Bible

Matthew 4 - ASV (Oriya)

1 Then was Jesus led up of the Spirit into the wilderness to be tempted of the devil.ତା'ପରେ ସହେି ପବିତ୍ର ଆତ୍ମା ଯୀଶୁଙ୍କୁ ମରୂଭୁମିକୁ କଢାଇ ନାଇଗଲେ। ଶୟତାନ ଦ୍ବାରା ପରୀକ୍ଷୀତ ହବୋପାଇଁ ତାହଙ୍କୁ ସଠାେକୁ ନିଆଯାଥିଲା।

2 And when he had fasted forty days and forty nights, he afterward hungered.ଯୀଶୁ ଗ୍ଭଳିଶ ଦିନ ଓ ଗ୍ଭଳିଶ ରାତି କିଛି ଖାଇଲେ ନାହିଁ। ଏହା ପରେ ତାହାଙ୍କୁ ଖୁବ ଭୋକ ଲାଗୁଥିଲା।

3 And the tempter came and said unto him, If thou art the Son of God, command that these stones become bread.ଶୟତାନ ପରୀକ୍ଷା କରିବା ନିମନ୍ତେ ଆସି ତାହାଙ୍କୁ କହିଲା, ତୁମ୍ଭେ ଯଦି ପରମେଶ୍ବରଙ୍କ ପୁତ୍ର, ତବେେ ଏହି ପଥରଗୁଡିକୁ ରୋଟୀ ହାଇେ ୟିବାପାଇଁ କୁହ।

4 But he answered and said, It is written, Man shall not live by bread alone, but by every word that proceedeth out of the mouth of God.ଯୀଶୁ ଉତ୍ତର ରେ କହିଲେ, ଶାସ୍ତ୍ର ରେ ଏହା ଲଖାେଅଛି, 'ମଣିଷକୁ କବଳେ ଖାଦ୍ୟ ରେ ବଞ୍ଚିବ ନାହିଁ, କିନ୍ତୁ ତା'ର ଜୀବନ ପରମେଶ୍ବରଙ୍କ ମହଁରୁ ବାହାରି ଥିବା ପ୍ରେତ୍ୟକକ ବାକ୍ଯ ରେ ହିଁ ବଞ୍ଚିବ।' ଦ୍ବିତୀୟ ବିବରଣ 8:3

5 Then the devil taketh him into the holy city; and he set him on the pinnacle of the temple,ତା'ପରେ ଶୟତାନ ତାହାଙ୍କୁ ପବିତ୍ର ନଗରୀ ୟିରୂଶାଲମକୁ ନଇଗେଲା। ସେ ଯୀଶୁଙ୍କକୁ ମନ୍ଦିରର ସବୁଠାରୁ ଉଚ୍ଚ ସ୍ଥାନ ରେ ରଖିଲା।

6 and saith unto him, If thou art the Son of God, cast thyself down: for it is written, He shall give his angels charge concerning thee: and, On their hands they shall bear thee up, Lest haply thou dash thy foot against a stone.ଶୟତାନ କହିଲା, ଯଦି ତୁମ୍ଭେ ପରମାଶ୍ବରଙ୍କ ପୁତ୍ର, ତବେେ ତଳକୁ ଡଇେଁପଡ। କାରଣ ଶାସ୍ତ୍ର ରେ ଲଖାେଅଛ:

7 Jesus said unto him, Again it is written, Thou shalt not make trial of the Lord thy God.ଯୀଶୁ ତାହାକୁ ଉତ୍ତର ଦେଲେ, ଶାସ୍ତ୍ର ଏକଥା ମଧ୍ଯ କୁ ହେ:

8 Again, the devil taketh him unto an exceeding high mountain, and showeth him all the kingdoms of the world, and the glory of them;ତାପରେ, ସେ ଯୀଶୁଙ୍କୁ ବହୁତ ଉଚ୍ଚ ପର୍ବତ ଉପରକୁ ନାଇଗଲା ଏବଂ ତାହାଙ୍କୁ ସଂସାରର ସମସ୍ତ ରାଜ୍ଯ ଓ ସଗେୁଡିକର ଐଶ୍ବର୍ୟ୍ଯ ଦଖାଇେଲା.

9 and he said unto him, All these things will I give thee, if thou wilt fall down and worship me.ଶୟତାନ ଯୀଶୁଙ୍କୁ କହିଲା, ଯଦି ତୁମ୍ଭେ ପାଦତଳେ ପଡି ମାେତେ ପ୍ରଣାମ କରିବ, ତବେେ ତୁମ୍ଭକୁ ମୁଁ ଏସବୁ ଦଇେ ଦବେି।

10 Then saith Jesus unto him, Get thee hence, Satan: for it is written, Thou shalt worship the Lord thy God, and him only shalt thou serve.ଯୀଶୁ ତାକୁ କହିଲେ, ଶୟତାନ, ମାେ ପାଖରୁ ଦୂରହୁଅ। କାରଣ ଶାସ୍ତ୍ର ରେ ଲଖାେଅଛି:

11 Then the devil leaveth him; and behold, angels came and ministered unto him.ତେଣୁ ଶୟତାନ ତାହାଙ୍କୁ ଛାଡି ଗ୍ଭଲିଗଲା, ଏବଂ ତା'ପରେ ସ୍ବର୍ଗଦୂତମାନେ ଆସି ତାହାଙ୍କର ଯତ୍ନ ନେଲେ।

12 Now when he heard that John was delivered up, he withdrew into Galilee;ଯୋହନ କାରାଗାର ରେ ବନ୍ଦୀ ହାଇେଥିବା ଖବର ଯୀଶୁ ଶଣିଲେ। ତେଣୁ ଯୀଶୁ ଗାଲିଲୀକୁ ଫରେିଗଲେ।

13 and leaving Nazareth, he came and dwelt in Capernaum, which is by the sea, in the borders of Zebulun and Naphtali:ଯୀଶୁ କିନ୍ତୁ ନାଜରିତ ରେ ରହିଲେ ନାହିଁ। ସେ ଗାଲିଲୀ ହ୍ରଦ କୂଳ ରେ କଫର୍ନାହୂମ ସହର ରେ ବାସ କଲେ। କଫର୍ନାହୂମ ସବୂଲୂନ ଓ ନପ୍ତାଲିର ପାଖ ଅଞ୍ଚଳ ରେ ଅବସ୍ଥିତ।

14 that it might be fulfilled which was spoken through Isaiah the prophet, saying,ଭବଷ୍ଯଦ୍ବକ୍ତା ୟିଶାଇୟଙ୍କ ମାଧ୍ଯମ ରେ ପ୍ରଭୁ ପରମେଶ୍ବର ଯାହା କହିଥିଲେ, ତାହା ପୂର୍ଣ୍ଣ ହବୋ ପାଇଁ ଯୀଶୁ ଏଭଳି କରିଥିଲେ।

15 The land of Zebulun and the land of Naphtali, Toward the sea, beyond the Jordan, Galilee of the Gentiles,ସବୂଲୂନ ଓ ନପ୍ତାଲୀ ପ୍ରଦେଶ, ସମୁଦ୍ର ରାସ୍ତାର ନିକଟସ୍ଥ ୟର୍ଦ୍ଦନ ନଦୀର ପରପାରିସ୍ଥ ଗାଲୀଲୀର ଏକ ଅଣଯିହୂଦୀ ପ୍ରଦେଶ।

16 The people that sat in darkness Saw a great light, And to them that sat in the region and shadow of death, To them did light spring up.ଯେଉଁଲୋକମାନେ ଅନ୍ଧାର ରେ ରହୁଥିଲେ, ସମାନେେ ଏକ ମହାନ ଜ୍ଯୋତି ଦେଖିଲେ। କବର ଭଳି ଅନ୍ଧକାରମୟ ପ୍ରଦେଶ ରେ ଯେଉଁମାନେ ରହୁଥିଲେ, ସମାନଙ୍କେ ଉପରେ ଜ୍ଯୋତିର ଉଦୟ ହେଲା।ୟିଶାଇୟ 9:1-2

17 From that time began Jesus to preach, and to say, Repent ye; for the kingdom of heaven is at hand.ସହେି ଦିନଠାରୁ ଯୀଶୁ ପ୍ରଗ୍ଭର କରିବା ଆରମ୍ଭ କରି ଦେଲେ। ସେ କହିଲେ, ହୃଦୟ ପରିବର୍ତ୍ତନ କର, କାରଣ ସ୍ବର୍ଗରାଜ୍ଯ ନିକଟ ହାଇଗେଲାଣି।

18 And walking by the sea of Galilee, he saw two brethren, Simon who is called Peter, and Andrew his brother, casting a net into the sea; for they were fishers.ଯୀଶୁ ଗାଲୀଲୀ ହ୍ରଦ ପାଖ ଦଇେ ଯାଉଥିଲେ। ସେ (ପିତର ନାମ ରେ ଖ୍ଯାତ) ଶିମାନେ ଓ ତାହାଙ୍କ ଭାଇ ଆନ୍ଦ୍ରିୟଙ୍କୁ ଦାଖିଲେ। ସମାନେେ ହ୍ରଦ ରେ ଜାଲ ପକାଉଥିଲେ। ସମାନେେ, ବ୍ଯବସାୟ ରେ କେଉଟ ଥିଲେ।

19 And he saith unto them, Come ye after me, and I will make you fishers of men.ଯୀଶୁ ସମାନଙ୍କେୁ କହିଲେ, ଆସ, ମାେତେ ଅନୁସରଣ କର। ମୁଁ ତୁମ୍ଭକୁ ଏକ ଭିନ୍ନ ପ୍ରକାରର କେଉଟ କରିବି। ମାଛ ନ ଧରି ମଣିଷମାନଙ୍କୁ ତୁମ୍ଭେ ଏକତ୍ର ସଂଗ୍ରହ କରିବ।

20 And they straightway left the nets, and followed him.ସମାନେେ ସଙ୍ଗେ ସଙ୍ଗେ ତାହାଙ୍କ ଜାଲ ଛାଡିଦଇେ ଯୀଶୁଙ୍କୁ ଅନୁସରଣ କଲେ।

21 And going on from thence he saw two other brethren, James the `son' of Zebedee, and John his brother, in the boat with Zebedee their father, mending their nets; and he called them.ଯୀଶୁ ସଠାରୁେ ଆଗକୁ ଚାଲିଲେ। ସେ ଦେଖିଲେ ଯେ ଜବଦେୀଙ୍କ ପୁଅ ଯାକୁବ ଓ ଯୋହନଙ୍କୁ ତାହାଙ୍କ ବାପାଙ୍କ ସହିତ ଡଙ୍ଗା ଉପରେ ବସି ଜାଲ ମରାମତି କରୁଛନ୍ତି। ଯୀଶୁ ସମାନଙ୍କେୁ ଡାକିଲେ।

22 And they straightway left the boat and their father, and followed him.ସମାନେେ ସଙ୍ଗେ ସଙ୍ଗେ ତାହାଙ୍କ ବାପାଙ୍କୁ ଓ ଡଙ୍କାକୁ ଛାଡି ଦଇେ ଯୀଶୁଙ୍କୁ ଅନୁସରଣ କଲେ.

23 And Jesus went about in all Galilee, teaching in their synagogues, and preaching the gospel of the kingdom, and healing all manner of disease and all manner of sickness among the people.ଯୀଶୁ ଯୀହୂଦୀ ସମାଜଗୃହ ମାନଙ୍କ ରେ ସ୍ବର୍ଗ ରାଜ୍ଯ ରେ ସୁସମାଗ୍ଭର ପ୍ରଗ୍ଭର କରି ଓ ଲୋକଙ୍କର ସମସ୍ତ ପ୍ରକାର ରୋଗ ଓ ପୀଡା ଦୂରକରି ସମଗ୍ର ଗାଲିଲୀ ରାଜ୍ଯ ରେ ଭ୍ରମଣ କଲେ।

24 And the report of him went forth into all Syria: and they brought unto him all that were sick, holden with divers diseases and torments, possessed with demons, and epileptic, and palsied; and he healed them.ସମଗ୍ର ସୁରିଯା ଦେଶ ରେ ତାହାଙ୍କର ସମାଗ୍ଭର ବ୍ଯାପିଗଲା। ଯେଉଁ ଲୋକମାନେ ବିଭିନ୍ନ ରୋଗ ଓ ଭୟଙ୍କର ପୀଡା ରେ ଭୋଗୁଥିଲେ, ଯାଉଁମାନଙ୍କୁ ଭୂତ କବଳିତ କରିଥିଲା, ଯେଉଁମାନେ ମୃର୍ଚ୍ଛା ରୋଗୀ ଓ ପକ୍ଷଘାତ ରୋଗୀ ଥିଲେ, ସମାନେେ ସମସ୍ତେ ଯୀଶୁଙ୍କ ପାଖକୁ ଆସିବାକୁ ଲାଗିଲେ। ଯୀଶୁ ସମାନଙ୍କେୁ ସୁସ୍ଥ କରି ଦେଲେ।

25 And there followed him great multitudes from Galilee and Decapolis and Jerusalem and Judaea and `from' beyond the Jordan.ତେଣୁ ଗାଲିଲୀ, ଦକୋପଲି, ୟିରୂଶାଲମ, ଯୀହୂଦା ଓ ୟର୍ଦ୍ଦନ ନଦୀର ଆର ପାରିର ବହୁଲୋକ ତାହାଙ୍କୁ ଅନୁସରଣ କରିବାକୁ ଲାଗିଲେ।

Oriya Bible