Bible

Matthew 21 - YLT (Oriya)

1 And when they came nigh to Jerusalem, and came to Bethphage, unto the mount of the Olives, then Jesus sent two disciples,ଯୀଶୁ ଓ ତାହାଙ୍କ ଶିଷ୍ଯମାନେ ୟିରୁଶାଲମ ପାଖାପାଖି ଆସି ଯାଇଥିଲେ। ସମାନେେ ପ୍ରଥମେ ଜୀତ ପର୍ବତ ପାଖ ବୌଥ୍ଫାଗୀଠା ରେ ଅଟକିଲେ।

2 saying to them, `Go on to the village over-against you, and immediately ye shall find an ass bound, and a colt with her -- having loosed, bring ye to me;ଯୀଶୁ ଦୁଇଜଣ ଶିଷ୍ଯଙ୍କୁ ଗାଁକୁ ପଠାଇଲେ। ସେ କହିଲେ, ତୁମ୍ଭେ ଠିକ୍ ସାମନା ରେ ଥିବା ଗାଁକୁ ଯାଅ। ସଠାେରେ ପହଞ୍ଚିବା ପରେ ତୁମ୍ଭେ ଗୋଟିଏ ମାଇ ଗଧ ବନ୍ଧା ହାଇେଥିବାର ଦେଖିବ। ତା' ସହିତ ଗୋଟିଏ ଗଧଛୁଆ ମଧ୍ଯ ସଠାେରେ ଥିବ। ସମାନଙ୍କେୁ ଖାଲିଦେବେ, ଓ ସମାନଙ୍କେୁ ମାେ ପାଖକୁ ନଇେ ଆସିବ।

3 and if any one may say anything to you, ye shall say, that the lord hath need of them, and immediately he will send them.'ଯଦି ତୁମ୍ଭକୁ କହେି ଲୋକ ପଚ଼ା ରେ ଯେ, ତୁମ୍ଭମାନେେ କାହିଁକି ଗଧ ଦୁହିଁଙ୍କୁ ନଇେ ଯାଉଛ, ତବେେ ତୁମ୍ଭେ କହିବ 'ଏଗୁଡ଼ିକ ପ୍ରଭୁଙ୍କର ଦରକାର। ପରେ ସେ ସମାନଙ୍କେୁ ସଙ୍ଗେ ସଙ୍ଗେ ପଠାଇ ଦବେେ।'

4 And all this came to pass, that it might be fulfilled that was spoken through the prophet, saying,ଭବିଷ୍ଯଦ୍ବକ୍ତା ଯାହା କହିଥିଲେ, ତାହା ସଫଳ ହବୋ ପାଇଁ ଏସବୁ ଘଟିଲା। ଭବିଷ୍ଯଦ୍ବକ୍ତା କହିଥିଲେ:

5 `Tell ye the daughter of Zion, Lo, thy king doth come to thee, meek, and mounted on an ass, and a colt, a foal of a beast of burden.'ସିୟୋନ ନଗରୀକୁ କୁହ: ' ଦେଖ, ତୁମ୍ଭର ରାଜା ତୁମ୍ଭ ପାଖକୁ ଆସୁଛନ୍ତି। ସେ ନମ୍ର ଓ ସେ ଗୋଟିଏ ଗଧ ଉପରେ ଚ଼ଢ଼ି ଆସୁଛନ୍ତି। ହଁ, ଗୋଟିଏ ଗଧଛୁଆ ଉପରେ ଚ଼ଢ଼ିଛନ୍ତି, ସହେି ଛୁଆ ଏକ ସ୍ତନ୍ଯପାଯୀ ଗଧରୁ ଜନ୍ମ ହାଇେଛି।'ଜିଖରିୟ 9:9

6 And the disciples having gone and having done as Jesus commanded them,ଶିଷ୍ଯମାନେ ଚ଼ାଲିଗଲେ ଓ ଯୀଶୁଙ୍କ କହିବା ଅନୁସାରେ ସମାନେେ କାମ କଲେ।

7 brought the ass and the colt, and did put on them their garments, and set `him' upon them;ସମାନେେ ମାଈ ଗଧ ଓ ଗଧଛୁଆକୁ ନଇେ ଯୀଶୁଙ୍କ ପାଖକୁ ଆସିଲେ। ସମାନେେ ତାହାଙ୍କ ଲୁଗାଗୁଡ଼ିକ ଗଧମାନଙ୍କ ଉପରେ ବିଛାଇ ଦେଲେ। ଯୀଶୁ ସହେି ଲୁଗା ଉପରେ ବସିଲେ।

8 and the very great multitude spread their own garments in the way, and others were cutting branches from the trees, and were strewing in the way,ଯୀଶୁ ୟିରୂଶାଲମ ରାସ୍ତା ରେ ଯାତ୍ରା କଲେ। ଅନକେ ଲୋକ ଯୀଶୁଙ୍କ ପାଇଁ ସମାନଙ୍କେର ଲୁଗା ରାସ୍ତା ରେ ବିଛଇେ ଦେଲେ। ଆଉ କେତକେ ଲୋକ ଗଛରୁ ଡ଼ାଳ ସବୁ କାଟି ରାସ୍ତା ରେ ବିଛାଇ ଦେଲେ।

9 and the multitudes who were going before, and who were following, were crying, saying, `Hosanna to the Son of David, blessed is he who is coming in the name of the Lord; Hosanna in the highest.'ଯୀଶୁଙ୍କ ଆଗେ ଆଗେ କେତକେ ଲୋକ ଯାଉଥିଲେ। ତାହାଙ୍କ ପେଛ ପେଛ ମଧ୍ଯ କେତକେ ଲୋକ ଯାଉଥିଲେ। ସେ ସମସ୍ତେ ପାଟି କରି କହୁଥିଲେ:

10 And he having entered into Jerusalem, all the city was moved, saying, `Who is this?'ଯୀଶୁ ଯେତବେେଳେ ୟିରୁଶାଲମ ରେ ପ୍ରବେଶ କଲେ, ସେତବେେଳେ ସାରା ନଗର ରେ ଚହଳ ପଡ଼ିଗଲା। ଲୋକେ ପଚ଼ାରିଲେ, ଏ ଲୋକଟି କିଏ?

11 And the multitudes said, `This is Jesus the prophet, who `is' from Nazareth of Galilee.'ଯୀଶୁଙ୍କୁ ଅନୁସରଣ କରୁଥିବା ଲୋକେ କହିଲେ, ଏ ହେଉଛନ୍ତି ଭବିଷ୍ଯଦ୍ବକ୍ତା ଯୀଶୁ। ସେ ଗାଲିଲୀ ପ୍ରଦେଶ ରେ ନାଜରିତ ସହରରୁ ଆସିଛନ୍ତି।

12 And Jesus entered into the temple of God, and did cast forth all those selling and buying in the temple, and the tables of the money-changers he overturned, and the seats of those selling the doves,ଯୀଶୁ ମନ୍ଦିର ପରିସର ରେ ପ୍ରବେଶ କଲେ। ସଠାେରେ କିଣା ଓ ବିକା କରୁଥିବା ଲୋକମାନଙ୍କୁ ଯୀଶୁ ବାହାରକୁ ଘଉଡ଼ଇେ ଦେଲେ। ସେ ମୁଦ୍ରା ବ୍ଯବସାଯୀଙ୍କ ମଜେ ଓ କାପ୍ତା ବ୍ଯବସାଯୀଙ୍କ ଆସନ ଓଲଟଇେ ଦେଲେ।

13 and he saith to them, `It hath been written, My house a house of prayer shall be called, but ye did make it a den of robbers.'ଯୀଶୁ ସମାନଙ୍କେୁ କହିଲେ, ଶାସ୍ତ୍ର ରେ ଏକଥା ଲଖାେଅଛି, 'ମାେ ଘର ପ୍ରାର୍ଥନା ଘର ବୋଲି କୁହା ୟିବ।' କିନ୍ତୁ ତୁମ୍ଭମାନେେ ଏହାକୁ ଡ଼କାୟତଙ୍କ ଆଡ଼ଡ଼ା ସ୍ଥଳି କରି ଦଇେଛ।

14 And there came to him blind and lame men in the temple, and he healed them,ମନ୍ଦିର ରେ କେତକେ ଅନ୍ଧ ଓ କେତକେ େଛାଟ ଲୋକ ଯୀଶୁଙ୍କ ପାଖକୁ ଆସିଲେ। ଯୀଶୁ ସମାନଙ୍କେୁ ସୁସ୍ଥ କରି ଦେଲେ।

15 and the chief priests and the scribes having seen the wonderful things that he did, and the children crying in the temple, and saying, `Hosanna to the Son of David,' were much displeased;ପ୍ରଧାନ ଯାଜକ ଓ ଧର୍ମଶାସ୍ତ୍ରୀମାନେ ଯୀଶୁଙ୍କ ଏ ବିସ୍ମୟ ଜନକ କାମ ଦେଖିଲେ। ମନ୍ଦିର ପରିସର ରେ ପିଲାମାନେ ପାଟି କରି ଯୀଶୁଙ୍କ ମହିମା ଗାନ କରୁଥିବାର ସମାନେେ ଶୁଣିଲେ। ପିଲାମାନେ କହୁଥିଲେ, ଦାଉଦଙ୍କ ପୁତ୍ରଙ୍କ ମହିମା ଗାନ କର। ଏସବୁ ଘଟଣା ରେ ଯାଜକ ଓ ଧର୍ମଶାସ୍ତ୍ରୀମାନେ ରାଗିଗଲେ।

16 and they said to him, `Hearest thou what these say?' And Jesus saith to them, `Yes, did ye never read, that, Out of the mouth of babes and sucklings Thou didst prepare praise?'ସମାନେେ ଯୀଶୁଙ୍କୁ ପଚାରିଲେ, ଏ ପିଲାମାନେ କ'ଣ କହୁଛନ୍ତି, ତୁମ୍ଭେ କ'ଣ ତାହା ଶୁଣି ପାରୁଛ?

17 And having left them, he went forth out of the city to Bethany, and did lodge there,ତା'ପରେ ଯୀଶୁ ସେ ସ୍ଥାନ ଓ ନଗରରୁ ବାହାରକୁ ଚ଼ାଲିଗଲେ। ସେ ବୈଥନୀକୁ ଚ଼ାଲିଗଲେ ଓ ସଠାେରେ ରାତିଟି କଟାଇଲେ।

18 and in the morning turning back to the city, he hungered,ତା'ପର ଦିନ ଅତି ସକାଳୁ ଯୀଶୁ ୟିରୂଶାଲମ ନଗରକୁ ଫରେୁଥିଲେ। ତାହାଙ୍କୁ ଭୋକ ଲାଗିଲା।

19 and having seen a certain fig-tree on the way, he came to it, and found nothing in it except leaves only, and he saith to it, `No more from thee may fruit be -- to the age;' and forthwith the fig-tree withered.ରାସ୍ତା କଡ଼ ରେ ସେ ଗୋଟିଏ ଡ଼ିମ୍ବିରି ଗଛ ଦେଖିଲେ। ସେ ଗଛ ପାଖକୁ ଗଲେ। ଗଛ ରେ ପତ୍ର ଛଡ଼ା ଆଉ ସେ କିଛି ପାଇଲେ ନାହିଁ। ସେ ଗଛକୁ କହିଲେ, ଆଉ ଏଣିକି ତୋ ଠା ରେ ଫଳ ଆସିବ ନାହିଁ। ସଙ୍ଗେ ସଙ୍ଗେ ଡ଼ିମ୍ବିରି ଗଛଟି ଶୁଖି ମରିଗଲା।

20 And the disciples having seen, did wonder, saying, `How did the fig-tree forthwith wither?'ଯୀଶୁଙ୍କ ଶିଷ୍ଯମାନେ ଏହା ଦେଖି ଆଶ୍ଚର୍ୟ୍ଯ ହାଇଗେଲେ। ସମାନେେ ଯୀଶୁଙ୍କୁ ପଚ଼ାରିଲେ, ଏତେ ଶୀଘ୍ର ଡ଼ିମ୍ବିରି ଗଛଟି କିପରି ଶୁଖି ମରିଗଲା?

21 And Jesus answering said to them, `Verily I say to you, If ye may have faith, and may not doubt, not only this of the fig-tree shall ye do, but even if to this mount ye may say, Be lifted up and be cast into the sea, it shall come to pass;ଯୀଶୁ ଉତ୍ତର ଦେଲେ, ମୁଁ ତୁମ୍ଭକୁ ସତ୍ଯ କହୁଛି। ଯଦି ତୁମ୍ଭର ବିଶ୍ବାସ ଥିବ ଓ କୌଣସି ସନ୍ଦହେ ନଥିବ ତବେେ ମୁଁ ଏ ଗଛଟିକୁ ଯାହା କଲି, ତୁମ୍ଭମାନେେ ମଧ୍ଯ ଠିକ୍ ସହେିପରି କରିପାରିବ। ତୁମ୍ଭମାନେେ ମଧ୍ଯ ଅନକେ ଅଧିକ କାମ କରିପାରିବ। ତୁମ୍ଭମାନେେ ଏ ପର୍ବତକୁ କହିପାରିବ, ' ହେ ପର୍ବତ, ଏଠାରୁ ଯାଅ ଓ ସମୁଦ୍ର ରେ ପଡ଼।' ଯଦି ତୁମ୍ଭମାନଙ୍କର ବିଶ୍ବାସ ଥାଏ, ଏହା ଘଟିବ।

22 and all -- as much as ye may ask in the prayer, believing, ye shall receive.'ତୁମ୍ଭମାନେେ ଯାହା କିଛି ପ୍ରାର୍ଥନା ରେ ମାଗିବ, ତାହା ପାଇବ।

23 And he having come to the temple, there came to him when teaching the chief priests and the elders of the people, saying, `By what authority dost thou do these things? and who gave thee this authority?'ଯୀଶୁ ମନ୍ଦିର ପରିସରକୁ ଗଲେ। ସଠାେରେ ସେ ଉପଦେଶ ଦେଉଥିବା ସମୟରେ ପ୍ରଧାନ ଯାଜକ ଓ ଲୋକମାନଙ୍କର ପ୍ରାଚ଼ୀନ ନେତାମାନେ ତାହାଙ୍କ ପାଖକୁ ଆସିଲେ। ସମାନେେ ଯୀଶୁଙ୍କୁ ପଚ଼ାରିଲେ, ଆମ୍ଭକୁ କୁହ, ଏଭଳି ସବୁ କାମ କେଉଁ ଅଧିକାର ରେ ତୁମ୍ଭେ କରୁଛ? ତୁମ୍ଭକୁ ଏ ଅଧିକାର କିଏ ଦଲୋ?

24 And Jesus answering said to them, `I will ask you -- I also -- one word, which if ye may tell me, I also will tell you by what authority I do these things;ଯୀଶୁ ଉତ୍ତର ଦେଲେ, ମୁଁ ମଧ୍ଯ ତୁମ୍ଭମାନଙ୍କୁ ଗୋଟିଏ ପ୍ରଶ୍ନ ପଚାରିବି। ତୁମ୍ଭମାନେେ ଯଦି ମାେ ପ୍ରଶ୍ନର ଉତ୍ତର ଦଇେ ପାରିବ, ତବେେ ମୁଁ କହିବି ଯେ ଏଭଳି କାମ କରିବାକୁ ମାରେ କେଉଁ ଅଧିକାର ରହିଛି।

25 the baptism of John, whence was it? -- from heaven, or from men?' And they were reasoning with themselves, saying, `If we should say, From heaven; he will say to us, Wherefore, then, did ye not believe him?କୁହ, ଯୋହନଙ୍କ ବାପ୍ତିସ୍ମ କେଉଁଠାରୁ ଆସିଥିଲା?

26 and if we should say, From men, we fear the multitude, for all hold John as a prophet.'କିନ୍ତୁ ଆମ୍ଭେ ଯଦି କହିବା, 'ଏହା ମନୁଷ୍ଯ ପାଖରୁ ଆସିଛି,' ତବେେ ଏଠା ରେ ଜମା ରୋଇଥିବା ଲୋକେ ଆମ୍ଭ ଉପରେ ରାଗିଯିବେ। ଆମ୍ଭମାନେେ ଏ ଲୋକମାନଙ୍କୁ ଭୟ କରୁଛୁ। କାରଣ ସମାନେେ ସମସ୍ତେ ଯୋହନଙ୍କୁ ଭବିଷ୍ଯଦ୍ବକ୍ତା ରୂପେ ବିଶ୍ବାସ କରନ୍ତୁ.

27 And answering Jesus they said, `We have not known.' He said to them -- he also -- `Neither do I tell you by what authority I do these things.ତେଣୁ ସମାନେେ ଯୀଶୁଙ୍କୁ ଉତ୍ତର ଦେଲେ, ଯୋହନଙ୍କ ବାପ୍ତିସ୍ମ କେଉଁଛାରୁ ଆସିଥିଲା, ଆମ୍ଭେ ତାହା ଜାଣିନାହୁଁ।

28 `And what think ye? A man had two children, and having come to the first, he said, Child, go, to-day be working in my vineyard.'କୁହତ ଦେଖି, ତୁମ୍ଭେ ଏବିଷୟ ରେ କ'ଣ ଭାବୁଛ? ଜଣେ ଲୋକର ଦୁଇଟି ପୁଅ ଥିଲେ। ସେ ପ୍ରଥମ ପୁଅ ପାଖକୁ ଯାଇ କହିଲା, 'ପୁଅ ଆଜି ଯା ଓ ଅଙ୍ଗୁର ବଗିଚ଼ା ରେ କାମ କର।'

29 And he answering said, `I will not,' but at last, having repented, he went.ପୁଅ କହିଲା, 'ମୁଁ ୟିବି ନାହିଁ।' କିନ୍ତୁ ପରେ ସେ ନିଜର ମନ ବଦଳାଇ ଗଲା।

30 `And having come to the second, he said in the same manner, and he answering said, I `go', sir, and went not;ତା'ପରେ ତା ବାପା ଅନ୍ୟ ପୁଅ ପାଖକୁ ଗଲେ ଓ ତାକୁ ସହେି କଥା କହିଲେ। ସେ କହିଲା, 'ହଁ, ଆଜ୍ଞା ମୁଁ ୟିବି।' କିନ୍ତୁ ଗଲାନାହିଁ।

31 which of the two did the will of the father?' They say to him, `The first.' Jesus saith to them, `Verily I say to you, that the tax-gatherers and the harlots do go before you into the reign of God, ତବେେ କୁହ, 'କେଉଁ ପୁଅ ତାର ବାପାଙ୍କ ବାଧ୍ଯ ହେଲା?

32 for John came unto you in the way of righteousness, and ye did not believe him, and the tax-gatherers and the harlots did believe him, and ye, having seen, repented not at last -- to believe him.ତୁମ୍ଭମାନଙ୍କୁ ବଞ୍ଚିବା ପାଇଁ ଠିକ ବାଟ ଦଖାଇବୋକୁ ଯୋହନ ଆସି ଥିଲେ। ତୁମ୍ଭମାନେେ ଯୋହନଙ୍କୁ ବିଶ୍ବାସ କଲ ନାହିଁ।କିନ୍ତୁ କର ଆଦାୟକାରୀ ଓ ବେଶ୍ଯାମାନେ ଯୋହନଙ୍କୁ ବିଶ୍ବାସ କଲେ। କର ଆଦାୟକାରୀ ଓ ବେଶ୍ଯାମାନେ ଯୋହନଙ୍କୁ ବିଶ୍ବାସ କରିଛନ୍ତି ବୋଲି ତୁମ୍ଭେ ଦେଖିଲ। ତଥାପି ତାହାଙ୍କଠା ରେ ବିଶ୍ବାସ କରିବା ଲୋଗି ତୁମ୍ଭମାନେେ ହୃଦୟ ପରିବର୍ତ୍ତନ କଲ ନାହିଁ।

33 `Hear ye another simile: There was a certain man, a householder, who planted a vineyard, and did put a hedge round it, and digged in it a wine-press, and built a tower, and gave it out to husbandmen, and went abroad.ଆଉ ଗୋଟିଏ କାହାଣୀ ଶୁଣ। ଜଣେ ଜମିମାଲିକ ଥିଲେ। ତାହାଙ୍କ ଜମି ରେ ସେ ଦ୍ରାକ୍ଷା ଲଗାଇଲେ। ସେ ତା ଚ଼ାରିପଟେ ବାଡ଼ ଲଗାଇଲେ। ସେ ଦ୍ରାକ୍ଷାରସ ବାହାର କରିବା ପାଇଁ ସେଥି ରେ ଦ୍ରାକ୍ଷାକୁଣ୍ଡଟିଏ ଖାେଳିଲେ। ସେ ସଠାେରେ ପ୍ରହରୀଗୃହଟିଏ ନିର୍ମାଣ କଲେ ଓ କେତକେ କୃଷକଙ୍କୁ ଜମିଟି ଭାଗ ଦଇେ ଦେଲେ। ତା'ପରେ ସେ ବିଦେଶ ଯାତ୍ରା ରେ ବାହାରି ଗଲେ।

34 `And when the season of the fruits came nigh, he sent his servants unto the husbandmen, to receive the fruits of it,କିଛି ଦିନ ପରେ ଦ୍ରାକ୍ଷା ତୋଳିବା ବଳେ ଆସିଲା। ଜମିମାଲିକ ତାଙ୍କ ଦ୍ରାକ୍ଷା ଭାଗ ତକ ଆଣିବ ପାଇଁ କେତକେ ଚ଼ାକରଙ୍କୁ କୃଷକମାନଙ୍କ ପାଖକୁ ପଠାଇଲେ।

35 and the husbandmen having taken his servants, one they scourged, and one they killed, and one they stoned.କିନ୍ତୁ କୃଷକମାନେ ଚ଼ାକରମାନଙ୍କୁ ଧରି, ତାହାଙ୍କ ଭିତରୁ ଜଣକୁ ପିଟିଲେ. ସମାନେେ ଜଣକ ପରେ ଜଣେ ଚ଼ାକରକୁ ପଥର ରେ ମାରି ମାରି ମାରିପକାଇଲେ।

36 `Again he sent other servants more than the first, and they did to them in the same manner.ତେଣୁ ଜମି ମାଲିକ ଆଉ କେତକେ ଚ଼ାକରଙ୍କୁ କୃଷକମାନଙ୍କ ପାଖକୁ ପଠାଇଲେ। ଏଥର ପ୍ରଥମଥର ଠାରୁ ଅଧିକ ଚ଼ାକର ଗଲେ। କିନ୍ତୁ କୃଷକମାନେ ପ୍ରଥମ ଚାକରମାନଙ୍କ ପ୍ରତି ଯାହା କରିଥିଲେ, ଏଥର ମଧ୍ଯ ସମାନଙ୍କେ ପ୍ରତି ତାହା କଲେ।

37 `And at last he sent unto them his son, saying, They will reverence my son;ତେଣୁ ମାଲିକ ନିଜର ପୁଅକୁ ପଠାଇବାକୁ ଠିକ୍ କଲେ। ସେ ଭାବଲେ, 'କୃଷକମାନେ ମାେ ପୁଅକୁ ସମ୍ମାନ ଦବେେ।'

38 and the husbandmen having seen the son, said among themselves, This is the heir, come, we may kill him, and may possess his inheritance;କୃଷକମାନେ ପୁଅକୁ ଦେଖି ନିଜ ନିଜ ଭିତ ରେ କୁହା କୁହି ହେଲେ, 'ଏ ହେଉଛି ଜମିମାଲିକଙ୍କ ପୁଅ। ସେ ଏ ଜମିର ଉତ୍ତରାଧିକାରୀ। ଆମ୍ଭେ ଯଦି ତାକୁ ମାରିଦବୋ, ଏହି ସମ୍ପତ୍ତି ଆମ୍ଭର ହାଇଯେିବ।'

39 and having taken him, they cast `him' out of the vineyard, and killed him;କୃଷକମାନେ ପୁଅକୁ ଧରି ନଇେ ଦ୍ରାକ୍ଷା ବଗିଚ଼ା ବାହାରକୁ ଫିଙ୍ଗି ମାରି ଦେଲେ।

40 whenever therefore the lord of the vineyard may come, what will he do to these husbandmen?'ଅତଏବ, ଯେତବେେଳେ ନିଜେ ଜମିମାଲିକ ଆସିବେ, ସେତବେେଳେ ଏହି କୃଷକମାନଙ୍କୁ କ'ଣ କରିବେ?

41 They say to him, `Evil men -- he will evilly destroy them, and the vineyard will give out to other husbandmen, who will give back to him the fruits in their seasons.'ପ୍ରଧାନ ଯାଜକ ଓ ପ୍ରାଚ଼ୀନ ନେତାମାନେ କହିଲେ, ସେ ନିଶ୍ଚୟ ସହେି ନିର୍ଦ୍ଦୟ ଲୋକଙ୍କୁ ହତ୍ଯା କରିବେ ଓ ତା'ପରେ ସେ ଦ୍ରାକ୍ଷା ବଗିଚ଼ାଟିକୁ ଅନ୍ୟ କୃଷକମାନଙ୍କୁ ଭାଗ ରେ ଦଇେ ଦବେେ, ଯେଉଁମାନେ ଅମଳ ସମୟରେ ତାର ଭାଗ ତାହାଙ୍କୁ ଦବେେ।

42 Jesus saith to them, `Did ye never read in the Writings, A stone that the builders disallowed, it became head of a corner; from the Lord hath this come to pass, and it is wonderful in our eyes.ଯୀଶୁ ସମାନଙ୍କେୁ କହିଲେ, ତୁମ୍ଭମାନେେ ଏକଥା କ'ଣ କବେେ ହେଲେ ଶାସ୍ତ୍ର ରେ ପଢ଼ି ନଥିଲ?:

43 `Because of this I say to you, that the reign of God shall be taken from you, and given to a nation bringing forth its fruit; ତେଣୁ ମୁଁ ତୁମ୍ଭମାନଙ୍କୁ କହୁଛି ଯେ ତୁମ୍ଭମାନଙ୍କଠାରୁ ପରମେଶ୍ବରଙ୍କ ରାଜ୍ଯ ଛଡ଼ାଇ ନିଆୟିବ। ପରମେଶ୍ବର ତାହାଙ୍କ ରାଜ୍ଯ ରେ ଯାହା ହବୋପାଇଁ ଚ଼ାହାଁନ୍ତି, ଯେଉଁ ଲୋକମାନେ ତାହା କରନ୍ତି, ସମାନଙ୍କେୁ ପରମେଶ୍ବର ତାହାଙ୍କ ରାଜ୍ଯ ଦବେେ।

44 and he who is falling on this stone shall be broken, and on whomsoever it may fall it will crush him to pieces.'ଯେଉଁ ଲୋକ ଏହି ପଥର ଉପରେ ଖସି ପଡ଼ିବ, ସେ ଖଣ୍ଡ ଖଣ୍ଡ ହାଇଯେିବ। ଏବଂ ପଥରଟି ଯଦି କାହା ଉପରେ ପଡ଼ିବ ତବେେ ପଥରଟି ତାକୁ ଚୁନା କରିଦବେ।

45 And the chief priests and the Pharisees having heard his similes, knew that of them he speaketh,ପ୍ରଧାନ ଯାଜକ ଓ ଫାରୂଶୀମାନେ ଯୀଶୁଙ୍କ କାହାଣୀଗୁଡ଼ିକ ଶୁଣିଲେ। ସମାନେେ ଜାଣି ପା ରେଲେ ଯେ, ଯୀଶୁ ଏକଥା ସହେିମାନଙ୍କ ବିଷୟ ରେ କହୁଛନ୍ତୁ।

46 and seeking to lay hold on him, they feared the multitudes, seeing they were holding him as a prophet.ତେଣୁ ସମାନେେ ଯୀଶୁଙ୍କୁ ବନ୍ଦୀ କରିବାକୁ ଚେ଼ଷ୍ଟା କଲେ। ସମାନେେ କିନ୍ତୁ ଲୋକମାନଙ୍କୁ ଡ଼ରୁଥିଲେ। କାରଣ ଲୋକେ ଯୀଶୁଙ୍କୁ ଜଣେ ଭବିଷ୍ଯଦ୍ବକ୍ତା ବୋଲି ବିଶ୍ବାସ କରୁଥିଲେ।

Oriya Bible