Matthew 28 - YLT (Oriya)
1 And on the eve of the sabbaths, at the dawn, toward the first of the sabbaths, came Mary the Magdalene, and the other Mary, to see the sepulchre,ବିଶ୍ରାମଦିବସର ପରଦିନ ଅର୍ଥାତ୍ ସପ୍ତାହର ପ୍ରଥମ୍ ଦିନ ଅତି ସକାଳୁ ମଗ୍ଦଲିନୀ ମରିୟମ ଓ ମରିୟମ ନାମକ ଅନ୍ୟ ସ୍ତ୍ରୀଲୋକ ଜଣକ କବର ଦେଖିବାକୁ ଆସିଲେ।
2 and lo, there came a great earthquake, for a messenger of the Lord, having come down out of heaven, having come, did roll away the stone from the door, and was sitting upon it,ସତେିକି ବେଳେ ଗୋଟିଏ ବଡ଼ ଧରଣର ଭୂମିକମ୍ପ ହେଲା। ପ୍ରଭୁଙ୍କର ଜଣେ ସ୍ବର୍ଗଦୂତ ସ୍ବର୍ଗରୁ ଓହ୍ଲାଇ ଆସିଲେ। ସ୍ବର୍ଗଦୂତ ଜଣକ କବର ପାଖକୁ ଗଲେ ଓ ପ୍ରବେଶଦ୍ବାର ପାଖରୁ ପଥରଟି ଗଡ଼ଇେ ବାହାର କରି ଦେଲେ। ସେ ପଥର ଉପରେ ବସିଲେ।
3 and his countenance was as lightning, and his clothing white as snow,ସ୍ବର୍ଗଦୂତଙ୍କ ରୂପ ବିଜୁଳି ଭଳି ଝଲକୁଥିଲା ଓ ତାହାଙ୍କ ପୋଷାକ ହିମ ଭଳ ଧଳା ଥିଲା।
4 and from the fear of him did the keepers shake, and they became as dead men.କବଲକୁ ଜଗି ରହିଥିବା ସୈନ୍ଯମାନେ ସ୍ବର୍ଗଦୂତଙ୍କୁ ଦେଖି ଡ଼ରିଗଲେ। ସମାନେେ ଭୟ ରେ ଥରିବାକୁ ଲାଗିଲେ। ସମାନେେ ମୃତ ପ୍ରାୟ ହାଇଗେଲେ।
5 And the messenger answering said to the women, `Fear not ye, for I have known that Jesus, who hath been crucified, ye seek;ସ୍ବର୍ଗଦୂତ ଜଣକ ସ୍ତ୍ରୀଲୋକମାନଙ୍କୁ କହିଲେ, ଭୟକର ନାହିଁ। ଯେଉଁ ଯୀଶୁଙ୍କୁ କୃଶ ରେ ଚ଼ଢ଼ାଇ ମାରି ଦିଆଯାଇଛି ତୁମ୍ଭେ ତାହାଙ୍କୁ ଖାଜେୁଥିବା କଥା ମୁଁ ଜାଣିଛି।
6 he is not here, for he rose, as he said; come, see the place where the Lord was lying;କିନ୍ତୁ ଯୀଶୁ ଏଠା ରେ ନାହାଁନ୍ତି। ସେ ତାହାଙ୍କୁ କଥା ଅନୁସାରେ ମୃତ୍ଯୁରୁ ପୁର୍ନଉଥିତ ହାଇେଛନ୍ତି। ତାହାଙ୍କ ଶବ ଯେଉଁ ସ୍ଥାନ ରେ ରଖା ଯାଇଥିଲା, ସେ ସ୍ଥାନ ତୁମ୍ଭେ ଆସି ଦେଖ।
7 and having gone quickly, say ye to his disciples, that he rose from the dead; and lo, he doth go before you to Galilee, there ye shall see him; lo, I have told you.'ଶୀଘ୍ର ଏଠାରୁ ଯାଇ ତାହାଙ୍କ ଶିଷ୍ଯମାନଙ୍କୁ ଜଣାଅ: 'ଯୀଶୁ ମୃତ୍ଯୁରୁ ପୁର୍ନଉଥିତ ହାଇେଛନ୍ତି। ସେ ଗାଲିଲୀ ପ୍ରଦେଶକୁ ଯାଉଛନ୍ତି। ତୁମ୍ଭମାନଙ୍କ ପୂର୍ବରୁ ସେ ସଠାେରେ ଥିବେ। ତୁମ୍ଭମାନେେ ତାହାଙ୍କୁ ସଠାେରେ ଦେଖିବ।' ତା'ପରେ ସ୍ବର୍ଗଦୂତ ଆଉ ଥରେ କହିଲେ, ଏହି ସବୁକଥା ମୁଁ ତୁମ୍ଭକୁ କହିବାକୁ ଆସିଥିଲି।
8 And having gone forth quickly from the tomb, with fear and great joy, they ran to tell to his disciples;ତେଣୁ ସହେି ସ୍ତ୍ରୀଲୋକମାନେ ତତ୍କ୍ଷଣାତ୍ କବର ସ୍ଥାନ ଛାଡ଼ି ଚାଲିଗଲେ। ସମାନେେ ଡ଼ରି ଯାଇଥିଲେ, କିନ୍ତୁ ବହୁତ ଖୁସି ମଧ୍ଯ ଥିଲେ। ଯାହାସବୁ ଘଟିଗଲା, ସେ ସବୁ ଯୀଶୁଙ୍କ ଶିଷ୍ଯମାନଙ୍କୁ ଜଣାଇବା ପାଇଁ ସମାନେେ ଦୌଡ଼ି ଦୌଡ଼ି ଗଲେ।
9 and as they were going to tell to his disciples, then lo, Jesus met them, saying, `Hail!' and they having come near, laid hold of his feet, and did bow to him.ହଠାତ୍ ସମାନେେ ଦେଖିଲେ, ଯୀଶୁ ତାହାଙ୍କ ଆଗ ରେ ଠିଆ ହାଇେଛନ୍ତି। ସେ କହିଲେ, ତୁମ୍ଭମାନଙ୍କର ମଙ୍ଗଳ ହେଉ! ସ୍ତ୍ରୀଲୋକମାନେ ଯୀଶୁଙ୍କ ପାଖକୁ ଗଲେ। ସମାନେେ ତାହାଙ୍କ ପାଦ ଧରି ତାହାଙ୍କର ଉପାସନା କଲେ।
10 Then saith Jesus to them, `Fear ye not, go away, tell to my brethren that they may go away to Galilee, and there they shall see me.'ଯୀଶୁ ସମାନଙ୍କେୁ କହିଲେ, ଭୟ କର ନାହିଁ। ତୁମ୍ଭମାନେେ ଯାଇ ମାେ ଭାଇମାନଙ୍କୁ କୁହ ଯେ, ସମାନେେ ଗାଲିଲୀ ଯାଆନ୍ତୁ। ସମାନେେ ମାେତେ ସହେିଠା ରେ ଦେଖିବେ।
11 And while they are going on, lo, certain of the watch having come to the city, told to the chief priests all the things that happened,ଯେତବେେଳେ ସ୍ତ୍ରୀଲୋକମାନେ ଯୀଶୁଙ୍କ ଶିଷ୍ଯମାନଙ୍କୁ ଖବର ଦବୋକୁ ଗଲେ, କବର ନିଗଟ ରେ ପହରା ଦେଉଥିବା କେତକେ ଜଗୂଆଳ ନଗରକୁ ଗଲେ ଓ କବର ନିକଟରେ ଯାହା ସବୁ ଘଟିଥିଲା, ସେ ସମସ୍ତ ଖବର ପ୍ରଧାନ ଯାଜକମାନଙ୍କୁ ଜଣାଇଲେ।
12 and having been gathered together with the elders, counsel also having taken, they gave much money to the soldiers,ତା'ପରେ ପ୍ରଧାନ ଯାଜକମାନେ ପ୍ରାଚୀନମାନଙ୍କ ସହିତ ମନ୍ତ୍ରଣା କରି ଗୋଟିଏ ଉପାୟ ବାହାର କଲେ। ସମାନେେ ସୈନ୍ଯମାନଙ୍କୁ ମିଛ କହିବା ପାଇଁ ଲାଞ୍ଚ ହିସାବ ରେ ପ୍ରଚୁର ଟଙ୍କା ଦେଲେ।
13 saying, `Say ye, that his disciples having come by night, stole him -- we being asleep;ସମାନେେ ସୈନ୍ଯମାନଙ୍କୁ କହିଲେ, ତୁମ୍ଭେ ଲୋକମାନଙ୍କୁ କହିବ ଯେ, ତୁମ୍ଭମାନେେ ସବୁ ଶାଇେ ପଡ଼ିଥିବା ସମୟରେ ଯୀଶୁଙ୍କ ଶିଷ୍ଯମାନେ ରାତି ରେ ଆସିଲେ ଓ ତାହାଙ୍କ ଶରୀରକୁ କବରସ୍ଥାନରୁ ଚୋ ରଇେ ନେଲେ।
14 and if this be heard by the governor, we will persuade him, and you keep free from anxiety.'ରାଜ୍ଯପାଳ ଯଦି ଏକଥା ଶୁଣନ୍ତି, ତବେେ ଆମ୍ଭେ ତାହାଙ୍କୁ ଠିକ୍ ଭାବରେ ସବୁ ବୁଝାଇ କହିବୁ ଓ ତୁମ୍ଭମାନଙ୍କୁ ଅସୁବିଧାରୁ ରକ୍ଷା କରିବୁ।
15 And they, having received the money, did as they were taught, and this account was spread abroad among Jews till this day.ସୈନ୍ଯମାନେ ଟଙ୍କାତକ ନେଲେ। ସମାନଙ୍କେୁ ଯେପରି କରିବାକୁ ଶିଖାଯାଇଥିଲା, ସମାନେେ ତାହାହିଁ କଲେ। ଏବଂ ଏକଥାଟି ଆଜି ପର୍ୟ୍ଯନ୍ତ ମଧ୍ଯ ଯିହୂଦୀମାନଙ୍କ ମଧିଅରେ ପ୍ରଚ଼ଳିତ ଅଛି।
16 And the eleven disciples went to Galilee, to the mount where Jesus appointed them,ଏଗାର ଜଣ ଶିଷ୍ଯ ଗାଲିଲୀକୁ ଗଲେ। ଯୀଶୁ ସମାନଙ୍କେୁ ଯେଉଁ ପାହାଡ଼ ଉପରକୁ ୟିବାକୁ କହିଥିଲେ, ସମାନେେ ସଠାେକୁ ଗଲେ।
17 and having seen him, they bowed to him, but some did waver.ପାହାଡ଼ ଉପରେ ସମାନେେ ଯୀଶୁଙ୍କୁ ଦେଖିଲେ। ସମାନେେ ତାହାଙ୍କୁ ପ୍ରଣାମ କଲେ। କିନ୍ତୁ ସମାନଙ୍କେ ମଧ୍ଯରୁ କେତକେ ବିଶ୍ବାସ କରିପାରିଲେ ନାହିଁ ଯେ, ଏ ହେଉଛନ୍ତି ପ୍ରକୃତର ଯୀଶୁ।
18 And having come near, Jesus spake to them, saying, `Given to me was all authority in heaven and on earth;ତେଣୁ ଯୀଶୁ ସମାନଙ୍କେ ପାଖକୁ ଆସି କହିଲେ, ସ୍ବର୍ଗ ଓ ପୃଥିବୀର ସମସ୍ତ ଅଧିକାର ମାେତେ ଦିଆ ଯାଇଛି।
19 having gone, then, disciple all the nations, (baptizing them -- to the name of the Father, and of the Son, and of the Holy Spirit,ତେଣୁ ଯାଅ ଓ ସବୁ ଦେଶର ଲୋକମାନଙ୍କୁ ମାରେ ଶିଷ୍ଯ କର। ପରମପିତା, ପୁତ୍ର ଓ ପବିତ୍ରଆତ୍ମାଙ୍କ ନାମ ରେ ତୁମ୍ଭମାନେେ ସମାନଙ୍କେୁ ବାପ୍ତିସ୍ମ ଦିଅ।
20 teaching them to observe all, whatever I did command you,) and lo, I am with you all the days -- till the full end of the age.'ମୁଁ ତୁମ୍ଭମାନଙ୍କୁ ଯାହା ସବୁ କହିଛି, ସେ ସବୁ କଥା ପାଳନ କରିବ ପାଇଁ ଲୋକମାନଙ୍କୁ ଶିକ୍ଷା ଦିଅ। ମୁଁ ତୁମ୍ଭମାନଙ୍କ ସହିତ ସଦାସର୍ବଦା ରହିବି ବୋଲି ତୁମ୍ଭମାନେେ ଦୃଢ଼ ବିଶ୍ବାସ ରଖ। ଜଗତର ଶଷେ ସମୟ ପର୍ୟ୍ଯନ୍ତ ମଧ୍ଯ ମୁଁ ତୁମ୍ଭ ସଙ୍ଗେ ସଙ୍ଗେ ରହିବି।
Oriya Bible