Matthew 14:9 in Oriya

Oriya Oriya Bible Matthew Matthew 14 Matthew 14:9

Matthew 14:9
ଏହା ଶୁଣି ହରେୋଦ ବହୁତ ଦୁଃଖୀ ହେଲେ। କିନ୍ତୁ ସେ ଶପଥ କରି ସାରିଥିଲେ, ଯେ ଝିଅ ଯାହା ମାଗିବ ତାହା ତାକୁ ସେ ଦବେେ। ତା' ଛଡା େ ହରୋଦଙ୍କ ସହିତ ଖାଉଥିବା ଅତିଥିମାନେ ମଧ୍ଯ ଶପଥ ଶୁଣିଥିଲେ। ତେଣୁ ହରେୋଦ ଝିଅକୁ ଯାହା କିଛି ସେ ମାଗିଥିଲେ ତାହା ଦବୋପାଇଁ ଆଦେଶ ଦେଲେ।

Matthew 14:8Matthew 14Matthew 14:10

Matthew 14:9 in Other Translations

King James Version (KJV)
And the king was sorry: nevertheless for the oath's sake, and them which sat with him at meat, he commanded it to be given her.

American Standard Version (ASV)
And the king was grieved; but for the sake of his oaths, and of them that sat at meat with him, he commanded it to be given;

Bible in Basic English (BBE)
And the king was sad; but because of his oaths and because of his guests, he gave the order for it to be given to her;

Darby English Bible (DBY)
And the king was grieved; but on account of the oaths, and those lying at table with [him], he commanded [it] to be given.

World English Bible (WEB)
The king was grieved, but for the sake of his oaths, and of those who sat at the table with him, he commanded it to be given,

Young's Literal Translation (YLT)
and the king was grieved, but because of the oaths and of those reclining with him, he commanded `it' to be given;

And
καὶkaikay
the
ἐλυπηθηelypēthēay-lyoo-pay-thay
king
hooh
was
sorry:
βασιλεὺςbasileusva-see-LAYFS
nevertheless
διὰdiathee-AH
for
δὲdethay
the
τοὺςtoustoos
oath's
ὅρκουςhorkousORE-koos
sake,
and
καὶkaikay
them
τοὺςtoustoos
meat,
at
him
with
sat
which
συνανακειμένουςsynanakeimenoussyoon-ah-na-kee-MAY-noos
he
commanded
ἐκέλευσενekeleusenay-KAY-layf-sane
given
be
to
it
δοθῆναιdothēnaithoh-THAY-nay

Cross Reference

Numbers 30:5
ଯଦି ତା'ର ପିତା, ସେ କରିଥିବା ପ୍ରତିଜ୍ଞା ଓ ଶପଥ ପାଇଁ ଆପତ୍ତି କରେ, ସଗେୁଡିକ ପାଳନ କରାୟିବ ନାହିଁ। ସଦାପ୍ରଭୁ ତାକୁ କ୍ଷମା କରି ଦବେେ, ଯେ ହତେୁ ତା'ର ପିତା ତାକୁ ଏହା କରିବା ପାଇ ମନା କଲେ।

Daniel 6:14
ତହୁଁ ରାଜା ଦୁଖିତ ଓ ବିବ୍ରତ ହାଇେ ପଡିଲା। ସେ ଦାନିୟେଲକୁ ଉଦ୍ଧାର କରିବା ପାଇଁ ସ୍ଥିର କଲା। ଆଉ ତାହାକୁ ରକ୍ଷା କରିବା ପାଇଁ ସନ୍ଧ୍ଯା ପର୍ୟ୍ଯନ୍ତ ଉପାଯ ଚିନ୍ତା କଲା।

Matthew 14:1
ସହେି ସମୟରେ ଯୀଶୁଙ୍କ ବିଷୟ ରେ ଲୋକେ ଯାହା କଥାବାର୍ତ୍ତା ହେଉଥିଲେ, ତାହା ଗାଲିଲୀର ଶାସକ ହରେୋଦ ଶୁଣିଲେ।

Matthew 14:5
ତେଣୁ େ ହରୋଦ ଯୋହନଙ୍କୁ ମାରିଦବୋକୁ ଚାହିଁଲେ। କିନ୍ତୁ ସେ ଲୋକମାନଙ୍କୁ ଭୟ କରୁଥିଲେ। କାରଣ ଲୋକେ ଯୋହନଙ୍କୁ ଜଣେ ଭବିଷ୍ଯଦ୍ବକ୍ତା ବୋଲି ବିଶ୍ବାସ କରୁଥିଲେ।

Matthew 27:17
ତେଣୁ ଯେତବେେଳେ ସବୁଲୋକେ ଏକାଠି ଜମା ହେଲେ, ସେତବେେଳେ ପୀଲାତ ସମାନଙ୍କେୁ ପଚାରିଲେ, ମୁଁ ତୁମ୍ଭମାନଙ୍କ ପାଇଁ ଜଣେ ଲୋକକୁ ମୁକ୍ତ କରିବି। ବାରବ୍ବା ଓ ଯୀଶୁଙ୍କ ମଧ୍ଯରୁ କାହାକୁ ମୁକ୍ତ କରିବାକୁ ଚାହୁଁଛ?

Mark 6:14
ରାଜା ହରେୋଦ ଯୀଶୁଙ୍କ ବିଷୟ ରେ ଶୁଣିଲେ। କାରଣ ବର୍ତ୍ତମାନ ଯୀଶୁଙ୍କ ଖ୍ଯାତି ଗ୍ଭରିଆଡେ ବ୍ଯାପି ଯାଇଥିଲା। କେତକେ ଲୋକ କହୁଥିଲେ, ଯୀଶୁ ହେଉଛନ୍ତି ବାପ୍ତିଜକ ଯୋହନ। ସେ ମୃତ୍ଯୁରୁ ପୁନରୂତ୍ଥିତ ହାଇେଛନ୍ତି। ସେଥି ଯୋଗୁଁ ସେ ଆଶ୍ଚର୍ୟ୍ଯକାର୍ୟ୍ଯ କରି ପାରୁଛନ୍ତି।

Mark 6:20
ହରେୋଦ ଯୋହନଙ୍କୁ ମାରିବାକୁ ଭୟ କରୁଥିଲେ। ସେ ଜାଣି ଥିଲେ ଯେ ସମସ୍ତ ଲୋକ ଯୋହନଙ୍କୁ ଜଣେ ଭଲ ଓ ପବିତ୍ର ଲୋକ ଭାବୁଥିଲେ। ତେଣୁ ହରେୋଦ ଯୋହନଙ୍କୁ ରକ୍ଷା କରୁଥିଲେ। ଯୋହନଙ୍କ ଉପଦେଶ ଶୁଣିବାକୁ ହରେୋଦ ଖୁବ୍ ଭଲ ପାଉଥିଲେ। ତଥାପି ଯୋହନଙ୍କ ଉପଦେଶ େ ହରୋଦଙ୍କୁ ସବୁବେଳେ ବିଚଳିତ କରୁଥିଲା।

Mark 6:26
ରାଜା େ ହରୋଦ ବହୁତ ଦୁଃଖ କଲେ। କିନ୍ତୁ ସେ ଝିଅର ଇଚ୍ଛା ଅନୁସାରେ ଦାନ ଦବୋକୁ ଶପଥ କି ସାରିଥିଲେ। ସଠାେରେ େ ହରୋଦଙ୍କ ସହିତ ଖାଉଥିବା ଅତିଥିମାନେ ମଧ୍ଯ ହରେୋଦଙ୍କ ଶପଥ ବିଷୟ ରେ ଶୁଣି ସାରିଥିଲେ। ତେଣୁ ଝିଅ ଯାହା ମାଗିଥିଲା, ତାହା ଦବୋ ପାଇଁ ହରେୋଦ ମନା କରିବାକୁ ଇଚ୍ଛା କଲେ ନାହିଁ।

Luke 13:32
ଯୀଶୁ ସମାନଙ୍କେୁ କହିଲେ, ଯାଅ, ସହେି କୋକିଶିଆଳିକୁ କୁହ, 'ଆଜି ଓ ଆସନ୍ତା କାଲି ମୁଁ ଲୋକଙ୍କ ଦହରେୁ ଭୂତମାନଙ୍କୁ ତଡି ଦେଉଛି ଓ ଲୋକମାନଙ୍କୁ ସୁସ୍ଥ କରିବା କାମ ସାରି ଦେଉଛି। ତା'ପର ଦିନ ମାରେ କାମ ସରିୟିବ।

John 19:12
ଏହାପରେ ପୀଲାତ ଯୀଶୁଙ୍କୁ ମୁକ୍ତି ଦବୋକୁ ଚେଷ୍ଟା କଲେ। କିନ୍ତୁ ଯିହୂଦୀମାନେ ଚିତ୍କାର କରି କହିଲେ, ଆପଣ ଯଦି ଏ ବ୍ଯକ୍ତିକୁ ମୁକ୍ତ କରି ଦିଅନ୍ତି, ତବେେ ଆପଣ କାଇସରଙ୍କର ବନ୍ଧୁ ନୁହଁନ୍ତି। ୟିଏ ନିଜକୁ ରାଜା ବୋଲି ଦାବୀ କରୁଛି, ସେ କାଇସରଙ୍କ ବିରୋଧୀ।

Acts 24:23
ଫଲେିକ୍ସ୍ ଶତ ସନୋପତିଙ୍କ ଜିମା ରେ ପାଉଲଙ୍କୁ ରଖିବା ପାଇଁ ଆଦେଶ ଦେଲେ। ସେ ତାହାଙ୍କୁ ନଜରବନ୍ଦୀ ରେ ରଖି କିଛି ସ୍ବାଧୀନତା ଦବୋ ପାଇଁ ମଧ୍ଯ ଆଜ୍ଞା ଦେଲେ। ପାଉଲଙ୍କ ବନ୍ଧୁମାନେ ଯଦି ତାହାଙ୍କ ନିକଟକୁ କୌଣସି ଆବଶ୍ଯକୀୟ ଜିନିଷ ନଇେ ଆସନ୍ତି, ତବେେ ସମାନଙ୍କେୁ ବାଧା ନଦବୋ ନିମନ୍ତେ ମଧ୍ଯ ସେ ସହେି ଶତ ସନୋପତିଙ୍କୁ ଆଦେଶ ଦେଲେ।

Ecclesiastes 5:2
ପରମେଶ୍ବରଙ୍କଠା ରେ ପ୍ରତିଜ୍ଞା କରିବା ସମୟରେ ସାବଧାନ ହୁଅ। ପରମେଶ୍ବରଙ୍କ ଆଗ ରେ କୌଣସି କଥା କହିବା ପାଇଁ ତୁମ୍ଭର ଚିତ୍ତ ଚଞ୍ଚଳ ନ ହେଉ। କାରଣ ପରମେଶ୍ବର ସ୍ବର୍ଗ ରେ ଅଛନ୍ତି ଓ ତୁମ୍ଭେ ପୃଥିବୀ ରେ ଅଛ। ଏଣୁ ତୁମ୍ଭର କଥା ଅଳ୍ପ ହେଉ।

2 Kings 6:31
ରାଜା କହିଲେ, ଯଦି ଇଲୀଶାୟର ମସ୍ତକ ତାହା ଦହେ ରେ ରହେ, ଆଜି ଦିନଠାରୁ ଶଷେ ୟାଏ ସଦାପ୍ରଭୁ ମାେତେ ଦଣ୍ତ ଦଇେ ପାରନ୍ତି।

Judges 11:30
ସହେି ସମୟରେ ୟିଲ୍ଗହ ସଦାପ୍ରଭୁଙ୍କ ନିକଟରେ ଏକ ପ୍ରତିଜ୍ଞା କଲେ, ଯଦି ତୁମ୍ଭେ ଅମ୍ମାନେ ଲୋକମାନଙ୍କୁ ମାେ ହସ୍ତ ରେ ସମର୍ପଣ କର ତବେେ

Judges 11:39
ଦକ୍ସ୍ଟଇମାସ ଶଷେ ରେ ୟିଲ୍ଗହର କନ୍ଯା ତାଙ୍କର ପିତାଙ୍କ ନିକଟକକ୍ସ୍ଟ ଫରେି ଆସିଲେ। ୟିଲ୍ଗହ ଏହିପରି କଲେ ସେ ଯେପରି ଭାବରେ ସଦାପ୍ରଭୁଙ୍କଠା ରେ ଶପଥ କରିଥିଲେ। ୟିଲ୍ଗହଙ୍କର କନ୍ଯା କାହାରି ସହିତ ୟୌନ ସଂପର୍କ ରଖିଲେ ନାହିଁ। ତେଣୁ ଏହା ଇଶ୍ରାୟେଲର ଏକ ପ୍ରଥା ରୂପେ ରହିଗଲା।

Judges 21:1
ମିପୀ ରେ ଇଶ୍ରାୟେଲର ସୈନ୍ଯମାନେ ଏକ ପ୍ରତିଜ୍ଞା କଲେ। ସମାନଙ୍କେର ପ୍ରତିଜ୍ଞା ଏହିପରି ଥିଲା, ଆମ୍ଭମାନଙ୍କ ମଧ୍ଯରକ୍ସ୍ଟ କହେି ବିନ୍ଯାମୀନ ପରିବାରବର୍ଗକକ୍ସ୍ଟ ଆମ୍ଭମାନଙ୍କର କନ୍ଯାକକ୍ସ୍ଟ ବିବାହ ଦବେେ ନାହିଁ।

Judges 21:7
ଆମ୍ଭମାନେେ ସଦାପ୍ରଭୁଙ୍କ ସମ୍ମକ୍ସ୍ଟଖ ରେ ପ୍ରତିଜ୍ଞା କରି ଅଛକ୍ସ୍ଟ ଯେ ବିନ୍ଯାମୀନର ପରିବାରବର୍ଗ କୌଣସି ଲୋକଙ୍କକ୍ସ୍ଟ ଆମ୍ଭମାନଙ୍କର କନ୍ଯାକକ୍ସ୍ଟ ବିବାହ ଦବେକ୍ସ୍ଟ ନାହିଁ। ଏହି ପରିବାରବର୍ଗର ଲୋକମାନଙ୍କ ପାଇଁ ସ୍ତ୍ରୀ ଖାଜେିବା ବିଷଯ ରେ ଆମ୍ଭମାନେେ କ'ଣ କରିବା?

1 Samuel 14:24
କିନ୍ତୁ ଶାଉଲ ସଦେିନ ପକ୍ସ୍ଟଣି ଏକ ଭୂଲ୍ କଲେ। ଯେତବେେଳେ ସୈନ୍ଯମାନେ କ୍ଲାନ୍ତ ଓ କ୍ଷକ୍ସ୍ଟଧାର୍ତ୍ତ ହେଲେ, ଶାଉଲ ସମାନଙ୍କେୁ, ଯଦି କୌଣସି ଲୋକ ସଂନ୍ଧ୍ଯା ପୂର୍ବରକ୍ସ୍ଟ କିମ୍ବା ଶତୃ ବିନାଶ କରିବା ପୂର୍ବରକ୍ସ୍ଟ ଖାଦ୍ୟ ଗ୍ରହଣ କରେ, ତବେେ ସେ ଦଣ୍ତିତ ହବେ। ସେ ସମାନଙ୍କେୁ ଏହି ପ୍ରତିଜ୍ଞା କରିବା ପାଇଁ ବାଧ୍ଯ କଲେ। ତେଣୁ ଇଶ୍ରାୟେଲୀୟ ସୈନ୍ଯଗଣ କିଛି ଖାଦ୍ୟ ଗ୍ରହଣ କଲେ ନାହିଁ।

1 Samuel 14:28
ଜଣେ ସୈନିକ ଯୋନାଥନକକ୍ସ୍ଟ କହିଲା, ତକ୍ସ୍ଟମ୍ଭ ବାପା ୈସନ୍ଯମାନଙ୍କୁ ବାଧ୍ଯ କରିଛନ୍ତି ୟିଏ ଆଜି ଖାଇବ, ସେ ଦଣ୍ତିତ ହବେ। ତେଣୁ ଲୋକମାନେ ଖାଇ ନାହାଁନ୍ତି ଓ ଦୁର୍ବଳ ଅନକ୍ସ୍ଟଭବ କରୁଛନ୍ତି।

1 Samuel 14:39
ମୁ ସଦାପ୍ରଭୁଙ୍କ ପାଖ ରେ ପ୍ରତିଜ୍ଞା କରୁଛି ୟିଏ ପାପ କରିଛି, ଏପରିକି ମାେ ପକ୍ସ୍ଟଅ ହାଇେଥିଲେ ବି ମୃତକ୍ସ୍ଟ୍ଯଦଣ୍ତ ରେ ଦଣ୍ତିତ ହବେ। ସମସ୍ତେ ନୀରବଦ୍ରଷ୍ଟା ରହିଲେ।

1 Samuel 25:22
ଯଦି ତାପରଦିନ ସକାଳ ପର୍ୟ୍ଯନ୍ତ ନାବଲ ପରିବାରର ଗୋଟିଏ ବି ଲୋକକୁ ମୁ ବଞ୍ଚିବାକକ୍ସ୍ଟ ଦିଏ, ତା ହେଲେ ପରମେଶ୍ବର ମାେତେ ଦଣ୍ତ ଦିଅନ୍ତକ୍ସ୍ଟ।

1 Samuel 25:32
ଦାଉଦ ଅବୀଗଲକକ୍ସ୍ଟ କହିଲେ, ଆଜି ଯେ ମାେ ସଙ୍ଗ ରେ ସାକ୍ଷାତ କରିବାକୁ ତୁମ୍ଭକୁ ପଠାଇଲେ, ସହେି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଧନ୍ଯ।

1 Samuel 28:10
ଶାଉଲ ସଦାପ୍ରଭୁଙ୍କର ନାମ ନଇେ ପ୍ରତିଜ୍ଞା କରି କହିଲା, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଏହି କଥା ପାଇଁ ତୁମ୍ଭକୁ କୌଣସି ଦଣ୍ତ ମିଳିବ ନାହିଁ।

Acts 25:3
ସମାନେେ ପାଉଲଙ୍କୁ ୟିରୁଶାଲମକୁ ପଠାଇଦବୋ ପାଇଁ ତାହାଙ୍କୁ ଅନୁ ରୋଧ କଲେ। କାରଣ ସମାନେେ ତାହାଙ୍କୁ ରାସ୍ତା ରେ ହତ୍ଯା କରିବାର ଷଡ଼ୟନ୍ତ୍ର କରିଥିଲେ।