Bible

Matthew 5 - YLT (Oriya)

1 And having seen the multitudes, he went up to the mount, and he having sat down, his disciples came to him,ଯୀଶୁଙ୍କୁ ଅନୁସରଣ କରୁଥିବା ଲୋକଙ୍କ ସଂଖ୍ଯା କ୍ରମଶଃ ବଢିବାକୁ ଲାଗିଲା। ଏହା ଦେଖି ଯୀଶୁ ଗୋଟିଏ ପାହାଡ ଉପରକୁ ଗଲେ ଏବଂ ସଠାେରେ ବସିଲେ। ତାହାଙ୍କର ଶିଷ୍ଯମାନେ ତାହାଙ୍କ ପାଖକୁ ଆସିଲେ।

2 and having opened his mouth, he was teaching them, saying:ଏଥର ଯୀଶୁ ସମାନଙ୍କେୁ ଉପଦେଶ ଦବୋ ଆରମ୍ଭ କଲେ,

3 `Happy the poor in spirit -- because theirs is the reign of the heavens.ଆତ୍ମି ରେ ଦିନହୀନ ଲୋକମାନେ ଧନ୍ଯ, କାରଣ ସ୍ବର୍ରାଜ୍ଯ ସହେିମାନଙ୍କର।

4 `Happy the mourning -- because they shall be comforted.ବର୍ତ୍ତମାନ ଦୁଃଖିତ ଲୋକମାନେ ଧନ୍ଯ; କାରଣ ପରମେଶ୍ବର ସମାନଙ୍କେୁ ସାନ୍ତ୍ବନା ଦବେେ।

5 `Happy the meek -- because they shall inherit the land.ନମ୍ର ଓ ସୁଶୀଳ ଲୋକମାନେ ଧନ୍ଯ; କାରଣ ଏ ପୃଥିବୀ ସହେିମାନଙ୍କର ହବେ।

6 `Happy those hungering and thirsting for righteousness -- because they shall be filled.ପରମେଶ୍ବରଙ୍କ ଇଚ୍ଛା ଅନୁସାରେ ସତ୍କର୍ମ କରିବାକୁ ଆଗ୍ରହୀ ଲୋକମାନେ ଧନ୍ଯ, କାରଣ ସମାନେେ ସଂମ୍ପୂର୍ଣ୍ଣ ତୃପ୍ତି ଲାଭ କରିବେ।

7 `Happy the kind -- because they shall find kindness.ଅନ୍ୟମାନଙ୍କୁ ଦୟା ଦଖାେଉଥିବା ଲୋକମାନେ ଧନ୍ଯ; କାରଣ ପରମେଶ୍ବର ସହେିମାନଙ୍କୁ ଦୟା କରିବେ।

8 `Happy the clean in heart -- because they shall see God.ନିର୍ମଳ ହୃଦୟ ଥିବା ଲୋକମାନେ ଧନ୍ଯ; କାରଣ ସମାନେେ ପରମେଶ୍ବରଙ୍କୁ ଦେଖିବେ।

9 `Happy the peacemakers -- because they shall be called Sons of God.ଶାନ୍ତ ପାଇଁ କାମ କରୁଥିବା ଲୋକମାନେ ଧନ୍ଯ, କାରଣ ସମାନେେ ପରମେଶ୍ବରଙ୍କ ସନ୍ତାନ ଭାବେ ଡକାଯିବେ।

10 `Happy those persecuted for righteousness' sake -- because theirs is the reign of the heavens.ପରମେଶ୍ବରଙ୍କ ଇଚ୍ଛା ଅନୁସାରେ ଧର୍ମକାର୍ୟ୍ଯ କରି କଷ୍ଟ ସହୁଥିବା ଲୋକମାନେ ଧନ୍ଯ; କାରଣ ସ୍ବର୍ଗରାଜ୍ଯ ସହେିମାନଙ୍କର।

11 `Happy are ye whenever they may reproach you, and may persecute, and may say any evil thing against you falsely for my sake --ତୁମ୍ଭମାନେେ ମାରେ ଅନୁଗାମୀ ହାଇେଥିବା ୟୋଗୁଁ ଲୋକେ ତୁମ୍ଭମାନଙ୍କୁ ଅପମାନ ଦବେେ, ତୁମ୍ଭମାନଙ୍କୁ ଯାତନା ଦବେେ ଓ ତୁମ୍ଭମାନଙ୍କ ବିରୁଦ୍ଧ ରେ ମିଛ ରେ ନାନା କଥା କହିବେ। କିନ୍ତୁ ତୁମ୍ଭମାନେେ ଧନ୍ଯ।

12 rejoice ye and be glad, because your reward `is' great in the heavens, for thus did they persecute the prophets who were before you.ତେଣୁ ଖୁସି ହାଇେ ଆନନ୍ଦ କର। କାରଣ ସ୍ବର୍ଗ ରେ ତୁମ୍ଭମାନେେ ଏକ ମହତ୍ ପୁରସ୍କାର ପାଇବ। ତାମ୍ଭର ପୂର୍ବବର୍ତ୍ତୀ ଭବିଷ୍ଯଦ୍ବକ୍ତାମାନଙ୍କୁ ମଧ୍ଯ ଲୋକମାନେ ଏହି ଭଳି ଯାତନା ଦଇେଥିଲେ।

13 `Ye are the salt of the land, but if the salt may lose savour, in what shall it be salted? for nothing is it good henceforth, except to be cast without, and to be trodden down by men.ତୁମ୍ଭମାନେେ ସମଗ୍ର ପୃଥିବୀ ପାଇଁ ଲୁଣ ସଦୃଶ। କିନ୍ତୁ ଲୁଣ ଯଦି ନିଦେ ସ୍ବାଦହୀନ ହାଇଯୋଏ, ତବେେ ତାକୁ ଆଉଥରେ ଲୁଣିଆ କରା ଯାଇ ନପା ରେ। ଲୁଣ ଆପଣା ଲୁଣିଆ ସ୍ବାଦ ହରାଇଲେ ଆଉ କୌଣସି କାମ ରେ ଲାଗିପାରିବ ନାହିଁ। ତାକୁ ବାହା ରେ ଫିଙ୍ଗି ଦିଆୟିବ। ଲୋକେ ତାକୁ ପାଦ ରେ ଚକଟି ଗ୍ଭଲିଯିବେ।

14 `Ye are the light of the world, a city set upon a mount is not able to be hid;ତୁମ୍ଭେ ଜଗତର ଆଲୋକ। ପାହାଡ ଉପରେ ଅବସ୍ଥିତ କୌଣସି ନଗରକୁ କବେେ ହେଲେ ଲୁଚଇେ ରଖାଯାଇ ପାରିବ ନାହିଁ।

15 nor do they light a lamp, and put it under the measure, but on the lamp-stand, and it shineth to all those in the house;ଲୋକେ ଦୀପଟିଏ ଜଳଇେ ତାକୁ ହାଣ୍ଡି ରଖନ୍ତି ନାହିଁ। ଲୋକେ ତାକୁ ଦୀପରୂଖା ଉପରେ ରଖନ୍ତି। ତଦ୍ବାରା ଦୀପଟି ଘର ଭିତରର ସବୁ ଲୋକଙ୍କୁ ଆଲୋକ ଦିଏ।

16 so let your light shine before men, that they may see your good works, and may glorify your Father who `is' in the heavens.ଲୋକଙ୍କ ଆଗ ରେ ତୁମ୍ଭମାନେେ ଆଲୋକ ଭଳି ପ୍ରକାଶିତ ହୁଅ। ସମାନେେ ତୁମ୍ଭର ଭଲ କାମଗୁଡିକ ଦେଖନ୍ତୁ ଓ ସ୍ବର୍ଗ ରେ ରହୁଥିବା ତୁମ୍ଭ ପରମ ପିତାଙ୍କ ପ୍ରଶଂସା ଗାନ କରନ୍ତୁ।

17 `Do not suppose that I came to throw down the law or the prophets -- I did not come to throw down, but to fulfill;ତୁମ୍ଭମାନେେ ଭାବନାହିଁ ଯେ ମୁଁ ମାଶାଙ୍କେ ବ୍ଯବସ୍ଥା କିଅବା ଭବିଷ୍ଯଦ୍ବକ୍ତାଙ୍କ ଶିକ୍ଷା ନଷ୍ଟ କରିବାକୁ ଆସିଛି। ମୁଁ ସମାନଙ୍କେ ଉପଦେଶ ନଷ୍ଟ କରିବାକୁ ଆସିନାହିଁ। ବରଂ ମୁଁ ସମାନଙ୍କେ ଉପଦେଶଗୁଡିକର ସମ୍ପୂର୍ଣ୍ଣ ଅର୍ଥ ପ୍ରକାଶିତ କରିବାକୁ ଆସିଛି।

18 for, verily I say to you, till that the heaven and the earth may pass away, one iota or one tittle may not pass away from the law, till that all may come to pass.ମୁଁ ତୁମ୍ଭକୁ ସତ୍ଯ କହୁଛି, ଏ ପୃଥିବୀ ଓ ଆକାଶ ସମାପ୍ତ ନ ହବୋ ପର୍ୟ୍ଯନ୍ତ ଓ ସବୁ କଥା ନ ଘଟିବା ପର୍ୟ୍ଯନ୍ତ ଏହି ନିୟମରୁ ଅକ୍ଷରଟିଏ କି ବନ୍ଦୁଟିଏ ହେଲେ ମଧ୍ଯ ଲୋପ ପାଇବନାହିଁ।

19 `Whoever therefore may loose one of these commands -- the least -- and may teach men so, least he shall be called in the reign of the heavens, but whoever may do and may teach `them', he shall be called great in the reign of the heavens.ଏଣୁ ଲୋକେ ପ୍ରେତ୍ୟକକ ଆଦେଶ ମାନିବା ଉଚିତ, ଏପରିକି ମହତ୍ବପୂର୍ଣ୍ଣ ଦଖାେ ଯାଉ ନଥିବା େଛାଟ ଆଦେଶଟିଏ ମଧ୍ଯ ମାନିବା ଉଚିତ। ଯେଉଁ ଲୋକ ଆଦେଶ ପାଳିବାକୁ ମନାକରେ ଓ ଅନ୍ୟ ଲୋକଙ୍କୁ ଆଦେଶ ନ ପାଳିବାକୁ ମନ୍ତ୍ରଣା ଦିଏ, ସେ ସ୍ବର୍ଗ ରାଜ୍ଯ ରେ ଅତି ନ୍ଯୁନ ବୋଲି ଗଣିତ ହବୋ କିନ୍ତୁ ଯେଉଁଲୋକ ସେ ବ୍ଯବସ୍ଥା ମାନେ ଓ ଅନ୍ୟକୁ ମାନି ଚଳିବାକୁ ଶିଖାଏ, ସେ ସ୍ବର୍ଗ ରାଜ୍ଯ ରେ ମହାନ୍ ହବେ।

20 `For I say to you, that if your righteousness may not abound above that of the scribes and Pharisees, ye may not enter to the reign of the heavens.ମୁଁ ତୁମ୍ଭକୁ କହୁଛି ଯେ, ପରମେଶ୍ବରଙ୍କ ଇଚ୍ଛା ଅନୁସାରେ ଆଚରଣ କରି ତୁମ୍ଭମାନେେ ଧର୍ମ ଶାସ୍ତ୍ରୀ ଓ ଫାରୂଶୀ ମାନଙ୍କଠାରୁ ଆଗଇେ ଯାଅ। ତା ନ ହେଲେ ତୁମ୍ଭେ ସ୍ବର୍ଗ ରାଜ୍ଯ ରେ ପ୍ରବେଶ କରିପାପିବ ନାହିଁ।

21 `Ye heard that it was said to the ancients: Thou shalt not kill, and whoever may kill shall be in danger of the judgment;ତୁମ୍ଭମାନେେ ଶୁଣିଛ ଯେ, ଆମ୍ଭର ପୂର୍ବପୁରୁଷମାନଙ୍କୁ କୁହାୟାଇଥିଲା: 'ନରହତ୍ଯା କର ନାହିଁ। ଯେଉଁଲୋକ ନରହତ୍ଯା କରେ, ସେ ବିଗ୍ଭରସ୍ଥାନ ରେ ବିଗ୍ଭରିତ ହବେ।'

22 but I -- I say to you, that every one who is angry at his brother without cause, shall be in danger of the judgment, and whoever may say to his brother, Empty fellow! shall be in danger of the sanhedrim, and whoever may say, Rebel! shall be in danger of the gehenna of the fire.କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଛି ଯେ, ତୁମ୍ଭମାନେେ ଅନ୍ୟ

23 `If, therefore, thou mayest bring thy gift to the altar, and there mayest remember that thy brother hath anything against thee,ଯେତବେେଳେ ତୁମ୍ଭମାନେେ ପରମେଶ୍ବରଙ୍କ ନିକଟକୁ ତୁମ୍ଭମାନଙ୍କର ନବୈେଦ୍ଯ ଦାନ ଆଣ, ସେତବେେଳେ ଅନ୍ୟ ଲୋକମାନଙ୍କ ବିଷୟ ଚିନ୍ତା କର। ଯଦି ବଦେୀ ଉପରେ ପରମେଶ୍ବରଙ୍କୁ ନବୈେଦ୍ଯ ଦାନ ଦବୋ ବେଳେ ତୁମ୍ଭର ମନେ ପଡିଯାଏ ଯେ, ତୁମ୍ଭ ବିରୁଦ୍ଧ ରେ କାହାର କିଛି କଥା ଅଛି,

24 leave there thy gift before the altar, and go -- first be reconciled to thy brother, and then having come bring thy gift.ତବେେ ତୁମ୍ଭର ନବୈେଦ୍ଯ ଦାନ ସହେିଠା ରେ ଛାଡି ଦଇେ ସହେି ଲୋକଟି ପାଖକୁ ଯାଅ ଏବଂ ତା ସହିତ ଶାନ୍ତି ସ୍ଥାପନ କିର, ତା'ପରେ ଆସି ତୁମ୍ଭର ନବୈେଦ୍ଯ ଦାନ ଅର୍ପଣ କର।

25 `Be agreeing with thy opponent quickly, while thou art in the way with him, that the opponent may not deliver thee to the judge, and the judge may deliver thee to the officer, and to prison thou mayest be cast,ଯଦି ତୁମ୍ଭର ଶତୃ ତୁମ୍ଭକୁ ବିଗ୍ଭରାଳୟକୁ ନଇେ ଯାଉଅଛି ତବେେ ବିଗ୍ଭରାଳୟ ୟିବା ପୂର୍ବରୁ ତା' ସହିତ ଶୀଘ୍ର ବନ୍ଧୁତା ସ୍ଥାପନ କର। ନଚତେ ତୁମ୍ଭର ଶତୃ ବିଗ୍ଭରପତିଙ୍କ ହାତ ରେ ଦଇଦେବ ଓ ଶଷେ ରେ ବିଗ୍ଭରପତି ତୁମ୍ଭକୁ ସିପାହୀ ହାତ ରେ ଦବେେ, ତା'ପରେ ତୁମ୍ଭେ କାରାଗାର ରେ ବନ୍ଦୀ ହାଇେ ୟିବ।

26 verily I say to thee, thou mayest not come forth thence till that thou mayest pay the last farthing.ମୁଁ ତୁମ୍ଭକୁ ସତ୍ଯ କହୁଛି, ଯେଉଁ ପର୍ୟ୍ଯନ୍ତ ତୁମ୍ଭେ ପାହୁଲା-ପାହୁଲା କରି ନ ଶୁଝିଛ, ସେ ପର୍ୟ୍ଯନ୍ତ କାରାଗାର ଭିତରୁ ବାହାରି ଆସି ପାରିବ ନାହିଁ ।

27 `Ye heard that it was said to the ancients: Thou shalt not commit adultery;ତୁମ୍ଭମାନେେ ଏ କଥା କୁହା ଯାଇଥିବାର ଶୁଣିଛ ଯେ, 'ବ୍ଯଭିଗ୍ଭର କରନାହିଁ।'

28 but I -- I say to you, that every one who is looking on a woman to desire her, did already commit adultery with her in his heart.କିନ୍ତୁ ମୁଁ ତୁମ୍ଭକୁ କହୁଛି ଯେ, ଯଦି କହେି ଲୋକ କୌଣସି ସ୍ତ୍ରୀକୁ ଦେଖେ ଓ ତା ସହିତ ବ୍ଯଭିଗ୍ଭର କରିବା ପାଇଁ ଗ୍ଭ ହେଁ, ତବେେ ସେ ନିଜ ମନ ଭତ ରେ ସହେି ସ୍ତ୍ରୀ ସହିତ ବ୍ଯଭିଗ୍ଭର କରି ସାରିଲାଣି।

29 `But, if thy right eye doth cause thee to stumble, pluck it out and cast from thee, for it is good to thee that one of thy members may perish, and not thy whole body be cast to gehenna.ଯଦି ତୁମ୍ଭର ଡାହାଣ ଆଖି ତୁମ୍ଭର ପାପର

30 `And, if thy right hand doth cause thee to stumble, cut it off, and cast from thee, for it is good to thee that one of thy members may perish, and not thy whole body be cast to gehenna.ଯଦି ତୁମ୍ଭର ଡାହାଣ ହାତଟି ତୁମ୍ଭ ପାପର କାରଣ ହୁଏ, ତାକୁ କାଟି ଫିଙ୍ଗି ଦିଅ। କାରଣ ତୁମ୍ଭର ସମ୍ପୂର୍ଣ୍ଣ ଶରୀର ନର୍କ ରେ ପଡିବା ଅପେକ୍ଷା ଶରୀରର ଗୋଟିଏ ଅଙ୍ଗ ନଷ୍ଟ ହାଇଯେିବା ଭଲ।

31 `And it was said, That whoever may put away his wife, let him give to her a writing of divorce;ଏକଥା ମଧ୍ଯ କୁହାୟାଇଛି ଯେ, ' ଯେଉଁ ଲୋକ ତାର ପତ୍ନୀକୁ ଛାଡପତ୍ର ଦିଏ, ସେ ତା ପତ୍ନୀକୁ ଛାଡପତ୍ର ପାଇଁ ଲିଖିତ ରୁପରେ ଗୋଟିଏ ସୂଚନା ଦବେ।'

32 but I -- I say to you, that whoever may put away his wife, save for the matter of whoredom, doth make her to commit adultery; and whoever may marry her who hath been put away doth commit adultery.କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଛି ଯେ, ଯଦି କହେି ନିଜର ପତ୍ନୀକୁ ଛାଡପତ୍ର ଦିଏ, ସେ ତାହାକୁ ବ୍ଯଭିଗ୍ଭର ଦୋଷ ରେ ଦୋଷୀ କରିଥାଏ। ଯଦି ତାହାର ପତ୍ନୀ ଅନ୍ୟ ବ୍ଯକ୍ତି ସହିତ ୟୌନ ସଂପର୍କ ରଖିଥାଏ, ତବେେ କବଳେ ସେ ତାହାକୁ ଛାଡପତ୍ର ଦଇେ ପାରିବ। ଯଦି କୌଣସି ଲୋକ ଛାଡପତ୍ର ପାଇଥିବା ସହେି ପତ୍ନୀକୁ ବିବାହ କରେ ତବେେ ସେ ମଧ୍ଯ ବ୍ଯଭିଗ୍ଭର ପାପରେ ଦୋଷୀ ହୁଏ।

33 `Again, ye heard that it was said to the ancients: Thou shalt not swear falsely, but thou shalt pay to the Lord thine oaths;ଏକଥା ତୁମ୍ଭେ ଶୁଣିଛ ଯେ ଆମ୍ଭର ପୂର୍ବପୁରୁଷମାନଙ୍କୁ କୁହାୟାଇ ଥିଲା: 'ତୁମ୍ଭମାନେେ କରିଥିବା ପ୍ରତିଜ୍ଞା କବେେ ହେଲେ ଭାଙ୍ଗ ନାହିଁ ଓ ପ୍ରଭୁଙ୍କ ଉଦ୍ଦେଶ୍ଯ ରେ ସହେି ସବୁ ପାଳନ କର।'

34 but I -- I say to you, not to swear at all; neither by the heaven, because it is the throne of God,କିନ୍ତୁ ମୁଁ ତୁମ୍ଭକୁ କହୁଛି ଯେ, ଆଦୌ ପ୍ରତିଜ୍ଞା କରନାହିଁ। ସ୍ବର୍ଗର ନାମ ରେ ପ୍ରତିଜ୍ଞା କର ନାହିଁ, କାରଣ ତାହା ପରମେଶ୍ବରଙ୍କ ସିଂହାସନ।

35 nor by the earth, because it is His footstool, nor by Jerusalem, because it is a city of a great king,ପୃଥିବୀ ନାମ ରେ ପ୍ରତିଜ୍ଞା ନିଅନାହିଁ। କାରଣ ତାହା ପରମେଶ୍ବରଙ୍କର ପାଦ ପୀଠ। ୟିରୂଶାଲମ ନାମ ରେ ପ୍ରତିଜ୍ଞା ନିଅ ନାହିଁ। କାରଣ ତାହା ପରମେଶ୍ବରଙ୍କ ନଗରୀ।

36 nor by thy head mayest thou swear, because thou art not able one hair to make white or black;ନିଜ ମୁଣ୍ଡ ଛୁଇଁ ପ୍ରତିଜ୍ଞା ନିଅ ନାହିଁ, କାରଣ ତା'ର ଗୋଟିଏ ବାଳକୁ ବି ତୁମ୍ଭେ କଳା ବା ଧଳା କରି ପାରିବନାହିଁ।

37 but let your word be, Yes, Yes, No, No, and that which is more than these is of the evil.ଯଦି ତୁମ୍ଭେ ଠିକ୍ ମନେ କରୁଛ ତବେେ ହଁ କୁହ ଏବଂ ତୁମ୍ଭେ ଯଦି ଭୁଲ ବୋଲି ମନେ କରୁଛ ତବେେ ନା କୁହ। 'ହଁ' ବା 'ନାଁ' ଠାରୁ ଅଧିକା ବିଷୟ ପାପାତ୍ମା ଠାରୁ ଆସିଥାଏ।

38 `Ye heard that it was said: Eye for eye, and tooth for tooth;ତୁମ୍ଭେ ଶୁଣିଛ ଯେ ଏକଥା କୁହା ଯାଇଛି: 'ଆଖି ବଦଳ ରେ ଆଖି ଓ ଦାନ୍ତ ବଦଳ ରେ ଦାନ୍ତ।'

39 but I -- I say to you, not to resist the evil, but whoever shall slap thee on thy right cheek, turn to him also the other;କିନ୍ତୁ ମୁଁ ତୁମ୍ଭକୁ କହୁଛି ଯେ କୌଣସି ମନ୍ଦ ଲୋକର ବିରୁଦ୍ଧ ରେ ଠିଆ ହୁଅନାହିଁ। ବରଂ ଯଦି କହେି ତୁମ୍ଭର ଡାହାଣ ଗାଲ ରେ ଗ୍ଭପୁଡାଟିଏ ମା ରେ ତବେେ ତୁମ୍ଭେ ତା ଆଡକୁ ଆର ଗାଲଟି ମଧ୍ଯ ଦେଖଇେ ଦିଅ।

40 and whoever is willing to take thee to law, and thy coat to take -- suffer to him also the cloak.ଯଦି କହେି ତୁମ୍ଭ ବିରୁଦ୍ଧ ରେ ବିଗ୍ଭରାଳୟ ରେ ମକଦ୍ଦମା କରି ତୁମ୍ଭର କୁର୍ତ୍ତାଟି ନବୋକୁ ଇଚ୍ଛା କରେ, ତବେେ ତୁମ୍ଭେ ତାକୁ ତୁମ୍ଭର ଗ୍ଭଦରଟି ମଧ୍ଯ ଦଇେ ଦିଅ।

41 `And whoever shall impress thee one mile, go with him two,ଯଦି କହେି ତୁମ୍ଭକୁ ତା ସହିତ ଗୋଟିଏ କୋଶ ଗ୍ଭଲିବାକୁ ବାଧ୍ଯ କରେ ତବେେ ତୁମ୍ଭେ ତା ସହିତ ଦୁଇ କୋଶ ଗ୍ଭଲି ଯାଅ।

42 to him who is asking of thee be giving, and him who is willing to borrow from thee thou mayest not turn away.ଯଦି କହେି ତୁମ୍ଭକୁ କିଛି ମାଗେ, ତବେେ ତାହା ତାହାକୁ ଦିଅ। କହେି ଯଦି ତୁମ୍ଭଠାରୁ ଧାର ନବୋକୁ ଇଚ୍ଛାକରେ, ତବେେ ତା ହକେୁ ମନା କରନାହିଁ।

43 `Ye heard that it was said: Thou shalt love thy neighbor, and shalt hate thine enemy;ତୁମ୍ଭେ ଶୁଣିଛ ଯେ ଏକଥା କୁହା ଯାଇଛି: 'ତୁମ୍ଭର ପଡ଼ୋଶୀଙ୍କୁ ପ୍ ରମେ କର ଓ ଶତୃମାନଙ୍କୁ ଘୃଣା କର।'

44 but I -- I say to you, Love your enemies, bless those cursing you, do good to those hating you, and pray for those accusing you falsely, and persecuting you,କିନ୍ତୁ ମୁଁ କହୁଛି: ତୁମ୍ଭେ ତୁମ୍ଭର ଶତୃକୁ ମଧ୍ଯ ପ୍ ରମେ କର। ତୁମ୍ଭକୁ ଯାତନା ଦେଉଥିବା ଲୋକମାନଙ୍କ ପାଇଁ ପାର୍ଥନା କର।

45 that ye may be sons of your Father in the heavens, because His sun He doth cause to rise on evil and good, and He doth send rain on righteous and unrighteous.ତା ହେଲେ ତୁମ୍ଭେ ସ୍ବର୍ଗ ରେ ରହୁଥିବା ପରମପିତାଙ୍କ ଯଥାର୍ଥ ସନ୍ତାନ ହାଇେ ପାରିବ। ପରମପିତା, ଭଲ ଲୋକ ଓ ମନ୍ଦ ଲୋକ ଉଭୟଙ୍କ ଉପରେ ତାହାଙ୍କ ସୂର୍ୟ୍ଯଙ୍କୁ ଉଦିତ କରାନ୍ତି। ସେ ଭଲ କାମ କରୁଥିବା ଲୋକ ଓ ମନ୍ଦ କାମ କରୁଥିବା ଲୋକ, ଉଭୟଙ୍କ ଉପରେ ବର୍ଷା ବର୍ଷାନ୍ତି।

46 `For, if ye may love those loving you, what reward have ye? do not also the tax-gatherers the same?ଯେଉଁମାନେ ତୁମ୍ଭକୁ ପ୍ ରମେ କରୁଛନ୍ତି, ତୁମ୍ଭେ ଯଦି କବଳେ ସହେିମାନଙ୍କୁ ପ୍ ରମେ କରିବ ତବେେ ତୁମ୍ଭମାନେେ କୌଣସି ପୁରସ୍କାର ପାଇବନାହିଁ? ଏପରିକି କରଆଦାୟକାରୀ ମାନେ ମଧ୍ଯ ଏହା କରନ୍ତି?

47 and if ye may salute your brethren only, what do ye abundant? do not also the tax-gatherers so?ଯଦି ତୁମ୍ଭେ କବଳେ ନିଜ ଭାଇ- ବନ୍ଧୁମାନଙ୍କୁ ନମସ୍କାର କର ତବେେ ତୁମ୍ଭେ ଅନ୍ୟମାନଙ୍କଠାରୁ କ'ଣ ଅଧିକ କଲ? ବିଧର୍ମୀମାନେ କ'ଣ ଏଭଳି କରନ୍ତି ନାହିଁ କି?

48 ye shall therefore be perfect, as your Father who `is' in the heavens is perfect.ଏଣୁ ସ୍ବର୍ଗ ରେ ରହୁଥିବା ତୁମ୍ଭର ପରମପିତା ଯେପରି ସିଦ୍ଧ, ତୁମ୍ଭମାନେେ ମଧ୍ଯ ସହେିପରି ସିଦ୍ଧ ହୁଅ।

Oriya Bible