Micah 7
1 ମୁଁ ବିବ୍ରତ, କାରଣ ଫଳ ତୋଳିଲା ପ ରେ ଫଳ ବଗିଗ୍ଭ ଶ୍ରୀହୀନ ହେଲାପରି ମୁଁ ହାଇେଅଛି ଏବଂ ଦ୍ରାକ୍ଷାଲତାରୁ ଦ୍ରାକ୍ଷାଫଳ ତୋଳା ସରିଗଲା ପରି ମୁଁ ହାଇେଅଛି। ଗୋଟିଏ ହେଲେ ଫଳ ଦ୍ରାକ୍ଷାଲତା ରେ ଖାଇବାକୁ ନାହିଁ କି ମାରେ ପ୍ରିଯ ପ୍ରଥମ ପକ୍ବ ଡିମିରି ଫଳ ନାହିଁ।
2 ମୁଁ ବୁଝୁଛି, ଦେଶରୁ ସମସ୍ତ ବିଶ୍ବସ୍ତ ଓ ଉତ୍ତମ ଲୋକ ଗ୍ଭଲି ୟାଇଛନ୍ତି। ପ୍ରେତ୍ୟକକ ଅନ୍ୟକୁ ମାରିବାକୁ ଅପେକ୍ଷା କରି ରହିଛନ୍ତି। ପ୍ରେତ୍ୟକକ ନିଜର ଭାଇକୁ ମଧ୍ଯ ଜାଲ ରେ ପକାଇବାକୁ ଚେଷ୍ଟା କରୁଛନ୍ତି।
3 ଲୋକମାନେ ଦୁଇ ହାତ ରେ ମନ୍ଦକାର୍ୟ୍ଯ କରିବାକୁ ଯତ୍ନଶୀଳ ହେଉଛନ୍ତି, କର୍ମଗ୍ଭରୀଗଣ ଲାଞ୍ଚ ନେଉଛନ୍ତି ଓ ବିଗ୍ଭରକ ବିଗ୍ଭରାଳଯ ରେ ସମାନଙ୍କେର ସିଦ୍ଧାନ୍ତ ବଦଳାଇବାକୁ ଅର୍ଥ ନେଉଛନ୍ତି। ପ୍ରଧାନ ବ୍ଯକ୍ତିମାନେ ଉତ୍ତମ ଓ ନ୍ଯାଯ ବିଗ୍ଭର କରୁ ନାହିଁନ୍ତି। ସମାନେେ ନିଜ ଇଚ୍ଛା ଯାହା ତାହା କରୁଛନ୍ତି।
4 ଏପରିକି ସମାନଙ୍କେ ମଧିଅରେ ଯେ ସର୍ବୋତ୍ତମ ସେ ବୁଦା ରେ କଣ୍ଟକ ସଦୃଶ। ଆଉ ସବୁଠାରୁ ସରଳ ବ୍ଯକ୍ତି ଅଧିକ ଜଟିଳ ଓ କଣ୍ଟାବାଡ ରେ କଣ୍ଟକ ସଦୃଶ ଅଟେ।
5 ତୁମ୍ଭର ପ୍ରତିବେଶୀ କି ମିତ୍ରଙ୍କୁ ବିଶ୍ବାସ କରନାହିଁ। ଏପରିକି ତୁମ୍ଭ ସହିତ ଶୋଉଥିବା ସ୍ତ୍ରୀ ପାଖ ରେ ମୁଖ ଖାେଲ ନାହିଁ।
6 ତୁମ୍ଭ ନିଜ ପରିବାରର ଲୋକେ ତୁମ୍ଭର ଶତୃ ପାଲଟିବେ। ପୁଅ ତାଙ୍କର ବାପାଙ୍କୁ ଅସମ୍ମାନ କରିବ, କନ୍ଯା ମାଆର ବିରୁଦ୍ଧ ରେ ୟିବ ଓ ବୋହୂ ଶାଶୁର ବିରୁଦ୍ଧ ରେ କାର୍ୟ୍ଯ କରିବ।
1 Woe is me! for I am as when they have gathered the summer fruits, as the grapegleanings of the vintage: there is no cluster to eat: my soul desired the firstripe fruit.
2 The good man is perished out of the earth: and there is none upright among men: they all lie in wait for blood; they hunt every man his brother with a net.
3 That they may do evil with both hands earnestly, the prince asketh, and the judge asketh for a reward; and the great man, he uttereth his mischievous desire: so they wrap it up.
4 The best of them is as a brier: the most upright is sharper than a thorn hedge: the day of thy watchmen and thy visitation cometh; now shall be their perplexity.
5 Trust ye not in a friend, put ye not confidence in a guide: keep the doors of thy mouth from her that lieth in thy bosom.
6 For the son dishonoureth the father, the daughter riseth up against her mother, the daughter in law against her mother in law; a man’s enemies are the men of his own house.
Micah 7 in Tamil and English
1 ମୁଁ ବିବ୍ରତ, କାରଣ ଫଳ ତୋଳିଲା ପ ରେ ଫଳ ବଗିଗ୍ଭ ଶ୍ରୀହୀନ ହେଲାପରି ମୁଁ ହାଇେଅଛି ଏବଂ ଦ୍ରାକ୍ଷାଲତାରୁ ଦ୍ରାକ୍ଷାଫଳ ତୋଳା ସରିଗଲା ପରି ମୁଁ ହାଇେଅଛି। ଗୋଟିଏ ହେଲେ ଫଳ ଦ୍ରାକ୍ଷାଲତା ରେ ଖାଇବାକୁ ନାହିଁ କି ମାରେ ପ୍ରିଯ ପ୍ରଥମ ପକ୍ବ ଡିମିରି ଫଳ ନାହିଁ।
Woe is me! for I am as when they have gathered the summer fruits, as the grapegleanings of the vintage: there is no cluster to eat: my soul desired the firstripe fruit.
2 ମୁଁ ବୁଝୁଛି, ଦେଶରୁ ସମସ୍ତ ବିଶ୍ବସ୍ତ ଓ ଉତ୍ତମ ଲୋକ ଗ୍ଭଲି ୟାଇଛନ୍ତି। ପ୍ରେତ୍ୟକକ ଅନ୍ୟକୁ ମାରିବାକୁ ଅପେକ୍ଷା କରି ରହିଛନ୍ତି। ପ୍ରେତ୍ୟକକ ନିଜର ଭାଇକୁ ମଧ୍ଯ ଜାଲ ରେ ପକାଇବାକୁ ଚେଷ୍ଟା କରୁଛନ୍ତି।
The good man is perished out of the earth: and there is none upright among men: they all lie in wait for blood; they hunt every man his brother with a net.
3 ଲୋକମାନେ ଦୁଇ ହାତ ରେ ମନ୍ଦକାର୍ୟ୍ଯ କରିବାକୁ ଯତ୍ନଶୀଳ ହେଉଛନ୍ତି, କର୍ମଗ୍ଭରୀଗଣ ଲାଞ୍ଚ ନେଉଛନ୍ତି ଓ ବିଗ୍ଭରକ ବିଗ୍ଭରାଳଯ ରେ ସମାନଙ୍କେର ସିଦ୍ଧାନ୍ତ ବଦଳାଇବାକୁ ଅର୍ଥ ନେଉଛନ୍ତି। ପ୍ରଧାନ ବ୍ଯକ୍ତିମାନେ ଉତ୍ତମ ଓ ନ୍ଯାଯ ବିଗ୍ଭର କରୁ ନାହିଁନ୍ତି। ସମାନେେ ନିଜ ଇଚ୍ଛା ଯାହା ତାହା କରୁଛନ୍ତି।
That they may do evil with both hands earnestly, the prince asketh, and the judge asketh for a reward; and the great man, he uttereth his mischievous desire: so they wrap it up.
4 ଏପରିକି ସମାନଙ୍କେ ମଧିଅରେ ଯେ ସର୍ବୋତ୍ତମ ସେ ବୁଦା ରେ କଣ୍ଟକ ସଦୃଶ। ଆଉ ସବୁଠାରୁ ସରଳ ବ୍ଯକ୍ତି ଅଧିକ ଜଟିଳ ଓ କଣ୍ଟାବାଡ ରେ କଣ୍ଟକ ସଦୃଶ ଅଟେ।
The best of them is as a brier: the most upright is sharper than a thorn hedge: the day of thy watchmen and thy visitation cometh; now shall be their perplexity.
5 ତୁମ୍ଭର ପ୍ରତିବେଶୀ କି ମିତ୍ରଙ୍କୁ ବିଶ୍ବାସ କରନାହିଁ। ଏପରିକି ତୁମ୍ଭ ସହିତ ଶୋଉଥିବା ସ୍ତ୍ରୀ ପାଖ ରେ ମୁଖ ଖାେଲ ନାହିଁ।
Trust ye not in a friend, put ye not confidence in a guide: keep the doors of thy mouth from her that lieth in thy bosom.
6 ତୁମ୍ଭ ନିଜ ପରିବାରର ଲୋକେ ତୁମ୍ଭର ଶତୃ ପାଲଟିବେ। ପୁଅ ତାଙ୍କର ବାପାଙ୍କୁ ଅସମ୍ମାନ କରିବ, କନ୍ଯା ମାଆର ବିରୁଦ୍ଧ ରେ ୟିବ ଓ ବୋହୂ ଶାଶୁର ବିରୁଦ୍ଧ ରେ କାର୍ୟ୍ଯ କରିବ।
For the son dishonoureth the father, the daughter riseth up against her mother, the daughter in law against her mother in law; a man’s enemies are the men of his own house.