଷା କରୁଥିଲେ। ଯୋହନଙ୍କ ଉପଦେଶ ଶୁଣିବାକୁ ହରେୋଦ ଖୁବ୍ ଭଲ ପାଉଥିଲେ। ତଥାପି ଯୋହନଙ୍କ ଉପଦେଶ ହରୋଦଙ୍କୁ ସବୁବେଳେ ବିଚଳିତ କରୁଥିଲା।
Click consecutive words to select a phrase. Click again to deselect.
Mark 6:20

ହରେୋଦ ଯୋହନଙ୍କୁ ମାରିବାକୁ ଭୟ କରୁଥିଲେ। ସେ ଜାଣି ଥିଲେ ଯେ ସମସ୍ତ ଲୋକ ଯୋହନଙ୍କୁ ଜଣେ ଭଲ ଓ ପବିତ୍ର ଲୋକ ଭାବୁଥିଲେ। ତେଣୁ ହରେୋଦ ଯୋହନଙ୍କୁ ରକ୍ଷା କରୁଥିଲେ। ଯୋହନଙ୍କ ଉପଦେଶ ଶୁଣିବାକୁ ହରେୋଦ ଖୁବ୍ ଭଲ ପାଉଥିଲେ। ତଥାପି ଯୋହନଙ୍କ ଉପଦେଶ େ ହରୋଦଙ୍କୁ ସବୁବେଳେ ବିଚଳିତ କରୁଥିଲା।

Mark 6:20 Picture in Oriya