Matthew 25
1 ସେ ସମୟରେ ସ୍ବର୍ଗରାଜ୍ଯ, ବର ଖାଜେିବାକୁ ବାହାରିଥିବା ଦଶଜଣ କୁମାରୀ ଝିଅଙ୍କ ଭଳି ହବେ। ଏହି ଝିଅମାନେ ବର ସହିତ ସକ୍ଷାତ କରିବାକୁ ବାହାରିଥିଲେ। ସମାନେେ ତାହାଙ୍କ ସହିତ ଦୀପ ଆଣି ଥିଲେ,
2 ତାହାଙ୍କ ଭିତରୁ ପାଞ୍ଚ ଜଣ ବୋକୀ ଥିଲେ। ଆର ପାଞ୍ଚ ଜଣ ଚ଼ତୁର ଥିଲେ।
3 ବୋକୀ ଝିଅ ପାଞ୍ଚଜଣ ସମାନଙ୍କେ ସାଥିଲେ ଦୀପ ସିନା ନଇେଥିଲେ, କିନ୍ତୁ ଦୀପ ଜାଳିବାପାଇଁ ବେଶୀ ତଲେ ଆଣି ନଥିଲେ।
4 ଚ଼ତୁର ଝିଅ ପାଞ୍ଚଜଣ ଦୀପ ତ ନଇେଥିଲେ, ତା'ଛଡ଼ା କାଚ଼ ପାତ୍ର ରେ ଅଧିକ ତଲେ ନଇେଥିଲେ।
5 ବରର ଆସିବା ଡ଼ରେି ହାଇଗେଲା। ସବୁ ଝିଅଯାକ କ୍ଲାନ୍ତ ହାଇେ ଶଷେ ରେ ଶୋଇ ପଡ଼ିଲେ।
6 ଅଧ ରାତି ରେ ଜଣେ କହେି ଘାଷେଣା କଲା, ବର ଆସୁଛନ୍ତି। ବାହାରକୁ ଯାଅ ଓ ତାହାଙ୍କୁ ସାକ୍ଷାତ କର।
7 ଏକଥା ଶୁଣି ସବୁ ଝିଅଯାକ ଉଠି ପଡ଼ିଲେ ନିଜ ନିଜ ଦୀପ ସଜାଡ଼ିବାକୁ ଲାଗିଲେ।
8 ବୋକୀ ଝିଅମାନେ ଚ଼ତୁର ଝିଅମାନଙ୍କୁ କହିଲେ, 'ତୁମ୍ଭ ତଲରେୁ ଆମ୍ଭକୁ ଟିକିଏ ଦିଅ, ଆମ୍ଭ ଦୀପରୁ ତଲେ ପ୍ରାୟ ସରି ଯାଇଛି।'
9 ଚ଼ତୁର ଝିଅମାନେ କହିଲେ, 'ନା, ନା, ଆମ୍ଭ ତଲେ ଆମ୍ଭ ସମସ୍ତଙ୍କ ପାଇଁ ୟଥେଷ୍ଟ ହବେ ନାହିଁ। ବରଂ ତୁମ୍ଭମାନେେ ଦୋକାନକୁ ଯାଇ ନିଜ ପାଇଁ କିଛି ତଲେ କିଣିଆଣ।'
10 ତେଣୁ ପାଞ୍ଚଜଣ ଯାକ ବୋକୀ ଝୀଅ ତଲେ କିଣିବାକୁ ଚ଼ାଲିଗଲେ। ସମାନେେ ଚ଼ାଲିଗଲାପରେ ବର ଆସିଲେ। ଯେଉଁ ଚ଼ତୁର ଝିଅଯାକ ପ୍ରସ୍ତୁତ ଥିଲେ, ସମାନେେ ବର ସହିତ ବିବାହ ଭୋଜିକୁ ଗଲେ। ତା'ପରେ କବାଟରେ ତାଲା ପଡ଼ିଗଲା।
11 ସହେି ସମୟରେ ବାକିତକ ଝିଅ ପହନ୍ଚିଲେ। ସମାନେକହେିଲେ, 'ଆଜ୍ଞା! ଆଜ୍ଞା! କବାଟ ଖୋଲନ୍ତୁ। ଯେପରି ଆମ୍ଭେ ଭିତରକୁ ଆସି ପାରିବୁ,'
12 କିନ୍ତୁ ବର ଉତ୍ତର ଦେଲେ, 'ମୁଁ ତୁମ୍ଭକୁ ସତ୍ଯ କହୁଛି, ମୁଁ ତୁମ୍ଭକୁ ଚିହ୍ନିନାହିଁ।'
13 ତେଣୁ ସଦା ବେଳେ ଜାଗ୍ରତ ରୁହ, କାରଣ ମନଷ୍ଯପୁତ୍ର କେଉଁଦିନ ଓ କେଉଁ ସମୟରେ ଆସିବେ, ତାହା ତୁମ୍ଭେ ଜାଣିନାହଁ।
14 ସ୍ବର୍ଗରାଜ୍ଯ ଘର ଛାଡ଼ି ବିଦେଶକୁ ବୁଲିବାକୁ ଯାଉଥିବା ଲୋକଟିଏ ଭଳି। ସହେି ଲୋକ ୟିବା ପୂର୍ବରୁ ତା'ର ଚ଼ାକରମାନଙ୍କୁ ଡ଼ାକି ତାର ଅନୁପସ୍ଥିତି ରେ ସମସ୍ତ ସମ୍ପତ୍ତିର ଯତ୍ନ ନବୋକୁ କହିଲେ।
15 କେଉଁ ଚ଼ାକର କେତେ ଦାଯିତ୍ବ ନଇେ ପାରିବ, ସେ କଥା ସେ ସ୍ଥିର କଲେ। ସେ ଜଣଙ୍କୁ ପାଞ୍ଚ ତୋଡ଼ା ରୂପା ଟଙ୍କା ଦେଲେ। ଆଉ ଜଣଙ୍କୁ ଦୁଇ ତୋଡ଼ା, ଓ ତୃତୀୟ ଙ୍କୁ ଗୋଟିଏ ତୋଡ଼ା ରୂପା ଟଙ୍କା ଦେଲେ। ଚ଼ାକରମାନଙ୍କର ସାମର୍ଥ୍ଯ ଅନୁସାରେ ସମାନଙ୍କେୁ କାମ ବାଣ୍ଟିଦଇେ ସେ ବୁଲିବାକୁ ଚାଲିଗଲେ।
16 ଯେଉଁ ଚ଼ାକରଟି ପାଞ୍ଚ ତୋଡ଼ା ରୂପା ଟଙ୍କା ନଇେଥିଲା, ସେ ତୁରନ୍ତ ସେ ଟଙ୍କାକୁ ବ୍ଯବସାୟ ରେ ଲଗାଇ ଦଲୋ। ସେ ଆଉ ପାଞ୍ଚ ତୋଡ଼ା ରୂପା ଟଙ୍କା ଲାଭକଲା।
17 ସହେିଭଳି ଯେଉଁ ଚ଼ାକରଟି ଦୁଇ ତୋଡ଼ା ରୂପା ଟଙ୍କା ପାଇଥିଲା, ସେ ମଧ୍ଯ ଟଙ୍କାକୁ ବ୍ଯବସାୟ ରେ ଲଗାଇ ଆଉ ଦୁଇ ତୋଡ଼ା ରୂପା ଟଙ୍କା ଲାଭ କଲା।
18 କିନ୍ତୁ ଯେଉଁ ଲୋକଟି କବଳେ ଗୋଟିଏ ମାତ୍ର ତୋଡ଼ା ରୂପା ଟଙ୍କା ପାଇଥିଲା, ସେ ଯାଇ ତା' ମାଲିକର ଧନକୁ ନଇେ ମାଟି ରେ ଗୋଟିଏ ଗାତ ଖାେଳି ସେଥିଲେ ଲୁଚାଇ ରଖିଲା।
19 ବହୁତ ଦିନ ପରେ ମାଲିକ ଘରକୁ ଫରେି ଆସିଲେ। ସେ ଚ଼ାକରମାନଙ୍କୁ ଡାକିଲେ, ଓ ତାହାଙ୍କ ଟଙ୍କା ରେ କ'ଣ କଲେ, ତାହା ସମାନଙ୍କେୁ ପଚାରିଲେ।
20 ଯେଉଁ ଚାକରଟି ପାଞ୍ଚ ତୋଡା ରୂପା ଟଙ୍କା ପାଇଥିଲା, ସେ ମାଲିକ ପାଖକୁ ଆଉ ଅଧିକ ପାଞ୍ଚ ତୋଡ଼ା ଆଣି ଦଲୋ, ଚ଼ାକରଟି କହି 'ଆପଣ ମାେତେ ପାଞ୍ଚ ତୋଡ଼ା ରୂପା ଟଙ୍କା ଦଇେଥିଲେ। ମୁଁ ତା' ଦ୍ବାରା ଆଉ ପାଞ୍ଚ ତୋଡ଼ା ରୂପା ଟଙ୍କା ରୋଜଗାର କରିଛ।'
21 ମାଲିକ କହିଲେ, 'ସାବାସ୍, ତୁମ୍ଭେ ବହୁତ ଭଲ, ଓ ବିଶ୍ବସ ଯୋଗ୍ଯ ଲୋକ। ତୁମ୍ଭେ ଅଳ୍ପ ଟଙ୍କା ରେ ଭଲ କାମ କରିଛ। ତେଣୁ ମୁଁ ତୁମ୍ଭକୁ ବଡ଼ ବିଷୟର ଦାଯିତ୍ବ ଦବେି। ଆସ, ମାେ ସହିତ ମାେ ଖୁସି ରେ ଭାଗୀ ହୁଅ।'
22 ତା'ପରେ ଦୁଇ ତୋଡ଼ା ରୂପା ଟଙ୍କା ପାଇଥିବା ଚାକରଟି ମାଲିକ ପାଖକୁ ଆସିଲା। ଚ଼ାକରଟି କହିଲା, 'ଆପଣ ମାେତେ ଦୁଇ ତୋଡ଼ା ଟଙ୍କାର ଦାଯିତ୍ବ ଦଇେଥିଲେ। ମୁଁ ଆଉ ଦୁଇ ତୋଡ଼ା ଟଙ୍କା ରୋଜଗାର କରିବା ପାଇଁ ଆପଣଙ୍କର ଦୁଇ ତୋଡ଼ା ଟଙ୍କା ବ୍ଯବହାର କରିଛି।'
23 ମାଲିକ କହିଲେ, 'ତୁମ୍ଭେ ଠିକ୍ କରିଛ। ତୁମ୍ଭେ ଜଣେ ଭଲ ଚାକର। ତୁମ୍ଭ ଉପରେ ବିଶ୍ବାସ କରାଯାଇପା ରେ। ଅଳ୍ପ ଟଙ୍କା ରେ ତୁମ୍ଭେ ଭଲ କାମ କରିଛ। ତେଣୁ ମୁଁ ତୁମ୍ଭକୁ ବଡ଼ ବିଷୟର ଦାଯିତ୍ବ ଦବେି। ଆସ, ମାେ ସହିତ ଖୁସି ରେ ଭାଗୀ ହୁଅ।'
24 ତା'ପରେ ଗୋଟିଏ ତୋଡ଼ା ଟଙ୍କା ପାଇଥିବା ଲୋକଟି ମାଲିକଙ୍କ ପାଖକୁ ଆସିଲା। ସେ କହିଲା, 'ମାଲିକ ମୁଁ ଜାଣେ ଯେ ଆପଣ ଜଣେ କଠାେର ବ୍ଯକ୍ତି। ରୋପଣ ନକରି ମଧ୍ଯ ଆପଣ ଜମିରୁ ଫସଲ କାଟନ୍ତି। ବୀଜ ନ ବୁଣି ମଧ୍ଯ ଶସ୍ଯ ଏକାଠି କରନ୍ତି।
25 ତେଣୁ ମୁଁ ଭୟ କଲି। ମୁଁ ଯାଇ ଭୂମିରେ ଆପଣଙ୍କ ଟଙ୍କାତକ ଲୁଚଇେ ଦଲେି। ଆପଣ ମାେତେ ଦଇେଥିବା ତୋଡ଼ା ଟଙ୍କା ନିଅନ୍ତୁ।'
26 ତା ମାଲିକ ତାକୁ କହିଲେ, 'ତୁମ୍ଭେ ଜଣେ ଅଳସୁଆ ଓ ଦୁଷ୍ଟ ଚ଼ାକର। ତୁମ୍ଭେ ଜାଣିଛ ଯେ ମୁଁ ଯେଉଁଠି ରୋପଣ କରି ନଥାଏ ସଠାେରେ ମଧ୍ଯ ଫସଲ କାଟେ ଓ ଯେଉଁଠି ବୀଜ ବୁଣି ନଥାଏ, ସଠାେରେ ଶସ୍ଯ ଏକାଠି କରେ।
27 ତେଣୁ ତୁମ୍ଭେ ମାେ ଟଙ୍କାକୁ ବ୍ଯାଙ୍କ ରେ ଜମା ରଖିଦବୋ ଉଚ଼ିତ ଥିଲା। ତା ହାଇେଥିଲେ ମୁଁ ଘରକୁ ଫରେିବା ପରେ ମାେ ଟଙ୍କା ଫରେି ପାଇଥାନ୍ତି। ତା ସହିତ ମାେ ଟଙ୍କାର ସୁଧ ମଧ୍ଯ ପାଇଥାନ୍ତି।'
28 ତାପରେ ମାଲିକ ତାହାଙ୍କର ଅନ୍ୟ ଚ଼ାକରମାନଙ୍କୁ କହିଲେ, ' ସହେି ଚ଼ାକରଠାରୁ ଟଙ୍କାର ଥଳିଟି ନଇେ, ଯାହାର ଦଶ ତୋଡ଼ା ଟଙ୍କା ଅଛି ତାକୁ ଦଇଦେିଅ।
29 ଯେଉଁ ଲୋକ ନିଜ ପାଖ ରେ ଥିବା ଜିନିଷର ଉପୟୁକ୍ତ ବ୍ଯବହାର କରେ, ତାକୁ ବହୁତ ଅଧିକ ଦିଆୟିବ। ତାହାଙ୍କୁ ତାହାଙ୍କର ଆବଶ୍ଯକତା ଠାରୁ ବହୁତ ବେଶୀ ଦିଆୟିବ। କିନ୍ତୁ ଯେଉଁ ଲୋକ ତା ପାଖ ରେ ଥିବା ଜିନିଷର ଉପୟୁକ୍ତ ବ୍ଯବହାର କରେ ନାହିଁ, ତାଠାରୁ ଯାହାକିଛି ଅଛି, ସବୁ କିଛି ଛଡ଼ଇେ ନିଆୟିବ।'
30 ତା'ପରେ ମାଲିକ କହିଲେ, ' ସେ ଅଦରକାରୀ ଚ଼ାକରକୁ ବାହା ରେ ଅନ୍ଧକାର ରେ ପକଇେ ଦିଅ। ସଠାେରେ ଲୋକମାନେ କାନ୍ଦିବେ ଏବଂ ୟନ୍ତ୍ରଣା ରେ ଦାନ୍ତ କଡ଼ମଡ଼ କରିବେ।'
1 Then shall the kingdom of heaven be likened unto ten virgins, which took their lamps, and went forth to meet the bridegroom.
2 And five of them were wise, and five were foolish.
3 They that were foolish took their lamps, and took no oil with them:
4 But the wise took oil in their vessels with their lamps.
5 While the bridegroom tarried, they all slumbered and slept.
6 And at midnight there was a cry made, Behold, the bridegroom cometh; go ye out to meet him.
7 Then all those virgins arose, and trimmed their lamps.
8 And the foolish said unto the wise, Give us of your oil; for our lamps are gone out.
9 But the wise answered, saying, Not so; lest there be not enough for us and you: but go ye rather to them that sell, and buy for yourselves.
10 And while they went to buy, the bridegroom came; and they that were ready went in with him to the marriage: and the door was shut.
11 Afterward came also the other virgins, saying, Lord, Lord, open to us.
12 But he answered and said, Verily I say unto you, I know you not.
13 Watch therefore, for ye know neither the day nor the hour wherein the Son of man cometh.
14 For the kingdom of heaven is as a man travelling into a far country, who called his own servants, and delivered unto them his goods.
15 And unto one he gave five talents, to another two, and to another one; to every man according to his several ability; and straightway took his journey.
16 Then he that had received the five talents went and traded with the same, and made them other five talents.
17 And likewise he that had received two, he also gained other two.
18 But he that had received one went and digged in the earth, and hid his lord’s money.
19 After a long time the lord of those servants cometh, and reckoneth with them.
20 And so he that had received five talents came and brought other five talents, saying, Lord, thou deliveredst unto me five talents: behold, I have gained beside them five talents more.
21 His lord said unto him, Well done, thou good and faithful servant: thou hast been faithful over a few things, I will make thee ruler over many things: enter thou into the joy of thy lord.
22 He also that had received two talents came and said, Lord, thou deliveredst unto me two talents: behold, I have gained two other talents beside them.
23 His lord said unto him, Well done, good and faithful servant; thou hast been faithful over a few things, I will make thee ruler over many things: enter thou into the joy of thy lord.
24 Then he which had received the one talent came and said, Lord, I knew thee that thou art an hard man, reaping where thou hast not sown, and gathering where thou hast not strawed:
25 And I was afraid, and went and hid thy talent in the earth: lo, there thou hast that is thine.
26 His lord answered and said unto him, Thou wicked and slothful servant, thou knewest that I reap where I sowed not, and gather where I have not strawed:
27 Thou oughtest therefore to have put my money to the exchangers, and then at my coming I should have received mine own with usury.
28 Take therefore the talent from him, and give it unto him which hath ten talents.
29 For unto every one that hath shall be given, and he shall have abundance: but from him that hath not shall be taken away even that which he hath.
30 And cast ye the unprofitable servant into outer darkness: there shall be weeping and gnashing of teeth.
Matthew 25 in Tamil and English
1 ସେ ସମୟରେ ସ୍ବର୍ଗରାଜ୍ଯ, ବର ଖାଜେିବାକୁ ବାହାରିଥିବା ଦଶଜଣ କୁମାରୀ ଝିଅଙ୍କ ଭଳି ହବେ। ଏହି ଝିଅମାନେ ବର ସହିତ ସକ୍ଷାତ କରିବାକୁ ବାହାରିଥିଲେ। ସମାନେେ ତାହାଙ୍କ ସହିତ ଦୀପ ଆଣି ଥିଲେ,
Then shall the kingdom of heaven be likened unto ten virgins, which took their lamps, and went forth to meet the bridegroom.
2 ତାହାଙ୍କ ଭିତରୁ ପାଞ୍ଚ ଜଣ ବୋକୀ ଥିଲେ। ଆର ପାଞ୍ଚ ଜଣ ଚ଼ତୁର ଥିଲେ।
And five of them were wise, and five were foolish.
3 ବୋକୀ ଝିଅ ପାଞ୍ଚଜଣ ସମାନଙ୍କେ ସାଥିଲେ ଦୀପ ସିନା ନଇେଥିଲେ, କିନ୍ତୁ ଦୀପ ଜାଳିବାପାଇଁ ବେଶୀ ତଲେ ଆଣି ନଥିଲେ।
They that were foolish took their lamps, and took no oil with them:
4 ଚ଼ତୁର ଝିଅ ପାଞ୍ଚଜଣ ଦୀପ ତ ନଇେଥିଲେ, ତା'ଛଡ଼ା କାଚ଼ ପାତ୍ର ରେ ଅଧିକ ତଲେ ନଇେଥିଲେ।
But the wise took oil in their vessels with their lamps.
5 ବରର ଆସିବା ଡ଼ରେି ହାଇଗେଲା। ସବୁ ଝିଅଯାକ କ୍ଲାନ୍ତ ହାଇେ ଶଷେ ରେ ଶୋଇ ପଡ଼ିଲେ।
While the bridegroom tarried, they all slumbered and slept.
6 ଅଧ ରାତି ରେ ଜଣେ କହେି ଘାଷେଣା କଲା, ବର ଆସୁଛନ୍ତି। ବାହାରକୁ ଯାଅ ଓ ତାହାଙ୍କୁ ସାକ୍ଷାତ କର।
And at midnight there was a cry made, Behold, the bridegroom cometh; go ye out to meet him.
7 ଏକଥା ଶୁଣି ସବୁ ଝିଅଯାକ ଉଠି ପଡ଼ିଲେ ନିଜ ନିଜ ଦୀପ ସଜାଡ଼ିବାକୁ ଲାଗିଲେ।
Then all those virgins arose, and trimmed their lamps.
8 ବୋକୀ ଝିଅମାନେ ଚ଼ତୁର ଝିଅମାନଙ୍କୁ କହିଲେ, 'ତୁମ୍ଭ ତଲରେୁ ଆମ୍ଭକୁ ଟିକିଏ ଦିଅ, ଆମ୍ଭ ଦୀପରୁ ତଲେ ପ୍ରାୟ ସରି ଯାଇଛି।'
And the foolish said unto the wise, Give us of your oil; for our lamps are gone out.
9 ଚ଼ତୁର ଝିଅମାନେ କହିଲେ, 'ନା, ନା, ଆମ୍ଭ ତଲେ ଆମ୍ଭ ସମସ୍ତଙ୍କ ପାଇଁ ୟଥେଷ୍ଟ ହବେ ନାହିଁ। ବରଂ ତୁମ୍ଭମାନେେ ଦୋକାନକୁ ଯାଇ ନିଜ ପାଇଁ କିଛି ତଲେ କିଣିଆଣ।'
But the wise answered, saying, Not so; lest there be not enough for us and you: but go ye rather to them that sell, and buy for yourselves.
10 ତେଣୁ ପାଞ୍ଚଜଣ ଯାକ ବୋକୀ ଝୀଅ ତଲେ କିଣିବାକୁ ଚ଼ାଲିଗଲେ। ସମାନେେ ଚ଼ାଲିଗଲାପରେ ବର ଆସିଲେ। ଯେଉଁ ଚ଼ତୁର ଝିଅଯାକ ପ୍ରସ୍ତୁତ ଥିଲେ, ସମାନେେ ବର ସହିତ ବିବାହ ଭୋଜିକୁ ଗଲେ। ତା'ପରେ କବାଟରେ ତାଲା ପଡ଼ିଗଲା।
And while they went to buy, the bridegroom came; and they that were ready went in with him to the marriage: and the door was shut.
11 ସହେି ସମୟରେ ବାକିତକ ଝିଅ ପହନ୍ଚିଲେ। ସମାନେକହେିଲେ, 'ଆଜ୍ଞା! ଆଜ୍ଞା! କବାଟ ଖୋଲନ୍ତୁ। ଯେପରି ଆମ୍ଭେ ଭିତରକୁ ଆସି ପାରିବୁ,'
Afterward came also the other virgins, saying, Lord, Lord, open to us.
12 କିନ୍ତୁ ବର ଉତ୍ତର ଦେଲେ, 'ମୁଁ ତୁମ୍ଭକୁ ସତ୍ଯ କହୁଛି, ମୁଁ ତୁମ୍ଭକୁ ଚିହ୍ନିନାହିଁ।'
But he answered and said, Verily I say unto you, I know you not.
13 ତେଣୁ ସଦା ବେଳେ ଜାଗ୍ରତ ରୁହ, କାରଣ ମନଷ୍ଯପୁତ୍ର କେଉଁଦିନ ଓ କେଉଁ ସମୟରେ ଆସିବେ, ତାହା ତୁମ୍ଭେ ଜାଣିନାହଁ।
Watch therefore, for ye know neither the day nor the hour wherein the Son of man cometh.
14 ସ୍ବର୍ଗରାଜ୍ଯ ଘର ଛାଡ଼ି ବିଦେଶକୁ ବୁଲିବାକୁ ଯାଉଥିବା ଲୋକଟିଏ ଭଳି। ସହେି ଲୋକ ୟିବା ପୂର୍ବରୁ ତା'ର ଚ଼ାକରମାନଙ୍କୁ ଡ଼ାକି ତାର ଅନୁପସ୍ଥିତି ରେ ସମସ୍ତ ସମ୍ପତ୍ତିର ଯତ୍ନ ନବୋକୁ କହିଲେ।
For the kingdom of heaven is as a man travelling into a far country, who called his own servants, and delivered unto them his goods.
15 କେଉଁ ଚ଼ାକର କେତେ ଦାଯିତ୍ବ ନଇେ ପାରିବ, ସେ କଥା ସେ ସ୍ଥିର କଲେ। ସେ ଜଣଙ୍କୁ ପାଞ୍ଚ ତୋଡ଼ା ରୂପା ଟଙ୍କା ଦେଲେ। ଆଉ ଜଣଙ୍କୁ ଦୁଇ ତୋଡ଼ା, ଓ ତୃତୀୟ ଙ୍କୁ ଗୋଟିଏ ତୋଡ଼ା ରୂପା ଟଙ୍କା ଦେଲେ। ଚ଼ାକରମାନଙ୍କର ସାମର୍ଥ୍ଯ ଅନୁସାରେ ସମାନଙ୍କେୁ କାମ ବାଣ୍ଟିଦଇେ ସେ ବୁଲିବାକୁ ଚାଲିଗଲେ।
And unto one he gave five talents, to another two, and to another one; to every man according to his several ability; and straightway took his journey.
16 ଯେଉଁ ଚ଼ାକରଟି ପାଞ୍ଚ ତୋଡ଼ା ରୂପା ଟଙ୍କା ନଇେଥିଲା, ସେ ତୁରନ୍ତ ସେ ଟଙ୍କାକୁ ବ୍ଯବସାୟ ରେ ଲଗାଇ ଦଲୋ। ସେ ଆଉ ପାଞ୍ଚ ତୋଡ଼ା ରୂପା ଟଙ୍କା ଲାଭକଲା।
Then he that had received the five talents went and traded with the same, and made them other five talents.
17 ସହେିଭଳି ଯେଉଁ ଚ଼ାକରଟି ଦୁଇ ତୋଡ଼ା ରୂପା ଟଙ୍କା ପାଇଥିଲା, ସେ ମଧ୍ଯ ଟଙ୍କାକୁ ବ୍ଯବସାୟ ରେ ଲଗାଇ ଆଉ ଦୁଇ ତୋଡ଼ା ରୂପା ଟଙ୍କା ଲାଭ କଲା।
And likewise he that had received two, he also gained other two.
18 କିନ୍ତୁ ଯେଉଁ ଲୋକଟି କବଳେ ଗୋଟିଏ ମାତ୍ର ତୋଡ଼ା ରୂପା ଟଙ୍କା ପାଇଥିଲା, ସେ ଯାଇ ତା' ମାଲିକର ଧନକୁ ନଇେ ମାଟି ରେ ଗୋଟିଏ ଗାତ ଖାେଳି ସେଥିଲେ ଲୁଚାଇ ରଖିଲା।
But he that had received one went and digged in the earth, and hid his lord’s money.
19 ବହୁତ ଦିନ ପରେ ମାଲିକ ଘରକୁ ଫରେି ଆସିଲେ। ସେ ଚ଼ାକରମାନଙ୍କୁ ଡାକିଲେ, ଓ ତାହାଙ୍କ ଟଙ୍କା ରେ କ'ଣ କଲେ, ତାହା ସମାନଙ୍କେୁ ପଚାରିଲେ।
After a long time the lord of those servants cometh, and reckoneth with them.
20 ଯେଉଁ ଚାକରଟି ପାଞ୍ଚ ତୋଡା ରୂପା ଟଙ୍କା ପାଇଥିଲା, ସେ ମାଲିକ ପାଖକୁ ଆଉ ଅଧିକ ପାଞ୍ଚ ତୋଡ଼ା ଆଣି ଦଲୋ, ଚ଼ାକରଟି କହି 'ଆପଣ ମାେତେ ପାଞ୍ଚ ତୋଡ଼ା ରୂପା ଟଙ୍କା ଦଇେଥିଲେ। ମୁଁ ତା' ଦ୍ବାରା ଆଉ ପାଞ୍ଚ ତୋଡ଼ା ରୂପା ଟଙ୍କା ରୋଜଗାର କରିଛ।'
And so he that had received five talents came and brought other five talents, saying, Lord, thou deliveredst unto me five talents: behold, I have gained beside them five talents more.
21 ମାଲିକ କହିଲେ, 'ସାବାସ୍, ତୁମ୍ଭେ ବହୁତ ଭଲ, ଓ ବିଶ୍ବସ ଯୋଗ୍ଯ ଲୋକ। ତୁମ୍ଭେ ଅଳ୍ପ ଟଙ୍କା ରେ ଭଲ କାମ କରିଛ। ତେଣୁ ମୁଁ ତୁମ୍ଭକୁ ବଡ଼ ବିଷୟର ଦାଯିତ୍ବ ଦବେି। ଆସ, ମାେ ସହିତ ମାେ ଖୁସି ରେ ଭାଗୀ ହୁଅ।'
His lord said unto him, Well done, thou good and faithful servant: thou hast been faithful over a few things, I will make thee ruler over many things: enter thou into the joy of thy lord.
22 ତା'ପରେ ଦୁଇ ତୋଡ଼ା ରୂପା ଟଙ୍କା ପାଇଥିବା ଚାକରଟି ମାଲିକ ପାଖକୁ ଆସିଲା। ଚ଼ାକରଟି କହିଲା, 'ଆପଣ ମାେତେ ଦୁଇ ତୋଡ଼ା ଟଙ୍କାର ଦାଯିତ୍ବ ଦଇେଥିଲେ। ମୁଁ ଆଉ ଦୁଇ ତୋଡ଼ା ଟଙ୍କା ରୋଜଗାର କରିବା ପାଇଁ ଆପଣଙ୍କର ଦୁଇ ତୋଡ଼ା ଟଙ୍କା ବ୍ଯବହାର କରିଛି।'
He also that had received two talents came and said, Lord, thou deliveredst unto me two talents: behold, I have gained two other talents beside them.
23 ମାଲିକ କହିଲେ, 'ତୁମ୍ଭେ ଠିକ୍ କରିଛ। ତୁମ୍ଭେ ଜଣେ ଭଲ ଚାକର। ତୁମ୍ଭ ଉପରେ ବିଶ୍ବାସ କରାଯାଇପା ରେ। ଅଳ୍ପ ଟଙ୍କା ରେ ତୁମ୍ଭେ ଭଲ କାମ କରିଛ। ତେଣୁ ମୁଁ ତୁମ୍ଭକୁ ବଡ଼ ବିଷୟର ଦାଯିତ୍ବ ଦବେି। ଆସ, ମାେ ସହିତ ଖୁସି ରେ ଭାଗୀ ହୁଅ।'
His lord said unto him, Well done, good and faithful servant; thou hast been faithful over a few things, I will make thee ruler over many things: enter thou into the joy of thy lord.
24 ତା'ପରେ ଗୋଟିଏ ତୋଡ଼ା ଟଙ୍କା ପାଇଥିବା ଲୋକଟି ମାଲିକଙ୍କ ପାଖକୁ ଆସିଲା। ସେ କହିଲା, 'ମାଲିକ ମୁଁ ଜାଣେ ଯେ ଆପଣ ଜଣେ କଠାେର ବ୍ଯକ୍ତି। ରୋପଣ ନକରି ମଧ୍ଯ ଆପଣ ଜମିରୁ ଫସଲ କାଟନ୍ତି। ବୀଜ ନ ବୁଣି ମଧ୍ଯ ଶସ୍ଯ ଏକାଠି କରନ୍ତି।
Then he which had received the one talent came and said, Lord, I knew thee that thou art an hard man, reaping where thou hast not sown, and gathering where thou hast not strawed:
25 ତେଣୁ ମୁଁ ଭୟ କଲି। ମୁଁ ଯାଇ ଭୂମିରେ ଆପଣଙ୍କ ଟଙ୍କାତକ ଲୁଚଇେ ଦଲେି। ଆପଣ ମାେତେ ଦଇେଥିବା ତୋଡ଼ା ଟଙ୍କା ନିଅନ୍ତୁ।'
And I was afraid, and went and hid thy talent in the earth: lo, there thou hast that is thine.
26 ତା ମାଲିକ ତାକୁ କହିଲେ, 'ତୁମ୍ଭେ ଜଣେ ଅଳସୁଆ ଓ ଦୁଷ୍ଟ ଚ଼ାକର। ତୁମ୍ଭେ ଜାଣିଛ ଯେ ମୁଁ ଯେଉଁଠି ରୋପଣ କରି ନଥାଏ ସଠାେରେ ମଧ୍ଯ ଫସଲ କାଟେ ଓ ଯେଉଁଠି ବୀଜ ବୁଣି ନଥାଏ, ସଠାେରେ ଶସ୍ଯ ଏକାଠି କରେ।
His lord answered and said unto him, Thou wicked and slothful servant, thou knewest that I reap where I sowed not, and gather where I have not strawed:
27 ତେଣୁ ତୁମ୍ଭେ ମାେ ଟଙ୍କାକୁ ବ୍ଯାଙ୍କ ରେ ଜମା ରଖିଦବୋ ଉଚ଼ିତ ଥିଲା। ତା ହାଇେଥିଲେ ମୁଁ ଘରକୁ ଫରେିବା ପରେ ମାେ ଟଙ୍କା ଫରେି ପାଇଥାନ୍ତି। ତା ସହିତ ମାେ ଟଙ୍କାର ସୁଧ ମଧ୍ଯ ପାଇଥାନ୍ତି।'
Thou oughtest therefore to have put my money to the exchangers, and then at my coming I should have received mine own with usury.
28 ତାପରେ ମାଲିକ ତାହାଙ୍କର ଅନ୍ୟ ଚ଼ାକରମାନଙ୍କୁ କହିଲେ, ' ସହେି ଚ଼ାକରଠାରୁ ଟଙ୍କାର ଥଳିଟି ନଇେ, ଯାହାର ଦଶ ତୋଡ଼ା ଟଙ୍କା ଅଛି ତାକୁ ଦଇଦେିଅ।
Take therefore the talent from him, and give it unto him which hath ten talents.
29 ଯେଉଁ ଲୋକ ନିଜ ପାଖ ରେ ଥିବା ଜିନିଷର ଉପୟୁକ୍ତ ବ୍ଯବହାର କରେ, ତାକୁ ବହୁତ ଅଧିକ ଦିଆୟିବ। ତାହାଙ୍କୁ ତାହାଙ୍କର ଆବଶ୍ଯକତା ଠାରୁ ବହୁତ ବେଶୀ ଦିଆୟିବ। କିନ୍ତୁ ଯେଉଁ ଲୋକ ତା ପାଖ ରେ ଥିବା ଜିନିଷର ଉପୟୁକ୍ତ ବ୍ଯବହାର କରେ ନାହିଁ, ତାଠାରୁ ଯାହାକିଛି ଅଛି, ସବୁ କିଛି ଛଡ଼ଇେ ନିଆୟିବ।'
For unto every one that hath shall be given, and he shall have abundance: but from him that hath not shall be taken away even that which he hath.
30 ତା'ପରେ ମାଲିକ କହିଲେ, ' ସେ ଅଦରକାରୀ ଚ଼ାକରକୁ ବାହା ରେ ଅନ୍ଧକାର ରେ ପକଇେ ଦିଅ। ସଠାେରେ ଲୋକମାନେ କାନ୍ଦିବେ ଏବଂ ୟନ୍ତ୍ରଣା ରେ ଦାନ୍ତ କଡ଼ମଡ଼ କରିବେ।'
And cast ye the unprofitable servant into outer darkness: there shall be weeping and gnashing of teeth.