Bible

Matthew 21 - BBE (Oriya)

1 And when they were near Jerusalem, and had come to Beth-phage, to the Mountain of Olives, Jesus sent two disciples,ଯୀଶୁ ଓ ତାହାଙ୍କ ଶିଷ୍ଯମାନେ ୟିରୁଶାଲମ ପାଖାପାଖି ଆସି ଯାଇଥିଲେ। ସମାନେେ ପ୍ରଥମେ ଜୀତ ପର୍ବତ ପାଖ ବୌଥ୍ଫାଗୀଠା ରେ ଅଟକିଲେ।

2 Saying to them, Go into the little town in front of you, and straight away you will see an ass with a cord round her neck, and a young one with her; let them loose and come with them to me.ଯୀଶୁ ଦୁଇଜଣ ଶିଷ୍ଯଙ୍କୁ ଗାଁକୁ ପଠାଇଲେ। ସେ କହିଲେ, ତୁମ୍ଭେ ଠିକ୍ ସାମନା ରେ ଥିବା ଗାଁକୁ ଯାଅ। ସଠାେରେ ପହଞ୍ଚିବା ପରେ ତୁମ୍ଭେ ଗୋଟିଏ ମାଇ ଗଧ ବନ୍ଧା ହାଇେଥିବାର ଦେଖିବ। ତା' ସହିତ ଗୋଟିଏ ଗଧଛୁଆ ମଧ୍ଯ ସଠାେରେ ଥିବ। ସମାନଙ୍କେୁ ଖାଲିଦେବେ, ଓ ସମାନଙ୍କେୁ ମାେ ପାଖକୁ ନଇେ ଆସିବ।

3 And if anyone says anything to you, you will say, The Lord has need of them; and straight away he will send them.ଯଦି ତୁମ୍ଭକୁ କହେି ଲୋକ ପଚ଼ା ରେ ଯେ, ତୁମ୍ଭମାନେେ କାହିଁକି ଗଧ ଦୁହିଁଙ୍କୁ ନଇେ ଯାଉଛ, ତବେେ ତୁମ୍ଭେ କହିବ 'ଏଗୁଡ଼ିକ ପ୍ରଭୁଙ୍କର ଦରକାର। ପରେ ସେ ସମାନଙ୍କେୁ ସଙ୍ଗେ ସଙ୍ଗେ ପଠାଇ ଦବେେ।'

4 Now this took place so that these words of the prophet might come true,ଭବିଷ୍ଯଦ୍ବକ୍ତା ଯାହା କହିଥିଲେ, ତାହା ସଫଳ ହବୋ ପାଇଁ ଏସବୁ ଘଟିଲା। ଭବିଷ୍ଯଦ୍ବକ୍ତା କହିଥିଲେ:

5 Say to the daughter of Zion, See, your King comes to you, gentle and seated on an ass, and on a young ass.ସିୟୋନ ନଗରୀକୁ କୁହ: ' ଦେଖ, ତୁମ୍ଭର ରାଜା ତୁମ୍ଭ ପାଖକୁ ଆସୁଛନ୍ତି। ସେ ନମ୍ର ଓ ସେ ଗୋଟିଏ ଗଧ ଉପରେ ଚ଼ଢ଼ି ଆସୁଛନ୍ତି। ହଁ, ଗୋଟିଏ ଗଧଛୁଆ ଉପରେ ଚ଼ଢ଼ିଛନ୍ତି, ସହେି ଛୁଆ ଏକ ସ୍ତନ୍ଯପାଯୀ ଗଧରୁ ଜନ୍ମ ହାଇେଛି।'ଜିଖରିୟ 9:9

6 And the disciples went and did as Jesus had given them orders,ଶିଷ୍ଯମାନେ ଚ଼ାଲିଗଲେ ଓ ଯୀଶୁଙ୍କ କହିବା ଅନୁସାରେ ସମାନେେ କାମ କଲେ।

7 And got the ass and the young one, and put their clothing on them, and he took his seat on it.ସମାନେେ ମାଈ ଗଧ ଓ ଗଧଛୁଆକୁ ନଇେ ଯୀଶୁଙ୍କ ପାଖକୁ ଆସିଲେ। ସମାନେେ ତାହାଙ୍କ ଲୁଗାଗୁଡ଼ିକ ଗଧମାନଙ୍କ ଉପରେ ବିଛାଇ ଦେଲେ। ଯୀଶୁ ସହେି ଲୁଗା ଉପରେ ବସିଲେ।

8 And all the people put their clothing down in the way; and others got branches from the trees, and put them down in the way.ଯୀଶୁ ୟିରୂଶାଲମ ରାସ୍ତା ରେ ଯାତ୍ରା କଲେ। ଅନକେ ଲୋକ ଯୀଶୁଙ୍କ ପାଇଁ ସମାନଙ୍କେର ଲୁଗା ରାସ୍ତା ରେ ବିଛଇେ ଦେଲେ। ଆଉ କେତକେ ଲୋକ ଗଛରୁ ଡ଼ାଳ ସବୁ କାଟି ରାସ୍ତା ରେ ବିଛାଇ ଦେଲେ।

9 And those who went before him, and those who came after, gave loud cries, saying, Glory to the Son of David: A blessing on him who comes in the name of the Lord: Glory in the highest.ଯୀଶୁଙ୍କ ଆଗେ ଆଗେ କେତକେ ଲୋକ ଯାଉଥିଲେ। ତାହାଙ୍କ ପେଛ ପେଛ ମଧ୍ଯ କେତକେ ଲୋକ ଯାଉଥିଲେ। ସେ ସମସ୍ତେ ପାଟି କରି କହୁଥିଲେ:

10 And when he came into Jerusalem, all the town was moved, saying, Who is this?ଯୀଶୁ ଯେତବେେଳେ ୟିରୁଶାଲମ ରେ ପ୍ରବେଶ କଲେ, ସେତବେେଳେ ସାରା ନଗର ରେ ଚହଳ ପଡ଼ିଗଲା। ଲୋକେ ପଚ଼ାରିଲେ, ଏ ଲୋକଟି କିଏ?

11 And the people said, This is the prophet Jesus, from Nazareth of Galilee.ଯୀଶୁଙ୍କୁ ଅନୁସରଣ କରୁଥିବା ଲୋକେ କହିଲେ, ଏ ହେଉଛନ୍ତି ଭବିଷ୍ଯଦ୍ବକ୍ତା ଯୀଶୁ। ସେ ଗାଲିଲୀ ପ୍ରଦେଶ ରେ ନାଜରିତ ସହରରୁ ଆସିଛନ୍ତି।

12 And Jesus went into the Temple and sent out all who were trading there, overturning the tables of the money-changers and the seats of those trading in doves.ଯୀଶୁ ମନ୍ଦିର ପରିସର ରେ ପ୍ରବେଶ କଲେ। ସଠାେରେ କିଣା ଓ ବିକା କରୁଥିବା ଲୋକମାନଙ୍କୁ ଯୀଶୁ ବାହାରକୁ ଘଉଡ଼ଇେ ଦେଲେ। ସେ ମୁଦ୍ରା ବ୍ଯବସାଯୀଙ୍କ ମଜେ ଓ କାପ୍ତା ବ୍ଯବସାଯୀଙ୍କ ଆସନ ଓଲଟଇେ ଦେଲେ।

13 And he said to them, It is in the Writings, My house is to be named a house of prayer, but you are making it a hole of thieves.ଯୀଶୁ ସମାନଙ୍କେୁ କହିଲେ, ଶାସ୍ତ୍ର ରେ ଏକଥା ଲଖାେଅଛି, 'ମାେ ଘର ପ୍ରାର୍ଥନା ଘର ବୋଲି କୁହା ୟିବ।' କିନ୍ତୁ ତୁମ୍ଭମାନେେ ଏହାକୁ ଡ଼କାୟତଙ୍କ ଆଡ଼ଡ଼ା ସ୍ଥଳି କରି ଦଇେଛ।

14 And the blind and the broken in body came to him in the Temple, and he made them well.ମନ୍ଦିର ରେ କେତକେ ଅନ୍ଧ ଓ କେତକେ େଛାଟ ଲୋକ ଯୀଶୁଙ୍କ ପାଖକୁ ଆସିଲେ। ଯୀଶୁ ସମାନଙ୍କେୁ ସୁସ୍ଥ କରି ଦେଲେ।

15 But when the chief priests and the scribes saw the works of power which he did, and the children crying out in the Temple, Glory to the son of David, they were angry and said to him,ପ୍ରଧାନ ଯାଜକ ଓ ଧର୍ମଶାସ୍ତ୍ରୀମାନେ ଯୀଶୁଙ୍କ ଏ ବିସ୍ମୟ ଜନକ କାମ ଦେଖିଲେ। ମନ୍ଦିର ପରିସର ରେ ପିଲାମାନେ ପାଟି କରି ଯୀଶୁଙ୍କ ମହିମା ଗାନ କରୁଥିବାର ସମାନେେ ଶୁଣିଲେ। ପିଲାମାନେ କହୁଥିଲେ, ଦାଉଦଙ୍କ ପୁତ୍ରଙ୍କ ମହିମା ଗାନ କର। ଏସବୁ ଘଟଣା ରେ ଯାଜକ ଓ ଧର୍ମଶାସ୍ତ୍ରୀମାନେ ରାଗିଗଲେ।

16 Have you any idea what these are saying? And Jesus said to them, Yes: have you not seen in the Writings, From the lips of children and babies at the breast you have made your praise complete?ସମାନେେ ଯୀଶୁଙ୍କୁ ପଚାରିଲେ, ଏ ପିଲାମାନେ କ'ଣ କହୁଛନ୍ତି, ତୁମ୍ଭେ କ'ଣ ତାହା ଶୁଣି ପାରୁଛ?

17 And he went away from them, and went out of the town to Bethany, and was there for the night.ତା'ପରେ ଯୀଶୁ ସେ ସ୍ଥାନ ଓ ନଗରରୁ ବାହାରକୁ ଚ଼ାଲିଗଲେ। ସେ ବୈଥନୀକୁ ଚ଼ାଲିଗଲେ ଓ ସଠାେରେ ରାତିଟି କଟାଇଲେ।

18 Now in the morning when he was coming back to the town, he had a desire for food.ତା'ପର ଦିନ ଅତି ସକାଳୁ ଯୀଶୁ ୟିରୂଶାଲମ ନଗରକୁ ଫରେୁଥିଲେ। ତାହାଙ୍କୁ ଭୋକ ଲାଗିଲା।

19 And seeing a fig-tree by the wayside, he came to it, and saw nothing on it but leaves only; and he said to it, Let there be no fruit from you from this time forward for ever. And straight away the fig-tree became dry and dead.ରାସ୍ତା କଡ଼ ରେ ସେ ଗୋଟିଏ ଡ଼ିମ୍ବିରି ଗଛ ଦେଖିଲେ। ସେ ଗଛ ପାଖକୁ ଗଲେ। ଗଛ ରେ ପତ୍ର ଛଡ଼ା ଆଉ ସେ କିଛି ପାଇଲେ ନାହିଁ। ସେ ଗଛକୁ କହିଲେ, ଆଉ ଏଣିକି ତୋ ଠା ରେ ଫଳ ଆସିବ ନାହିଁ। ସଙ୍ଗେ ସଙ୍ଗେ ଡ଼ିମ୍ବିରି ଗଛଟି ଶୁଖି ମରିଗଲା।

20 And when the disciples saw it they were surprised, saying, How did the fig-tree become dry in so short a time?ଯୀଶୁଙ୍କ ଶିଷ୍ଯମାନେ ଏହା ଦେଖି ଆଶ୍ଚର୍ୟ୍ଯ ହାଇଗେଲେ। ସମାନେେ ଯୀଶୁଙ୍କୁ ପଚ଼ାରିଲେ, ଏତେ ଶୀଘ୍ର ଡ଼ିମ୍ବିରି ଗଛଟି କିପରି ଶୁଖି ମରିଗଲା?

21 And Jesus in answer said to them, Truly I say to you, If you have faith, without doubting, not only may you do what has been done to the fig-tree, but even if you say to this mountain, Be taken up and put into the sea, it will be done.ଯୀଶୁ ଉତ୍ତର ଦେଲେ, ମୁଁ ତୁମ୍ଭକୁ ସତ୍ଯ କହୁଛି। ଯଦି ତୁମ୍ଭର ବିଶ୍ବାସ ଥିବ ଓ କୌଣସି ସନ୍ଦହେ ନଥିବ ତବେେ ମୁଁ ଏ ଗଛଟିକୁ ଯାହା କଲି, ତୁମ୍ଭମାନେେ ମଧ୍ଯ ଠିକ୍ ସହେିପରି କରିପାରିବ। ତୁମ୍ଭମାନେେ ମଧ୍ଯ ଅନକେ ଅଧିକ କାମ କରିପାରିବ। ତୁମ୍ଭମାନେେ ଏ ପର୍ବତକୁ କହିପାରିବ, ' ହେ ପର୍ବତ, ଏଠାରୁ ଯାଅ ଓ ସମୁଦ୍ର ରେ ପଡ଼।' ଯଦି ତୁମ୍ଭମାନଙ୍କର ବିଶ୍ବାସ ଥାଏ, ଏହା ଘଟିବ।

22 And all things, whatever you make request for in prayer, having faith, you will get.ତୁମ୍ଭମାନେେ ଯାହା କିଛି ପ୍ରାର୍ଥନା ରେ ମାଗିବ, ତାହା ପାଇବ।

23 And when he had come into the Temple, the chief priests and those in authority over the people came to him while he was teaching, and said, By what authority do you do these things? and who gave you this authority?ଯୀଶୁ ମନ୍ଦିର ପରିସରକୁ ଗଲେ। ସଠାେରେ ସେ ଉପଦେଶ ଦେଉଥିବା ସମୟରେ ପ୍ରଧାନ ଯାଜକ ଓ ଲୋକମାନଙ୍କର ପ୍ରାଚ଼ୀନ ନେତାମାନେ ତାହାଙ୍କ ପାଖକୁ ଆସିଲେ। ସମାନେେ ଯୀଶୁଙ୍କୁ ପଚ଼ାରିଲେ, ଆମ୍ଭକୁ କୁହ, ଏଭଳି ସବୁ କାମ କେଉଁ ଅଧିକାର ରେ ତୁମ୍ଭେ କରୁଛ? ତୁମ୍ଭକୁ ଏ ଅଧିକାର କିଏ ଦଲୋ?

24 And Jesus said to them in answer, I will put one question to you, and if you give me the answer, I will say by what authority I do these things.ଯୀଶୁ ଉତ୍ତର ଦେଲେ, ମୁଁ ମଧ୍ଯ ତୁମ୍ଭମାନଙ୍କୁ ଗୋଟିଏ ପ୍ରଶ୍ନ ପଚାରିବି। ତୁମ୍ଭମାନେେ ଯଦି ମାେ ପ୍ରଶ୍ନର ଉତ୍ତର ଦଇେ ପାରିବ, ତବେେ ମୁଁ କହିବି ଯେ ଏଭଳି କାମ କରିବାକୁ ମାରେ କେଉଁ ଅଧିକାର ରହିଛି।

25 The baptism of John, where did it come from? from heaven or from men? And they were reasoning among themselves, saying, If we say, From heaven; he will say to us, Why then did you not have faith in him?କୁହ, ଯୋହନଙ୍କ ବାପ୍ତିସ୍ମ କେଉଁଠାରୁ ଆସିଥିଲା?

26 But if we say, From men; we are in fear of the people, because all take John to be a prophet.କିନ୍ତୁ ଆମ୍ଭେ ଯଦି କହିବା, 'ଏହା ମନୁଷ୍ଯ ପାଖରୁ ଆସିଛି,' ତବେେ ଏଠା ରେ ଜମା ରୋଇଥିବା ଲୋକେ ଆମ୍ଭ ଉପରେ ରାଗିଯିବେ। ଆମ୍ଭମାନେେ ଏ ଲୋକମାନଙ୍କୁ ଭୟ କରୁଛୁ। କାରଣ ସମାନେେ ସମସ୍ତେ ଯୋହନଙ୍କୁ ଭବିଷ୍ଯଦ୍ବକ୍ତା ରୂପେ ବିଶ୍ବାସ କରନ୍ତୁ.

27 And they made answer and said, We have no idea. Then he said to them, And I will not say to you by what authority I do these things.ତେଣୁ ସମାନେେ ଯୀଶୁଙ୍କୁ ଉତ୍ତର ଦେଲେ, ଯୋହନଙ୍କ ବାପ୍ତିସ୍ମ କେଉଁଛାରୁ ଆସିଥିଲା, ଆମ୍ଭେ ତାହା ଜାଣିନାହୁଁ।

28 But how does it seem to you? A man had two sons; and he came to the first, and said, Son, go and do work today in the vine-garden.କୁହତ ଦେଖି, ତୁମ୍ଭେ ଏବିଷୟ ରେ କ'ଣ ଭାବୁଛ? ଜଣେ ଲୋକର ଦୁଇଟି ପୁଅ ଥିଲେ। ସେ ପ୍ରଥମ ପୁଅ ପାଖକୁ ଯାଇ କହିଲା, 'ପୁଅ ଆଜି ଯା ଓ ଅଙ୍ଗୁର ବଗିଚ଼ା ରେ କାମ କର।'

29 And he said in answer, I will not: but later, changing his decision, he went.ପୁଅ କହିଲା, 'ମୁଁ ୟିବି ନାହିଁ।' କିନ୍ତୁ ପରେ ସେ ନିଜର ମନ ବଦଳାଇ ଗଲା।

30 And he came to the second and said the same. And he made answer and said, I go, sir: and went not.ତା'ପରେ ତା ବାପା ଅନ୍ୟ ପୁଅ ପାଖକୁ ଗଲେ ଓ ତାକୁ ସହେି କଥା କହିଲେ। ସେ କହିଲା, 'ହଁ, ଆଜ୍ଞା ମୁଁ ୟିବି।' କିନ୍ତୁ ଗଲାନାହିଁ।

31 Which of the two did his father's pleasure? They say, The first. Jesus said to them, Truly I say to you, that tax-farmers and loose women are going into the kingdom of God before you. ତବେେ କୁହ, 'କେଉଁ ପୁଅ ତାର ବାପାଙ୍କ ବାଧ୍ଯ ହେଲା?

32 For John came to you in the way of righteousness, and you had no faith in him, but the tax-farmers and the loose women had faith in him: and you, when you saw it, did not even have regret for your sins, so as to have faith in him.ତୁମ୍ଭମାନଙ୍କୁ ବଞ୍ଚିବା ପାଇଁ ଠିକ ବାଟ ଦଖାଇବୋକୁ ଯୋହନ ଆସି ଥିଲେ। ତୁମ୍ଭମାନେେ ଯୋହନଙ୍କୁ ବିଶ୍ବାସ କଲ ନାହିଁ।କିନ୍ତୁ କର ଆଦାୟକାରୀ ଓ ବେଶ୍ଯାମାନେ ଯୋହନଙ୍କୁ ବିଶ୍ବାସ କଲେ। କର ଆଦାୟକାରୀ ଓ ବେଶ୍ଯାମାନେ ଯୋହନଙ୍କୁ ବିଶ୍ବାସ କରିଛନ୍ତି ବୋଲି ତୁମ୍ଭେ ଦେଖିଲ। ତଥାପି ତାହାଙ୍କଠା ରେ ବିଶ୍ବାସ କରିବା ଲୋଗି ତୁମ୍ଭମାନେେ ହୃଦୟ ପରିବର୍ତ୍ତନ କଲ ନାହିଁ।

33 Give ear to another story. A master of a house made a vine garden, and put a wall round it, and made a place for crushing out the wine, and made a tower, and let it out to field-workers, and went into another country.ଆଉ ଗୋଟିଏ କାହାଣୀ ଶୁଣ। ଜଣେ ଜମିମାଲିକ ଥିଲେ। ତାହାଙ୍କ ଜମି ରେ ସେ ଦ୍ରାକ୍ଷା ଲଗାଇଲେ। ସେ ତା ଚ଼ାରିପଟେ ବାଡ଼ ଲଗାଇଲେ। ସେ ଦ୍ରାକ୍ଷାରସ ବାହାର କରିବା ପାଇଁ ସେଥି ରେ ଦ୍ରାକ୍ଷାକୁଣ୍ଡଟିଏ ଖାେଳିଲେ। ସେ ସଠାେରେ ପ୍ରହରୀଗୃହଟିଏ ନିର୍ମାଣ କଲେ ଓ କେତକେ କୃଷକଙ୍କୁ ଜମିଟି ଭାଗ ଦଇେ ଦେଲେ। ତା'ପରେ ସେ ବିଦେଶ ଯାତ୍ରା ରେ ବାହାରି ଗଲେ।

34 And when the time for the fruit came near, he sent his servants to the workmen, to get the fruit.କିଛି ଦିନ ପରେ ଦ୍ରାକ୍ଷା ତୋଳିବା ବଳେ ଆସିଲା। ଜମିମାଲିକ ତାଙ୍କ ଦ୍ରାକ୍ଷା ଭାଗ ତକ ଆଣିବ ପାଇଁ କେତକେ ଚ଼ାକରଙ୍କୁ କୃଷକମାନଙ୍କ ପାଖକୁ ପଠାଇଲେ।

35 And the workmen made an attack on his servants, giving blows to one, putting another to death, and stoning another.କିନ୍ତୁ କୃଷକମାନେ ଚ଼ାକରମାନଙ୍କୁ ଧରି, ତାହାଙ୍କ ଭିତରୁ ଜଣକୁ ପିଟିଲେ. ସମାନେେ ଜଣକ ପରେ ଜଣେ ଚ଼ାକରକୁ ପଥର ରେ ମାରି ମାରି ମାରିପକାଇଲେ।

36 Again, he sent other servants more in number than the first: and they did the same to them.ତେଣୁ ଜମି ମାଲିକ ଆଉ କେତକେ ଚ଼ାକରଙ୍କୁ କୃଷକମାନଙ୍କ ପାଖକୁ ପଠାଇଲେ। ଏଥର ପ୍ରଥମଥର ଠାରୁ ଅଧିକ ଚ଼ାକର ଗଲେ। କିନ୍ତୁ କୃଷକମାନେ ପ୍ରଥମ ଚାକରମାନଙ୍କ ପ୍ରତି ଯାହା କରିଥିଲେ, ଏଥର ମଧ୍ଯ ସମାନଙ୍କେ ପ୍ରତି ତାହା କଲେ।

37 But after that he sent his son to them, saying, They will have respect for my son.ତେଣୁ ମାଲିକ ନିଜର ପୁଅକୁ ପଠାଇବାକୁ ଠିକ୍ କଲେ। ସେ ଭାବଲେ, 'କୃଷକମାନେ ମାେ ପୁଅକୁ ସମ୍ମାନ ଦବେେ।'

38 But when the workmen saw the son, they said among themselves, This is he who will one day be the owner of the property; come, let us put him to death and take his heritage.କୃଷକମାନେ ପୁଅକୁ ଦେଖି ନିଜ ନିଜ ଭିତ ରେ କୁହା କୁହି ହେଲେ, 'ଏ ହେଉଛି ଜମିମାଲିକଙ୍କ ପୁଅ। ସେ ଏ ଜମିର ଉତ୍ତରାଧିକାରୀ। ଆମ୍ଭେ ଯଦି ତାକୁ ମାରିଦବୋ, ଏହି ସମ୍ପତ୍ତି ଆମ୍ଭର ହାଇଯେିବ।'

39 And they took him and, driving him out of the vine-garden, put him to death.କୃଷକମାନେ ପୁଅକୁ ଧରି ନଇେ ଦ୍ରାକ୍ଷା ବଗିଚ଼ା ବାହାରକୁ ଫିଙ୍ଗି ମାରି ଦେଲେ।

40 When, then, the lord of the vine-garden comes, what will he do to those workmen?ଅତଏବ, ଯେତବେେଳେ ନିଜେ ଜମିମାଲିକ ଆସିବେ, ସେତବେେଳେ ଏହି କୃଷକମାନଙ୍କୁ କ'ଣ କରିବେ?

41 They say to him, He will put those cruel men to a cruel death, and will let out the vine-garden to other workmen, who will give him the fruit when it is ready.ପ୍ରଧାନ ଯାଜକ ଓ ପ୍ରାଚ଼ୀନ ନେତାମାନେ କହିଲେ, ସେ ନିଶ୍ଚୟ ସହେି ନିର୍ଦ୍ଦୟ ଲୋକଙ୍କୁ ହତ୍ଯା କରିବେ ଓ ତା'ପରେ ସେ ଦ୍ରାକ୍ଷା ବଗିଚ଼ାଟିକୁ ଅନ୍ୟ କୃଷକମାନଙ୍କୁ ଭାଗ ରେ ଦଇେ ଦବେେ, ଯେଉଁମାନେ ଅମଳ ସମୟରେ ତାର ଭାଗ ତାହାଙ୍କୁ ଦବେେ।

42 Jesus says to them, Did you never see in the Writings, The stone which the builders put on one side, the same has been made the chief stone of the building: this was the Lord's doing, and it is a wonder in our eyes?ଯୀଶୁ ସମାନଙ୍କେୁ କହିଲେ, ତୁମ୍ଭମାନେେ ଏକଥା କ'ଣ କବେେ ହେଲେ ଶାସ୍ତ୍ର ରେ ପଢ଼ି ନଥିଲ?:

43 For this reason I say to you, The kingdom of God will be taken away from you, and will be given to a nation producing the fruits of it. ତେଣୁ ମୁଁ ତୁମ୍ଭମାନଙ୍କୁ କହୁଛି ଯେ ତୁମ୍ଭମାନଙ୍କଠାରୁ ପରମେଶ୍ବରଙ୍କ ରାଜ୍ଯ ଛଡ଼ାଇ ନିଆୟିବ। ପରମେଶ୍ବର ତାହାଙ୍କ ରାଜ୍ଯ ରେ ଯାହା ହବୋପାଇଁ ଚ଼ାହାଁନ୍ତି, ଯେଉଁ ଲୋକମାନେ ତାହା କରନ୍ତି, ସମାନଙ୍କେୁ ପରମେଶ୍ବର ତାହାଙ୍କ ରାଜ୍ଯ ଦବେେ।

44 Any man falling on this stone will be broken, but he on whom it comes down will be crushed to dust.ଯେଉଁ ଲୋକ ଏହି ପଥର ଉପରେ ଖସି ପଡ଼ିବ, ସେ ଖଣ୍ଡ ଖଣ୍ଡ ହାଇଯେିବ। ଏବଂ ପଥରଟି ଯଦି କାହା ଉପରେ ପଡ଼ିବ ତବେେ ପଥରଟି ତାକୁ ଚୁନା କରିଦବେ।

45 And when his stories came to the ears of the chief priests and the Pharisees, they saw that he was talking of them.ପ୍ରଧାନ ଯାଜକ ଓ ଫାରୂଶୀମାନେ ଯୀଶୁଙ୍କ କାହାଣୀଗୁଡ଼ିକ ଶୁଣିଲେ। ସମାନେେ ଜାଣି ପା ରେଲେ ଯେ, ଯୀଶୁ ଏକଥା ସହେିମାନଙ୍କ ବିଷୟ ରେ କହୁଛନ୍ତୁ।

46 And though they had a desire to take him, they were in fear of the people, because in their eyes he was a prophet.ତେଣୁ ସମାନେେ ଯୀଶୁଙ୍କୁ ବନ୍ଦୀ କରିବାକୁ ଚେ଼ଷ୍ଟା କଲେ। ସମାନେେ କିନ୍ତୁ ଲୋକମାନଙ୍କୁ ଡ଼ରୁଥିଲେ। କାରଣ ଲୋକେ ଯୀଶୁଙ୍କୁ ଜଣେ ଭବିଷ୍ଯଦ୍ବକ୍ତା ବୋଲି ବିଶ୍ବାସ କରୁଥିଲେ।

Oriya Bible