Matthew 13
36 ତା'ପରେ ଯୀଶୁ ଲୋକମାନଙ୍କୁ ପଠଇେ ଦଇେ ଘରକୁ ଗଲେ। ତାହାଙ୍କ ପାଖ ରେ ତାହାଙ୍କ ଶିଷ୍ଯମାନେ ପହଞ୍ଚି କହିଲେ, ଆମ୍ଭକୁ କ୍ଷତରେ ବାଳୁଙ୍ଗା ଦୃଷ୍ଟାନ୍ତର ଅର୍ଥ ବୁଝାଇ ଦିଅ।
37 ଯୀଶୁ କହିଲେ, ଯେଉଁ ଲୋକ ଜଣକ କ୍ଷତେ ରେ ଭଲ ବୀଜ ବୁଣିଲେ, ସେ ହେଉଛନ୍ତି ମନୁଷ୍ଯପୁତ୍ର
38 ପୃଥିବୀ ହେଉଛି କ୍ଷତେ। ସ୍ବର୍ଗରାଜ୍ଯ ରେ ଥିବା ପରମେଶ୍ବରଙ୍କ ସମସ୍ତ ସନ୍ତାନ ହେଲେ ଭଲ ବୀଜ, ବାଳୁଙ୍ଗାର ଅର୍ଥ ଶୟତାନର ଅନୁଚର।
39 ଯେଉଁ ଶତୃ ଜଣକ ବାଳୁଙ୍ଗା ବୁଣି ଦଇେଥିଲା, ସେ ହେଉଛି ଶୟତାନ। ଫସଲ କାଟିବା ସମୟ ହେଉଛି ଜଗତର ଅନ୍ତିମ ସମୟ ଏବଂ କଟାଳି ହେଉଛନ୍ତି ସ୍ବର୍ଗଦୂତମାନେ।
40 ଯେପରି ବାଳୁଙ୍ଗାକୁ ଏକାଠି କରା ହେଲା ଓ ନିଆଁ ରେ ପୋଡି଼ ଦିଆଗଲା, ଠିକ୍ ସହେିପରି ଅବସ୍ଥା ଜଗତର ଅନ୍ତିମ ସମୟରେ ହବେ।
41 ମନୁଷ୍ଯପୁତ୍ର ତାହାଙ୍କ ସ୍ବର୍ଗଦୂତଙ୍କୁ ପଠାଇବେ। ସମାନେେ ତାହାଙ୍କ ରାଜ୍ଯର ସମସ୍ତ ପାପୀ ଓ ପାପପାଇଁ ପ୍ରବର୍ତ୍ତାଉଥିବା ସମସ୍ତ ଲୋକଙ୍କୁ ଏକାଠି କରି ରାଜ୍ଯ ବାହାରକୁ ନଇେଯିବେ।
42 ସ୍ବର୍ଗଦୂତମାନେ ସହେି ଲୋକମାନଙ୍କୁ ଜଳୁଥିବା ଅଗ୍ନିକୁଣ୍ଡ ଭିତରକୁ ଫିଙ୍ଗି ଦବେେ। ସଠାେରେ ସମାନେେ କାନ୍ଦି କାନ୍ଦି ଓ ୟନ୍ତ୍ରଣ ରେ ଦାନ୍ତ କାମୁଡି ରହିବେ।
43 ଯେତବେେଳେ ଧାର୍ମିକ ଲୋକମାନେ ସୂର୍ୟ୍ଯ ଭଳି ପ୍ରକାଶମାନ ହବେେ। ସମାନେେ ତାହାଙ୍କ ପରମପିତାଙ୍କ ରାଜ୍ଯ ରେ ରହିବେ। ଯେଉଁମାନେ ଶୁଣି ପାରିବ, ଶୁଣ।
36 Then Jesus sent the multitude away, and went into the house: and his disciples came unto him, saying, Declare unto us the parable of the tares of the field.
37 He answered and said unto them, He that soweth the good seed is the Son of man;
38 The field is the world; the good seed are the children of the kingdom; but the tares are the children of the wicked one;
39 The enemy that sowed them is the devil; the harvest is the end of the world; and the reapers are the angels.
40 As therefore the tares are gathered and burned in the fire; so shall it be in the end of this world.
41 The Son of man shall send forth his angels, and they shall gather out of his kingdom all things that offend, and them which do iniquity;
42 And shall cast them into a furnace of fire: there shall be wailing and gnashing of teeth.
43 Then shall the righteous shine forth as the sun in the kingdom of their Father. Who hath ears to hear, let him hear.
Matthew 13 in Tamil and English
36 ତା'ପରେ ଯୀଶୁ ଲୋକମାନଙ୍କୁ ପଠଇେ ଦଇେ ଘରକୁ ଗଲେ। ତାହାଙ୍କ ପାଖ ରେ ତାହାଙ୍କ ଶିଷ୍ଯମାନେ ପହଞ୍ଚି କହିଲେ, ଆମ୍ଭକୁ କ୍ଷତରେ ବାଳୁଙ୍ଗା ଦୃଷ୍ଟାନ୍ତର ଅର୍ଥ ବୁଝାଇ ଦିଅ।
Then Jesus sent the multitude away, and went into the house: and his disciples came unto him, saying, Declare unto us the parable of the tares of the field.
37 ଯୀଶୁ କହିଲେ, ଯେଉଁ ଲୋକ ଜଣକ କ୍ଷତେ ରେ ଭଲ ବୀଜ ବୁଣିଲେ, ସେ ହେଉଛନ୍ତି ମନୁଷ୍ଯପୁତ୍ର
He answered and said unto them, He that soweth the good seed is the Son of man;
38 ପୃଥିବୀ ହେଉଛି କ୍ଷତେ। ସ୍ବର୍ଗରାଜ୍ଯ ରେ ଥିବା ପରମେଶ୍ବରଙ୍କ ସମସ୍ତ ସନ୍ତାନ ହେଲେ ଭଲ ବୀଜ, ବାଳୁଙ୍ଗାର ଅର୍ଥ ଶୟତାନର ଅନୁଚର।
The field is the world; the good seed are the children of the kingdom; but the tares are the children of the wicked one;
39 ଯେଉଁ ଶତୃ ଜଣକ ବାଳୁଙ୍ଗା ବୁଣି ଦଇେଥିଲା, ସେ ହେଉଛି ଶୟତାନ। ଫସଲ କାଟିବା ସମୟ ହେଉଛି ଜଗତର ଅନ୍ତିମ ସମୟ ଏବଂ କଟାଳି ହେଉଛନ୍ତି ସ୍ବର୍ଗଦୂତମାନେ।
The enemy that sowed them is the devil; the harvest is the end of the world; and the reapers are the angels.
40 ଯେପରି ବାଳୁଙ୍ଗାକୁ ଏକାଠି କରା ହେଲା ଓ ନିଆଁ ରେ ପୋଡି଼ ଦିଆଗଲା, ଠିକ୍ ସହେିପରି ଅବସ୍ଥା ଜଗତର ଅନ୍ତିମ ସମୟରେ ହବେ।
As therefore the tares are gathered and burned in the fire; so shall it be in the end of this world.
41 ମନୁଷ୍ଯପୁତ୍ର ତାହାଙ୍କ ସ୍ବର୍ଗଦୂତଙ୍କୁ ପଠାଇବେ। ସମାନେେ ତାହାଙ୍କ ରାଜ୍ଯର ସମସ୍ତ ପାପୀ ଓ ପାପପାଇଁ ପ୍ରବର୍ତ୍ତାଉଥିବା ସମସ୍ତ ଲୋକଙ୍କୁ ଏକାଠି କରି ରାଜ୍ଯ ବାହାରକୁ ନଇେଯିବେ।
The Son of man shall send forth his angels, and they shall gather out of his kingdom all things that offend, and them which do iniquity;
42 ସ୍ବର୍ଗଦୂତମାନେ ସହେି ଲୋକମାନଙ୍କୁ ଜଳୁଥିବା ଅଗ୍ନିକୁଣ୍ଡ ଭିତରକୁ ଫିଙ୍ଗି ଦବେେ। ସଠାେରେ ସମାନେେ କାନ୍ଦି କାନ୍ଦି ଓ ୟନ୍ତ୍ରଣ ରେ ଦାନ୍ତ କାମୁଡି ରହିବେ।
And shall cast them into a furnace of fire: there shall be wailing and gnashing of teeth.
43 ଯେତବେେଳେ ଧାର୍ମିକ ଲୋକମାନେ ସୂର୍ୟ୍ଯ ଭଳି ପ୍ରକାଶମାନ ହବେେ। ସମାନେେ ତାହାଙ୍କ ପରମପିତାଙ୍କ ରାଜ୍ଯ ରେ ରହିବେ। ଯେଉଁମାନେ ଶୁଣି ପାରିବ, ଶୁଣ।
Then shall the righteous shine forth as the sun in the kingdom of their Father. Who hath ears to hear, let him hear.