Micah 3

fullscreen9 ହେ ଯାକୁବର ବୃଦ୍ଧଗଣ ଓ ଇଶ୍ରାୟେଲର ଶାସକଗଣ ମାେ କଥା ଶୁଣ! ତୁମ୍ଭମାନେେ ନ୍ଯାଯ ବିଗ୍ଭର ଚଳଣିକୁ ଘୃଣା କରୁଛ। ଯାହାସବୁ ନ୍ଯାଯ ଓ ଯଥାର୍ଥ ତୁମ୍ଭମାନେେ ସେ ସମସ୍ତକୁ ମିଥ୍ଯା କରୁଛ।

fullscreen10 ଲୋକମାନଙ୍କ ରକ୍ତ ରେ ସିଯୋନକୁ ତୁମ୍ଭେ ଗଢିଛ ଓ ଅଧର୍ମ ଦ୍ବାରା ୟିରୁଶାଲମକୁ ନିର୍ମାଣ କରିଛ।

fullscreen11 ୟିରୁଶାଲମର ବିଗ୍ଭରପତିଗଣ ଲାଞ୍ଚ ନଇେ ବିଗ୍ଭର କରନ୍ତି। ଆଉ ସେ ସ୍ଥାନର ଯାଜକଗଣ ଅର୍ଥ ନଇେ ଶିକ୍ଷା ଦିଅନ୍ତି ଓ ଭବିଷ୍ଯଦ୍ବକ୍ତାଗଣ ଭବିଷ୍ଯବାଣୀ ପାଇଁ ଅର୍ଥ ନିଅନ୍ତି। ତଥାପି ସେ ସ୍ଥାନର ବୃଦ୍ଧଗଣ ସଦାପ୍ରଭୁଙ୍କ ସାହାୟ୍ଯ ପାଇଁ ଆଶା କରନ୍ତି। ସମାନେେ ମଧ୍ଯ କୁହନ୍ତି, ସଦାପ୍ରଭୁ ଆମ୍ଭମାନଙ୍କ ସହିତ ଏଠା ରେ ଅଛନ୍ତି। ତେଣୁ କୌଣସି ଅମଙ୍ଗଳ ଆମ୍ଭମାନଙ୍କର ଘଟିବ ନାହିଁ।

9 Hear this, I pray you, ye heads of the house of Jacob, and princes of the house of Israel, that abhor judgment, and pervert all equity.

10 They build up Zion with blood, and Jerusalem with iniquity.

11 The heads thereof judge for reward, and the priests thereof teach for hire, and the prophets thereof divine for money: yet will they lean upon the Lord, and say, Is not the Lord among us? none evil can come upon us.

Micah 3 in Tamil and English

9 ହେ ଯାକୁବର ବୃଦ୍ଧଗଣ ଓ ଇଶ୍ରାୟେଲର ଶାସକଗଣ ମାେ କଥା ଶୁଣ! ତୁମ୍ଭମାନେେ ନ୍ଯାଯ ବିଗ୍ଭର ଚଳଣିକୁ ଘୃଣା କରୁଛ। ଯାହାସବୁ ନ୍ଯାଯ ଓ ଯଥାର୍ଥ ତୁମ୍ଭମାନେେ ସେ ସମସ୍ତକୁ ମିଥ୍ଯା କରୁଛ।
Hear this, I pray you, ye heads of the house of Jacob, and princes of the house of Israel, that abhor judgment, and pervert all equity.

10 ଲୋକମାନଙ୍କ ରକ୍ତ ରେ ସିଯୋନକୁ ତୁମ୍ଭେ ଗଢିଛ ଓ ଅଧର୍ମ ଦ୍ବାରା ୟିରୁଶାଲମକୁ ନିର୍ମାଣ କରିଛ।
They build up Zion with blood, and Jerusalem with iniquity.

11 ୟିରୁଶାଲମର ବିଗ୍ଭରପତିଗଣ ଲାଞ୍ଚ ନଇେ ବିଗ୍ଭର କରନ୍ତି। ଆଉ ସେ ସ୍ଥାନର ଯାଜକଗଣ ଅର୍ଥ ନଇେ ଶିକ୍ଷା ଦିଅନ୍ତି ଓ ଭବିଷ୍ଯଦ୍ବକ୍ତାଗଣ ଭବିଷ୍ଯବାଣୀ ପାଇଁ ଅର୍ଥ ନିଅନ୍ତି। ତଥାପି ସେ ସ୍ଥାନର ବୃଦ୍ଧଗଣ ସଦାପ୍ରଭୁଙ୍କ ସାହାୟ୍ଯ ପାଇଁ ଆଶା କରନ୍ତି। ସମାନେେ ମଧ୍ଯ କୁହନ୍ତି, ସଦାପ୍ରଭୁ ଆମ୍ଭମାନଙ୍କ ସହିତ ଏଠା ରେ ଅଛନ୍ତି। ତେଣୁ କୌଣସି ଅମଙ୍ଗଳ ଆମ୍ଭମାନଙ୍କର ଘଟିବ ନାହିଁ।
The heads thereof judge for reward, and the priests thereof teach for hire, and the prophets thereof divine for money: yet will they lean upon the Lord, and say, Is not the Lord among us? none evil can come upon us.