Matthew 28:18
ତେଣୁ ଯୀଶୁ ସମାନଙ୍କେ ପାଖକୁ ଆସି କହିଲେ, ସ୍ବର୍ଗ ଓ ପୃଥିବୀର ସମସ୍ତ ଅଧିକାର ମାେତେ ଦିଆ ଯାଇଛି।
Matthew 28:18 in Other Translations
King James Version (KJV)
And Jesus came and spake unto them, saying, All power is given unto me in heaven and in earth.
American Standard Version (ASV)
And Jesus came to them and spake unto them, saying, All authority hath been given unto me in heaven and on earth.
Bible in Basic English (BBE)
And Jesus came to them and said, All authority has been given to me in heaven and on earth.
Darby English Bible (DBY)
And Jesus coming up spoke to them, saying, All power has been given me in heaven and upon earth.
World English Bible (WEB)
Jesus came to them and spoke to them, saying, "All authority has been given to me in heaven and on earth.
Young's Literal Translation (YLT)
And having come near, Jesus spake to them, saying, `Given to me was all authority in heaven and on earth;
| And | καὶ | kai | kay |
| προσελθὼν | proselthōn | prose-ale-THONE | |
| Jesus | ὁ | ho | oh |
| came | Ἰησοῦς | iēsous | ee-ay-SOOS |
| spake and | ἐλάλησεν | elalēsen | ay-LA-lay-sane |
| unto them, | αὐτοῖς | autois | af-TOOS |
| saying, | λέγων, | legōn | LAY-gone |
| All | Ἐδόθη | edothē | ay-THOH-thay |
| power | μοι | moi | moo |
| is given | πᾶσα | pasa | PA-sa |
| unto me | ἐξουσία | exousia | ayks-oo-SEE-ah |
| in | ἐν | en | ane |
| heaven | οὐρανῷ | ouranō | oo-ra-NOH |
| and | καὶ | kai | kay |
| in | ἐπὶ | epi | ay-PEE |
| earth. | γῆς | gēs | gase |
Cross Reference
1 Peter 3:22
ଏବେ ଯୀଶୁ ସ୍ବର୍ଗକୁ ଗଲଣେି। ସେ ପରମେଶ୍ବରଙ୍କ ଡାହାଣ ରେ ବିରାଜମାନ। ସେ ସଠାେରେ ସ୍ବର୍ଗଦୂତ, ସମସ୍ତ କ୍ଷମତା ଓ ଶକ୍ତିଗୁଡ଼ିକର ଶାସକ ଅଟନ୍ତି।
John 3:35
ପରମପିତା ପୁତ୍ରଙ୍କୁ ଭଲ ପାଆନ୍ତି। ସେ ତାହାଙ୍କୁ ସମସ୍ତ ବିଷୟର ଉପରେ କ୍ଷମତା ପ୍ରଦାନ କରିଛନ୍ତି।
Ephesians 1:20
ଏହି ଶକ୍ତି ହେଉଛି ସହେି ଶକ୍ତି, ଯେଉଁ ଶକ୍ତି ବଳ ରେ ପରମେଶ୍ବର ଖ୍ରୀଷ୍ଟଙ୍କୁ ମୃତ୍ଯୁରୁ ପୁନରୁତ୍ଥିତ କରିଥିଲେ। ସ୍ବର୍ଗ ରାଜ୍ଯ ରେ ପରମେଶ୍ବର ଖ୍ରୀଷ୍ଟଙ୍କୁ ତାହାଙ୍କ ଡ଼ାହାଣ ପଟ ରେ ବସାଇ ଅଛନ୍ତି।
Matthew 11:27
ମାରେ ପରମ ପିତା ମାେତେ ସବୁକିଛ ଦଇେଛନ୍ତି। ପରମପିତାଙ୍କ ଛଡା ପୁତ୍ରଙ୍କୁ ଅନ୍ଯକହେି ଜାଣିନାହାଁନ୍ତି। ପୁତ୍ରଙ୍କ ଛଡା କହେି ପରମପିତାଙ୍କୁ ପ୍ରକୃତ ରେ ଜାଣିନାହାଁନ୍ତି। ଆଉ ପୁତ୍ର ଯେଉଁମାନଙ୍କୁ ମନନେୀତ କରିବେ, ସହେିମାନେ କବଳେ ପରମପିତାଙ୍କ ନିକଟରେ ପ୍ରକାଶିତ ହବେେ।
1 Corinthians 15:27
ଶାସ୍ତ୍ର କୁ ହେ : ପରମେଶ୍ବର ସମସ୍ତ ବିଷୟକୁ ତାହାଙ୍କର ପାଦତଳେ ରଖିଛନ୍ତି। ଯେତବେେଳେ ଏହା କୁ ହେ ଯେ, ସେ ସମସ୍ତ ବିଷୟ ତାହାଙ୍କ ପାଦତଳେ ବଶୀଭୂତ କଲେ ଏଥିରୁ ସ୍ପଷ୍ଟ ଜଣାପଡ଼େ ଯେ, ପରମେଶ୍ବର ନିଜେ ପ୍ରେତ୍ୟକକ ବିଷୟକୁ ଖ୍ରୀଷ୍ଟଙ୍କର ବଶୀଭୂତ କଲେ ଓ ସେ ସହେି ସବୁ ରେ ପରମେଶ୍ବର ଅନ୍ତର୍ଗତ ନୁହଁନ୍ତି।
Hebrews 2:8
ଓ ପ୍ରେତ୍ୟକକ ବିଷୟ ତା' ନିୟନ୍ତ୍ରଣ ରେ ରଖିଅଛ। ଗୀତସଂହିତା 8:4-6
Daniel 7:13
ଆଉ ମୁଁ ରାତ୍ରି ରେ ଦର୍ଶନ ରେ ଦେଖିଲି, ମନୁଷ୍ଯ ସଦୃଶ କହେି ଆକାଶ ରେ ମେଘ ରେ ଆସିଲେ। ଏବଂ ସେ ଆକାଶର ମେଘଖଣ୍ତ ଉପ ରେ ସହେି ବୃଦ୍ଧଙ୍କ ନିକଟକୁ ଆସିଲେ ଓ ସମାନେେ ତାଙ୍କୁ ତାହାଙ୍କ ଛାମୁକୁ ଆଣିଲେ।
Hebrews 1:2
କିନ୍ତୁ ଏହି ଶଷେ ସମୟରେ ପରମେଶ୍ବର ଆପଣା ପୁତ୍ରଙ୍କ ଦ୍ବାରା ଆମ୍ଭମାନଙ୍କୁ ପୁନର୍ବାର କଥା କହିଅଛନ୍ତି। ସେ ନିଜ ପୁତ୍ରଙ୍କ ଦ୍ବାରା ସାରା ବିଶ୍ବ ସୃଷ୍ଟି କଲେ। ସେ ନିଜ ପୁତ୍ରଙ୍କୁ ସମସ୍ତ ବିଷୟର ଉତ୍ତରାଧିକାରୀ କରିବା ନିମନ୍ତେ ମନୋନୀତ କରିଛନ୍ତି। ସହେି ପୁତ୍ର ପରମେଶ୍ବରଙ୍କ ମହିମା ପ୍ରକାଶ କରନ୍ତି।
Revelation 11:15
ସପ୍ତମ ଦୂତ ତାହାଙ୍କ ତୂରୀ ବଜାଇଲେ। ସ୍ବର୍ଗ ରେ ଉଚ୍ଚ ସ୍ବରମାନ ଶୁଣାଗଲା। ସମାନେେ କହିଲେ,
John 17:2
ତୁମ୍ଭେ ତାହାଙ୍କୁ ସମସ୍ତ ଲୋକଙ୍କ ଉପରେ କ୍ଷମତା ହଇେଛ। ଯେପରି ତୁମ୍ଭେ ତାହାଙ୍କୁ ଯେଉଁମାନଙ୍କ ପାଇଁ ଦଇେଛ, ସେସମସ୍ତଙ୍କୁ ସହେି ପୁତ୍ର ଅନନ୍ତ ଜୀବନ ଦିଅନ୍ତି।
Romans 14:9
ସେଥିପାଇଁ ଖ୍ରଷ୍ଟ ମୃତ୍ଯୁ ବରଣ କଲେ ଓ ମୃତ୍ଯୁରୁ ପୂନଃ ଜୀବିତ ହେଲେ। ଖ୍ରୀଷ୍ଟ ଏପରି କରିବାର କାରଣ ଯେ, ଯେଉଁ ମାନେ ମରି ସାରିଛନ୍ତି ଓ ଯେଉଁ ମାନେ ଜୀବିତ ଅଛନ୍ତି, ସେ ସମସ୍ତଙ୍କର ପ୍ରଭୁ ହାଇେ ପାରିବେ।
Psalm 89:27
ଆମ୍ଭେ ତାଙ୍କୁ ଆମ୍ଭର ପ୍ରଥମଜାତ ସନ୍ତାନ କରିବା। ସେ ପୃଥିବୀର ଶକ୍ତିଶାଳୀ ରାଜା ହବେ।
Luke 10:22
ମାରେ ପରମପିତା ମାେତେ ସବୁକିଛି ଦଇେଛନ୍ତି। ପୁତ୍ର କିଏ ଏହା ପରମପିତାଙ୍କ ବ୍ଯତୀତ ଅନ୍ୟ କହେି ଜାଣନ୍ତି ନାହିଁ। ଏବଂ ପରମପିତା କିଏ ଏହା ପୁତ୍ରଙ୍କ ଛଡା କହେି ଜାଣନ୍ତି ନାହିଁ। କବଳେ ସହେିମାନେ ପରମପିତାଙ୍କ ବିଷୟ ରେ ଜାଣିପାରିବେ, ଯେଉଁମାନଙ୍କୁ ତାହା ଜଣାଇବା ନିମନ୍ତେ ପୁତ୍ର ସ୍ବଯଂ ବାଛିବେ।
Isaiah 9:6
ଯେତବେେଳେ ଏକ ସ୍ବତନ୍ତ୍ର ବାଳକ ଜନ୍ମ ନବେେ ସତେିକି ବେଳେ ଏହା ଘଟିବ। ପରମେଶ୍ବର ଆମ୍ଭମାନଙ୍କୁ ଏକ ପୁତ୍ର ଦବେେ। ସେ ସମସ୍ତ ଲୋକମାନଙ୍କର ଭାର ବହନ କରିବେ। ତାଙ୍କର ନାମ ଆଶ୍ଚର୍ୟ୍ଯ ମନ୍ତ୍ରୀ, ପରାକ୍ରାନ୍ତ ପରମେଶ୍ବର, ୟିଏ ଅନନ୍ତକାଳୀନ ଏବଂ ଶାନ୍ତିର ରାଜକୁମାର ହବେେ।'
Revelation 17:14
ସମାନେେ ମଷେପାଳକଙ୍କ ବିରୁଦ୍ଧ ରେ ୟୁଦ୍ଧ କରିବେ। କିନ୍ତୁ ମଷେଶାବକ ସମାନଙ୍କେୁ ପରାସ୍ତ କରିବେ। କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା। ସେ ଡ଼ାକିଥିବା ଲୋକମାନଙ୍କୁ ଅର୍ଥାତ୍ ତାହାଙ୍କର ମନୋନୀତ ଓ ବିଶ୍ବସ୍ତ ଅନୁଗାମୀମାନଙ୍କ ସହିତ ମିଶି ସମାନଙ୍କେୁ ପରାସ୍ତ କରିବେ।
Revelation 19:16
ତାହାଙ୍କ ପୋଷାକ ଓ ଜଙ୍ଘଦେଶ ରେ ଏହା ଲଖାେଥିଲା :
Colossians 2:10
ଖ୍ରୀଷ୍ଟଙ୍କଠା ରେ ତୁମ୍ଭେ ସମ୍ପୂର୍ଣ୍ଣ ଅଟ। ତୁମ୍ଭର ଆଉ କିଛି ଦରକାର ନାହିଁ। ସେ ହେଉଛନ୍ତି ଶାସକମାନଙ୍କର ଓ ଶକ୍ତିଗୁଡ଼ିକର ଶାସକ ବା ପ୍ରଧାନ।
John 13:3
ପରମପିତା ଯୀଶୁଙ୍କୁ ସବୁ ବିଷୟ ରେ କ୍ଷମତା ଦଇେଥିଲେ। ଯୀଶୁ ଏହା ଜାଣିଥିଲେ। ସେ ପରମେଶ୍ବରଙ୍କଠାରୁ ଆସିଛନ୍ତି, ବୋଲି ମଧ୍ଯ ଜାଣିଥିଲେ। ସେ ତାହାଙ୍କ ପାଖକୁ ଫରେିଯାଉଛନ୍ତି ବୋଲି ମଧ୍ଯ ଜାଣିଥିଲେ।
Matthew 26:64
ଯୀଶୁ କହିଲେ, ହଁ, ମୁଁ ପରମେଶ୍ବରଙ୍କ ପୁତ୍ର ଖ୍ରୀଷ୍ଟ। କିନ୍ତୁ ମୁଁ ତୁମ୍ଭକୁ କହି ରଖୁଛି ଯେ ତୁମ୍ଭେ ଭବିଷ୍ଯତ ରେ ମନୁଷ୍ଯପୁତ୍ରଙ୍କୁ ସହେି ସର୍ବଶକ୍ତିମାନ ପରମେଶ୍ବରଙ୍କ ଡ଼ାହାଣ ପଟେ ବସିଥିବାର ଓ ଆକାଶର ମେଘମାଳା ରେ ଆସୁଥିବାର ଦେଖିବ।
Colossians 1:16
ତାହାଙ୍କର ଶକ୍ତି ରେ ସମସ୍ତ ବିଷୟଗୁଡ଼ିକର ଉତ୍ପତ୍ତି ସ୍ବର୍ଗର ଓ ପୃଥିବୀର ବିଷୟ, ଦୃଶ୍ଯ ଓ ଅଦୃଶ୍ଯ ବିଷୟ ସବୁ, ସମସ୍ତ ଆଧ୍ଯାତ୍ମିକ ଶକ୍ତି, ଅଧିକାରୀଗଣ, ପ୍ରଭୁଗଣ ଓ ଶାସକଗଣ।
Luke 1:32
ସେ ମହାନ୍ ହବେେ। ଲୋକମାନେ ତାହାଙ୍କୁ ସର୍ବୋପରିସ୍ଥ ପରମେଶ୍ବରଙ୍କ ପୁତ୍ର ବୋଲି କହିବେ ଏବଂ ପ୍ରଭୁ ପରମେଶ୍ବର ତାହାଙ୍କୁ ତାହାଙ୍କର ପୂର୍ବ ପୁରୁଷ ଦାଉଦଙ୍କ ସିଂହାସନ ପ୍ରଦାନ କରିବେ।
Psalm 110:1
ସଦାପ୍ରଭୁ ମାରେ ପ୍ରଭୁଙ୍କୁ କହିଲେ, ମାେ ସହିତ ମାରେ ଦକ୍ଷିଣ ପାଖରେ ବସ। ଆମ୍ଭେ ତୁମ୍ଭ ଶତ୍ରୁଗଣଙ୍କୁ ତୁମ୍ଭର ପାଦପୀଠ କରିବା ପର୍ୟ୍ଯନ୍ତ।
Psalm 2:6
ସିୟୋନ ହେଉଛି ମାରେ ପବିତ୍ର ପର୍ବତ। ସଦାପ୍ରଭୁଙ୍କର ଏହିସବୁ ବାକ୍ଯ ନେତାମାନଙ୍କୁ ସ୍ଥାପନ କରିଅଛି।
John 5:22
ପିତା କାହାର ବିଚାର କରନ୍ତି ନାହିଁ। କିନ୍ତୁ ସେ ପୁତ୍ରଙ୍କୁ ବିଚାର କରିବାର ସମସ୍ତ କ୍ଷମତା ଅର୍ପଣ କରିଛନ୍ତି।
Acts 2:36
ତେଣୁ ଇଶ୍ରାୟେଲର ସମସ୍ତେ ଏହା ଭଲ ଭାବରେ ଜାଣନ୍ତୁ ଯେ, ଏହି ଯେଉଁ ଯୀଶୁଙ୍କୁ ତୁମ୍ଭମାନେେ କୃଶ ରେ ବିଦ୍ଧ କରିଛ, ଇଶ୍ବର ତାହାଙ୍କୁ ପ୍ରଭୁ ଓ ମଶୀହ ପଦ ରେ ନିୟୁକ୍ତ କରିଛନ୍ତି।
Philippians 2:9
ଖ୍ରୀଷ୍ଟ ପରମେଶ୍ବରଙ୍କ ବାଧ୍ଯ ହେଲେ, ତେଣୁ ପରମେଶ୍ବର ଖ୍ରୀଷ୍ଟଙ୍କୁ ଅତି ଉନ୍ନତ କଲେ। ପରମେଶ୍ବର ଖ୍ରୀଷ୍ଟଙ୍କ ନାମକୁ ଅନ୍ୟ ସମସ୍ତଙ୍କ ନାମ ଅପେକ୍ଷା ମହାନ କଲେ।
Matthew 16:28
ମୁଁ ତୁମ୍ଭକୁ ସତ୍ଯ କହୁଛି। ଏଠା ରେ କେତକେ ଲୋକ ଠିଆ ହାଇେଛନ୍ତି, ଯେଉଁମାନେ ସମାନଙ୍କେ ମୃତ୍ଯୁ ପୂର୍ବରୁ ମନୁଷ୍ଯ ପୁତ୍ରଙ୍କୁ ତାହାଙ୍କ ରାଜ୍ଯ ସହିତ ଆସୁଥିବାର ଦେଖିବେ।
Acts 10:36
ପରମେଶ୍ବର ଇଶ୍ରାୟେଲ ଲୋକମାନଙ୍କ ପାଖକୁ ତାହାଙ୍କ ସମାଚ଼ାର ପଠାଇଥିଲେ। ସେ ମଧ୍ଯ ଯୀଶୁ ଖ୍ରୀଷ୍ଟଙ୍କ ଦ୍ବାରା ତାହାଙ୍କର ଶାନ୍ତି ସୁସମାଚ଼ାର ପଠାଇଛନ୍ତି। ସେ ସମସ୍ତଙ୍କର ପ୍ରଭୁ।
Psalm 89:19
ତୁମ୍ଭେ ଆପଣା ଅନୁସରଣକାରୀଙ୍କୁ ଦର୍ଶନ ଦଇେ କହିଲ, ଆମ୍ଭେ ଏକ ୟୁବକ ତୁମ୍ଭ ମଧ୍ଯରୁ ମନୋନୀତ କରି ତାଙ୍କୁ ତୁମ୍ଭମାନଙ୍କ ମଧ୍ୟରେ ମୁଖ୍ଯ ସ୍ଥାପିତ କଲୁ। ଆମ୍ଭେ ସହେି ସୈନିକକୁ ଶକ୍ତିଶାଳୀ କରି ଗଢ଼ି ତୋଳିଲୁ।