Matthew 2

fullscreen1 ହରେୋଦ ଙ୍କ ରାଜତ୍ବକାଳ ରେ ୟିହୂଦା ରାଜ୍ଯର ବେଥ୍ଲହେିମ ନଗର ରେ ଯୀଶୁ ଜନ୍ମ ହେଲେ। ଯୀଶୁ ଜନ୍ମ ହବୋ ପରେ ପୂର୍ବ ଦେଶର କେତକେ ପଣ୍ଡିତ ୟିରୁଶାଲମକୁ ଆସିଲେ.

fullscreen2 ସମାନେେ ପଚାରିଲେ ଯିହୂଦୀମାନଙ୍କର ରାଜା ସହେି ନବଜାତ ଶିଶୁ କେଉଁଠା ରେ? କାରଣ ଆମ୍ଭେ ପୂର୍ବ ଦେଶ ରେ ତାହାଙ୍କ ତାରା ଉଠିଥିବାର ଦେଖିଲୁ। ସହେି ତାରୀ ପ୍ରକାଶ କରେ ଯେ, ସେ ଜନ୍ମ ହାଇେଛନ୍ତି। ତେଣୁ ଆମ୍ଭେ ତାହାଙ୍କୁ ପ୍ରଣାମ କରିବାକୁ ଆସିଛୁ।

fullscreen3 ରାଜା ହରେୋଦ ଯିହୂଦୀମାନଙ୍କର ଏହି ନୂଆ ରାଜାଙ୍କ କଥା ଶୁଣିଲେ। ସେଥିପାଇଁ ସେ ଉଦ୍ ବିଗ୍ନ ହେଲେ। ୟିରୂଶାଲମର ସବୁ ଲୋକେ ମଧ୍ଯ ଚିନ୍ତିତ ହାଇେ ପଡିଲେ।

fullscreen4 େ ହରୋଦ ୟିହୂଦା ସମାଜର ସମସ୍ତ ପ୍ରମୁଖ ଯାଜକ ଏବଂ ଧର୍ମ ଶାସ୍ତ୍ରୀମାନଙ୍କର ଗୋଟିଏ ବୈଠକ ଡାକିଲେ। ସେ ସମାନଙ୍କେୁ ପଚାରିଲେ, ଖ୍ରୀଷ୍ଟ କେଉଁଠା ରେ ଜନ୍ମ ହବେେ?

fullscreen5 ସମାନେେ କହିଲେ, ୟିହୂଦା ପ୍ରଦେଶର ବେଥ୍ଲହେିମ ନଗର ରେ। ଭବିଷ୍ଯଦ୍ବକ୍ତା ଶାସ୍ତ୍ର ରେ ଏସଂପର୍କ ରେ ଲେଖିଛନ୍ତି.

fullscreen6 ' ହେ ୟହୂଦା ପ୍ରଦେଶର ବେଥ୍ଲହମେ! ୟହୂଦାର ଶାସକମାନଙ୍କ ଭିତ ରେ ତୁମ୍ଭେ ମହାନ। ହଁ, ତୁମ୍ଭରି ଭିତରୁ ଜଣେ ଶାସକ ଆଗତ ହବେ ଏବଂ ସହେି ଶାସକ ମାରେ ଲୋକମାନଙ୍କୁ ଇଶ୍ରାୟଲକୁ କଢାଇନବେେ।' ମିଖା5:2

1 Now when Jesus was born in Bethlehem of Judaea in the days of Herod the king, behold, there came wise men from the east to Jerusalem,

2 Saying, Where is he that is born King of the Jews? for we have seen his star in the east, and are come to worship him.

3 When Herod the king had heard these things, he was troubled, and all Jerusalem with him.

4 And when he had gathered all the chief priests and scribes of the people together, he demanded of them where Christ should be born.

5 And they said unto him, In Bethlehem of Judaea: for thus it is written by the prophet,

6 And thou Bethlehem, in the land of Juda, art not the least among the princes of Juda: for out of thee shall come a Governor, that shall rule my people Israel.

Matthew 2 in Tamil and English

1 ହରେୋଦ ଙ୍କ ରାଜତ୍ବକାଳ ରେ ୟିହୂଦା ରାଜ୍ଯର ବେଥ୍ଲହେିମ ନଗର ରେ ଯୀଶୁ ଜନ୍ମ ହେଲେ। ଯୀଶୁ ଜନ୍ମ ହବୋ ପରେ ପୂର୍ବ ଦେଶର କେତକେ ପଣ୍ଡିତ ୟିରୁଶାଲମକୁ ଆସିଲେ.
Now when Jesus was born in Bethlehem of Judaea in the days of Herod the king, behold, there came wise men from the east to Jerusalem,

2 ସମାନେେ ପଚାରିଲେ ଯିହୂଦୀମାନଙ୍କର ରାଜା ସହେି ନବଜାତ ଶିଶୁ କେଉଁଠା ରେ? କାରଣ ଆମ୍ଭେ ପୂର୍ବ ଦେଶ ରେ ତାହାଙ୍କ ତାରା ଉଠିଥିବାର ଦେଖିଲୁ। ସହେି ତାରୀ ପ୍ରକାଶ କରେ ଯେ, ସେ ଜନ୍ମ ହାଇେଛନ୍ତି। ତେଣୁ ଆମ୍ଭେ ତାହାଙ୍କୁ ପ୍ରଣାମ କରିବାକୁ ଆସିଛୁ।
Saying, Where is he that is born King of the Jews? for we have seen his star in the east, and are come to worship him.

3 ରାଜା ହରେୋଦ ଯିହୂଦୀମାନଙ୍କର ଏହି ନୂଆ ରାଜାଙ୍କ କଥା ଶୁଣିଲେ। ସେଥିପାଇଁ ସେ ଉଦ୍ ବିଗ୍ନ ହେଲେ। ୟିରୂଶାଲମର ସବୁ ଲୋକେ ମଧ୍ଯ ଚିନ୍ତିତ ହାଇେ ପଡିଲେ।
When Herod the king had heard these things, he was troubled, and all Jerusalem with him.

4 େ ହରୋଦ ୟିହୂଦା ସମାଜର ସମସ୍ତ ପ୍ରମୁଖ ଯାଜକ ଏବଂ ଧର୍ମ ଶାସ୍ତ୍ରୀମାନଙ୍କର ଗୋଟିଏ ବୈଠକ ଡାକିଲେ। ସେ ସମାନଙ୍କେୁ ପଚାରିଲେ, ଖ୍ରୀଷ୍ଟ କେଉଁଠା ରେ ଜନ୍ମ ହବେେ?
And when he had gathered all the chief priests and scribes of the people together, he demanded of them where Christ should be born.

5 ସମାନେେ କହିଲେ, ୟିହୂଦା ପ୍ରଦେଶର ବେଥ୍ଲହେିମ ନଗର ରେ। ଭବିଷ୍ଯଦ୍ବକ୍ତା ଶାସ୍ତ୍ର ରେ ଏସଂପର୍କ ରେ ଲେଖିଛନ୍ତି.
And they said unto him, In Bethlehem of Judaea: for thus it is written by the prophet,

6 ' ହେ ୟହୂଦା ପ୍ରଦେଶର ବେଥ୍ଲହମେ! ୟହୂଦାର ଶାସକମାନଙ୍କ ଭିତ ରେ ତୁମ୍ଭେ ମହାନ। ହଁ, ତୁମ୍ଭରି ଭିତରୁ ଜଣେ ଶାସକ ଆଗତ ହବେ ଏବଂ ସହେି ଶାସକ ମାରେ ଲୋକମାନଙ୍କୁ ଇଶ୍ରାୟଲକୁ କଢାଇନବେେ।' ମିଖା5:2
And thou Bethlehem, in the land of Juda, art not the least among the princes of Juda: for out of thee shall come a Governor, that shall rule my people Israel.