Matthew 17
1 ଛଅ ଦିନ ପରେ ଯୀଶୁ ପିତର, ଯାକୁବ ଓ ତାହାଙ୍କର ଭାଇ ଯୋହନଙ୍କୁ ସାଙ୍ଗ ରେ ନେଲେ ଓ ଗୋଟିଏ ଉଚ୍ଚ ପର୍ବତ ଉପରକୁ ଗଲେ। ସଠାେରେ ସମାନେେ ସମସ୍ତେ ଥିଲେ।
2 ସମାନଙ୍କେ ଆଗ ରେ ଯୀଶୁଙ୍କ ସ୍ବରୂପ ବଦଳିଗଲା। ତାହାଙ୍କର ମୁହଁ ସୂର୍ୟ୍ଯ ଭଳି ଝଲସି ଉଠିଲା। ତାହାଙ୍କର ପୋଷାକ ଆଲୋକ ଭଳି ଧଳା ଦଖାଗେଲା।
3 ହଠାତ୍ ସେ ସ୍ଥାନ ରେ ଦୁଇଜଣ ବ୍ଯକ୍ତି ଆସି ଯୀଶୁଙ୍କ ସହିତ କଥାବାର୍ତ୍ତା ହେଲେ। ସମାନେେ ଏଲିୟ ଓ ମାଶାେ ଥିଲେ।
4 ଏହା ଦେଖି ପିତର ଯୀଶୁଙ୍କୁ କହିଲେ, ହେ ପ୍ରଭୁ, ଭଲ ହେଲା ଯେ, ଆମ୍ଭେ ଏଠା ରେ ଅଛୁ। ଆପଣ ଚାହିଁଲେ ମୁଁ ଏଠା ରେ ତିନୋଟି ତମ୍ବୁ ଟାଣି ଦବେି। ସେଥିରୁ ଗୋଟିଏ ଆପଣଙ୍କ ପାଇଁ, ଗୋଟିଏ ମାଶାଙ୍କେ ପାଇଁ ଓ ଅନ୍ୟଟି ଏଲିୟଙ୍କ ପାଇଁ।
5 ପିତର ଏକଥା କହୁଥିବା ବେଳେ ଗୋଟିଏ ଉଜ୍ଜ୍ବଳ ମେଘଖଣ୍ଡ ଆସି ସମାନଙ୍କେୁ ଢ଼ାଙ୍କି ଦଲୋ। ମେଘମଧ୍ଯରୁ ଆକାଶବାଣୀ ହେଲା, ଏ ହେଉଛନ୍ତି ମାରେ ପୁତ୍ର ଯାହାଙ୍କୁ ମୁଁ ପ୍ ରମେ କରେ। ତାହାଙ୍କ ଉପରେ ମୁଁ ବହୁତ ସନ୍ତୁଷ୍ଟ। ତୁମ୍ଭେ ତାହାଙ୍କ କଥା ମାନ।
6 ଯୀଶୁଙ୍କ ଶିଷ୍ଯମାନେ ଏକଥା ଶୁଣି ଅଧିକ ଭୟଭୀତ ହାଇେ ପଡିଲେ। ସମାନେେ ଭୂଇଁ ଉପରେ ପଡିଗଲେ।
7 ଯୀଶୁ ଶିଷ୍ଯମାନଙ୍କ ପାଖକୁ ଆସି ସମାନଙ୍କେୁ ଛୁଇଁ ଦେଲେ। ଯୀଶୁ କହିଲେ, ଠିଆ ହୁଅ। ଭୟ କର ନାହିଁ।
8 ଶିଷ୍ଯମାନେ ଉପରକୁ ଚାହିଁଲେ। ସମାନେେ ଯୀଶୁଙ୍କ ଛଡା ଆଉ କାହାରିକୁ ଦେଖିଲେ ନାହିଁ।
9 ଯୀଶୁ ଓ ଶିଷ୍ଯମାନେ ପର୍ବତ ଉପରୁ ତଳକୁ ଓହ୍ଲାଉଥିଲେ। ଯୀଶୁ ଶିଷ୍ଯମାନଙ୍କୁ ଆଦେଶ ଦେଲେ, ପର୍ବତ ଉପରେ ତୁମ୍ଭମାନେେ ଯାହାସବୁ ଦେଖିଲ, ତାହା କାହାକୁ କହିବ ନାହିଁ। ମନୁଷ୍ଯପୁତ୍ର ମୃତ୍ଯୁରୁ ପୁନର୍ଜୀବିତ ହବୋ ପର୍ୟ୍ଯନ୍ତ ଅପେକ୍ଷା କର। ତା'ପରେ ତୁମ୍ଭେ ଯାହା ସବୁ ଦେଖିଛ, ତାହା ଲୋକଙ୍କ ଆଗ ରେ କହିପାର।
10 ଯୀଶୁଙ୍କୁ ଶିଷ୍ଯମାନେ ପଚାରିଲେ, ତବେେ ଧର୍ମଶାସ୍ତ୍ରୀମାନେ କାହିଁକି କହୁଛନ୍ତି ଯେ ଖ୍ରୀଷ୍ଟଙ୍କ ପୂର୍ବରୁ ପ୍ରଥମେ ଏଲିୟ ନିଶ୍ଚୟ ଆସିବେ?
11 ଯୀଶୁ ଉତ୍ତର ଦେଲେ, ସମାନେେ ଠିକ୍ କହିଛନ୍ତି ଯେ ଏଲିୟ ଆସୁଛନ୍ତି, ସେ ପ୍ରେତ୍ୟକକ ବସ୍ତୁକୁ ଠିକ୍ କ୍ରମ ରେ ରଖିବେ।
12 କିନ୍ତୁ ମୁଁ ତୁମ୍ଭକୁ କହି ଦେଉଛି ଯେ ଏଲିୟ ଆସି ସାରିଛନ୍ତି। ଲୋକମାନେ ତାହାଙ୍କୁ ଚିହ୍ନି ପାରିଲେ ନାହିଁ। ଲୋକମାନେ ଯାହା ଇଚ୍ଛା କଲେ, ତାହାଙ୍କୁ ସହେି ପ୍ରକାର ବ୍ଯବହାର କଲେ। ସହେିଭଳି ମନୁଷ୍ଯପୁତ୍ର ମଧ୍ଯ ସମାନଙ୍କେଠାରୁ ସହେି ପ୍ରକାର ଯାତନା ଭୋଗ କରିବେ।
13 ତା'ପରେ ତାହାଙ୍କର ଶିଷ୍ଯମାନେ ବୁଝି ପାରିଲେ ଯେ ଯୀଶୁ ଯେଉଁ ବାପ୍ତିଜକ ଯୋହନଙ୍କ ବିଷୟ ରେ ସମାନଙ୍କେୁ କହିଥିଲେ, ସେ ପ୍ରକୃତ ରେ ଏଲିୟ।
14 ଯୀଶୁ ଓ ତାହାଙ୍କ ଶିଷ୍ଯମାନେ ଲୋକମାନଙ୍କ ପାଖକୁ ଫରେି ଆସିଲେ। ଗୋଟିଏ ଲୋକ ଯୀଶୁଙ୍କ ପାଖକୁ ଆସି ତାହାଙ୍କ ଆଗ ରେ ଆଣ୍ଠୁ ମାଡ଼ି ପଡ଼ିଗଲେ।
15 ସେ କହିଲା, ପ୍ରଭୁ, ମାରେ ପୁଅ ଉପରେ ଦୟା କର। ସେ ମୂର୍ଚ୍ଛା ରୋଗ ରେ ବଡ଼ କଷ୍ଟ ପାଉଛି। ଅନକେ ସମୟରେ ସେ ନିଆଁ ରେ କିମ୍ବା ପାଣି ରେ ପଡ଼ି ଯାଉଛି।
16 ମୁଁ ତାକୁ ତୁମ୍ଭ ଶିଷ୍ଯମାନଙ୍କ ପାଖକୁ ଆଣିଥିଲି। କିନ୍ତୁ ସମାନେେ ତାକୁ ସୁସ୍ଥ କରି ପାରିଲେ ନାହିଁ।
17 ଯୀଶୁ କହିଲେ, ତୁମ୍ଭମାନଙ୍କର ବିଶ୍ବାସ ନାହିଁ। ତୁମ୍ଭମାନେେ ମନ୍ଦ ଜୀବନ କାଟୁଛ। ମୁଁ ଆଉ କେତଦେିନ ତୁମ୍ଭମାନଙ୍କ ସହିତ ରହିବି? କେତେ ସମୟ ପର୍ୟ୍ଯନ୍ତ ଲୋର ର୍ଧୈୟ୍ଯ ରହିବ? ସେ ପିଲାଟିକୁ ମାେ ପାଖକୁ ଆଣ।
18 ତା'ପରେ ଯୀଶୁ ପିଲାଟିର ଦହେ ଭିତ ରେ ରହିଥିବା ଭୂତଟିକୁ କଠାେର ଆଦେଶ ଦେଲେ। ଭୂତଟି ତା ଦହରେୁ ବାହାରି ଆସିଲା। ସହେି ମୁହୂର୍ତ୍ତ ରେ ପିଲାଟି ସୁସ୍ଥ ହାଇଗେଲା।
19 ତା'ପରେ ଯୀଶୁଙ୍କ ଶିଷ୍ଯମାନେ ତାହାଙ୍କୁ ନିରୋଳା ରେ ଭଟେି ପଚାରିଲେ, ଆମ୍ଭମାନେେ ଭୂତକୁ ତଡ଼ିଦବୋକୁ କାହିଁକି ସକ୍ଷମ ହାଇେ ପାରିଲୁ ନାହିଁ?
20 ଯୀଶୁ କହିଲେ, ତାହା କବଳେ ତୁମ୍ଭର ଅଳ୍ପ ବିଶ୍ବାସର ୟୋଗୁ ହେଲା। ମୁଁ ତୁମ୍ଭକୁ ସତ୍ଯ କହୁଛି। ତୁମ୍ଭର ଯଦି ଗୋଟିଏ ଶାରେିଷ ଦାନା ପରିମାଣର ମଧ୍ଯ ବିଶ୍ବାସ ଅଛି, ତବେେ ତୁମ୍ଭେ ଏହି ପର୍ବତକୁ କହିପାରିବ, 'ଏ ଜାଗାରୁ ସେ ଜାଗାକୁ ଚାଲିଯାଅ,' ଏବଂ ପର୍ବତ ଚାଲିୟିବ। ତୁମ୍ଭ ପାଇଁ କିଛି ଅସମ୍ଭବ ହାଇେ ରହିବ ନାହିଁ।
21 (ଏହିଭଳି ଭୂତମାନେ କବଳେ ଉପବାସ ଏ ପ୍ରାର୍ଥନା ଦ୍ବାରା ବାହାରି ଯାଇ ଥାଆନ୍ତି।)
22 ତା'ପରେ ଗାଲୀଲୀ ରେ ଶିଷ୍ଯମାନେ ଏକାଠି ହବୋପରେ ଯୀଶୁ ସମାନଙ୍କେୁ କହିଲେ, ମନୁଷ୍ଯପୁତ୍ରଙ୍କୁ ମନୁଷ୍ଯମାନେ ହିଁ ଧରିନବେେ।
23 ସମାନେେ ତାହାଙ୍କୁ ମାରି ଦବେେ। କିନ୍ତୁ ସେ ମୃତ୍ଯୁରୁ ତୃତୀୟ ଦିନ ବଞ୍ଚି ଉଠିବେ। ଯୀଶୁଙ୍କୁ ମାରି ଦିଆୟିବ ବୋଲି ଖବର ଶୁଣି ତାହାଙ୍କ ଶିଷ୍ଯମାନେ ବହୁତ ମନଦୁଃଖ କଲେ।
24 ଯୀଶୁ ଓ ତାହାଙ୍କ ଶିଷ୍ଯମାନେ କଫର୍ନାହୂମକୁ ଗଲେ। କଫର୍ନାହୂମ ରେ କେତକେ ଲୋକ ପିତରଙ୍କ ପାଖକୁ ଆସିଲେ। ଯେଉଁମାନେ ମନ୍ଦିରର କର ଆଦାୟ କରନ୍ତି, ସମାନେେ ସହେି ଲୋକ ଥିଲେ। ସମାନେେ ପଚାରିଲେ, ତୁମ୍ଭର ଗୁରୁ ମନ୍ଦିରର 'ଦୁଇ-ଡ୍ରକ୍ମା' କର ଦିଅନ୍ତି କି?
25 ପିତର ଉତ୍ତର ଦେଲେ, ହଁ, ସେ ଦିଅନ୍ତି।
26 ପିତର ଉତ୍ତର ଦେଲେ, ରାଜାମାନେ ଅନ୍ୟମାନଙ୍କର ସନ୍ତାନ ସନ୍ତତିଙ୍କଠାରୁ କର ଆଦାୟ କରନ୍ତି। ଯୀଶୁ ତାହାଙ୍କୁ କହିଲେ, ତାର ଅର୍ଥ ରାଜାଙ୍କ ସନ୍ତାନମାନଙ୍କୁ କର ଦବୋକୁ ପଡ଼ନୋହିଁ।
27 କିନ୍ତୁ ଏହି କର ଆଦାୟକାରୀଙ୍କୁ ଆମ୍ଭେ କୋର୍ଧିତ କରିବନାହିଁ। ତେଣୁ କର ଏହିଭଳି ଭାବରେ ଦଇଦେିଅ: ହ୍ରଦକୁ ଯାଅ। ତୁମ୍ଭର ମାଛ ଧର। ତୁମ୍ଭେ ଧରିଥିବା ପ୍ରଥମ ମାଛଟି ଆଣ। ତାର ପାଟି ଖୋଲ। ତା ପାଟିରୁ ତୁମ୍ଭେ ଚ଼ାରିଟି ରେ ୗପ୍ୟ ମୁଦ୍ରା ପାଇବ। ସେ ମୁଦ୍ରାଗୁଡ଼ିକୁ ଆଣି ମାେପାଇଁ ଓ ତୁମ୍ଭ ପାଇଁ ଟିକସ ଆଦାୟକାରୀଙ୍କୁ ଦଇଦେିଅ।
1 And after six days Jesus taketh Peter, James, and John his brother, and bringeth them up into an high mountain apart,
2 And was transfigured before them: and his face did shine as the sun, and his raiment was white as the light.
3 And, behold, there appeared unto them Moses and Elias talking with him.
4 Then answered Peter, and said unto Jesus, Lord, it is good for us to be here: if thou wilt, let us make here three tabernacles; one for thee, and one for Moses, and one for Elias.
5 While he yet spake, behold, a bright cloud overshadowed them: and behold a voice out of the cloud, which said, This is my beloved Son, in whom I am well pleased; hear ye him.
6 And when the disciples heard it, they fell on their face, and were sore afraid.
7 And Jesus came and touched them, and said, Arise, and be not afraid.
8 And when they had lifted up their eyes, they saw no man, save Jesus only.
9 And as they came down from the mountain, Jesus charged them, saying, Tell the vision to no man, until the Son of man be risen again from the dead.
10 And his disciples asked him, saying, Why then say the scribes that Elias must first come?
11 And Jesus answered and said unto them, Elias truly shall first come, and restore all things.
12 But I say unto you, That Elias is come already, and they knew him not, but have done unto him whatsoever they listed. Likewise shall also the Son of man suffer of them.
13 Then the disciples understood that he spake unto them of John the Baptist.
14 And when they were come to the multitude, there came to him a certain man, kneeling down to him, and saying,
15 Lord, have mercy on my son: for he is lunatick, and sore vexed: for ofttimes he falleth into the fire, and oft into the water.
16 And I brought him to thy disciples, and they could not cure him.
17 Then Jesus answered and said, O faithless and perverse generation, how long shall I be with you? how long shall I suffer you? bring him hither to me.
18 And Jesus rebuked the devil; and he departed out of him: and the child was cured from that very hour.
19 Then came the disciples to Jesus apart, and said, Why could not we cast him out?
20 And Jesus said unto them, Because of your unbelief: for verily I say unto you, If ye have faith as a grain of mustard seed, ye shall say unto this mountain, Remove hence to yonder place; and it shall remove; and nothing shall be impossible unto you.
21 Howbeit this kind goeth not out but by prayer and fasting.
22 And while they abode in Galilee, Jesus said unto them, The Son of man shall be betrayed into the hands of men:
23 And they shall kill him, and the third day he shall be raised again. And they were exceeding sorry.
24 And when they were come to Capernaum, they that received tribute money came to Peter, and said, Doth not your master pay tribute?
25 He saith, Yes. And when he was come into the house, Jesus prevented him, saying, What thinkest thou, Simon? of whom do the kings of the earth take custom or tribute? of their own children, or of strangers?
26 Peter saith unto him, Of strangers. Jesus saith unto him, Then are the children free.
27 Notwithstanding, lest we should offend them, go thou to the sea, and cast an hook, and take up the fish that first cometh up; and when thou hast opened his mouth, thou shalt find a piece of money: that take, and give unto them for me and thee.
Luke 4 in Tamil and English
1 येशू यर्दन नदीदेखि र्फकिनुभयो। उहाँ पवित्र आत्माले भरिपूर्ण हुनुहुन्थो। त्यो आत्माले उहाँलाई उजाडस्थान तिर डोर्यायो।
And Jesus being full of the Holy Ghost returned from Jordan, and was led by the Spirit into the wilderness,
2 त्यहाँ चालीस दिनसम्म उहाँलाई शैतानले परिक्षा लियो। उहाँले त्यसबेला केही पनि खानु भएन। जब ती दिनहरू बिते, उहाँ खुबै भोकाउनु भयो।
Being forty days tempted of the devil. And in those days he did eat nothing: and when they were ended, he afterward hungered.
3 शैतानले उहाँलाई भन्यो, “यदि तिमी परमेश्वरको पुत्र हौ भने, यो ढुङ्गालाई रोटी बनिने आज्ञा देऊ।”
And the devil said unto him, If thou be the Son of God, command this stone that it be made bread.
4 उहाँले उत्तर दिनुभयो, “धर्माशास्त्रमा यो लेखिएको छःरोटी खाएर मात्र मानिसहरू जीउँदो रहँदैन।”
And Jesus answered him, saying, It is written, That man shall not live by bread alone, but by every word of God.
5 तब शैतानले येशूलाई एउटा अग्लो ठाँउमा लग्यो अनि एकै क्षण्मा पृथ्वीभरी रहेका सवै राज्यहरू देखायो।
And the devil, taking him up into an high mountain, shewed unto him all the kingdoms of the world in a moment of time.
6 तब शैतानले येशूलाई भन्यो, “म तपाँईलाई यी सबै राज्यहरूको अधिकार, शक्तिहरू र तिनीहरूमा भएको गौरवसंगै दिनेछु। यी सबै मलाई दिइएको छ। म यी सब कसैलाई पनि दिनसक्छु।
And the devil said unto him, All this power will I give thee, and the glory of them: for that is delivered unto me; and to whomsoever I will I give it.
7 यदि तपाँईले मलाई उपासना गरे म यी सब तपाईंलाई दिनेछु।”
If thou therefore wilt worship me, all shall be thine.
8 उहाँले उत्तर दिनुभयो, “धर्मशास्त्रमा यो लेखिएको छ ‘तिमीले परमप्रभु तिम्रो परमेश्वरको उपासना गर्नु पर्छ। अनि उहाँको मात्र सेवा गर्नुपर्छ!”‘
And Jesus answered and said unto him, Get thee behind me, Satan: for it is written, Thou shalt worship the Lord thy God, and him only shalt thou serve.
9 तब त्यो शैतानले येशूलाई यरूशलेममा पुर्यायो अनि उहाँलाई मन्दिरको टुप्पामा उभ्यायो। त्यसले येशूलाई भन्यो, “यदि तपाँई परमेश्वरको पुत्र हुनुहुनछ भने यहाँबाट फाल हान्नु होस्!
And he brought him to Jerusalem, and set him on a pinnacle of the temple, and said unto him, If thou be the Son of God, cast thyself down from hence:
10 किनभने धर्मशास्त्रमा यो लेखिएको छः‘उहाँले तिम्रो रक्षाको लगि आफ्नो स्वर्गदूतहरूलाई आज्ञा गर्नुहुनेछ।’
For it is written, He shall give his angels charge over thee, to keep thee:
11 यो पनि लेखिएको छतिनीहरूले तिमीलाई हातहातै थाम्मनेछन्, जसद्वारा तिम्रो पाउ ढुङ्गामा बजारिने छैन।”‘
And in their hands they shall bear thee up, lest at any time thou dash thy foot against a stone.
12 येशूले उत्तर दिनु भयोः “यो पनि धर्मशास्त्रमा भनिएको छःपरमप्रभु तिम्रो परमेश्वरको परीक्षा लिनु हुँदैन।”‘
And Jesus answering said unto him, It is said, Thou shalt not tempt the Lord thy God.
13 शैतानले येशूलाई प्रत्येक पक्षबाट सताई सके पछि उसको अनुकूल समय नआउन्जेल सम्मका निम्ति छोडेर गयो।
And when the devil had ended all the temptation, he departed from him for a season.
14 येशू पवित्र आत्माको शक्ति लिएर गालीलमा फर्कूनु भयो। गालीलभरि उहाँको बारेमा समचारहरू फैलियो।
And Jesus returned in the power of the Spirit into Galilee: and there went out a fame of him through all the region round about.
15 उहाँले तिनीहरूको सभा घरहरूमा सिकाउन शुरू गर्नुभयो। सबै मानिसहरूले उहाँको प्रशंसा गरे।
And he taught in their synagogues, being glorified of all.
16 येशूले आफु हुर्केको शहर नासरतको पनि यात्रा गर्नु भयो। विश्रामको दिनमा अघि झैं उहाँ सभाघरमा जानु भयो। उहाँ त्यहाँ (धर्मग्रन्थबाट) केही पढनलाई उभिनु भयो।
And he came to Nazareth, where he had been brought up: and, as his custom was, he went into the synagogue on the sabbath day, and stood up for to read.
17 यशैया अगमवक्ताद्वारा लेखिएको ग्रन्थ उहाँलाई दिईएको थियो। उहाँले ग्रन्थ पल्टाउनु भयो अनि एक ठाउँ जहाँ निम्नलिखित कुरा लेखिएको भेट्टाउनु भयोः
And there was delivered unto him the book of the prophet Esaias. And when he had opened the book, he found the place where it was written,
18 परमप्रभुको आत्मा ममथि छ। परमेश्वरले मलाई अभिषेक गर्नुभएकोछ, केही पनि नभएका मानिसहरूमा सुसमाचारहरू सुनाउनलाई परमेश्वरले मलाई घोषणा गर्नु पठाउनु भएकोछ, कैदीहरूलाई मुक्त पार्न अनि अन्धो मानिसहरूलाई देख्न सक्ने पार्न अनेकौं यातनामा पिल्सिएका मानिसहरूलाई मुक्त पार्न परमेश्वरले मलाई पठाउनु भएकोछ।
The Spirit of the Lord is upon me, because he hath anointed me to preach the gospel to the poor; he hath sent me to heal the brokenhearted, to preach deliverance to the captives, and recovering of sight to the blind, to set at liberty them that are bruised,
19 अनि घोषणा गर्न कि आफ्नो मानिसहरूलाई बचाउन परमप्रभुको उचित समय आएको छ।”
To preach the acceptable year of the Lord.
20 उहाँले ग्रन्थ बन्द गर्नुभयो। उहाँले त्यो ग्रन्थ सहयोगीलाई दिएर त्यहीं बस्नुभयो। सभा घरमा भएका प्रत्येक मानिसले उहाँ लाई हेरिरहेका थिए।
And he closed the book, and he gave it again to the minister, and sat down. And the eyes of all them that were in the synagogue were fastened on him.
21 येशू तिनीहरूसंग बोल्न थाल्नु भयो उहाँले भन्नु भयो,“मैले तिमीहरू अघि जो धर्मग्रन्थको अंश पढे त्यो आज पढदै गर्दा नै पूर्ण भयो।”
And he began to say unto them, This day is this scripture fulfilled in your ears.
22 सबै मानिसहरूले येशूको प्रसंशा गरे। उहाँको मिठासपूर्ण शब्दहरूमा तिनीहरू छक्क परे। तिनीहरूले भने, “कसरी उहाँले यसरी बोल्नु सक्नु भएको? के उहाँ यूसुफका पुत्र हुनुहुन्न?’
And all bare him witness, and wondered at the gracious words which proceeded out of his mouth. And they said, Is not this Joseph’s son?
23 येशूले तिनीहरूलाई भन्नु भयो, “म जान्दछु कि तिमीहरूले मलाई यो उखान भन्नेछौ, ए वैध! आफैंलाई निको पार।’ तिमीले आफ्नै शहरमा पनि त्यही गर।”‘
And he said unto them, Ye will surely say unto me this proverb, Physician, heal thyself: whatsoever we have heard done in Capernaum, do also here in thy country.
24 त्यसपछि उहाँले भन्नु भयो, “म तिमीहरूलाई साँचो भन्दछु। अगमवक्तालाई आफ्नै गाँउ शहरमा कहिल्यै स्वीकार गरिदैन।
And he said, Verily I say unto you, No prophet is accepted in his own country.
25 म जे भन्दैछु त्यो साँचो हो। एलियाको समयमा साढे तीन र्वषसम्म इस्राएलको जमीनमा ठूलो अनिकाल पर्यो। सारा देशमा कतै पनि खाने कुरा थिएन। त्यसबेला इस्राएलमा विधवाहरू थुप्रै थिए।
But I tell you of a truth, many widows were in Israel in the days of Elias, when the heaven was shut up three years and six months, when great famine was throughout all the land;
26 तर एलियालाइ ती कुनै विधवाकोमा पठाइएन। सीदोन प्रदेशको सारपत भन्ने ठाउँमा चाँहि एलियालाई एउटी विधवाकोमा पठाइयो।
But unto none of them was Elias sent, save unto Sarepta, a city of Sidon, unto a woman that was a widow.
27 अनि अगमवक्ता एलिशाको समयमा इस्राएलमा धेरै कोडका रोगीहरू थिए। तर नामान बाहेक कसैलाई पनि निको पारिएन। अनि नामान इस्राएलवासी नभई सिरियावासी थिए।”
And many lepers were in Israel in the time of Eliseus the prophet; and none of them was cleansed, saving Naaman the Syrian.
28 सबै मानिसहरू जो सभा घरमा थिए यो कुराहरू सुने अनि साह्रै रिसाए।
And all they in the synagogue, when they heard these things, were filled with wrath,
29 मानिसहरू उठे अनि येशूलाई शहर छाडनु वाध्य गराए। तिनीहरूको शहर एउटा टाकूरामा अवस्थित थियो। तिनीहरूले येशूलाई टाकुराको किनारामा पुरयाए अनि तिनीहरू उहाँलाई तल खसाल्न चाहन्थे।
And rose up, and thrust him out of the city, and led him unto the brow of the hill whereon their city was built, that they might cast him down headlong.
30 तर उहाँ तिनीहरूको माझबाट निस्केर जानु भयो।:21-28)
But he passing through the midst of them went his way,
31 गालीलको कफर्नुहम भन्ने शहरमा येशू जानु भयष्ठ्वो। उहाँले विश्रामको दिन मानिसहरूलाई शिक्षा दिनु भयो।
And came down to Capernaum, a city of Galilee, and taught them on the sabbath days.
32 तिनीहरू येशूको शिक्षामा छक्क पर्थे कारण उहाँ अधिकारसित सिकाउँनुहुन्थ्यो।
And they were astonished at his doctrine: for his word was with power.
33 सभाघरमा एकजाना दुष्टआत्मा लागेको मानिस थियो। त्यो मानिस ठूलो स्वरमा चिच्यायो।
And in the synagogue there was a man, which had a spirit of an unclean devil, and cried out with a loud voice,
34 हे नासरतको येशू! हामीबाट तपाईं के चाहनुहुन्छ? के हामीलाई नाश गर्नु तपाईं यहाँ आउनष्ठ्वु भएको हो? म तपाईंलाई जान्दछु परमेश्वरका एक पवित्र जन्।”
Saying, Let us alone; what have we to do with thee, thou Jesus of Nazareth? art thou come to destroy us? I know thee who thou art; the Holy One of God.
35 तर येशूले त्यो दुष्टात्मालाई हकार्नु भयो, “चूप लाग्। यो मानिसदेखि निस्कि हाल्।” त्यो दुष्टआत्माले मानिसहरूकै अघिपट्टि त्यो मानिसलाई भूँइमा पछारिदियो। त्यसपछि दुष्ट आत्माले त्यो मानिसलाई केही नोक्सान नगरी छाडी दियो।
And Jesus rebuked him, saying, Hold thy peace, and come out of him. And when the devil had thrown him in the midst, he came out of him, and hurt him not.
36 सबै मानिसहरू छक्क परे अनि आपसमा कुरा गरे, “यसको अर्थ के हो? येशूले त अधिकार अनि शक्तिसित दुष्ट आत्माहरूलाई निस्कन आज्ञा गर्नु हुन्छ औ तिनीहरू पनि निस्की हाल्छन्।”
And they were all amazed, and spake among themselves, saying, What a word is this! for with authority and power he commandeth the unclean spirits, and they come out.
37 त्यसपछि त्यस इलाकाको प्रत्येक ठाऊँमा येशूको कीर्ति फैलियो।
And the fame of him went out into every place of the country round about.
38 येशूले सभा घर छाडनु भयो। उहाँ शिमोनको घरमा जानु भयो। शिमोनको सासू कडा ज्वरोले सिकिस्त बिमारी थिईन्। तिनीहरूले उहाँलाई तिनका निम्ति केही गरिदिनुहोस् भनी विन्ती गरे।
And he arose out of the synagogue, and entered into Simon’s house. And Simon’s wife’s mother was taken with a great fever; and they besought him for her.
39 येशू तिनको नजिक जानु भयो अनि जरोलाई हट्ने आज्ञा दिनु भयो। जरो झट्टै हरायो। तब तिनी उठिन अनि तिनीहरूको सेवामा लागिन्।
And he stood over her, and rebuked the fever; and it left her: and immediately she arose and ministered unto them.
40 घाम अस्ताउन लागदा सबै मानिसहरू ज-जसका आफ्ना मानिसहरू बिरामीहरू थिए तिनीहरूलाई येशूकहाँ ल्याए। तिनीहरू बेग्ला बेग्लै रोगले पीडीत थिए। उहाँले प्रत्येक बिरामीलाई छुनु भयो अनि तिनीहरूलाई जाती पार्नु भयो।
Now when the sun was setting, all they that had any sick with divers diseases brought them unto him; and he laid his hands on every one of them, and healed them.
41 धेरै मानिसहरूदेखि भूतहरू बाहिर निस्के। तिनीहरू चिच्याउँदै थिए, “तपाईं परमेश्वरका पुत्र हुनुहुन्छ।” तर उहाँले ती भूतहरूलाई चूप बस्ने आज्ञा दिनु भयो। येशू नै ख्रीष्ट हुनुहुन्थ्यो भनेर भूतहरूले जानेका थिए।
And devils also came out of many, crying out, and saying, Thou art Christ the Son of God. And he rebuking them suffered them not to speak: for they knew that he was Christ.
42 अर्को दिन येशू एकान्त ठाउँमा जानुभयो। तर भीडले उहाँलाई खोजिरहेको थियो औ उहाँ भएको जग्गामा तिनीहरू आए। जब तिनीहरूले येशूलाई देखे, तिनीहरूले उहाँलाई तिनीहरूलाई नछाडनु भनि विन्ती गर्दैं थिए।
And when it was day, he departed and went into a desert place: and the people sought him, and came unto him, and stayed him, that he should not depart from them.
43 तर येशूले तिनीहरूलाई भन्नु भयो, “मैले अरू शहरहरूमा पनि परमेश्वरको राज्य को बारे सुसमाचारहरु भन्नु पर्छ। यसैकारण मलाई फठाइएको छ।”
And he said unto them, I must preach the kingdom of God to other cities also: for therefore am I sent.
44 तब येशूले यहूदियाका सभा घरहरूमा प्रचार गर्नु भयो।
And he preached in the synagogues of Galilee.